ଆମ ଜିଲା ଖବର

ବୁଣାକାରଙ୍କ ସମସ୍ୟା ଦୂର ହେବ

ରସୁଲପୁର, ୧୫।୬(ରଞ୍ଜିତ ରାଉତ): ଯାଜପୁର ଜିଲା ରସୁଲପୁର ବ୍ଲକରେ ଟସରବସ୍ତ୍ରର ଏନ୍ତୁଡ଼ି ଶାଳ ଭାବେ ପ୍ରସିଦ୍ଧି ଲାଭ କରିଥିବା ପ୍ରଥମାଖଣ୍ଡି ପଞ୍ଚାୟତର ଗୋପାଳପୁର ଗାଁରେ ବୁଧବାର ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ପହଞ୍ଚତ୍ ବୁଣାବୁଣିର ବିଭିନ୍ନ ସ୍ଥିତି ଅନୁଧ୍ୟାନ କରିଛନ୍ତି।…

ଅସୁରକ୍ଷିତ ଶିଳ୍ପ କାରଖାନା

ଯାଜପୁର, ୧୫।୬(ହର୍ଷବର୍ଦ୍ଧନ ବେହେରା) ଶିଳ୍ପ କଳକାରଖାନାଗୁଡ଼ିକରେ ବିପଦପୂର୍ଣ୍ଣ କାମ କରି ଶ୍ରମିକମାନଙ୍କ ଜୀବନ ବିପନ୍ନ ହେଉଛି ା ବିଭାଗୀୟ ପ୍ରଶାସନିକ ଅଧିକାରୀ ୟୁନିଟଗୁଡ଼ିକର ରକ୍ଷଣାବେକ୍ଷଣ ଦିଗରେ ଧ୍ୟାନ ଦେବା ବଦଳରେ କମ୍ପାନୀ କର୍ତ୍ତୃପକ୍ଷଙ୍କ ବେଆଇନ କାର୍ଯ୍ୟ ପ୍ରତି ଖାଲି ଆଖି ବନ୍ଦ…

ପୁଣି ଫାଷ୍ଟ କମ୍‌, ଫାଷ୍ଟ ଲୋଡ୍‌ ଆଇନ ଉଲ୍ଲଂଘନ

ଯାଜପୁର, ୧୫।୬(ହର୍ଷବର୍ଦ୍ଧନ ବେହେରା) : ଯାଜପୁର ଜିଲା ସୁକିନ୍ଦା ବ୍ଲକ କାଳିଆପାଣି ଖଣି ଅଞ୍ଚଳରେ ଫାଷ୍ଟ କମ୍‌ ଫାଷ୍ଟ ଲୋଡ଼ ଆଇନ ଭୁଶୁଡି ପଡିଛି। ଖଣି ଖାଦାନ ନିକଟରେ ଥିବା ୩ ରୁ ୪ଟି ପଞ୍ଚାୟତର ଟ୍ରକ ମାଲିକମାନଙ୍କୁ ଖଣି ପରିବହନରେ…

ଗଜା ମରୁଡ଼ି ଆଶଙ୍କା, ବିହନ ଚିନ୍ତାରେ ଚାଷୀ

କେନ୍ଦ୍ରାପଡ଼ା, ୧୫।୬(ଜଗନ୍ନାଥ ଧଳ) ବୁଧବାର ରଜପର୍ବ ଆରମ୍ଭ ହୋଇଛି। ଓଡ଼ିଶାକୁ ମୌସୁମୀ ପ୍ରବାହ ବିଳମ୍ବ ଯୋଗୁ କେନ୍ଦ୍ରାପଡ଼ା ଜିଲାର ଖରିଫ ଚାଷ ପାଇଁ ଆଶାନୁରୂପକ ବର୍ଷା ହୋଇନାହିଁ ା ଆଗାମୀ ଦିନରେ ଲଗାତର ଭାବେ ବର୍ଷା ନ ହେଲେ ଖରିଫ ଚାଷ…

ଚାଷୀଙ୍କୁ ଋଣ ପ୍ରଦାନରେ ଆନ୍ତରିକତା ଅଭାବ

ରଘୁନାଥପୁର, ୧୫।୬(ରାଜେନ୍ଦ୍ର ନାରାୟଣ ସିଂ): ଜଗତ୍‌ସିଂହପୁର ଜିଲା ରଘୁନାଥପୁର ବ୍ଲକରେ ଚାଷୀଙ୍କ ପାଇଁ ଉଦ୍ଦିଷ୍ଟ ବଳରାମ ଯୋଜନା ଦିଗହରା ହୋଇପଡ଼ିଛି। ଏହି ଯୋଜନାରେ ଚାଷୀଙ୍କୁ ଋଣ ଦେବାପାଇଁ ଆନ୍ତରିକତା ପ୍ରକାଶ କରୁନାହାନ୍ତି ବ୍ୟାଙ୍କ ସମୂହ। ଫଳରେ ଖରିଫ ଓ ରବି ଫସଲ…

ବିଜେଡି କର୍ମୀଙ୍କୁ ଗୁଳିମାଡ଼

କାମାକ୍ଷାନଗର, ୧୫।୬(ସୁଧୀର କୁମାର ପରିଡ଼ା) ଢେଙ୍କାନାଳ ଜିଲା କାମାକ୍ଷାନଗର ବିଜେଡି କର୍ମୀ ତଥା ଠିକାଦାର କାହ୍ନୁଚରଣ ସାହୁଙ୍କ ଉପରେ ବୁଧବାର ରାତି ପ୍ରାୟ ୧୧ଟା ବେଳେ ଗୁଳିମାଡ଼ ହୋଇଛି। ସେ କାର୍‌ରେ ଫେରୁଥିବାବେଳେ ଘର ସମ୍ମୁଖରେ ଦୁର୍ବୃତ୍ତମାନେ ତାଙ୍କ ଉପରକୁ ଆଖିବୁଜା…

ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଦନ୍ତାହାତୀର ମୃତ୍ୟୁ

କଣ୍ଟାମାଳ,୧୪ା୬(ଆଦିତ୍ୟେଶ୍ୱର ମିଶ୍ର): ବୌଦ୍ଧ ଜିଲା କଣ୍ଟାମାଳ ବନଖଣ୍ଡ ଘୁଚାଙ୍ଗୀ ଗାଁ ନିକଟ ବିଲରେ ବୁଧବାର ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଏକ ଦନ୍ତାହାତୀର ମୃତ୍ୟୁ ଘଟିଛି। ଗ୍ରାମବାସୀଙ୍କ କହିବା ଅନୁଯାୟୀ ବୁଧବାର ପାହାନ୍ତିଆରେ ଏକ ହାତୀର ଚିତ୍କାର ଶୁଣିଥିଲେ। ସକାଳ ହେବା…

ନିଆଁରେ ପୋଡ଼ିଗଲା ଆମ୍ବ ବଗିଚା

ଭେଡେନ,୧୪।୬(ସୁଦନ ମହାକୁର): ବରଗଡ଼ ଜିଲା ଭେଡେନ ଥାନା ରୂଷୁଡା ଫାଣ୍ଡି ଅଧୀନ ଗଣ୍ଡତୁରୁମ ଗ୍ରାମରେ ବୁଧବାର ସାରେ ବିଲରେ ଲଗାଯାଇଥିବା ନିଆଁ ଭୟଙ୍କର ରୂପ ନେଇ ବ୍ୟାପକ କ୍ଷୟକ୍ଷତି କରିଛି। ନିଆଁ ବ୍ୟାପିବାରୁ ଗ୍ରାମର ଭୁକୁଲାନନ୍ଦ ଦାଶଙ୍କ ଆମ୍ବ ବଗିଚା ପୋଡ଼ି…

ହାତୀ ମୃତ୍ୟୁକୁ ନେଇ ବଢିଲା ସନ୍ଦେହ

ସମ୍ବଲପୁର,୧୪ା୬(ଶୁଭାଶିଷ ପାଢୀ): ସମ୍ବଲପୁର ବନଖଣ୍ଡ ସଦର ରେଞ୍ଜ ବସିଆପଡା ଗ୍ରାମ ରାସ୍ତାପାର୍ଶ୍ୱ ନାଳ ନିକଟରେ ମଙ୍ଗଳବାର ଏକ ଦନ୍ତାହାତୀର ମୃତଦେହକୁ ବନ ବିଭାଗ ଠାବ କରିଥିଲା। ପେଟଜନିତ ରୋଗେରେ ଦନ୍ତାର ମୃତ୍ୟୁ ହୋଇଥିବା ନେଇ ଗଣମାଧ୍ୟମରେ ଏସିଏଫ୍‌ ତେଜରାଜ ନାୟକ ସୂଚନା…

ଶାଳ ମଞ୍ଜି ନେଇ ଯାଉଥିବା ବେଳେ ଓଲଟିଲା ଟ୍ରକ

ବାଲିଗୁଡ଼ା,୧୪।୬:(ଡି.ଏନ୍‌.ଏ.): ଭାରସାମ୍ୟ ହରାଇ ଓଲଟିଲା ଶାଳମଞ୍ଜି ବୋଝେଇ ଟ୍ରକ। ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲପର। ଏଭଳି ଏକ ଘଟଣା ଘଟିଛି, କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଧୀନ ଗଦ୍ରିଙ୍ଗିଆ ଘାଟି ନିକଟରେ। ମିଳିଥିବା ସୂଚନା ମୁତାବକ, ବୁଧବାର ବାଲିଗୁଡ଼ା ଥାନା…

ପାଣି ପାଇଁ ଗୁହାରି 

ରାୟଗଡ଼ା,୧୪।୬(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ପଞ୍ଚାୟତ କୋଣ୍ଡିଗୁଡ଼ା ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ନେଇଛି। ପାନୀୟ ଜଳ ସଙ୍କଟର ସମାଧାନ ପାଇଁ କୋଣ୍ଡିଗୁଡ଼ା ଗ୍ରାମବାସୀ ବ୍ଲକ୍‌ ପ୍ରଶାସନ ନିକଟକୁ ଦୌଡ଼ି ଦୌଡ଼ି ନୟାନ୍ତ ହେବା ପରେ…

ଓଭରବ୍ରିଜ୍‌ ନିର୍ମାଣରେ ବିଳମ୍ବ, ବଢୁଛି ଜନଅସନ୍ତୋଷ

ଗଞ୍ଜାମ,୧୪ା୬(ବିଦ୍ୟାଧର ସାହୁ): ଦିନକୁ ଦିନ ଚିନ୍ତା ବଢ଼ାଉଛି ଜାତୀୟ ରାଜପଥ ହୁମ୍ମା ଓଭରବ୍ରିଜ୍‌।ଏନ.ଏଚ୍‌ -୧୬ ହୁମ୍ମା ଛକଠାରେ ନିର୍ମାଣାଧୀନ ଓଭର ବ୍ରିଜ କାମ ଆରମ୍ଭ ହେବାର ଅଦ୍ୟାବଧି ୪ବର୍ଷରୁ ଊର୍ଦ୍ଧ୍ୱ ବିତି ଯାଇଥିଲେ ମଧ୍ୟ ନିର୍ମାଣ କାର୍ଯ୍ୟ କେବେ ସମ୍ପୂର୍ଣ୍ଣ ହେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?