ଆମ ଜିଲା ଖବର

ଆଦିବାସୀଙ୍କ ଧରତୀ ପୂଜା, ଆମ୍ବ ଟାକୁଆ ପର୍ବ

ଟିକିରି,୨୭ା୭(ପ୍ରଫୁଲ କୁମାର ବେହେରା): ଆଦିବାସୀ ମାନେ ମୁଖ୍ୟତଃ ବାର ମାସରେ ତେର ପର୍ବ ପାଳନ କରନ୍ତି। ସେଥିମଧ୍ୟରୁ ଧରତୀ ପୂଜା ଏବଂ ଆମ୍ବ ଟାକୁଆ ପର୍ବ ଅନ୍ୟତମ। ରାୟଗଡା ଜିଲା କାଶୀପୁର ବ୍ଲକରେ ବସବାସ କରୁଥିବା ପରଜା ବା ଝୋ ସମ୍ପ୍ରଦାୟର…

ମୋହନ ନାୟକ ଜିଲା ଯୁବକଂଗ୍ରେସ ସଭାପତି

ରାୟଗଡ଼ା,୨୭।୭ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ଯୁବ କଂଗ୍ରେସ ଫଳାଫଳ ଘୋଷଣା ହୋଇଛି । ମୋହନ ନାୟକ ରାୟଗଡ଼ା ଜିଲା ଯୁବ କଂଗ୍ରେସ ସଭାପତି ଭାବେ ନିର୍ବାଚିତ ହୋଇଥିବା ବେଳେ ରାୟଗଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ସଭାପତି ଭାବେ ଯୋସେଫ…

ଗ୍ରୀଷ୍ମଛୁଟିର ଫାଇଦା ନେଲେ ଶିକ୍ଷୟିତ୍ରୀ, ଶିକ୍ଷକ: ମଧ୍ୟାହ୍ନଭୋଜନ ଟଙ୍କା, ଚାଉଳ ହଡ଼ପ ଅଭିଯୋଗ

ରାୟଗଡ଼ା,୨୭।୭ (ଆଶିଷ ରଞ୍ଜନ ପଣ୍ଡା): ରାଜ୍ୟରେ ଶିକ୍ଷାର ମାନ ବୃଦ୍ଧି ସହିତ ଛାତ୍ରୀଛାତ୍ରଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନରେ ସହାୟକ ପାଇଁ ରାଜ୍ୟ ସରକାର ସ୍କୁଲରେ ମଧ୍ୟାହ୍ନଭୋଜନ ମାଧ୍ୟମରେ ପୁଷ୍ଟିକର ଖାଦ୍ୟ ଯୋଗାଇଥାନ୍ତି । ହେଲେ ଛୁଟି ସମୟରେ ସ୍କୁଲରେ କେହି ନ…

ମୃତ୍ୟୁ ପୂର୍ବରୁ ସହାୟତା ପାଇଁ ଲେଖିଥିଲେ ଚିଠି

ଭଦ୍ରକ,୨୭।୭(ସନାତନ ରାଉତ)ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ଘଟଣାର ବୁଧବାର ଭଦ୍ରକ ଜିଲା ଜଜ୍‌ କୋର୍ଟରେ ଚତୁର୍ଥ ସାକ୍ଷ୍ୟ ଗ୍ରହଣ କରାଯାଇଛି। ସାକ୍ଷୀ ଭାବେ ଦୟାଲ ଆଶ୍ରମର କେୟାରଟେକର ସରୋଜିନୀ ସେଠ ଓରଫ ସୋନି କୋର୍ଟରେ ହାଜର ହୋଇ ଚାଞ୍ଚଲ୍ୟକର ବୟାନ…

ବିପଦସଙ୍କୁଳ ରାସ୍ତା ଉପରେ ନିର୍ଭର କରୁଛନ୍ତି ୩ ସାହିବାସିନ୍ଦା

ପଟ୍ଟାଙ୍ଗି,୨୭ା୭(ଶରତ ଧଳ): ରାସ୍ତାଘାଟର ପୁନରୁଦ୍ଧାର ପାଇଁ ସରକାର ଆର୍ଥିକ ସହାୟତା ଯୋଗାଇ ଦେଉଛନ୍ତି। ମାତ୍ର ବ୍ଲକ ପ୍ରଶାସନ କିଛି ହାତ ଗଣତି ଠିକାଦାରଙ୍କ ମାଧ୍ୟମରେ ପରିଚାଳିତ ହୋଇ ଲୋକଙ୍କ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକୁ ଦିଗହରା କରୁଛି। କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ…

ଗୋପାଳଙ୍କ ପାଇଁ ନିଯୁକ୍ତ ହେଲେ ସରକାରୀ ଓକିଲ

ସମ୍ବଲପୁର,୨୭।୭(ଶୁଭାଶିଷ ପାଢ଼ୀ): ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ଘଟଣାରେ ବୁଧବାର ଅଭିଯୁକ୍ତ ଗୋପାଳ ଦାସଙ୍କୁ କଡ଼ା ସୁରକ୍ଷା ବଳୟରେ ଝାରସୁଗୁଡ଼ା ଜିଲା ଜଜ୍‌ ଦିଗମ୍ବର ପୃଷ୍ଟିଙ୍କ ନିକଟରେ ହାଜର କରାଯାଇଥିଲା। ଅଭିଯୁକ୍ତ ଗୋପାଳ କୋର୍ଟ ଦ୍ୱାରରେ ମୁଣ୍ଡିଆ ମାରି ଭିତରକୁ…

ପ୍ରବଳ ବର୍ଷା: ମାଲକାନଗିରି ଜଳବନ୍ଦୀ

ମାଲକାନଗିରି,୨୭।୭ (ଦୁର୍ଯ୍ୟୋଧନ ପାତ୍ର)/ ପୋଟେରୁ(ସୌରଭ ମଣ୍ଡଳ)/କାଲିମେଳା/ଜୀବନ ଦାସ/କୁଡୁମୁଲୁଗୁମ୍ମା,(ସୁଜିତ ପଟ୍ଟନାୟକ)/ବାଲିମେଳା (ଶିବଦତ୍ତ ସାହୁ) କମାଲକାନଗିରି ଜିଲାରେ ମଙ୍ଗଳବାରଠାରୁ ପୁଣି ପ୍ରବଳ ବର୍ଷା ଆରମ୍ଭ ହୋଇଛି। ଫଳରେ ଜିଲାରେ ବନ୍ୟା ପରିସ୍ଥିତି ଦେଖାଦେଇଛି। ପ୍ରବଳ ବର୍ଷା ଯୋଗୁ ୩୨୬ ନମ୍ବର ଜାତୀୟ ରାଜପଥ କାଙ୍ଗୁରୁକୋଣ୍ଡା,…

ଭିଜିଲାନ୍ସ ଜାଲରେ କୋଟିପତି ସହକାରୀ ଯନ୍ତ୍ରୀ

ଭବାନୀପାଟଣା,୨୭।୭(ଉତ୍ତମ କୁମାର ଦାଶ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭବାନୀପାଟଣା ସରକାରୀ ଜଳ ଯୋଗାଣ ବିଭାଗ ଜିପିଏଚ୍‌ (ସାଧାରଣ ଜନ ସ୍ବାସ୍ଥ୍ୟ ବିଭାଗ) ସେକ୍ସନ ସହକାରୀ ଯନ୍ତ୍ରୀ କିଶୋର ଚନ୍ଦ୍ର ସାହୁଙ୍କ ଘରେ ବୁଧବାର ସକାଳୁ ଭିଜିଲାନ୍ସ ବିଭାଗ ଚଢ଼ାଉ…

ବିଦ୍ୟୁତ କର୍ମଚାରୀଙ୍କୁ ଆକ୍ରମଣ, ଜଣେ ଗିରଫ

ହିଞ୍ଜିଳିକାଟୁ,୨୬ା୭(ଦ୍ୱିତୀକୃଷ୍ଣ ପଣ୍ଡା): ଟିପିଏସ୍‌ଓଡିଏଲ ଭିଜିଲାନ୍ସ ଟିମ୍‌କୁ ହିଞ୍ଜିଳି ଥାନା କାଞ୍ଜିଆମା ଗ୍ରାମରେ ଆକ୍ରମଣ ଘଟଣାରେ ବୁଧବାର ଜଣଙ୍କୁ ପୋଲିସ ଗିରଫ କରିଛି। ଗିରଫ ବ୍ୟକ୍ତି ହେଲେ ଉକ୍ତ ଗ୍ରାମର ରାମକୃଷ୍ଣ ସାହୁ । ମଙ୍ଗଳବାର ବିଦ୍ୟୁତ ଭିଜିଲାନ୍ସର ଏକ ଟିମ୍‌ ବିଦ୍ୟୁତ…

ସ୍ତ୍ରୀଙ୍କୁ ପେଟ୍ରୋଲ ଢାଳି ପୋଡ଼ି ମାରିବା ଅଭିଯୋଗରେ ସ୍ବାମୀ କୋର୍ଟ ଚାଲାଣ

କୋକସରା,୨୬ା୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଯାହାକୁ ସାତ ଜନ୍ମର ଜୀବନସାଥୀ କରିବାକୁ ହୋମନିଆଁରେ ଶପଥ ନେଇଥିଲେ ସ୍ବାମୀ ସେହି ଜୀବନସାଥୀଙ୍କୁ ପେଟ୍ରୋଲ ଢାଳି ନିଆଁରେ ପୋଡ଼ି ମାରି ଏବେ ଜେଲ୍‌ ହାଜତକୁ ଗଲେ ନୃଶଂସ ସ୍ବାମୀ। ଏପରି ଏକ ଅଭାବନୀୟ ଘଟଣା ଦେଖିବାକୁ…

ପ୍ରାଣୀଧନ ନିରୀକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ଦୁଇ ଗୁରୁତର

ଆନନ୍ଦପୁର,୨୬ା୭(ସନ୍ତୋଷ ରାଉତ): ପ୍ରାଣୀଧନ ନୀରିକ୍ଷକଙ୍କ ଉନ୍ମତ୍ତ କାଣ୍ଡରେ ଦୁଇ ଜଣ ଗୁରୁତର ହୋଇ ଆନନ୍ଦପୁର ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ସମ୍ପୃକ୍ତ ପ୍ରାଣୀଧନ ନିରୀକ୍ଷକ ଅପରେଶନ ବ୍ଲେଡରେ ଜଣଙ୍କ ବେକକୁ କାଟିଥିବା ବେଳେ ଉଦ୍ଧାର କରିବାକୁ ଯାଇ ଅନ୍ୟ ଜଣେ ଯୁବକଙ୍କ ପେଟରେ…

ବଜ୍ରପାତରେ ଚାଲିଗଲା ୩ ଗୋରୁଙ୍କ ଜୀବନ

ରାଇରଙ୍ଗପୁର,୨୬ା୭(ମାନସ ମହାନ୍ତି): ମୟୂରଭଞ୍ଜ ଜିଲା ହଳଦା ଥାନା ଅଁଳାଯୋଡ଼ି ପଞ୍ଚାୟତ ତିଖିଆ ଗ୍ରାମରେ ବଜ୍ରପାତ ହୋଇ ୨ଟି ଗାଈ ଏବଂ ଗୋଟିଏ ବଳଦର ମୃତ୍ୟୁ ହୋଇଛି। ପ୍ରକାଶ ଯେ, ଉକ୍ତ ତିଖିଆ ଗ୍ରାମର ଲକ୍ଷ୍ମୀଧର ମହାନ୍ତଙ୍କ ଘର ନିକଟସ୍ଥ ବାଉଁଶବୁଦା ପାର୍ଶ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?