ଆମ ଜିଲା ଖବର

ଗ୍ରାମାଞ୍ଚଳରେ ଗଣମହୋତ୍ସବ

(ସୁଧୀର କୁମାର ପରିଡ଼ା) କାମାକ୍ଷାନଗର, ୧୪।୬ ରଜ ମହୋତ୍ସବ ପାଇଁ ଉତ୍ସବମୁଖର ହୋଇଉଠିଛି ଢେଙ୍କାନାଳ ଜିଲା କାମାକ୍ଷାନଗର। ବ୍ଲକର ଆଳତୁମା, ବାଙ୍ଗୁରା, ମାଳପୁରାରେ ଜାକଜମକର ସହ ଏହି ମହୋତ୍ସବ ପାଳନ କରାଯାଉଛି। ୩ଦିନ ଧରି ଆୟୋଜିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ…

ହଟିଲା ନିଷେଧାଦେଶ, ଚାଲିଲା ଟ୍ରଲର

ଭୋଗରାଇ, ୧୪।୬(ପ୍ରଦୀପ ଦାସ): ମତ୍ସ୍ୟଜୀବୀଙ୍କ ଦୀର୍ଘ ଦୁଇ ମାସ ଅପେକ୍ଷାର ଅନ୍ତ ଘଟିଛି। ଏହି ଦୁଇ ମାସ ମଧ୍ୟରେ ମତ୍ସ୍ୟଜୀବୀଙ୍କ ପରିବାର ଜୀବନଜୀବିକା ଦୁର୍ବିଷହ ହୋଇପଡ଼ିଥିଲା ବେଳେ ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ସମୁଦ୍ର ନିଷେଧାଦେଶକୁ ବୁଧବାରଠାରୁ ହଟାଇ ନିଆଯାଇଛି। ଟ୍ରଲର…

ମାଟିରେ ମିଶିଲା କଳାକାର ଭବନ

ଅନୁଗୋଳ ଅଫିସ, ୧୪ା୬ (ଅମିତ କୁମାର ସାମଲ) ଅନୁଗୋଳ ପ୍ରଶାସନ ପକ୍ଷରୁ ସହରରୁ ଜବରଦଖଲ ଉଚ୍ଛେଦ କରାଯାଇ ସରକାରୀ ଜାଗାକୁ ନିଜ ଅକ୍ତିଆରକୁ ଅଣାଯାଇଛି। ମଙ୍ଗଳବାର କଳାକାର ଭବନ ସହ ସେଠାରେ ଥିବା ୨ଟି ଘରକୁ ବୁଲଡୋଜର ଲଗାଇ ମାଟିରେ ମିଶାଯାଇଛି।…

ଅର୍ଥକରୀ ଫସଲ ଆଖୁଚାଷ ତଳମୁହାଁ

କେନ୍ଦ୍ରାପଡ଼ା ଅଫିସ,୧୪ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାର ୭୦ ପ୍ରତିଶତ ଅର୍ଥନୀତି କୃଷି ଉପରେ ନିର୍ଭରଶୀଳ। ତେବେ ଅର୍ଥକରୀ ଫସଲ ଉତ୍ପାଦନ ପାଇଁ ବିଭିନ୍ନ ସମସ୍ୟାର ସମାଧାନ ଦୀର୍ଘଦିନ ଧରି ହେଉନାହିଁ। ପ୍ରାୟ ୧୫ ହଜାର ହେକ୍ଟର ଅଞ୍ଚଳରେ ହେଉଥିବା ଆଖୁଚାଷ ଚଳିତବର୍ଷ…

ଆଜିଠୁ ସମୁଦ୍ରକୁ ଯିବେ ମତ୍ସ୍ୟଜୀବୀ

ପାରାଦୀପ,୧୪।୬(ଶରତ ରାଉତ): ୨ ମାସର ସାମୁଦ୍ରିକ ମାଛଧରା କଟକଣା ବୁଧବାର ଶେଷ ହେଉଛି। ଏନେଇ ମଙ୍ଗଳବାର ପାରାଦୀପ ମାଛଧରା ବନ୍ଦର ପରିସର ଚଳଚଞ୍ଚଳ ହୋଇଉଠିଛି । ବୁଧବାର ପ୍ରାୟ ୪୦୦ରୁ ଊର୍ଦ୍ଧ୍ୱ ବୋଟ ଓ ୨୫୦ରୁ ଅଧିକ ଛୋଟ ଡଙ୍ଗା ସମୁଦ୍ର…

୧୬୪ ଧାରାରେ ପୀଡ଼ିତାଙ୍କ ବୟାନ ରେକର୍ଡ

କଟକ ଅଫିସ,୧୪।୬ (କାର୍ତ୍ତିକ ସାହୁ): ବଲିଉଡ୍‌ ଗାୟକ ସୌରିନ୍‌ ଭଟ୍ଟଙ୍କ ନଁାରେ କଟକ ମହିଳା ଥାନାରେ ରୁଜୁ ହୋଇଥିବା ମାମଲାକୁ ନେଇ ପୋଲିସ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ପ୍ରାଥମିକ ପଦକ୍ଷେପ ସ୍ବରୂପ ପୀଡ଼ିତାଙ୍କ ଡାକ୍ତରୀମାଇନା କରାଯାଇଛି। ଏଥିସହ ସ୍ଥାନୀୟ ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ…

ନୂଆହାଟ ପାଟ ଚାଷୀଙ୍କ ଦୁଃଖ ପାଲଟିଛି

ଡେରାବିଶ, ୧୪ା୬ (ବେବର୍ତ୍ତା ଅଜୟ ଦାସ): ଡେରାବିଶ ତହସିଲ ଅଧୀନ ଲକ୍ଷ୍ମୀନାରାୟଣପୁର ପଞ୍ଚାୟତର ନୂଆହାଟ ପାଟ ଚାଷୀଙ୍କ ପାଇଁ ଦୁଃଖ ପାଲଟିଛି। ଏହି ପାଟରେ ଥିବା ଚାଷଜମିରେ ବର୍ଷବର୍ଷ ଧରି ଫସଲ ନ ହେବା ଚାଷୀଙ୍କ ଦୁଃଖକୁ ଦ୍ୱିଗୁଣିତ କରିଛି। ଖରିଫ୍‌…

ବାଲି ପାଇଁ ବଢୁଛି ଦୁର୍ଘଟଣା

କାଏମା,୧୪ା୬(ଶିବପ୍ରସାଦ ମହାନ୍ତି): ଧର୍ମଶାଳା ବ୍ଲକ୍‌ ଅନ୍ତର୍ଗତ କାଏମା କେଲୁଅ ନଦୀରୁ ଦୈନିକ ଶହଶହ ଟ୍ରିପ୍‌ ବାଲି ପରିବହନ ହେଉଛି। ବାଲି ବୋଝେଇ ହାଇୱା, ଡମ୍ଫର ଓ ଟ୍ରାକ୍ଟରଗୁଡ଼ିକ ଓଭର ଲୋଡ୍‌କରି କାଏମା ବ୍ରିଜ୍‌ ଓ ବଜାର ମଧ୍ୟ ଦେଇ ଯାତାୟାତ କରୁଛନ୍ତି।…

ରାସ୍ତା ନିର୍ମାଣ ନାଁରେ ଟଙ୍କା ଚଳୁ ଉଦ୍ୟମ

କୋରେଇ,୧୪ା୬(ଚନ୍ଦ୍ରକାନ୍ତ ପତି): କୋରେଇ ବ୍ଲକ୍‌ ଅଧୀନ ପଛିକୋଟ ପଞ୍ଚାୟତର ପାଣିକୋଇଲି-ରଗଡ଼ି ପୂର୍ତ୍ତ ବିଭାଗ ରାସ୍ତାଠାରୁ କେନ୍ଦୁଝର ସୀମା ଭାୟା କଡ଼ମା ୭.୦୩ କି.ମି. ରାସ୍ତା ନିର୍ମାଣ ନଁାରେ ଟଙ୍କା ଚଳୁ ଉଦ୍ୟମ ହୋଇଥିବା ଅଭିଯୋଗ ହୋଇଛି। ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ଏହି…

ସମୟରେ ନୀତି ପାଳନ, ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ପୁରୀ ଅଫିସ,୧୪।୬(ଅଜିତ ମହାନ୍ତି): ୬ଦିନ ପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଘୋଷଯାତ୍ରା। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ସ୍ଥାନୀୟ ପୌରସଦନ ପରିସରରେ ତୃତୀୟ ତଥା ଶେଷ ରଥ ସମନ୍ବୟ ବୈଠକ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଥିଲା। ଭର୍ଚୁଆଲ୍‌ ମାଧ୍ୟମରେ…

ପ୍ରେମ ବ୍ୟାପାରକୁ କେନ୍ଦ୍ର କରି ଗୁଳିମାଡ଼

କେନ୍ଦୁଝର,୧୪।୬(ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଅଧୀନ ସିଙ୍ଗିବିଲା ଗ୍ରାମରେ ସୋମବାର ରାତିରେ ପ୍ରେମ ବ୍ୟାପାରକୁ ନେଇ ଗୁଳିକାଣ୍ଡ ଘଟିଛି। ସାଙ୍ଗଙ୍କ ଗୁଳିରେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ଚିକିତ୍ସା ପାଇଁ ତାଙ୍କୁ କଟକ ବଡ଼ ଡାକ୍ତରଖାନା ପଠାଯାଇଛି।…

୧୬ରୁ ବନ୍ଦ ରହିବ ଶିମିଳିପାଳ

ବାରିପଦା ଅଫିସ,୧୪।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ) ପର୍ଯ୍ୟଟକ ଓ ପରିଦର୍ଶକଙ୍କ ନିମନ୍ତେ ଆସନ୍ତା ୧୬ରୁ ସେପ୍ଟେମ୍ବର ୧୫ ତାରିଖ ପର୍ଯ୍ୟନ୍ତ ଶିମିଳିପାଳ ଅଭୟାରଣ୍ୟ ବନ୍ଦ ରହିବ। ଏ ନେଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ କ୍ଷେତ୍ର ନିର୍ଦ୍ଦେଶକ ତଥା ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ(ଆରସିସିଏଫ୍‌)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?