ମହାନଦୀର ପ୍ରଥମ ବନ୍ୟାଜଳ ସମୁଦ୍ରରେ ମିଶୁଛି
ମହାକାଳପଡ଼ା,୨୮ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ) : କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଚିରସ୍ରୋତା ମହାନଦୀ ପ୍ରବାହିତ ହେଉଛି। ହୀରାକୁଦରୁ ପ୍ରଥମ ବନ୍ୟାଜଳ ନିଷ୍କାସିତ ହେବା ପରେ ପ୍ରଥମଥର ଏହି ବନ୍ୟା ମହାକାଳପଡ଼ା ଅଞ୍ଚଳର ମହାନଦୀ ଜଳ ସମୁଦ୍ରରେ ମିଶୁଛି। ଏହି…
ବିଶେଷଜ୍ଞ ଡାକ୍ତର ଅଭାବ: ରୋଗୀ ସେବା ବିପର୍ଯ୍ୟସ୍ତ
କେନ୍ଦ୍ରାପଡ଼ା,୨୮ା୭(ଜଗନ୍ନାଥ ଧଳ): ଉତ୍ତମ ରୋଗୀ ସେବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି। ହେଲେ ପଟ୍ଟାମୁଣ୍ଡାଇ ଉପଖଣ୍ଡସ୍ତରୀୟ ଚିକିତ୍ସାଳୟ ବହୁବିଧ ସମସ୍ୟା ଦେଇ ଗତି କରୁଛି। ଏହି ଅଞ୍ଚଳରେ ଦିନକୁଦିନ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ସେମାନେ…
ଶିକ୍ଷକ ଅଛନ୍ତି, ଛାତ୍ରୀଛାତ୍ର ଆସୁନାହାନ୍ତି
ରଘୁନାଥପୁର,୨୮ା୭(ରାଜେନ୍ଦ୍ର ନାରାୟଣ ସିଂହ): ସରକାର ଶିକ୍ଷାକ୍ଷେତ୍ରରେ ଅର୍ଥ ବିନିଯୋଗ କରୁଛନ୍ତି। ସଭିଏଁ ପଢ଼ନ୍ତୁ ଓ ଶିକ୍ଷିତ ହୁଅନ୍ତୁ ସ୍ଲୋଗାନ ଦେଉଛନ୍ତି। ହେଲେ ଜଣେ ଶିକ୍ଷୟିତ୍ରୀଙ୍କ ଡେପୁଟେଶନ ବାତିଲ ଦାବି କରି ୩ ଦିନ ହେଲା ବିଦ୍ୟାଳୟକୁ ଛାତ୍ରୀଛାତ୍ର ଆସୁନାହାନ୍ତି। ଏହା ଶିକ୍ଷା…
ଭିତରକନିକା ସୁରକ୍ଷାକୁ ନେଇ ପ୍ରଶ୍ନ
କେନ୍ଦ୍ରାପଡ଼ା,୨୮ା୭(ଜଗନ୍ନାଥ ଧଳ): ଜାତୀୟ ଉଦ୍ୟାନ ଭିତରକନିକା ମଧ୍ୟ ଦେଇ ଧାମରାରୁ କଟକ ପର୍ଯ୍ୟନ୍ତ କୋଇଲା ଚୋରା ଚାଲାଣ ପୁନର୍ବାର ଆରମ୍ଭ ହୋଇଯାଇଛି। ଏହି ଚୋରା ଚାଲାଣକାରୀ ରାକେଟ ଏବେ ସକ୍ରିୟ ହୋଇଥିବା ବେଳେ ଭିତରକନିକାର ସୁରକ୍ଷାକୁ ନେଇ ପ୍ରଶ୍ନ ଉଠିଲାଣି। ୪…
ବଢୁଛି ଡ୍ରପ୍ ଆଉଟ୍ ପିଲା ସଂଖ୍ୟା
ଯାଜପୁର,୨୮ା୭(ହର୍ଷବର୍ଦ୍ଧନ ବେହେରା): ଶିକ୍ଷାକ୍ଷେତ୍ରରେ ବିକାଶଶୀଳ ଜିଲା ଭାବେ ପରିଚିତ ଯାଜପୁରରେ ଅଧାରୁ ପାଠ ଛାଡିବା(ଡ୍ରପ୍ ଆଉଟ) ଏବଂ ଆଦୌ ସ୍କୁଲ ବାରଣ୍ଡା ମାଡି ନ ଥିବା ପିଲାଙ୍କ ସଂଖ୍ୟା ହ୍ରାସ ପାଇ ପାରୁନାହିଁ। ଜିଲାରେ ୨୦୧୮-୧୯ ଶିକ୍ଷା ବର୍ଷରେ ଅନୁସୂଚିତ ଜାତି(ଏସ୍ସି)…
ବୈତରଣୀ ନଦୀବନ୍ଧ ମରଣଯନ୍ତା
ପାଣିକୋଇଲି,୨୮ା୭(ବିକାଶ ମଲ୍ଲିକ): ବୈତରଣୀ ନଦୀବନ୍ଧ କେବଳ ନଦୀର ସୁରକ୍ଷା ପାଇଁ ନୁହେଁ ବରଂ ଜନସାଧାଣରଙ୍କ ଯାତାୟାତର ମୁଖ୍ୟରାସ୍ତା। କୋରେଇ ବ୍ଲକ ଅନ୍ତର୍ଗତ ମୂଳାପାଳ ଗ୍ରାମଠାରୁ ବୈତରଣୀ ବ୍ରିଜ ପର୍ଯ୍ୟନ୍ତ ଏହି ନଦୀ ବନ୍ଧ ଏବେ ମରଣଯନ୍ତା ପାଲଟିଛି। ଏହି ରାସ୍ତାରେ ମୂଳାପାଳ…
ଆଜିଠାରୁ ମାଓବାଦୀଙ୍କ ଶହୀଦ ସପ୍ତାହ
ମାଲକାନଗିରି,୨୮ା୭(ଦୁର୍ଯ୍ୟୋଧନ ପାତ୍ର): ଜୁଲାଇ ୨୮ରୁ ଅଗଷ୍ଟ ୩ ତାରିଖ ପର୍ଯ୍ୟନ୍ତ ମାଓବାଦୀଙ୍କ ଶହୀଦ ସପ୍ତାହ ପାଳନ ହେବାକୁ ଯାଉଥିବା ବେଳେ ଜିଲାରେ ଯେପରି ମାଓବାଦୀଙ୍କ ଦ୍ୱାରା କୌଣସି ଅଘଟଣ ନ ଘଟେ ସେଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଥିବା ଏସ୍ପି ନିତିଶ୍…
ସ୍ତ୍ରୀଙ୍କ ନାଁରେ ପୁଅ ବିକ୍ରି ଅଭିଯୋଗ ଆଣିଲେ ସ୍ବାମୀ
ଟିଟିଲାଗଡ଼, ୨୭ା୭ (ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହର ପଦ୍ମନାଭପୁରର ଜଣେ ମହିଳା ନିଜ ଅଢ଼େଇ ବର୍ଷର ଶିଶୁପୁତ୍ରକୁ ବିକ୍ରି କରିଦେଇଥିବା ଅଭିଯୋଗ ହୋଇଛି। ଏ ନେଇ ଶିଶୁର ବାପା ଅକ୍ଷୟ ପଟେଲ ଗୁରୁବାର ଟିଟିଲାଗଡ଼ ଥାନାରେ ଅଭିଯୋଗ କରିଛନ୍ତି।…
ନାବାଳିକାଙ୍କୁ ପ୍ରେମ ପ୍ରତାରଣା: ଅଭିଯୁକ୍ତ ଗିରଫ
କୋକସରା,୨୭।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଶୀ): କଳାହାଣ୍ଡି ଜିଲା କୋକସରା ପୋଲିସ ନାବାଳିକାଙ୍କୁ ପ୍ରେମ ଜାଲରେ ଫସାଇ ଅପହରଣ କରିନେଇଥିବା ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ସେ ହେଲେ କୋକସରା ଥାନା ଟେମରା ପଞ୍ଚାୟତ ସିର୍ଲିଗୁଡା ଗ୍ରାମର…
ଛାତ୍ରୀଙ୍କୁ ଅସଦାଚରଣ ମାମଲା: ବଦଳିଲେ ସହକାରୀ ପରିଚାଳିକା, ମାଟ୍ରନ
କେନ୍ଦୁଝର,୨୭ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ୍ ବଣାପଳାସପାଳ ବାଳିକା ଉଚ୍ଚ ବିଦ୍ୟାଳୟରେ ଦୁଇ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକ ଅସଦାଚରଣ ଘଟଣାରେ ସହକାରୀ ପରିଚାଳିକାଙ୍କୁ ବଦଳି କରାଯାଇଛି। ଏହି ମାମଲାରେ ପୂର୍ବରୁ ପ୍ରଧାନ ଶିକ୍ଷକ ଇଶ୍ୱର ଚନ୍ଦ୍ର ସାହୁଙ୍କୁ ୧୩ ତାରିଖରେ…
କୀଟନାଶକ ପିଇ ଜୀବନ ହାରିଲେ
ପାଟଣା,୨୭ା୭(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ସରାସକୋଲା ପଞ୍ଚାୟତ ସରାସକୋଲା ଗ୍ରାମ ତୁଳସୀପୁର ସାହିର ଜଣେ ବୃଦ୍ଧ କୀଟନାଶକ ପିଇ ଗୁରୁବାର ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ସାହିର ରତ୍ନାକର ବେହେରା(୭୬)। ସେ ବୁଧବାର ରାତିରେ ବିଷ ପିଇଥିବା ବେଳେ…
ନାବାଳିକା ପ୍ରେମିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ
ବ୍ରହ୍ମପୁର,୨୭ା୭(ସୁବାସ ଚନ୍ଦ୍ର ପାଢ଼ୀ): ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ବଡବଜାର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଉଛନ୍ତି ଲକ୍ଷ୍ମୀନୃସିଂହସାହି ୮ମ ଲାଇନର ସୀମାଞ୍ଚଳ ନାହାକ(୨୩)। ପୋଲିସ ଉଭୟ ପୀଡ଼ିତା ଓ ଅଭିଯୁକ୍ତଙ୍କ ଡାକ୍ତରୀ ମାଇନା କରାଇଛି। ଧାରା ୧୬୪…

