ଆମ ଜିଲା ଖବର

ରାମନବମୀ ପାଇଁ ପୋଲିସର ଫ୍ଲାଗ ମାର୍ଚ୍ଚ

ବାଲେଶ୍ୱର ଅଫିସ, ୨୧।୩: ବାଲେଶ୍ୱର ସହରରେ ରାମନବମୀ ଉତ୍ସବ ଧୁମ୍‌ଧାମ୍‌ରେ ପାଳନ ହେଉଥିବା ବେଳେ ପୋଲିସ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା ପାଇଁ ସୋମବାର ସହରରେ ଫ୍ଲାଗମାର୍ଚ୍ଚ କରାଯାଇଛି। ଜିଲା ଆରକ୍ଷୀ ଅଧୀକ୍ଷକ ସାଗରିକା ନାଥଙ୍କ ତତ୍ତ୍ୱାବଧାନରେ ରାପିଡ୍‌ ଆକ୍ସନ ଫୋର୍ସ…

ମା’ତାରାତାରିଣୀଙ୍କ ଚୈତ୍ର ଯାତ୍ରାର ଦ୍ୱିତୀୟ ପାଳି

ପୁରୁଷୋତ୍ତମପୁର,୨୧।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଇଷ୍ଟ ଦେବୀ ମା’ ତାରାତାରିଣୀଙ୍କ ଦ୍ୱିତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରାରେ ପ୍ରବଳ ଜନସମାଗମ ହୋଇ ପାହାଡ଼ ଚତୁଃପାର୍ଶ୍ୱ ଲୋକାରଣ୍ୟ ହୋଇପଡିଛିଛି। ଦ୍ୱିତୀୟ ପାଳିରେ ରାତି ସାଢେ ୧୨ ଟାରୁ ମନ୍ଦିର ଦ୍ୱାର ଫିଟା ହୋଇ ରିତିନୀତି…

ବସକୁ ପଛରୁ ପିଟିଲା ଟ୍ରକ: ୧୦ ଆହତ

ବୌଦ୍ଧ,୨୧।୩(ସ୍ବ.ପ୍ର.): ବୌଦ୍ଧ ଜିଲା ପୁରୁଣା କଟକ ଥାନା ଚାରିଛକ ତହସିଲ ଅଫିସ ନିକଟରେ ଯାତ୍ରୀବାହୀ ବସକୁ ପଛରୁ ପିଟିଛି ଏକ ଟ୍ରକ। ଏହି ଦୁର୍ଘଟଣାରେ ୧୦ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ପୁରୁଣା କଟକ ମେଡିକାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ…

ମରାମତି, ନିର୍ମାଣରେ ବ୍ୟାପକ ହରିଲୁଟ

ଯାଜପୁର ଅଫିସ,୨୧ା୩:ଯାଜପୁର ଜିଲା ଗ୍ରାମ୍ୟ ଉନ୍ନୟନ(ଆରଡି) ବିଭାଗ ଅଧୀନ ଗ୍ରାମାଞ୍ଚଳ ରାସ୍ତାଗୁଡ଼ିକ ଖାଲଖମାରେ ପରିପୂର୍ଣ୍ଣ ହୋଇ ଧାର୍ଯ୍ୟ ସମୟ ପୂର୍ବରୁ ଗମନାଗମନ ଅନୁପଯୋଗୀ ହୋଇପଡ଼ୁଛି। ବ୍ୟାପକ ପିସି କାରବାର ଓ ଠିକାଦାର ପ୍ରୀତି ଯୋଗୁ କାର୍ଯ୍ୟ ନିମ୍ନମାନର ହେଉଥିବାରୁ ଏଭଳି ସ୍ଥିତି…

ପାନୀୟ ଜଳ ସମସ୍ୟା ବଢୁଛି

କେନ୍ଦ୍ରାପଡ଼ା ଅଫିସ, ୨୧ା୩:ଖରା ପାଇଁ ନଦୀ ନାଳ ଶୁଖିଲା ପଡ଼ିଛି। ଅଚଳ ନଳକୂପର ମରାମତି ହେଉନାହିଁ। ଗ୍ରାମକୁ ଏବେ ବି ପାଇପ ଯୋଗେ ପାନୀୟ ପାଣି ଯୋଗାଇ ଦିଆଯାଇନାହିଁ। ଏପରି ବହୁ ଅଭିଯୋଗ କେନ୍ଦ୍ରାପଡ଼ା ଜିଲା ପ୍ରଶାସନ ପକ୍ଷରୁ ସୋମବାର ଆୟୋଜିତ…

ମଣ୍ଡି ଖୋଲୁନି : ଟୋକନ ଥାଇ ବି ଚାଷୀ ନିରାଶ

କୁଜଙ୍ଗ, ୨୧ା୩ (ଡି.ଏନ୍‌.ଏ.):ଖରିଫ୍‌ ଧାନ ପାଇଁ ଚାଷୀମାନେ ସରକାରି ମଣ୍ଡିରେ ଧାନ ଦେବା ପାଇଁ ପଞ୍ଜୀକରଣ କରି ଟୋକନ ପାଇଥିଲେ। କିନ୍ତୁ ମଣ୍ଡି ଖୋଲୁ ନ ଥିବାରୁ ଚାଷୀମାନେ ଧାନ ବିକ୍ରି କରିପାରୁ ନ ଥିବା ଅଭିଯୋଗ ହୋଇଛି। କୁଜଙ୍ଗ ବ୍ଲକ…

ହରିଣ,ବାର୍‌ହା ଉପଦ୍ରବ: ଡାଳୁଅ ଧାନ ଫସଲ ନଷ୍ଟ

କୁଜଙ୍ଗ, ୨୧ା୩ (ଡି.ଏନ୍‌.ଏ.):ଏରସମା ବ୍ଲକ ଅନ୍ତର୍ଗତ ଢିଙ୍କିଆ, ଗଡ଼କୁଜଙ୍ଗ ଓ ନୂଆଗାଁ ପଞ୍ଚାୟତରେ ହରିଣ ଓ ବାର୍‌ହା ଯୋଗୁ ଡାଳୁଅ ଧାନ ଫସଲ ନଷ୍ଟ ହେଉଛି। ପରିବାର ପ୍ରତିପୋଷଣ ପାଇଁ ଢିଙ୍କିଆ ଚାରିଦେଶର ଅଧିକାଂଶ ଚାଷୀ ଡାଳୁଅ ଧାନ ଉପରେ ନିର୍ଭର…

ଶାରୀରିକ ଗଠନ ଦେଇଛି ପରିଚୟ, ରୋଜଗାର

ପାରାଦୀପ,୨୧।୩(ସ୍ବ.ପ୍ର.):ସମାଜରେ ସବୁ ମଣିଷଙ୍କ ଚେହେରା ଓ ଭାବନା ଭିନ୍ନ। କେତେଜଣଙ୍କ ଶାରୀରିକ ଗଠନ ଶୈଳୀ ଟିକିଏ ନିଆରା ଥିବା ଦେଖିବାକୁ ମିଳିଥାଏ। ସେମିତି ଜଣେ ଭିନ୍ନ ବ୍ୟକ୍ତି ହେଲେ ବୁଲୁ ଦାଶ (୪୦)। ଉଚ୍ଚତା ମାତ୍ର ୩ ଫୁଟରୁ କମ। ଚାଲିଚଳନ…

ପ୍ରସୂତି କକ୍ଷରୁ ନବଜାତ ଶିଶୁ ଗାଏବ ଅଭିଯୋଗ

ମାଥିଲି, ୨୧ା୩ (ଡି.ଏନ.ଏ.):ମାଲକାନଗିରି ଜିଲା ମାଥିଲି ବ୍ଲକ ସଦର ସବ୍‌ଡିଭିଜନ ହସ୍ପିଟାଲର ପ୍ରସୂତି କକ୍ଷରୁ ନବଜାତ ଶିଶୁ ଗାଏବ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, କିଆଙ୍ଗ ପଞ୍ଚାୟତ ବୀରନପାଲି ଗ୍ରାମର ବନ୍ଧୁ ପଟିଙ୍କ ସ୍ତ୍ରୀ କୌଶଲ୍ୟା ଗର୍ଭବତୀ ଥିବା…

ଆଜିଠୁ ମମତାଙ୍କ ଓଡ଼ିଶା ଗସ୍ତ

ପୁରୀ ଅଫିସ, ୨୧ା୩:ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାରଠାରୁ ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଅବସରରେ ସେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ଏନେଇ ମମତାଙ୍କ କୌଳିକ ପଣ୍ଡା ତଥା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାଡ଼ଗ୍ରାହୀ ବରିଷ୍ଠ ଦଇତାପତି…

ମାଟ୍ରିକ୍‌ ପରୀକ୍ଷା: ୩୬ହଜାରରୁ ଅଧିକ ପରୀକ୍ଷାର୍ଥୀ ଅନୁପସ୍ଥିତ

କଟକ ଅଫିସ,୨୧ା୩:ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ୍‌ ସମ୍ମେଟିଭ-୨ ପରୀକ୍ଷା ସୋମବାର ଶେଷ ହୋଇଛି। ଏହି ପରୀକ୍ଷା ସୁରୁଖୁରୁରେ ହେବା ପାଇଁ ବୋର୍ଡ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସବୁ ପ୍ରକାର ବ୍ୟବସ୍ଥା କରାଯାଇଥିଲେ ମଧ୍ୟ ପ୍ରତିଟି ବିଷୟରେ ନାନା…

ଗଞ୍ଜାମରେ ଦୁର୍ଘଟଣାଜନିତ ମୃତ୍ୟୁ ରାଜ୍ୟରେ ସର୍ବାଧିକ

ଛତ୍ରପୁର,୨୧ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା ଓଡ଼ିଶାରେ ସର୍ବାଧିକ ରହିଛି। ପୂର୍ବ ବର୍ଷ ତୁଳନାରେ ପ୍ରତି ବର୍ଷ ସଡ଼କ ଦୁର୍ଘଟଣା ଓ ତଜ୍ଜନିତ ମୃତ୍ୟୁ ସଂଖ୍ୟା ୧୦ ପ୍ରତିଶତ କମାଇବା ଲାଗି ସୁପ୍ରିମକୋର୍ଟ ସଡ଼କ ସୁରକ୍ଷା କମିଟିଙ୍କ ନିର୍ଦ୍ଦେଶ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri