ଆମ ଜିଲା ଖବର

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି ଅଭିଳାଷ ଜି. ସ୍ଥାନୀୟ ଏସପି ଅଫିସରେ ଏକ ଖବରଦାତା ସମ୍ମିଳନୀ କରି ଏନେଇ ସୂଚନା…

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି। ବଡ ପୁଅ ଘର ଖଣ୍ଡେ ପାଇଛି। ସାନପୁଅ ବୋହୁ ବାପା ପାଖରେ ରହୁଛନ୍ତି। ଆଜକୁ…

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି ହୋଇଥିବା ରାଜ୍ୟ ମୁଖ୍ୟାଳୟରୁ ଚିଠି ନଂ ୩୬୯୦ରେ ଉଲେଖ ରହିଛି। ବିରଞ୍ଚି ନାରାୟଣ ପଲେଇ…

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ ଏକ ସିମେଣ୍ଟ ବୋଝେଇ ଟ୍ରକ୍‌ ଦୁର୍ଘଟଣାର ଶିକାର ହୋଇଛି। ଏଥିରେ କାହାର କୌଣସି କ୍ଷତି…

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ ସମୟରେ ୩ ମାଙ୍ଗାନିଜ ବୋଝେଇ ଡମ୍ପର ଜବତ କରିଛି। ଘଟଣାରେ ଗୋଟିଏ ବାଇକ୍‌ ମଧ୍ୟ…

ହଜିଯାଇଥିବା ମନି ପର୍ସକୁ ଫେରାଇଲେ ଫରେଷ୍ଟ ଗାର୍ଡ

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପେଟ୍ରୋଲ ପମ୍ପଠାରେ ପେଟ୍ରୋଲ ପକାଇବାକୁ ଯାଉଥିବା ବେଳେ ସେଠାରୁ ଫରେଷ୍ଟ ଗାର୍ଡ ପ୍ରଶାନ୍ତ ନାୟକଙ୍କୁ ଏକ ମନି ପର୍ସ ମିଳିଥିଲା। ପର୍ସରେ ଆଠ ହଜାର ଟଙ୍କା ସହ ଆଧାର ଓ ପାନ…

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅନେକ ଯୁବଗୋଷ୍ଠୀ ପସନ୍ଦ କରୁଥିବା ବେଳେ ପଞ୍ଚାୟତଠାରୁ ଆରମ୍ଭ କରି ବ୍ଲକ ଓ…

ଓମ୍‌ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା ସହ ସୁରକ୍ଷା, ମୂଳ ଦରମା ବୃଦ୍ଧି ଭଳି ଅନ୍ୟାନ୍ୟ ଦାବି ପାଇଁ ସରକାରଙ୍କ ଅଣଦେଖା…

୫ମ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା ଅଞ୍ଚଳରେ। ଏତଲା ପରେ ଅଭିଯୁକ୍ତ ଶିକ୍ଷକ ଜଣକ ଗିରଫ ହୋଇଛନ୍ତି। ଛାତ୍ରୀ ଜଣକ ପଞ୍ଚମ…

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ ସାମାନ୍ୟ ଆହତ ହୋଇଛନ୍ତି। ଗୁରୁତର ୨ ଜଣ ହେଲେ ଉକ୍ତ ଥାନା ଅଞ୍ଚଳର ଏନ୍‌ସ…

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ ଧାନମଣ୍ଡି ଜିଲାପାଳ ହେମକାନ୍ତ ସୟଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଯାଇଛି। କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥିଭାବେ ଜିଲା…

ଓଡ଼ିଶା ଆସି ଓଡ଼ିଆରେ କହିଲେ ନିର୍ବାଚନ କମିଶନର, ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କରି…

ପୁରୀ,୨୭ା୧୨: ଓଡ଼ିଶାରେ ଆସି ପହଞ୍ଚିଛନ୍ତି ଭାରତୀୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର। ୩ ଦିନିଆ ଓଡ଼ିଶା ଗସ୍ତରେ ସପରିବାର ଆସିଛନ୍ତି। ବିମାନବନ୍ଦରରେ ପହଞ୍ଚିବା ପରେ ସମସ୍ତ ଓଡ଼ିଆଙ୍କୁ ଓଡ଼ିଆରେ ଶୁଭେଚ୍ଛା ଜଣାଇଛନ୍ତି। ସେ ପ୍ରଥମେ ଜୟ ଜଗନ୍ନାଥ କହି ତାଙ୍କର ଅଭିଭାଷଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri