ଆମ ଜିଲା ଖବର

ମଧ୍ୟପ୍ରଦେଶ, ଛତିଶଗଡ, ଉତ୍ତରାଖଣ୍ଡ, ଓଡ଼ିଶା, ମଣିପୁର ବିଜୟୀ

ରାଉରକେଲା,୧୭ା୬(ଦିନେଶ ମିଶ୍ର) ରାଉରକେଲା ବିର୍ସା ମୁଣ୍ଡା ଆନ୍ତର୍ଜାତୀୟ ହକି ଷ୍ଟାଡିୟମରେ ତ୍ରୟୋଦଶ ଜାତୀୟ ଜୁନିୟର ପୁରୁଷ ହକି ଚାମ୍ପିୟନଶିପ୍‌ର ପଞ୍ଚମ ଦିନରେ ୬ଟି ମ୍ୟାଚ ଖେଳାଯାଇଥିଲା। ସେଥିମଧ୍ୟରୁ ପ୍ରଥମ ମ୍ୟାଚ ମଧ୍ୟପ୍ରଦେଶ ଓ କେରଳ ମଧ୍ୟରେ ହୋଇଥିଲା। ଏଥିରେ ମଧ୍ୟପ୍ରଦେଶ ଦଳ…

ହୋଇପାରିଲାନି ଇନ୍ଦ୍ରାବତୀ ପ୍ରକଳ୍ପ ହାଇସ୍କୁଲ ହସ୍ତାନ୍ତର ପ୍ରକ୍ରିୟା

ତେନ୍ତୁଳିଖୁଣ୍ଟି,୧୭ା୬(ଚିଦାନନ୍ଦ ସାହୁ) ଇନ୍ଦ୍ରାବତୀ ପ୍ରକଳ୍ପ ଉଚ୍ଚ ବିଦ୍ୟାଳୟ ପରିଚାଳନା ଦାୟିତ୍ୱ ଶୁକ୍ରବାର ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗକୁ ହସ୍ତାନ୍ତର ହେବାକୁ ଧାର୍ଯ୍ୟ ହୋଇଥିଲା। କିନ୍ତୁ ତାହା ହୋଇପାରି ନ ଥିଲା। ଜିଲାପାଳଙ୍କ ନିର୍ଦ୍ଦେଶ ପରେ ହସ୍ତାନ୍ତର ତାରିଖ ଧାର୍ଯ୍ୟ ହେବାରୁ…

ଠିକା ସଂସ୍ଥାକୁ ଡିମାଣ୍ଡ ନୋଟିସ

ନବରଙ୍ଗପୁର,୧୭ା୬(ସଦାଶିବ ପ୍ରହରାଜ) ଭାରତମାଳା ସଡ଼କ ପାଇଁ ସିୟୁନି କ୍ବାରିରୁ ଠିକା ସଂସ୍ଥା ପଥର ଖନନ କରୁଛି । ସରକାରୀ ଖଣି ନିୟମ ଉଲ୍ଲଂଘନକରି ସଂସ୍ଥା ଅନୁମତିଠାରୁ ୩ ଲକ୍ଷରୁ ଅଧିକ ସିଏମ୍‌ ପଥର ଫଟାଇ ଉଠାଇ ଚାଲିଛନ୍ତି। ୩ ମିଟର ଖନନ…

ପୋଖରୀ ପାଲଟିଛି ରୋଜଗାରର ଉତ୍ସ

ନୟାଗଡ଼/ରଣପୁର,୧୭ା୬(ଲୋକନାଥ ମିଶ୍ର/ସୁକାନ୍ତ କିଶୋର ଡାକୁଆ) ନୟାଗଡ଼ ଜିଲା ରଣପୁର ବ୍ଲକ ଚମ୍ପାଗଡ଼ ପଞ୍ଚାୟତ ଚମ୍ପାଗଡ଼ ଗ୍ରାମ ପୋଖରୀ ସରକାରୀ କର୍ମଚାରୀ ଓ ଅଧିକାରୀଙ୍କ ପାଇଁ ପାଲଟିଛି ରୋଜଗାରର ଉତ୍ସ। ଏଠାରେ ପୋଖରୀକୁ ଭିନ୍ନ ଭିନ୍ନ ଯୋଜନାରେ ସାମିଲ କରି ୨୦ ଲକ୍ଷରୁ…

ଆମ୍ବୁଲାନ୍ସ ବଦଳରେ ମୃତଦେହ ବାଇକ୍‌ରେ ଗଲା

ନୟାଗଡ଼,୧୭ା୬(ଲୋକନାଥ ମିଶ୍ର) ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରୁ ଗୁରୁବାର ସନ୍ଧ୍ୟାରେ ଜଣେ ବୃଦ୍ଧଙ୍କ ମୃତଦେହକୁ ପରିବାର ସଦସ୍ୟମାନେ ଆମ୍ବୁଲାନ୍ସ ବଦଳରେ ବାଇକ୍‌ ଯୋଗେ ନିଜ ଘରକୁ ନେଇ ଯାଇଥିଲେ। ତେବେ ମୃତଦେହ ଘରେ ପହଞ୍ଚତ୍ ଥିଲେ ମଧ୍ୟ ଜିଲା ମୁଖ୍ୟ ଚିକିତ୍ସାଳୟର…

ମହୁଲ ଫୁଲର ଅଭାବୀ ବିକ୍ରି, ଦଲାଲ ମାଲାମାଲ

ଆର.ଉଦୟଗିରି,୧୭ା୬(ମନୋଜ ପାଢ଼ୀ) ଆଦିବାସୀଙ୍କ ଜୀବନ ଜୀବିକା ନିର୍ଭର କରୁଛି ଜଙ୍ଗଲ ଓ ଜଙ୍ଗଳଜାତ ଦ୍ରବ୍ୟ ଉପରେ। ପ୍ରଚଣ୍ଡ ଖରାରେ ବଣ ଜଙ୍ଗଲ ବୁଲି ମହୁଲଫୁଲ ସଂଗ୍ରହ କରନ୍ତି ଆଦିବାସୀ ମହିଳା। ସେହି ଫୁଲ ବିକ୍ରି କରି ଦୈନିକ ଗୁଜୁରାଣ ମେଣ୍ଟାନ୍ତି। ସରକାର…

ଜଗତ୍‌ସିଂହପୁର-କାଳଖ ରାସ୍ତା ପ୍ରଶସ୍ତୀକରଣ ଦାବି

ଜଗତ୍‌ସିଂହପୁର,୧୭ା୬(ପ୍ରମୋଦ କୁମାର ନାୟକ) ଜଗତ୍‌ସିଂହପୁର ଜିଲାରେ ଅନେକ ଗୁରୁତ୍ୱପୂର୍ଣ୍ଣ ରାସ୍ତା ପ୍ରଶସ୍ତୀକରଣ ସାଙ୍ଗକୁ ନବୀକରଣ ଚାଲିଛି । ଜଗତ୍‌ସିଂହପୁରରୁ ପୁରୀ ଓ ଭୁବନେଶ୍ୱର ଦୂରତା କମାଇବା ପାଇଁ ଯୋଜନା ପ୍ରସ୍ତୁତ ହୋଇଥିଲେ ସୁଦ୍ଧା ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ ପାରିନାହିଁ। ଜଗତ୍‌ସିଂହପୁର-ଆଳିପିଙ୍ଗଳ ଓ…

ଅନିଶ୍ଚିତତା ଘେରରେ ଛପାଲି ପ୍ରାଇମେରୀ ବିଦ୍ୟୁତ୍‌ ସବ୍‌ଷ୍ଟେଶନ

ମହାକାଳପଡ଼ା,୧୭ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ) କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନିକଟ ଜମ୍ବୁ-ମାର୍ଶାଘାଇ ମୁଖ୍ୟ କେନାଲ ବନ୍ଧ ନିକଟ ଛପାଲି-ପ୍ରଭାକରପୁର ପାଖରେ ୧୦ବର୍ଷରୁ ଅଧିକ ହେବ ଲକ୍ଷାଧିକ ଟଙ୍କା ବ୍ୟୟରେ ନିର୍ମାଣ ହୋଇଛି ଛପାଲି ପ୍ରାଇମେରୀ ବିଦ୍ୟୁତ୍‌ ସବ୍‌ ଷ୍ଟେଶନ।…

ବସୁନ୍ଧରା ଯୋଜନାରେ ଦୁର୍ନୀତିର ଛିଟା

କେନ୍ଦ୍ରାପଡ଼ା,୧୭ା୬(ଜଗନ୍ନାଥ ଧଳ) କେନ୍ଦ୍ରାପଡ଼ା ଜିଲା ପ୍ରଶାସନ ପକ୍ଷରୁ ମାର୍ଚ୍ଚ ଶେଷ ସୁଦ୍ଧା ବସୁନ୍ଧରା ଯୋଜନାରେ ମୋଟ ୪୪୮.୯୬୨ ଏକର ପତିତ ଜମିର ପଟ୍ଟା ୫,୪୨୧ ଜଣଙ୍କୁ ପ୍ରଦାନ କରାଯାଇଛି। ଏହି ଯୋଜନାରେ ରାଜକନିକା ଓ ମହାକାଳପଡ଼ା ତହସିଲ ଅଞ୍ଚଳର ସର୍ବାଧିକ ଜମି…

ପଞ୍ଚସଖାଙ୍କ ସମାଧିପୀଠ ଅବହେଳିତ

ସାକ୍ଷୀଗୋପାଳ,୧୭ା୬(କିଶୋର ମହାପାତ୍ର /ପ୍ରଶାନ୍ତ ବାରିକ) ପୁରୀ ଜିଲା ସତ୍ୟବାଦୀ ବକୁଳବନରେ ପୁଣ୍ୟାତ୍ମା ପଞ୍ଚସଖାଙ୍କ ସ୍ମୃତି ରକ୍ଷା ନିମନ୍ତେ ପ୍ରତିଷ୍ଠା ହୋଇଥିବା ପଞ୍ଚସଖା ସ୍ମୃତି ସମାଧିପୀଠ ଏବେ ଅବହେଳିତ ହୋଇପଡ଼ିଛି। ଅନାବନା ଲଟା ବୁଦାରେ ଏହି ପୀଠ ପରିପୂର୍ଣ୍ଣ ହୋଇଥିବାବେଳେ ସନ୍ଧ୍ୟା ହେଲେ…

ଏସ୍‌ସିବିରୁ ଆହତଙ୍କ ସଂଖ୍ୟା କମୁଛି

କଟକ,୧୭ା୬ (କାର୍ତ୍ତିକ ସାହୁ) ବାଲେଶ୍ୱର ଜିଲା ବାହାନଗାଠାରେ ଗତ ୨ ତାରିଖରେ ଘଟିଥିବା ଟ୍ରେନ୍‌ ଦୁର୍ଘଟଣାକୁ ୨ ସପ୍ତାହ ବିତିଲାଣି। ତଥାପି ମନରୁ ଭୟ ଯାଇନି। ରାଜ୍ୟ ତଥା ରାଜ୍ୟ ବାହାରେ ଚିକିତ୍ସାଧୀନ ଆହତମାନେ ଏବେ ବି ଆଶଙ୍କିତ ଅବସ୍ଥାରେ ଅଛନ୍ତି।…

ପୁଅ ଧର୍ମ ପରିବର୍ତ୍ତନ କରିଥିବାରୁ ବାପା ମୃତଦେହକୁ ଶ୍ମଶାନ ମନା

ଉମରକୋଟ,୧୭ା୬(ସନ୍ତୋଷ ଶତପଥୀ)ପୁଅ କରିଥିଲା ଧର୍ମ ପରିବର୍ତ୍ତନ। ତେଣୁ ତାଙ୍କ ବାପାଙ୍କ ମୃତ୍ୟୁ ପରେ ହିନ୍ଦୁ ଶ୍ମଶାନରେ ସତ୍କାର କରିବାକୁ ମିଳିଲାନି ଅନୁମତି। ଏପରି ଏକ ସମ୍ବେଦନଶୀଳ ଘଟଣା ନବରଙ୍ଗପୁର ଜିଲା ଉମରକୋଟ ଥାନା ଅଧୀନ ବେହେଡ଼ା ପଞ୍ଚାୟତ ସିଉନାଗୁଡ଼ା ଗ୍ରାମରେ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?