ରଥଯାତ୍ରା ପାଇଁ କେନ୍ଦୁଝରରେ ପହଞ୍ଚିଲା ଶିଆଳି ଲତାର ରଥ ଦଉଡ଼ି
କେନ୍ଦୁଝର,୧୪ା୬(ନରେଶ ପଟ୍ଟନାୟକ): କେନ୍ଦୁଝର ଜିଲାର ଆରାଧ୍ୟଦେବ ଶ୍ରୀ ଶ୍ରୀ ବଳଦେବଜୀଉଙ୍କ ପବିତ୍ର ରଥଯାତ୍ରା ପାଇଁ ପ୍ରସ୍ତୁତି ଚାଲିଛି। ବିଶ୍ୱର ସର୍ବୋଚ୍ଚ ମାନ୍ୟତା ପାଇଥିବା କେନ୍ଦୁଝରର ଏହି ରଥକୁ ଟାଣିବା ପାଇଁ ପାରମ୍ପରିକ ଭାବେ ଶିଆଳି ଲତାରେ ପ୍ରସ୍ତୁତ ଦଉଡ଼ି ବ୍ୟବହାର ହୋଇଥାଏ।…
ରାତି ପାହିଲେ ପାଣି ଚିନ୍ତା
ଖପ୍ରାଖୋଲ,୧୪ା୬(ଅଭୟ ତ୍ରିପାଠୀ): ପ୍ରବଳ ଗରମ ସହ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ଜଳାଶୟ ପାଣି କମିବାରେ ଲାଗିଛି। ଗଭୀର ନାଳକୂଅ ହେଉ କି ନଳକୂଅରୁ ବାହାରୁନି ଆବଶ୍ୟକ ପାଣି। ଏଥିଯୋଗୁ ବଲାଙ୍ଗୀର ଜିଲା ଖପ୍ରାଖୋଲ ପଞ୍ଚାୟତ ଗୁଣ୍ଡୁରୁପାଲି ଗାଁର ୮ଶହରୁ ଊର୍ଦ୍ଧ୍ୱ…
କାମ କରି ମିଳିନି ମଜୁରି
କଣ୍ଟାବାଞ୍ଜି, ୧୪ା୬(ଗୁରୁଦୟାଲ ହଂସ): ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ କମେଇମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ରହେନଭଟା ଗାଁର ଗଭରାମୁଣ୍ଡା ବନ୍ଧର ମାଟି ଉନ୍ନତୀକରଣ ଏମ୍ଜିଏନଆରଜିଏସ ଯୋଜନାରେ କରାଯାଇଛି। ୨୦୨୨ ଡିସେମ୍ବର ମାସରେ କାମ ଆରମ୍ଭ କରାଯାଇଥିଲା। କାମସ୍ଥାନରେ କୌଣସି ସୂଚନା ଫଳକ ଲଗାଯାଇନାହିଁ।…
ମଣ୍ଡିରେ ଧାନ, ଘାରିଛି ବର୍ଷା ଚିନ୍ତା
ବରଗଡ଼ ଅଫିସ୍,୧୪।୬ (ପ୍ରେମାନନ୍ଦ ଖମାରୀ) ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେରୁ ଊର୍ଦ୍ଧ୍ୱ ସମୟ ବିତିଯାଇଛି। ଜିଲାରେ ଖୋଲିଥିବା ମଣ୍ଡି ଗୁଡ଼ିକରେ ଚିରାଚରିତ ଢ଼ଙ୍ଗରେ ଧାନ କିଣାବିକା ଚାଲିଛି। ମାତ୍ର ଭିତ୍ତିଭୂମି ଅଭାବରୁ ଅନେକ ମଣ୍ଡିରେ ଖୋଲା ଆକାଶତଳେ…
ସମସ୍ୟା ଘେରରେ ଛେଣ୍ଡ ଭିଏସ୍ଏସ୍ ମାର୍କେଟ
ରାଉରକେଲା ଅଫିସ,୧୪।୬ (ବିପ୍ଳବ ରଞ୍ଜନ ଦାଶ) ରାଉରକେଲା ଛେଣ୍ଡ୍ରେ ଥିବା ଭିଏସ୍ଏସ୍ ମାର୍କେଟରେ ବସିବା ସ୍ଥାନ, ଷ୍ଟ୍ରିଟ୍ ଲାଇଟ୍, ପାର୍କିଂ, ପାନୀୟ ଜଳ ସମସ୍ୟା ଦେଖାଦେଇଛି। ଫଳରେ ବ୍ୟବସାୟୀ ଓ ଗ୍ରାହକମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଏ ଦିଗରେ ଆର୍ଏମ୍ସି…
ଷ୍ଟ୍ରିଟ୍ ଫୁଡ୍ ଉପରେ ରହୁନି ଅଙ୍କୁଶ
ରାଉରକେଲା ଅଫିସ,୧୪।୬ (ସଙ୍ଗୀତା ଜେନା) ଉତ୍ତମ ଗୁଣବତ୍ତା ଖାଦ୍ୟକୁ ଆଦୃତ କରିବା, ଅସ୍ବାସ୍ଥ୍ୟକର ଖାଦ୍ୟ ଓ ପାନୀୟ ପରିବେଷଣ ନ କରି ଲୋକଙ୍କ ସ୍ବାସ୍ଥ୍ୟ ପ୍ରତି ଯନ୍ନବାନ ହେବା ଉଦ୍ଦେଶ୍ୟରେ ଖାଦ୍ୟ ଓ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ…
ବ୍ରିଜ୍ ନିର୍ମାଣ ଆରମ୍ଭ କଲେ ୧୫ ଆଦିବାସୀ ଗାଁ
ପାତ୍ରପୁର,୧୪।୬(ଉମାଚରଣ କର): ଗାଁକୁ ଯିବା ପାଇଁ ପକା ରାସ୍ତା ନ ଥିବାରୁ ଜାମୁଗଣ୍ଡ ମୁକୁଳା ନାଳ ପାର ହେବାକୁ ପଡୁଛି। ନଦୀର ଉପର ମୁଣ୍ଡରେ ବର୍ଷା ହେଲେ ନାଳରେ ବଢି ଆସିଯାଏ ଆଉ ପ୍ରାୟ ୧୫ରୁ ଊର୍ଦ୍ଧ୍ୱ ଗ୍ରାମ ଏକ ପ୍ରକାର…
ବିଜେଡି ନୂଆ ଚେହେରା ଲଢ଼ିବେ ନିର୍ବାଚନ
ବ୍ରହ୍ମପୁର ଅଫିସ,୧୪।୬(ନରସିଂହ ସାହୁ): ଗଞ୍ଜାମ ଜିଲା ରାଜନୀତିରେ ଗୋପାଳପୁର ଚର୍ଚ୍ଚାରେ ରହିଛି। ୨୦୨୪ ସାଧାରଣ ନିର୍ବାଚନ ପାଖେଇ ଆସୁଥିବାରୁ ଏହି ବିଧାନସଭା କ୍ଷେତ୍ରରୁ କିଏ ବିଜେଡି ପ୍ରାର୍ଥୀ ହେବ ସେ ନେଇ ଆଲୋଚନା ଜୋର ଧରିଛି। ୨୦୧୯ ନିର୍ବାଚନରେ ଜିତିଥିବା ପ୍ରଦୀପ…
ପାଣି ପାଇଁ ରାସ୍ତା ଅବରୋଧ
ଦିଗପହଣ୍ଡି/ପାଟପୁର, ୧୪।୬ (ଅଶେଷ ନାଥ ମିଶ୍ର/ ସୀମାଞ୍ଚଳ ସାହୁ) ସାନଖେମୁଣ୍ଡି ବ୍ଲକ ପାଟପୁର ପଞ୍ଚାୟତ ୧ ନମ୍ବର ୱାର୍ଡର ବହୁ ସଂଖ୍ୟକ ମହିଳା ପିଇବା ପାଣି ପାଇଁ ଆନ୍ଦୋଳନ କରିଛନ୍ତି। ମଙ୍ଗଳବାର ସକାଳେ ସେମାନେ ୩୨୬ନଂ ଜାତୀୟ ରାଜପଥର ଆସିକା- ଦିଗପହଣ୍ଡି…
ଘୁମୁସର ବନଖଣ୍ଡରେ ୧୯ ଲକ୍ଷ ଚାରାରୋପଣ ଯୋଜନା
ଭଞ୍ଜନଗର, ୧୪।୬(ବାବୁଲା ପ୍ରଧାନ): ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଏବଂ ଦକ୍ଷିଣ ଘୁମୁସର ବନଖଣ୍ଡ ପକ୍ଷରୁ ଆସନ୍ତା ଜୁଲାଇ ୧ ରୁ ୭ ତାରିଖ ବନ ମହୋତ୍ସବ ସପ୍ତାହ ପାଳନ ହେବ। ଏହି ଅବସରରେ ବ୍ୟାପକ ଚାରାରୋପଣ କରିବା ଯୋଜନା ଅଛି।…
ହସ୍ତାନ୍ତର କରାଯାଉନି ଅଙ୍ଗନୱାଡି କେନ୍ଦ୍ର, ସମସ୍ୟାରେ ଶିଶୁ
ବୁଗୁଡ଼ା,୧୩ା୬(କାଳୀଚରଣ ଦାଶ): ବୁଗୁଡା ବ୍ଲକ ଅଧୀନ କରଚୁଲି ଗ୍ରାମସ୍ଥ ଅଙ୍ଗନୱାଡି କେନ୍ଦ୍ର -୨ରେ ଛାତରୁ ସିମେଣ୍ଟ କଂକ୍ରିଟ ଖଣ୍ଡ ଖସିଯାଇଥିଲା। ପ୍ରଶାସନ ଦ୍ୱାରା ପୁରୁଣା ଗୃହ ୨୦୧୬ ଜୁନ୍ ମାସଠାରୁ ବନ୍ଦ କରାଯାଇ ଗ୍ରାମସ୍ଥ ପ୍ରାଥମିକ ବିଦ୍ୟାଳୟଠାରେ ଜରୁରିକାଳୀନ ପରିସ୍ଥିତିରେ ଅତିରିକ୍ତ…
୫୫ ପ୍ରକଳ୍ପ ପାଇଁ ୧୮କୋଟି ୮୪ଲକ୍ଷ ଅଟକଳ ଧାର୍ଯ୍ୟ
ବାଲେଶ୍ୱର ଅଫିସ, ୧୪।୬ (ମାନସ ବିଶ୍ୱାଳ) ବାଲେଶ୍ୱର ଜିଲାପରିଷଦ ସମ୍ମିଳନୀ କକ୍ଷରେ ଜିଲାପରିଷଦ ଅଧ୍ୟକ୍ଷ ନାରାୟଣ ପ୍ରଧାନଙ୍କ ଅଧ୍ୟକ୍ଷତାରେ କୃଷି ବିଭାଗକୁ ନେଇ ସମୀକ୍ଷା ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଛି। ଚଳିତବର୍ଷ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ ମୋଟ ୫୫ ପ୍ରକଳ୍ପ…

