ଆମ ଜିଲା ଖବର

ସରକାରୀ ସ୍ତରରେ ହୋଇନି ପ୍ରସ୍ତୁତି

ସାକ୍ଷୀଗୋପାଳ, ୧୮ା୬ (ପ୍ରଶାନ୍ତ ବାରିକ/କିଶୋର ମହାପାତ୍ର) ପୁରୀ ଜିଲା ସାକ୍ଷୀଗୋପାଳସ୍ଥିତ ସୁଆଣ୍ଡୋର ସୁଯୋଗ୍ୟ ପୁତ୍ର ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୫ତମ ଶ୍ରାଦ୍ଧବାର୍ଷିକୀ ରବିବାର ପାଳନ ହେବାକୁ ଯାଉଛି। ଏ ନେଇ ବିଭିନ୍ନ ସଂଗଠନ, ଅନୁଷ୍ଠାନ ପକ୍ଷରୁ ପ୍ରସ୍ତୁତି ଚାଲିଥିବା ସୂଚନା…

ତଦନ୍ତ ପରେ ପଦକ୍ଷେପ: ମୁଖ୍ୟ ପ୍ରଶାସକ

ପୁରୀ, ୧୮ା୬(ଅଜିତ୍‌ ମହାନ୍ତି) ପୁରୀ ପାଇକ ସାହିରେ ନକଲି ମହାପ୍ରସାଦ ପ୍ରସ୍ତୁତ କରାଯାଉଥିବା ଅଭିଯୋଗ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସମେତ ସୁଆର ମହାସୁଆର ନିଯୋଗର କର୍ମକର୍ତ୍ତା ମୁହଁ ଖୋଲିଛନ୍ତି। ଏ ନେଇ ଅଭିଯୋଗକୁ ସୁଆର ମହାସୁଆର ନିଯୋଗର ସମ୍ପାଦକ ନାରାୟଣ…

ସମ୍ବଲପୁର ବନଖଣ୍ଡରେ ହାତୀ ଅସୁରକ୍ଷିତ

ସମ୍ବଲପୁର, ୧୮ା୬(ଶୁଭାଶିଷ ପାଢୀ) ବନ୍ୟପ୍ରାଣୀ ବିଶେଷକରି ହାତୀ ସୁରକ୍ଷା ନେଇ ସରକାର ଚିନ୍ତିତ ଥିବା କହୁଛନ୍ତି। ହେଲେ ସମ୍ବଲପୁର ବନଖଣ୍ଡରେ ମୃତ୍ୟୁ ସଂଖ୍ୟାକୁ ଦେଖିଲେ ହାତୀ ଅସୁରକ୍ଷିତ ଥିବା ମନେହେଉଛି। ବନ ବିଭାଗ ରିପୋର୍ଟ ଅନୁଯାୟୀ ପ୍ରାୟ ୨ବର୍ଷରେ ଏହି ବନଖଣ୍ଡରେ…

ଦର୍ପଦଳନ ରଥରେ ଫାଟ

ପୁରୀ, ୧୮ା୬(ଅଜିତ ମହାନ୍ତି) ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରାକୁ ଆଉ ମାତ୍ର ଦୁଇଦିନ ବାକିଥିବାବେଳେ ଶନିବାର ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥରେ ଫାଟ ଦେଖିବାକୁ ମିଳିଛି। ରଥର ସାନଉଛୁଳା ଚକ ବା ପଛୁଆଣି ଚକର ଅଖରେ ଫାଟ ସୃଷ୍ଟି ହୋଇଛି। ଫଳରେ ଏହାକୁ…

ବଣ୍ଡାଘାଟିରୁ ରାଇସିନା ହିଲ୍‌

ମାଲକାନଗିରି,(ଦୁର୍ଯ୍ୟୋଧନ ପାତ୍ର)/ ଖଇରପୁଟ, ୧୮ା୬(ହୃଷୀକେଶ ସେଠୀ) ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଅନ୍ତର୍ଗତ ବଣ୍ଡାଘାଟି ଅଞ୍ଚଳରୁ ୧୭ ବଣ୍ଡା ମହିଳା ଓ ପୁରୁଷ ରାଷ୍ଟ୍ରପତି ଦ୍ରୈପଦୀ ମୁର୍ମୁଙ୍କ ନିମନ୍ତ୍ରଣ କ୍ରମେ ରାଷ୍ଟ୍ରପିତ ଭବନ ବୁଲିବାକୁ ଦିଲ୍ଲୀ ଯାଇଥିଲେ। ଏମାନେ ଦୁଇଦିନ ପୂର୍ବେ…

ଅମ୍ବାଦଳା ନିକଟରେ ମାଲ୍‌ବାହୀ ଟ୍ରେନ୍‌ ଲାଇନଚ୍ୟୁତ

ଅମ୍ବାଦଳା, ୧୮ା୬ (ରବୀନ୍ଦ୍ର ପଣ୍ଡା) ବାଲେଶ୍ୱର ଜିଲା ବାହାନଗାଠାରେ ୩ ଟ୍ରେନ୍‌ ଦୁର୍ଘଟଣା ସାରା ଦେଶରେ ଚହଳ ପକାଇ ଦେଇଥିବାବେଳେ ଏବେ ବାରମ୍ବାର ରେଳ ଦୁର୍ଘଟଣା ଯାତ୍ରୀଙ୍କୁ ଭୟଭୀତ କରିଛି। ଶନିବାର ରାୟଗଡ଼ା ଜିଲା ଅମ୍ବାଦଳା ରେଳ ଷ୍ଟେଶନ ନିକଟରେ ଆଉ…

ଶୁଣ୍ଢରେ ଟେକି କଚାଡ଼ିଲା, ଅନ୍ତବୁଜୁଳା ବାହାର କରିଦେଲା ହାତୀ

ଭବାନୀପାଟଣା,୧୭ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଚିଙ୍ଗୁଡିସର ନିକଟରେ ଶନିବାର ସନ୍ଧ୍ୟାରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ତାଙ୍କ ନାମ ଗଜିନ୍ଦ୍ର ଜାନୀ(୫୫) ଓ ସେ ନିକଟସ୍ଥ ଝାରବନ୍ଦ ଗ୍ରାମର ବୋଲି ଜଣାପଡ଼ିଛି। ମିଳିଥିବା ସୂଚନାନୁସାରେ,…

ବାର୍ଦ୍ଧକ୍ୟ ଭତ୍ତା ପାଇବା ପାଇଁ ହନ୍ତସନ୍ତ

କାଶୀନଗର,୧୭।୬(ଟି କ୍ରିଷ୍ଣା ରାଓ): ଗଜପତି ଜିଲାରେ ଏକ ମାତ୍ର ବିଜ୍ଞାପିତ ଅଞ୍ଚଳ ପରିଷଦ କାଶୀନଗର ହୋଇଥିବା ବେଳେ ଏଥିରେ ୧୩ଟି ୱାର୍ଡ ରହିଛି। ୧୩ଟି ୱାର୍ଡରେ ବସବାସ କରୁଥିବା ପେନଶନ ହିତାଧିକାରୀମାନେ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହୋଇଥିବା ଅଭିଯୋଗ ହେଇଛି। ଶନିବାର…

ମା’ ପାଟଖଣ୍ଡାଙ୍କ ଦର୍ଶନ କଲେ ୫-ଟି ସଚିବ

ବାଲିଗୁଡ଼ା,୧୭ା୬(ସଞ୍ଜୟ ପାଣିଗ୍ରାହୀ): ୫-ଟି ମୁଖ୍ୟ ସଚିବ ଭି.କେ.ପାଣ୍ଡିଆନ ଦୁଇ ଦିନିଆ କନ୍ଧମାଳ ଗସ୍ତରେ ଆସି ଦ୍ୱିତୀୟ ଦିନ ଶନିବାରରେ ବାଲିଗୁଡ଼ାକୁ ଆସି ପ୍ରଥମେ ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ପାଟଖଣ୍ଡାଙ୍କୁ ଦର୍ଶନ କରିବା ପରେ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିଥିଲେ।…

ନାବାଳିକା ଅପହରଣ, ପ୍ରେମ ପ୍ରତାରଣା ଅଭିଯୋଗ, ଯୁବକ ଗିରଫ

କୋକସରା,୧୭।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ପୋଲିସ ଶନିବାର ଜଣେ ନାବାଳିକାଙ୍କୁ ଗତ ୨ ମାସ ତଳେ ଅପହରଣ ଓ ପ୍ରେମ ପ୍ରତାରଣା ଅଭିଯୋଗରେ କୋକସରା ପଞ୍ଚାୟତ ନୂଆପଡା ଗ୍ରାମର ନିତ୍ୟାନନ୍ଦ ପାଣିଗ୍ରାହୀ(୧୯)ଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରିଛି।…

ବୁଧବାରଠାରୁ ନିଖୋଜ ଥିଲେ, ଆଜି ମିଳିଲା ମୃତଦେହ

ବଡ଼ବିଲ,୧୭ା୬(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ରୁଗୁଡ଼ି ପୋଲିସ ଶନିବାର ବରପଦା ଗ୍ରାମସ୍ଥିତ ଏକ ପୋଖରୀରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ଜଣକ ହେଲେ ଭୂୟାଁ ବରପଦା ଅଞ୍ଚଳର ଅନାମ ନାଏକ(୬୦)। ଗତ ବୁଧବାରଠାରୁ ଅନାମ ନିଖୋଜ ରହିଥିଲା ବେଳେ…

୫-ଟି ସଚିବଙ୍କ ଦାରିଙ୍ଗବାଡ଼ି ଗସ୍ତ, କହିଲେ ୭ ଦିନ ମଧ୍ୟରେ ୪ ଅଭିଯୋଗ ପୂରଣ କରିବେ ମୁଖ୍ୟମନ୍ତ୍ରୀ

ଦାରିଙ୍ଗବାଡ଼ି,୧୭ା୬(ଅରୁଣ ସାହୁ): ଦୁଇଦିନିଆ କନ୍ଧମାଳ ଜିଲା ଗସ୍ତରେ ୫ -ଟି ସଚିବ ଭି.କେ. ପାଣ୍ଡିଆନ ଆସିଥିବା ବେଳେ ଦିତୀୟ ଦିନରେ ମଧ୍ୟାହ୍ନରେ ହେଲିକପ୍ଟର ଯୋଗେ ଦାରିଙ୍ଗବାଡ଼ି ହେଲିପ୍ୟାଡ଼ ପଡ଼ିଆଠାରେ ଓହ୍ଲାଇଥିଲେ। ସେଠାରେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ସ୍ବାଗତ କରାଯାଇଥିଲା। ସେହିପରି ସଚିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?