ବଢୁଛି ଅପରାଧ, ଚିନ୍ତାରେ ପୋଲିସ
ପୁରୀ ଅଫିସ,୨୦ା୩: ପର୍ଯ୍ୟଟନ ସହରରେ ଆପରାଧିକ କାର୍ଯ୍ୟକଳାପ ବଢିବାରେ ଲାଗିଛି। ପୋଲିସ କିଛି ମାତ୍ରାରେ ବଟି ଆଦାୟ ଓ ନିଶାଦ୍ରବ୍ୟ କାରବାର ଉପରେ ନିୟନ୍ତ୍ରଣ ପାଇଛି। ମାତ୍ର ଅନ୍ୟ ଆପରାଧିକ ମାମଲା ରୋକିବାରେ ବିଫଳ ହୋଇଥିବା ସାଧାରଣରେ ଅଭିଯୋଗ ହେଉଛି। ଏଥିଯୋଗୁ…
ଘରଠୁ ହୋଟେଲ ସବୁଠି ପଖାଳର ବାସ୍ନା
ପୁରୀ ଅଫିସ,୨୦ା୩: ପଖାଳ ହେଉଛି ଓଡ଼ିଆଙ୍କ ପ୍ରିୟ ଖାଦ୍ୟ। ଓଡ଼ିଶା, ଓଡ଼ିଆ ଏବଂ ପଖାଳ ପରସ୍ପରର ସମ୍ପର୍କ ଅତି ନିବିଡି। ଖାଲି ଓଡ଼ିଆ କାହିଁକି ଓଡ଼ିଆ ଜାତିର ମଉଡ଼ମଣି ଆରାଧ୍ୟ ଦେବତା ମହାପ୍ରଭୁ ଶ୍ରୀଜଗନ୍ନାଥ ମଧ୍ୟ ପଖାଳ ପ୍ରିୟ। ପ୍ରତ୍ୟେକ ଦିନ…
ଲଘୁ ଖଣିଜ ସମ୍ପଦ ଚୋରାଚାଲାଣ
ଖୋର୍ଦ୍ଧା ଅଫିସ,୨୦ା୩: ଖୋର୍ଦ୍ଧା ଜିଲାରେ ଲଘୁ ଖଣିଜ ସମ୍ପଦ ଚୋରା ଚାଲାଣ ଚାଲିଛି। ମାଫିଆମାନେ ଦୈନିକ ଶହ ଶହ ଟ୍ରକରେ ମାଙ୍କଡ଼ା, ମୋରମ, ବାଲି, କଳାମୁଗୁନି ପଥର, ବଉଳମାଳା (ମନ୍ଦିର ନିର୍ମାଣରେ ବ୍ୟବହୃତ ମୂଲ୍ୟବାନ ପଥର) ଚାଲାଣ କରୁଛନ୍ତି। ବେଆଇନ ଭାବେ…
ପଖାଳକୁ ଜିଆଇ ଟ୍ୟାଗ୍ ମାନ୍ୟତା ମିଳୁ
କଟକ ଅଫିସ,୨୦ା୩: ଓଡ଼ିଶାର ପାରମ୍ପରିକ ଖାଦ୍ୟ କହିଲେ ପଖାଳକୁ ବୁଝାଏ। ଯାହା ପ୍ରତ୍ୟେକ ଓଡ଼ିଆଙ୍କ ପ୍ରିୟ ଖାଦ୍ୟ। ସୋମବାର ବିଶ୍ୱରେ ଥିବା ଓଡ଼ିଆମାନେ ପଖାଳ ଦିବସ ପାଳନ କରିବେ। କିନ୍ତୁ ଦୁର୍ଭାଗ୍ୟର ବିଷୟ ବର୍ତ୍ତମାନ ସୁଦ୍ଧା ପଖାଳକୁ ଜିଆଇ ଟ୍ୟାଗ୍ ମିଳିପାରିନାହିଁ।…
ସଜେଇ ହେଉଛି କ୍ଷୀରନଦୀ ପୀଠ
ରସୁଲପୁର,୨୦ା୩(ଡି.ଏନ.ଏ.): ରସୁଲପୁର ବ୍ଲକ ଅନ୍ତର୍ଗତ ନଠୁଆବର ଓ ଶ୍ରୀବନ୍ତପୁର ପଞ୍ଚାୟତର ମଧ୍ୟବର୍ତ୍ତୀ ସ୍ଥଳ କ୍ଷୀର ନଦୀ ପୀଠରେ ମା’ ବିରଜା ବିଶ୍ୱରୂପା ନବକୁଣ୍ଡିୟ ବିଶ୍ୱକଲ୍ୟାଣ ମହାଯଜ୍ଞ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ମା’ ବିରଜାଙ୍କ ନିର୍ଦ୍ଦେଶକ୍ରମେ ଭୂମିପୂଜନ ଦିବସରୁ ଆଜ୍ଞାମାଳ ଅଣାଯାଇ…
ଅସୁରକ୍ଷିତ ହେଲାଣି ତାଳବାହାଳି ଜଙ୍ଗଲ
ବଇଣ୍ଡା,୨୦।୩(ଡି.ଏନ.ଏ.):ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଧଣ୍ଡାତୋପା ରେଞ୍ଜ ଅଧୀନରେ ଥିବା ତାଳବାହାଳି ଜଙ୍ଗଲ ଏବେ ଅସୁରକ୍ଷିତ ହୋଇପଡିଛି। ଏହି ଜଙ୍ଗଲରୁ ଅବାଧ କାଠ ଚାଲାଣ କରାଯାଉଥିବା ଯୋଗୁ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ଦେଖାଯାଇଛି। ପାଇକସାହି ସେକ୍ସନ ନିକଟରେ ଥିବା ଏହି ଜଙ୍ଗଲରେ…
‘ମୋ ସରକାର’କୁ ମାନୁନାହାନ୍ତି
ଢେଙ୍କାନାଳ ଅଫିସ, ୨୦।୩:‘ଜନସାଧାରଣ ହେଉଛନ୍ତି ଗଣତନ୍ତ୍ରର ଆତ୍ମା। ଗଣତନ୍ତ୍ରରେ ପ୍ରତିଟି ଅନୁଷ୍ଠାନ ଲୋକଙ୍କ କଲ୍ୟାଣ ପାଇଁ, ଲୋକଙ୍କ ପଇସାରେ ଲୋକଙ୍କ ସେବା ଏବଂ ସଶକ୍ତୀକରଣ ପାଇଁ ସୃଷ୍ଟି କରାଯାଇଛି। ଜିଲା ପ୍ରଶାସନ, ଢେଙ୍କାନାଳ କାର୍ଯ୍ୟାଳୟ ଲୋକଙ୍କ ସେବା ପାଇଁ ଅଛି। ଲୋକମାନେ…
ପ୍ରକଳ୍ପ ଅଛି, ପାଣି ମିଳୁନି
ବିଞ୍ଝାରପୁର,୨୦ା୩(ଡି.ଏନ.ଏ.): ବିଞ୍ଝାରପୁର ବ୍ଲକ ଅଧୀନ ଉତ୍ତରକୂଳ ପଞ୍ଚାୟତ ପାରିପଦା ଗ୍ରାମରେ ଜଳ ସଙ୍କଟ ଦେଖାଦେଇଛି। ଉକ୍ତ ପଞ୍ଚାୟତରେ ବସୁଧା ପାନୀୟ ଜଳ ପ୍ରକଳ୍ପ ଅଛି, ହେଲେ ଗ୍ରାମବାସୀଙ୍କୁ ପାଣି ମିଳୁନି। ଫଳରେ ଗ୍ରାମରେ ଥିବା ଗୋଟିଏ ନଳକୂଅ ଉପରେ ୧୩୦ ପରିବାର…
୯୪ ଅଙ୍ଗନୱାଡ଼ି କେନ୍ଦ୍ରର ନାହିଁ ନିଜସ୍ବ କୋଠା
ନୂଆଗଡ଼,୨୦ା୩: ଆଦିବାସୀ ଅଧ୍ୟୁଷିତ ଗଜପତି ଜିଲା ନୂଆଗଡ଼ ବ୍ଲକରେ ୯୪ଟି ଅଙ୍ଗନୱାଡ଼ି କେନ୍ଦ୍ରର ନିଜସ୍ବ କୋଠା ନାହିଁ। ବ୍ଲକ ପରିସରଭୁକ୍ତ ୧୯ ପଞ୍ଚାୟତର ୨୧୩ଟି ୱାର୍ଡର ୭ଟି ସେକ୍ଟରରେ ସମୁଦାୟ ୨୭୪ଟି ଅଙ୍ଗନୱାଡି କେନ୍ଦ୍ର ଅଛି। କିନ୍ତୁ ସେଥିରୁ ବେତାରସିଂ ସେକ୍ଟରରେ…
ସହରକୁ ପଶୁଛି ଡ୍ରେନ୍ର ମଇଳା ପାଣି
ଭଞ୍ଜନଗର୨୦ା୩(ଡି.ଏନ୍.ଏ):ଭଞ୍ଜନଗର ସହରାଞ୍ଚଳ ଜନସ୍ବାସ୍ଥ୍ୟ ବିଭାଗର ଅବହେଳା ଯୋଗୁ ସହରବାସୀ ବିଭିନ୍ନ ସମୟରେ ଦୂଷିତ ପାଣି ପିଇବାକୁ ବାଧ୍ୟ ହେଉଛନ୍ତି, ଯାହାକୁ ନେଇ ସହରବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଭେଜିପୁଟ ମହାନ୍ତି ସାହି ଛକ ଦେଇ ଯାଇଥିବା ଜନସ୍ବାସ୍ଥ୍ୟ ବିଭାଗର ପାଣି…
ପିଜୁଳି ଚାଷ, ଚାରା ଉତ୍ପାଦନ ଦେଇଛି ଜୀବିକା
ପାରଳାଖେମୁଣ୍ଡି,୨୦ା୩(ଡି.ଏନ୍.ଏନ୍.):ଖରିଫ ଚାଷ ହେଉକି ରବି ଚାଷ, ବିଭିନ୍ନ ସମସ୍ୟା ଉପୁଜୁଥିବାକୁ ନେଇ ଅନେକ ଚାଷୀ ଚାଷକାର୍ଯ୍ୟ ପ୍ରତି ଆଉ ସେପରି ମନ ବଳାଉ ନାହାନ୍ତି । ପୂର୍ବପରି ଚାଷୀମାନେ ଚାଷବାସ କାର୍ଯ୍ୟ ନିମନ୍ତେ ସେପରି ଉତ୍ସାହିତ ବା ଆଗ୍ରହ ଦେଖାଉନାହାନ୍ତି। ହେଲେ…
ଅଧାପନ୍ତରିଆ ଶିଶୁ ପାର୍କ କାର୍ଯ୍ୟ ଆରମ୍ଭ
ବ୍ରହ୍ମପୁର ଅଫିସ୍,୨୦ା୩:ବ୍ରହ୍ମପୁର ମହାନଗର ନିଗମ (ବିଇଏମ୍ସି) ୧୯ ନଂ ୱାର୍ଡ ଅନ୍ତର୍ଗତ ଖଲାସୀ ସାହି ଛକରେ ଅଧାପନ୍ତରିଆ ଶିଶୁ ପାର୍କ ନେଇ ଗତ ୧୪ ତାରିଖରେ ଧରିତ୍ରୀରେ ପ୍ରକାଶ ପାଇବା ପରେ ବିଇଏମସି ପକ୍ଷରୁ ତପତ୍ରତା ଦେଖାଦେଇଛି। ବିଇଏମ୍ସି ପକ୍ଷରୁ ବର୍ତ୍ତମାନ…
Archives


