ଆମ ଜିଲା ଖବର

ସ୍ବାମୀ-ସ୍ତ୍ରୀଙ୍କୁ ଧକ୍କାଦେଲା ଟ୍ରକ୍‌, ଭାଙ୍ଗିଗଲା ସ୍ତ୍ରୀଙ୍କ ଗୋଡ଼

ବଲାଙ୍ଗୀର/ଦେଓଗାଁ,୩ା୧୧(ସୁନିଲ କୁମାର ମହାନ୍ତି/କୃଷ୍ଣପ୍ରସାଦ ପାଣିଗାହୀ): ସୋମବାର ସକାଳେ ବଲାଙ୍ଗୀର ଜିଲା ସଇଁତଳା ପଟୁ ଆସୁଥିବା ଏକ ଟ୍ରକ୍‌ ଦେଓଗାଁ କଛାରପାଲି ସ୍କୁଲ ନିକଟରେ ସ୍ବାମୀ-ସ୍ତ୍ରୀଙ୍କୁ ଧକ୍କା ଦେଇଥିଲା। ସେମାନେ ହେଲେ ସଇଁତଳା ଥାନା ଦଙ୍ଗାରମୁଡ଼ା ଗାଁର ଜଗବନ୍ଧୁ ରଣା ଓ ତାଙ୍କ…

ଘନକୁହୁଡ଼ିରେ ୨ ଟ୍ରକ୍‌ ମୁହାଁମୁହିଁ: ହେଲପର ମୃତ

ବଲାଙ୍ଗୀର/ଦେଓଗାଁ,୩ା୧୧(ସୁନିଲ କୁମାର ମହାନ୍ତି/କୃଷ୍ଣପ୍ରସାଦ ପାଣିଗାହୀ/): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ୨୬ ନଂ ଜାତୀୟ ରାଜପଥ ରତନପୁର ନିକଟରେ ସୋମବାର ସକାଳେ ଘନକୁହୁଡ଼ି ଯୋଗୁ ଦୁଇ ଟ୍ରକ୍‌ ମୁହାଁମୁହିଁ ଧକ୍କା ହୋଇଥିଲା। ଏଥିରେ ଜନୈକ ହେଲପରଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବାବେଳେ…

‘ନୂଆପଡ଼ା ପାଇଁ ନୂଆଦିଲ୍ଲୀରେ ସରିଛି ଡିଲ୍‌’

ଭୁବନେଶ୍ୱର,୩ା୧୧(ରବିନାରାୟଣ ଜେନା): ନୂଆପଡ଼ା ଉପନିର୍ବାଚନ ପାଇଁ ନୂଆଦିଲ୍ଲୀରେ ଡିଲ୍‌ ହୋଇସାରିଛି ବୋଲି କଂଗ୍ରେସ ଅଭିଯୋଗ କରିଛି। ରବିବାର କଂଗ୍ରେସ ଭବନରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ପୂର୍ବତନ ପିସିସି ସଭାପତି ଜୟଦେବ ଜେନା କହିଛନ୍ତି, ଗୋଟିଏ ପଟେ ଭାଜପା କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ…

ଚିଲିକା ମଝିରେ ଫସିଲା ଯାତ୍ରୀବାହୀ ଡଙ୍ଗା

କୃଷ୍ଣପ୍ରସାଦ,୩ା୧୧: ସୋମବାର ସକାଳୁ ଏକ ଯାତ୍ରୀବାହୀ ଡଙ୍ଗା ଚିଲିକାରେ ଫସି ରହିଛି। ଯାନ୍ତ୍ରିକ ତ୍ରୁଟି ଯୋଗୁ ଚିଲିକା ମଝିରେ ଏହି ଡଙ୍ଗାଟି ୧ ଘଣ୍ଟା ହେଲା ଫସି ରହିଛି। ଫଳରେ ଯାତ୍ରୀମାନେ ଭୟଭୀତ ଅବସ୍ଥାରେ ଅଛନ୍ତି। ଏହି ଡଙ୍ଗାରେ ୧୦ ବାଇକ୍‌…

ଆଜି ମଇଦାନକୁ ଓହ୍ଲାଇବେ ନବୀନ, ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ ପ୍ରଚାର କରି ଭୋଟରଙ୍କୁ କହିବେ…

ଭୁବନେଶ୍ୱର/ନୂଆପଡ଼ା,୩ା୧୧(ରବିନାରାୟଣ ଜେନା/ମକାରୁ ବେମାଲ): ବିଜୁ ଜନତା ଦଳ(ବିଜେଡି) ସଭାପତି ନବୀନ ପଟ୍ଟନାୟକ ଦଳୀୟ ପ୍ରାର୍ଥିନୀ ସ୍ନେହାଙ୍ଗିନୀ ଛୁରିଆଙ୍କ ଲାଗି ସୋମବାର ପ୍ରଚାର ମଇଦାନକୁ ଓହ୍ଲାଇବେ। ଏନେଇ ବିଜେଡି ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ନବୀନ ନିବାସରୁ ପୂର୍ବାହ୍ନ ୯.୩୦ ମିନିଟ୍‌ରେ ନବୀନ…

ଉନ୍ନତି ଅପେକ୍ଷାରେ ଯୁବ ଭୋଟର

ନୂଆପଡ଼ା,୨ା୧୧(ପୀତାମ୍ବର ସାହୁ): ଆସନ୍ତା ୧୧ ତାରିଖରେ ନୂଆପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ହେବ ଉପନିର୍ବାଚନ। ଏଥିରେ ପ୍ରଥମ ଥର ପାଇଁ ଭୋଟ ଦେବାକୁ ଯାଉଥିବା ମତଦାତାଙ୍କ ସମେତ ଯୁବ ଭୋଟରମାନେ ଏହି ନିର୍ବାଚନକୁ ନେଇ କ’ଣ ଭାବୁଛନ୍ତି ଏବଂ କେଉଁ ପ୍ରସଙ୍ଗ ଉଠାଉଛନ୍ତି…

ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ ପଡ଼ିଲା ମହଙ୍ଗା

ଫୁଲବାଣୀ,୨ା୧୧(ରାକେଶ କୁମାର ରାଉତ): ଜଣେ ଶିକ୍ଷୟିତ୍ରୀଙ୍କୁ ପ୍ରଧାନଶିକ୍ଷକ ଅସଦାଚରଣ କରିବା ମହଙ୍ଗା ପଡ଼ିଛି। ଜିଲାପାଳଙ୍କ ଦ୍ୱାରା ଗଠିତ ଟିମ୍‌ର ତଦନ୍ତ ରିପୋର୍ଟ ଅନୁସାରେ କାର୍ଯ୍ୟାନୁଷ୍ଠାନ ହୋଇଛି। ସମ୍ପୃକ୍ତ ପ୍ରଧାନଶିକ୍ଷକଙ୍କୁ ବିଭାଗୀୟ ନିର୍ଦ୍ଦେଶକ କାର୍ଯ୍ୟରୁ ନିଲମ୍ବନ କରିଛନ୍ତି। ନିଲମ୍ବିତ ପ୍ରଧାନ ଶିକ୍ଷକ ହେଲେ…

ଚାଲିଥିଲା ସେକ୍ସ ରାକେଟ୍‌: ମାଡ଼ି ବସିଲା ପୋଲିସ, ଆଉ ତା’ପରେ…

କାଶୀନଗର, ୨ା୧୧(ପି.ମୁରଲୀ): ଗଜପତି ଜିଲା କାଶୀନଗର ଥାନା ଅନ୍ତର୍ଗତ ଏକ କଲୋନୀ ନିକଟରେ ଥିବା ଏକ ଘରେ ସେକ୍ସ ରାକେଟ ଚାଲିଥିବା ସୂଚନା ପାଇ କାଶୀନଗର ପୋଲିସ ଚଢାଉ କରିଥିଲା। ଚଢାଉ ବେଳେ ଘଟଣାରେ ସମ୍ପୃକ୍ତ ୪ଜଣଙ୍କୁ ଧରି ପଚରାଉଚରା କରିଥିଲା।…

ଯୁବକଙ୍କ ମୃତ୍ୟୁକୁ ନେଇ ଗାଁରେ ଉତ୍ତେଜନା

ଦିଗପହଣ୍ଡି,୨ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର-ଦିଗପହଣ୍ଡି ୩୨୬ ନମ୍ବର ଜାତୀୟ ରାଜପଥର ସନ୍ଥ ନିରଙ୍କାରି ସତସଙ୍ଗ ଭବନ ନିକଟରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ହୋଇ ଚିକିତ୍ସାଧୀନ ଥିବା ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମ…

ଭୋଜି କରିବା ହେଲା କାଳ: ଡ୍ୟାମରେ ଭାସିଗଲେ ଯୁବକ, ଖୋଜୁଛି ଅଗ୍ନିଶମ ବିଭାଗ

ବଲାଙ୍ଗୀର,୨।୧୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋୟର ସୁକତେଲ ଡ଼୍ୟାମରେ ରବିବାର ଏକ ଅଘଟଣ ଘଟିଛି। ଯୁବକ ଜଣକ ଡ଼୍ୟାମରେ ଗାଧୋଇବା ବେଳେ ଭାସି ଯାଇ ନିଖୋଜ ଥିବା ଜଣାପଡିଛି । ମିଳିଥିବା ସୂଚନା ମୁତାବକ, ଡ଼୍ୟାମକୁ ଭୋଜି କରିବାକୁ ବର୍ତ୍ତମାନ…

ନୂଆପଡ଼ା କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ କରିବେ ପ୍ରଚାର କରିବେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ

ନୂଆପଡ଼ା,୨ା୧୧: ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେବନ୍ତ ରେଡ୍ଡୀ ଆସନ୍ତା ନଭେମ୍ବର ୭ ତାରିଖରେ ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରଚାର ମୈଦାନକୁ ଓହ୍ଲାଇବେ। ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (OPCC) ପକ୍ଷରୁ ଘୋଷଣା କରାଯାଇଛି ଯେ, ରେଡ୍ଡୀ ନୂଆପଡ଼ା ଅନ୍ତର୍ଗତ ସାଲେଭଟାରେ କଂଗ୍ରେସ…

ମୃତ ଓଡ଼ିଆ ଯୁବତୀଙ୍କ ପରିବାରକୁ ୬ ଲକ୍ଷ ସହାୟତା

ଭୁବନେଶ୍ୱର,୨ା୧୧: ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ ଜିଲା କାସିବୁଗା ସହରରେ ଥିବା ଭେଙ୍କଟେଶ୍ୱର ମନ୍ଦିରରେରେ ଦଳାଚକଟା ଘଟି ଓଡ଼ିଆ ଯୁବତୀ ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଜରଡା ଥାନା ଅନ୍ତର୍ଗତ ଗୁଡ଼ିପଦର ଗ୍ରାମର ରାଙ୍ଗଲା ରୂପା(୧୯)ଙ୍କ ମୃତ୍ୟୁ ଘଟିଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri