ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ
କୁଆଁରମୁଣ୍ଡା,୧୪।୬(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅଧୀନ ଦୁମକିଶିହିରିଆ ଗ୍ରାମ ନିକଟସ୍ଥ ଏକ ପୋଖରୀରୁ ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ସେ ହେଲେ ଦୁମକିଶିହିରିଆ ଗ୍ରାମର ଲୁକାସ ଖାଲଖୋ(୪୫)। ପୋଲିସ ମୃତଦେହ ଜବତ…
ପହିଲି ରଜରେ ଅଘଟଣ: ବଜ୍ରପାତରେ ଚାଲିଗଲା ବାପା-ମା’ଙ୍କର ଏକମାତ୍ର ପୁଅର ଜୀବନ
ରାଜନଗର,୧୪ା୬(ଭାସ୍କର ରାଉତରାୟ): ପହିଲି ରଜରେ ଅଘଟଣ। ବଜ୍ରପାତରେ ଚାଲିଗଲା ବାପା-ମା’ଙ୍କର ଏକମାତ୍ର ପୁଅର ଜୀବନ। ସେ ହେଉଛନ୍ତି କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଘଡ଼ିଆମାଳ ଗାଁର ଦୈତାରୀ ସେଠୀଙ୍କ ଏକମାତ୍ର ପୁଅ ମନୋରଞ୍ଜନ (୧୫ )। ସୂଚନା ମୁତାବକ ସେ ଦୋଳି…
ରଜରେ ବଡ଼ ଅଘଟଣ; ୨ ଘଣ୍ଟା ବ୍ୟବଧାନରେ ୨ ଦୁର୍ଘଟଣା, କେନ୍ଦୁଝରରେ ୫ ମୃତ
କେନ୍ଦୁଝର,୧୪।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ପ୍ରଥମ ରଜ ପାଇଁ ଚାରିଆଡ଼େ ଉତ୍ସବର ପରିବେଶ ରହିଥିବା ବେଳେ କେନ୍ଦୁଝର ଜିଲା କାଞ୍ଜିପାଣି ଥାନା ଅନ୍ତର୍ଗତ ଏନଏଚ ୪୯ ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଦୁଇ ବାଇକ୍ ଆରୋହୀଙ୍କ…
ଦାମୀଗାଡ଼ିରେ ଗଞ୍ଜେଇ ଚାଲାଣ, ପାଟ୍ରୋଲିଂବେଳେ ଦୁଇ ଅଭିଯୁକ୍ତଙ୍କୁ…
ବଲାଙ୍ଗୀର,୧୪ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଅବକାରୀ ବିଭାଗ ରବିବାର ଭୋରରୁ ତୁଷୁରା-ଆଟଗାଁ ରାସ୍ତାରେ ପାଟ୍ରୋଲିଂ କରୁଥିବାବେଳେ ଏକ ଧଳା ରଙ୍ଗର ଦାମୀ ଥାର ଗାଡ଼ିରେ ଚାଲାଣ ହେଉଥିବା ୩୭୦ କେଜି ଗଞ୍ଜେଇ ଜବତ କରିଛି। ଅବକାରୀ ଟିମ୍ ଫିଲ୍ମ ଷ୍ଟାଇଲରେ ଥାର…
ବଜ୍ରପାତରେ ୪ ନାବାଳକ ଆହତ, ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି
ଲାଞ୍ଜିଗଡ଼,୧୪ା୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ତ୍ରିଲୋଚନପୁର ପଞ୍ଚାୟତ ଅନ୍ତର୍ଗତ କୁନାକାଡୁ ଗ୍ରାମର ୪ ଜଣ ନାବାଳକ ବଜ୍ରପାତରେ ଆହତ ହୋଇଛନ୍ତି। ନାବାଳକମାନେ କୁନାକାଡୁ ଗ୍ରାମର ଡ୍ରିଞ୍ଜୁ ମାଝୀ (୧୦), ମାଣ୍ଡି ମାଝୀ (୮),…
ଗଞ୍ଜାମରୁ ସୋମନାଥ ମନ୍ଦିର ଯାତ୍ରା: ଶୁଭାରମ୍ଭ କଲେ ଛତ୍ରପୁର ବିଧାୟକ
ଛତ୍ରପୁର, ୧୪।୬ (ଦିଲ୍ଲୀପ ସାମଲ): ‘ସୋମନାଥ ସ୍ୱାଭିମାନ ଯାତ୍ରା’ ଅଭିଯାନରେ ଗଞ୍ଜାମ ଜିଲାର ୫୨ ଜଣ ତୀର୍ଥଯାତ୍ରୀ ଶନିବାର ଛତ୍ରପୁର ନୂଆ ବସ୍ଷ୍ଟାଣ୍ଡରୁ ଗୁଜରାଟସ୍ଥିତ ପବିତ୍ର ସୋମନାଥ ମନ୍ଦିର ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି। ଏହି ଯାତ୍ରାର ଶୁଭାରମ୍ଭ ଛତ୍ରପୁର ବିଧାୟକ…
ଡାକ୍ତରଖାନା ପାଇଖାନାରେ ନବଜାତ ଶିଶୁକନ୍ୟାର ମୃତଦେହ, କିଏ ସେ ଅଜଣା ମହିଳା ଯିଏ…
ବଞ୍ଚୋ,୧୪ା୬(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାର ମହିଳା ଓ୍ବାର୍ଡ ପାଇଖାନା ଭିତରୁ ଏକ ସଦ୍ୟ ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର ହୋଇଥିବା ଘଟଣା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଆଜି ସକାଳ ପ୍ରାୟ ୯ଟା ବେଳେ ଜଣେ ମହିଳା ପାଇଖାନାକୁ…
ଚରୁଥିବାବେଳେ ବଜ୍ରପାତରେ ଜଳିଗଲେ ୧୨ ଛେଳି, କ୍ଷତିପୂରଣ ଦାବି କରି…
ଭଞ୍ଜନଗର,୧୪ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅନ୍ତର୍ଗତ ବାରଦଣ୍ଡା ଗ୍ରାମରେ ବଜ୍ରପାତ ମାରିବାରୁ ରବିବାର ଅପରାହ୍ନରେ ୧୨ଟି ଛେଳିଙ୍କର ମୃତ୍ୟୁ ଘଟିଛି। ଏଥିରେ ଛେଳି ଚରାଳି ଜଟିଆ ଗୌଡ଼ ରକ୍ଷା ପାଇଯାଇଛନ୍ତି। ଜଟିଆ ଜଣେ ଗରିବ ଚାଷୀ ହୋଇଥିବା ବେଳେ…
ରଜରେ ଶିବମନ୍ଦିର ପରିସରରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ
କୋରାପୁଟ,୧୪ା୬(ଅମିତାଭ ବେହେରା): କୋରାପୁଟ ସହର ଉପକଣ୍ଠ ବଡ଼ ଚିନ୍ଦ୍ରି ଗୋପନଗରସ୍ଥିତ ଚନ୍ଦ୍ରଶେଖର ଶିବମନ୍ଦିର ପରିସରରୁ ରବିବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ୩୮ ବର୍ଷୀୟ ମାନସ କୁମାର ବେହୁରା ବୋଲି ଜଣାପଡ଼ିଛି। ସ୍ଥାନୀୟ ଲୋକେ ମନ୍ଦିର…
ସରପଞ୍ଚ ଚାମେଲି ଓଝାଙ୍କ ଘଟଣା: ମନ୍ତ୍ରୀ କହିଲେ ରିପୋର୍ଟ ଆସିଲେ…
ଭୁବନେଶ୍ୱର,୧୪ା୬: ରାଜ୍ୟ ରାଜନୀତିରେ ଚର୍ଚ୍ଚାରେ ରହିଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ଘଟଣାକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ରାଜ୍ୟ ସରକାର ସେ ବାବଦରେ ସବିଶେଷ ତଥ୍ୟ…
ବିଜେଡିରେ ସାମିଲ ହେଲେ ଭାଜପା-କଂଗ୍ରେସର ୫୦ରୁ ଊର୍ଦ୍ଧ୍ୱ କର୍ମୀ
ଥୁଆମୂଳ ରାମପୁର,୧୪ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରସ୍ଥିତ ଖଣ୍ଡୁଆଳ ଖେଳ ପଡ଼ିଆଠାରେ ବ୍ଲକ ବିଜୁ ଜନତା ଦଳ ପକ୍ଷରୁ ଏକ ଦିନିକିଆ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଓ ବୁଥ୍ ଏଜେଣ୍ଟ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ଲକ ବିଜେଡି ସଭାପତି…
ରଜରେ ରକ୍ତପାତ: ଜନ୍ମକଲା ମା’କୁ ବୀଭତ୍ସ ଭାବେ ହତ୍ୟା କଲା ପୁଅ
ବନ୍ତ, ୧୪।୬ (କିଶୋର କୁମାର ସେଠୀ): ଭଦ୍ରକ ଜିଲାର ବନ୍ତ ଥାନା ଅଞ୍ଚଳରେ ରଜ ପର୍ବ ଅବସରରେ ଘଟିଛି ଏକ ହୃଦୟବିଦାରକ ଘଟଣା। ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ୨୫ ବର୍ଷୀୟ ଯୁବକ ନିଜ ଜନ୍ମଦାତ୍ରୀ ମା’ଙ୍କୁ ନିର୍ମମ ଭାବେ…

