ଆମ ଜିଲା ଖବର

ଦେବଗିରି ଜଳକୁଣ୍ଡରୁ ମିଳିଲା ଛାତ୍ରୀଙ୍କ ମୃତଦେହ

ରାୟଗଡ଼ା,୨୬।୩(ସ୍ବ.ପ୍ର.): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ମହକୁମାସ୍ଥିତ ଐତିହାସିକ ଶୈବପୀଠ ଦେବଗିରି ପାହାଡ଼ରୁ ପୋଲିସ ରବିବାର ଜଣେ ଛାତ୍ରୀଙ୍କ ମୃତଦେହ ଉଦ୍ଧାର କରିଛି। ମୃତା ଛାତ୍ରୀ ହେଲେ ବିରେନ ଗୌଡ଼ଙ୍କ ଝିଅ ଦେବକୀ। ତାଙ୍କ ଘର କାଶୀପୁର ବ୍ଲକ ସୁଙ୍ଗେର ଗ୍ରାମରେ।…

ପୁଣି କଳାହାଣ୍ଡି ଦାଦନ ଶ୍ରମିକଙ୍କ ମୃତ୍ୟୁ

କୋକସରା,୨୬।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାର ଦାଦନ ଦୁଃଖ ସରିବାର ନାଁ ଧରୁନାହିଁ। ଗତ ୩ ମାସ ମଧ୍ୟରେ କୋକସରା ବ୍ଲକର ୩ ଦାଦନ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ପୁଣି ଜଣେ ଦାଦନ ଶ୍ରମିକଙ୍କ ଝୁଲନ୍ତା ମୃତଦେହ ତାମିଲନାଡୁ ରାଜ୍ୟର କୋଏମ୍ବାଟୁର କାଦୁବାଟି…

ବୃଦ୍ଧା ମା’ଙ୍କୁ ତଣ୍ଟି ଚିପି ହତ୍ୟା କଲା ପୁଅ

ବରଗଡ଼ ଅଫିସ,୨୬।୩: ପୁଅଟିଏ ଜନ୍ମହେଲେ ପରିବାରରେ ଖୁସିର ମାହୋଲ ଖେଳିଯାଏ। ପୁଅ ଦିନେ ବଡ଼ ହୋଇ ପରିଣତ ବୟସରେ ସାହା ଭରସା ପାଲଟିବ ବୋଲି ମା’ ବାପାଙ୍କ ମନରେ ଆଶା ବାନ୍ଧିଥାନ୍ତି । ମା’ ସେବା ସୁଶ୍ରୂଷା କରି ପୁଅକୁ ଛୋଟରୁ…

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ଦୁଇ ଜୀବନ

କାଲିମେଳା,୨୬।୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା କାଲିମେଳା ଥାନା ଅଧୀନ ପୋତାଖାର ଗ୍ରାମ ନିକଟ ୩୨୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ଧକ୍କାରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ କାଲିମେଳା ଥାନା ଏରାଗୋଣ୍ଡା…

ସ୍କନ୍ଦମାତା ବେଶରେ ଦର୍ଶନ ଦେଲେ ମା’ ବନଦୁର୍ଗା

ନିରାକାରପୁର,୨୬।୩(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ରାମେଶ୍ୱର ପଞ୍ଚାୟତସ୍ଥିତ ବନଦୁର୍ଗାଙ୍କ ପୀଠରେ ଆୟୋଜିତ ନବଦିନାତ୍ମକ ବାସନ୍ତିକ ଦୁର୍ଗାପୂଜାର ପଞ୍ଚମ ଦିନରେ ମା’ ବନଗୁର୍ଗା ସ୍କନ୍ଦମାତା ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ଏହି ଉପଲକ୍ଷେ ସକାଳୁ ମଙ୍ଗଳ ଆଳତି, ବାଳ ଭୋଗ, ଷୋଡ଼ଶ ଉପଚାରରେ ମଧ୍ୟାହ୍ନ…

ଭତ୍ତା ଟଙ୍କା ଛଡାଇ ନେଇ ମହିଳାଙ୍କୁ ଆକ୍ରମଣ

ପଦ୍ମପୁର,୨୬ା୩(ଡି.ଏନ.ଏ.): ଭଦ୍ରକ ସଦର ବ୍ଲକ ଅଧୀନ ଶେରପୁର ଗ୍ରାମର ଜଣେ ମହିଳା ଭତ୍ତା ଟଙ୍କା ନେଇ ଶନିବାର କେଦାରପୁର ପଞ୍ଚାୟତ କାଯର୍ର୍‌ୟାଳୟରୁ ଫେରୁଥିବା ବେଳେ କୁଣ୍ଡିପୋଲଠାରେ କେତେଜଣ ଅସାମାଜିକ ବ୍ୟକ୍ତି ତାଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରିବା ସହ ଟଙ୍କା ଛଡ଼ାଇ…

ମୁଖାପିନ୍ଧା ଚୋର ଆତଙ୍କ: ଗୋଟିଏ ରାତିରେ ୨ ଘରେ ବୁଲାଇଲେ କଳାକନା

କେନ୍ଦୁଝର,୨୬ା୩(ସ୍ବ.ପ୍ର.): କେନ୍ଦୁଝର ସହରର ବଳଦେବଜୀଉ କଲୋନୀ ଲେନ୍‌ ୬ ଏବଂ ଲେନ୍‌ ୭ରେ ଶନିବାର ବିଳମ୍ବିତ ରାତିରେ ଦୁଇ ଜଣ ଲୋକଙ୍କ ଘରୁ ଚୋରି ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଏହାକୁ ନେଇ ବନ ବିଭାଗ ପକ୍ଷରୁ ଟାଉନ ଥାନାରେ ରବିବାର…

ଜଙ୍ଗଲରୁ ମିଳିଲା ୪ ମଇଁଷି ଛୁଆଙ୍କ ମୃତଦେହ: ବାଘ ଆକ୍ରମଣ ସନ୍ଦେହ

କେନ୍ଦୁଝର,୨୬ା୩(ସ୍ବ.ପ୍ର.): ଘଟଗାଁ ରେଞ୍ଜ ଅନ୍ତର୍ଗତ ଅଟେଇ ସଂରକ୍ଷିତ ଜଙ୍ଗଲରୁ ବନ ବିଭାଗ ଚାରୋଟି ମଇଁଷିଙ୍କ ମୃତଦେହ ବନ ବିଭାଗ ଉଦ୍ଧାର କରିଛି। ଗତ ୨୪ ତାରିଖ ରାତିରେ ଏହି ମୃତଦେହ ମିଳିଥିବା ବେଳେ ସେମାନଙ୍କୁ ବାଘ ମାରିଥିବା ଆଶଙ୍କା କରାଯାଇଛି। ଉକ୍ତ…

‘ଗଞ୍ଜାମକୁ ଦେଶର ୧ ନମ୍ବର ଜିଲା କରିବାକୁ ଉଦ୍ୟମ ହେବ’

କବିସୂର୍ଯ୍ୟନଗର,୨୬ା୩(ଡି.ଏନ୍‌.ଏ.): ଗଞ୍ଜାମକୁ ଦେଶର ୧ ନମ୍ବର ଜିଲା କରିବାକୁ ଉଦ୍ୟମ ହେବ। ଗଞ୍ଜାମ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କବିସୂର୍ଯ୍ୟନଗର ସମାବେଶରେ ଏପରି ଆହ୍ବାନ ଦେଇଛନ୍ତି। ରବିବାର ମୁଖ୍ୟମନ୍ତ୍ରୀଙ୍କ ଗଞ୍ଜାମ ଗସ୍ତ ଥିବା ବେଳେ ପ୍ରଥମେ କବିସୂର୍ଯ୍ୟନଗର ଠାରେ ପହଞ୍ଚିଥିଲେ।…

ଜାଲ୍‌ ସାର୍ଟିଫିକେଟ କାରବାର ଘଟଣା: ଟ୍ରେନିଂ ଇନ୍‌ଷ୍ଟିଚ୍ୟୁଟ୍‌ରେ ଚଢ଼ାଉ

ବଲାଙ୍ଗୀର ଅଫିସ,୨୬ା୩: ଜାଲ୍‌ ସାର୍ଟିଫିକେଟ କାରବାର ଘଟଣାରେ ବଲାଙ୍ଗୀର ପୋଲିସ ଓ ପ୍ରଶାସନ ପକ୍ଷରୁ ରବିବାର ସ୍ଥାନୀୟ ଜୀବନ ବୀମା କାର୍ଯ୍ୟାଳୟ ନିକଟରେ ଥିବା କମ୍ପ ଭାଇ ଭୋକେଶନାଲ ଟ୍ରେନିଂ ଇଷ୍ଟିଚ୍ୟୁଟ୍‌ରେ ଚଢ଼ାଉ କରାଯାଇଛି। ମାଜିଷ୍ଟ୍ରେଟ୍‌ ତହସିଲଦାର ପୁଷ୍ପାଞ୍ଜଳି ପଣ୍ଡାଙ୍କ ଉପସ୍ଥିତିରେ…

ମିଶନଶକ୍ତି ମା’ମାନେ ଉଦ୍ୟୋଗୀ ହୁଅନ୍ତୁ: ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୬ା୩(ଡି.ଏନ୍‌.ଏ.): ରାଜ୍ୟ ମୁଖ୍ୟମନ୍ତ୍ରୀ ତଥା ହିଞ୍ଜିଳି ବିଧାୟକ ନବୀନ ପଟ୍ଟନାୟକ ରବିବାର ଦିନିକିଆ ଗଞ୍ଜାମ ଜିଲା ଗସ୍ତରେ ଆସି ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନାର ଶୁଭାରମ୍ଭ ସହ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଅବସରରେ ମିଶନଶକ୍ତି ମହିଳାଙ୍କୁ ଆର୍ଥିକ ସହାୟତା ଓ…

ଝରକା ଗ୍ରୀଲ୍‌ ତାଡ଼ି ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର

ଆରଡ଼ି,୨୬ା୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧୂଷୁରୀ ଥାନା ଅଧୀନ ଭୂଇଁପୁରର ଦିବାକର ବିଶ୍ବାଳଙ୍କ ଘରୁ ଶନିବାର ବିଳମ୍ବିତ ରାତିରେ ଝରକା ଗ୍ରୀଲ୍‌ ତାଡ଼ି ଦୁର୍ବୃତ୍ତମାନେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟି ନେଇଛନ୍ତି। ପରିବାର ଲୋକେ ନିକଟରେ ହେଉଥିବା ଅପେରା ଦେଖିବାକୁ ଯାଇଥିଲେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri