ଆମ ଜିଲା ଖବର

ଲିଙ୍ଗରାଜଙ୍କ ରୁକୁଣା ରଥ ନିର୍ମାଣ ପାଇଁ ପଠାଗଲା କାଠ

ଶରଣକୁଳ,୨୧ା୩(ଡି.ଏନ୍‌.ଏ.):ନୟାଗଡ଼ ଜିଲା ପଞ୍ଚରିଡ଼ା ବନାଞ୍ଚଳ ଅନ୍ତର୍ଗତ ଭିକାରିପଡ଼ା ଗଁାରୁୁ ଲିଙ୍ଗରାଜଙ୍କ ରୁକୁଣା ରଥ ନିର୍ମାଣ ପାଇଁ ୩ଖଣ୍ଡ ଗଣ୍ଡି କାଠ ସଂଗ୍ରହ କରାଯାଇ ଟ୍ରକ ଯୋଗେ ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିର ରଥଖଳାକୁ ପଠାଯାଇଛି। ସୋମବାର ପୂର୍ବାହ୍ନ ୧୦ଟାରେ କୁସୁମୀ ନଦୀ କୂଳରେ…

୩ ଅଧିକାରୀଙ୍କ ନାମରେ ମାମଲା

କେନ୍ଦୁଝର, ୨୧ା୩(ସ୍ବ.ପ୍ର.):କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଅଧୀନ ବାମେବାରି ସେକ୍ସନ ନୟାଗଡ଼ ବିଟ୍‌ ଜଡ଼ିପଦା ସାହିରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଦନ୍ତାହାତୀ ମୃତ୍ୟୁ ଘଟଣାରେ ସୋମବାର ଡିଏଫ୍‌ଓ ଧନରାଜ ଏଚ.ଡି. କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଟାଟା ପାଓ୍ବାର କନିଷ୍ଠଯନ୍ତ୍ରୀ ଇଂ. ଗୌରଗୋପାଳ…

୨୬ରେ ମୁଖ୍ୟମନ୍ତ୍ରୀଙ୍କ ହିଞ୍ଜିଳି ଗସ୍ତ

ହିଞ୍ଜିଳିକାଟୁ/ଶେରଗଡ଼/ କବିସୂର୍ଯ୍ୟନଗର, (ଡି.ଏନ୍‌.ଏ.) ୨୧ା୩:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୬ରେ ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳି ଗସ୍ତରେ ଆସୁଥିବା ପ୍ରାୟ ଚୂଡ଼ାନ୍ତ ହୋଇଛି। ଏ ନେଇ ତଦାରଖ କରିବାକୁ ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ଡିଆର୍‌ଡିଏ ଗଞ୍ଜାମ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ…

ପୂର୍ବତନ ବିଧାୟିକା ଭଗବତୀ ପୂଜାରୀଙ୍କ ପରଲୋକ

କୋଡିଙ୍ଗା,୨୧।୩(ଡି.ଏନ୍‌.ଏ.):ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ ଚିର୍ମା ପଞ୍ଚାୟତର ଦୁଗ୍ଲାହାଣ୍ଡି ଗ୍ରାମରେ ଭୋର ପ୍ରାୟ ୪.୩୦ରେ କୋଡିଙ୍ଗା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟିକା ଭଗବତୀ ପୂଜାରୀଙ୍କ ହୃଦ୍‌ଘାତରେ ମୃତ୍ୟୁ ହୋଇଛି। ତାଙ୍କୁ ୬୩ ବର୍ଷ ବୟସ ହୋଇଥିଲା। ସେ ଜଣେ ଧର୍ମପରାୟଣ, ପରୋପକାରୀ,…

ମାଟ୍ରିକ ପରୀକ୍ଷାର୍ଥୀଙ୍କ ଆତ୍ମହତ୍ୟା

ଯାଜପୁର ଟାଉନ,୨୧ା୩(ଡି.ଏନ.ଏ.): ଯାଜପୁର ସହର ନିକଟସ୍ଥ ବାମଦେବପୁର ଗ୍ରାମର ଜଣେ ମାଟ୍ରିକ ପରୀକ୍ଷାଥର୍ର୍ୀ ପରୀକ୍ଷା ଶେଷ ହେବା ପୂର୍ବରୁ ଆମତ୍ହତ୍ୟା କରିଛନ୍ତି। ସେ ହେଲେ ବାମଦେବପୁର (ବରହଟା) ଯଯାତିକେଶରୀ ଉଚ୍ଚ ବିଦ୍ୟାଳୟର ରଶ୍ମୀବାଳା ପାହିଲ। ରଶ୍ମୀ ଯାଜପୁର ମ୍ୟୁନିସିପାଲିଟି ହାଇସ୍କୁଲରେ ମାଟ୍ରିକ…

ପ୍ରଶ୍ନପତ୍ର ତ୍ରୁଟିକୁ ନେଇ ଭାଜପାର ବିକ୍ଷୋଭ

ବାରିପଦା ଅଫିସ,୨୦ା୩: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ମାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ର ତ୍ରୁଟି ପ୍ରତିବାଦରେ ବାରିପଦା ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଭାଜପା ଯୁବମୋର୍ଚ୍ଚା ତରଫରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ପ୍ରତିବର୍ଷ ଭଳି ଏ ବର୍ଷ ମଧ୍ୟ ଓଡ଼ିଶା ମାଧ୍ୟମିକ…

ଅପହରଣ, ବଳାତ୍କାର ଅଭିଯୋଗ: ୩ ଗିରଫ

ବାହାନଗା,୨୦ା୩(ଡି.ଏନ.ଏ.)-ବାହାନଗା ବ୍ଲକ ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର ଅଭିଯୋଗରେ ଜଣେ ଯୁବକଙ୍କ ସହିତ ତାଙ୍କ ମା’ ଓ ତାଙ୍କ ସହଯୋଗୀଙ୍କୁ ସୋର ଥାନା ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। ଏଥିନିମନ୍ତେ ସୋର ଥାନାରେ ଏକ ମାମଲା(ନଂ.୧୨୬/୨୩) ରୁଜୁ…

ଟ୍ରେନ୍‌ରେ ଯାତ୍ରୀଙ୍କୁ ଛୁରି ଭୁସି ହତ୍ୟା ମାମଲା: ୬ଷ୍ଠ ସାକ୍ଷୀଙ୍କ ବୟାନ ରେକର୍ଡ

ବ୍ରହ୍ମପୁର ଅଫିସ,୨୦ା୩-ଏକ ଚଳନ୍ତା ଟ୍ରେନ୍‌ରେ ଜଣେ ଯାତ୍ରୀଙ୍କୁ ଛୁରି ଭୁସି ହତ୍ୟା କରାଯାଇଥିବା ମାମଲାର ବିଚାରଣା ଏଡିଜେ (ଏଲ୍‌ଆର୍‌) କୋର୍ଟରେ ଚାଲିଛି। ଏଥିରେ ୮ଜଣ ସାକ୍ଷୀ ରହିଥିବା ବେଳେ ଏଯାବତ ୬ଜଣ ସାକ୍ଷୀ କୋର୍ଟରେ ହାଜର ହୋଇ ଘଟଣା ସମ୍ପର୍କରେ ନିଜ…

ଆସନ୍ତା ୨୬ରେ ମୁଖ୍ୟମନ୍ତ୍ରୀଙ୍କ ହିଞ୍ଜିଳି ଗସ୍ତ

ହିଞ୍ଜିଳିକାଟୁ/ଶେରଗଡ଼, ୨୦ା୩(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୬ରେ ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳି ଗସ୍ତରେ ଆସୁଥିବା ପ୍ରାୟ ଚୁଡ଼ାନ୍ତ ହୋଇଛି। ଏ ନେଇ ତଦାରଖ କରିବାକୁ ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ଡିଆରଡ଼ିଏ ଗଞ୍ଜାମ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଭି…

ଗାଧୋଇବାକୁ ଯାଇ ଫେରିଲେନି ମହିଳା

ହିଞ୍ଜିଳିକାଟୁ,୨୦।୩(ଡି.ଏନ.ଏ.): ହିଞ୍ଜିଳିକାଟୁ ବ୍ଲକ ଅନ୍ତର୍ଗତ ସରଧାପୁର ଗ୍ରାମରେ ସୋମବାର ପୋଖରୀରେ ବୁଡ଼ିଯାଇ ସରା ଦାଶ (୪୦)ଙ୍କ ମୃତ୍ୟୁ ଘଟିଛି। ସାରା ପୋଖରୀକୁ ଗାଧୋଇବାକୁ ଯାଇଥିବା ବେଳେ ପାଣିରେ ବୁଡିଯାଇଥିଲେ। ବହୁତ ସମୟ ଧରି ସେ ଘରକୁ ନଫେରିବାରୁ ପରିବାର ଲୋକେ ପୋଖରୀ…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ବ୍ରହ୍ମପୁର ଅଫିସ,୨୦ା୩-ଜନୈକା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ବ୍ରହ୍ମପୁର ସଦର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ପୀତବାସ ବେହେରା(୩୨)। ଉଭୟ ପୀଡ଼ିତା ଓ ଅଭିଯୁକ୍ତଙ୍କ ପୃଥକ ପୃଥକ ଭାବେ ଏମ୍‌କେସିଜିରେ ଡାକ୍ତରୀ ମଇନା…

ଖଟୁଆକୁଦାରେ ବାସନ୍ଦଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ଏସ୍‌ପିଙ୍କ ଦ୍ୱାରସ୍ଥ ହେଲେ ସ୍ତ୍ରୀ ଓ ପୁଅ

ଛତ୍ରପୁର,୨୦ା୩(ଡି.ଏନ୍‌.ଏ.): ଗଞ୍ଜାମ ଜ଼ିଲା ରମ୍ଭା ଥାନା ଅନ୍ତର୍ଗତ ଖଟୁଆକୁଦା ଗ୍ରାମରେ ଗତ ୧୪ ତାରିଖରେ ଗୁଣି ଗାରେଡ଼ି ସନ୍ଦେହରେ ବାସନ୍ଦ କରି ରଖିଥିବା ସୁବ୍ରତ ସାହୁଙ୍କ ଉପରେ ୧୩ ରୁ ଅଧିକ ଯୁବକ ମରଣାନ୍ତକ ଆକ୍ରମଣ କରିଥିଲେ। ସୁବ୍ରତଙ୍କୁ ଗ୍ରାମରୁ ଦୀର୍ଘ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri