ଆମ ଜିଲା ଖବର

ବାଣ ବେପାରୀ ବାଟବଣା

ଭୁବନ, ୮।୧୧(ଡି.ଏନ.ଏ.):  ଦୀପାବଳିରେ ବାଣ ଫୁଟିବ ନାହିଁ। କରୋନା ସଂକ୍ରମଣ ପାଇଁ ଚଳିତବର୍ଷ ଜାରି କରାଯାଇଥିବା ଏହି ସରକାରୀ କଟକଣା ସିଜିନ ବାଣ ବ୍ୟବସାୟୀଙ୍କ ମଧ୍ୟରେ ନିରାଶା ଖେଳାଇ ଦେଇଛି। ସରକାର କଟକଣା ଜାରି କରିବା ଆଗରୁ ବହୁ ବ୍ୟବସାୟୀ ବାଣ...

ହୋଟେଲରେ ଦେହ ବ୍ୟବସାୟ: ୩ ଗିରଫ, ୫ ବଙ୍ଗୀୟ ଯୁବତୀ ଅଟକ

ପୁରୀ ଅଫିସ,୭ା୧୧- ହୋଟେଲରେ ଦେହ ବ୍ୟବସାୟ ଚାଲୁଥିବାବେଳେ ବଳିଆପଣ୍ଡା ପୋଲିସ ଚଢାଉ କରି ୫ ବଙ୍ଗୀୟ ଯୁବତୀଙ୍କୁ ଅଟକ ରଖିଥିବାବେଳେ ୩ ଜଣ ଯୁବକଙ୍କୁ ଗିରଫ କରି ଶନିବାର କୋର୍ଟଚାଲାଣ କରିଛି। ଏଥିସହ ଆପତ୍ତିଜନକ ସାମଗ୍ରୀ ଜବତ କରିଛି। ପୋଲିସ...

ବେଆଇନ ବାଣ କାରଖାନାରେ ଚଢ଼ାଉ : ୭୦ ଲକ୍ଷ ଟଙ୍କାର ବାଣ ଜବତ

ଆସିକା,୭ା୧୧(ଡି.ଏନ୍‌.ଏ.)-ଆସିକା-ବ୍ରହ୍ମପୁର ୫୯ନଂ. ଜାତୀୟ ରାଜପଥ ପାର୍ଶ୍ୱ ନଳବଣ୍ଟା ଗ୍ରାମରେ ଚାଲିଥିବା ବେଆଇନ ବାଣ କାରଖାନା ଉପରେ ଶନିବାର ଆସିକା ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ବାଣ ଓ ବାଣ ତିଆରି ସରଞ୍ଜାମ ଜବତ କରିଛି। ଏହି ଘଟଣାରେ ଲବ...

ହାଇକୋର୍ଟର ବରିଷ୍ଠ ଆଇନଜୀବୀ ଅଶୋକ ମହାପାତ୍ରଙ୍କ ପରଲୋକ

କଟକ ଅଫିସ,୭ା୧୧: ଓଡ଼ିଶା ହାଇକୋର୍ଟର ବରିଷ୍ଠ ଆଇନଜୀବୀ ତଥା ହାଇକୋର୍ଟ ବାର୍‌ ଆସୋସିଏଶନର ପୂର୍ବତନ ସଭାପତି ଡକ୍ଟର ଅଶୋକ ମହାପାତ୍ରଙ୍କର ଶନିବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୨ ବର୍ଷ ହୋଇଥିଲା। ଅସୁସ୍ଥତା ଯୋଗୁ ସେ ଭୁବନେଶ୍ୱରର ଏକ...

ଓଡ଼ିଶାବାସୀଙ୍କୁ ସତର୍କ ରହିବାକୁ ପଡ଼ିବ: ବାଚସ୍ପତି

ଦିଗପହଣ୍ଡି, ୭।୧୧ (ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକକୁ ଶନିବାର ବାଚସ୍ପତି ଡ. ସୂର୍ଯ୍ୟ ନାରାୟଣ ପାତ୍ର ଗସ୍ତରେ ଆସିଛନ୍ତି। ଏହି ଅବସରରେ ସେ ଲୋକଙ୍କୁ ସତର୍କ ରହିବା ସହ ମୁହଁରେ ମାସ୍କ ପିନ୍ଧିବା ପାଇଁ ଅନୁରୋଧ କରିଛନ୍ତି। ଶୀତଋତୁରେ...

ବାଚସ୍ପତିଙ୍କ ଦିଗପହଣ୍ଡି ଗସ୍ତ: ବିଭିନ୍ନ ପ୍ରକଳ୍ପର କଲେ ଲୋକାର୍ପଣ

ଦିଗପହଣ୍ଡି, ୭।୧୧ (ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକକୁ ଶନିବାର ବାଚସ୍ପତି ଡ. ସୂର୍ଯ୍ୟ ନାରାୟଣ ପାତ୍ର ଗସ୍ତରେ ଆସିଛନ୍ତି। ଏହି ଅବସରରେ ସେ ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ କରିଛନ୍ତି। ଏହା ସହ ଦିଗପହଣ୍ଡି ଏନ୍‌ଏସିର ମୁଖ୍ୟ ରାଜପଥ ଅଲୋକୀକରଣ...

କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ, ୩ ଅଭିଯୁକ୍ତ ଗିରଫ

ବାଲେଶର ଅଫିସ, ୭।୧୧: ରାଜ୍ୟରେ ନିଶା ବେପାର ଥମିବାର ନାଁ ନେଉନି। ପ୍ରତ୍ୟେକ ଦିନ କେଉଁଠି ନା କେଉଁଠି ନିଶା ସାମଗ୍ରୀ ସହ ଅଭିଯୁକ୍ତ ମଧ୍ୟ ଗିରଫ ହେଉଛନ୍ତି। ବିଶେଷ କରି ବାଲେଶ୍ୱରରେ ବ୍ରାଉନସୁଗାର କାରବାର ବଢ଼ି ବଢ଼ି ଚାଲିଛି।...

ବ୍ଲୁ ଫ୍ଲାଗ୍‌ ବିଚ୍‌ ପର୍ଯ୍ୟଟକ ଉପକୃତ ହେବେ

ପୁରୀ ଅଫିସ, ୭।୧୧: ସମ୍ମାନଜନକ ବ୍ଲୁ ଫ୍ଲାଗ ମାନ୍ୟତା ପାଇଥିବା ପୁରୀର ସ୍ବର୍ଣ୍ଣିମ ବେଳାଭୂମିରେ ଶୁକ୍ରବାର ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ (ଓଟିଡିସି) ପକ୍ଷରୁ କାଫେଟେରିଆ ଲୋକାର୍ପିତ ହୋଇଛି। ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ଏହାକୁ ଲୋକାର୍ପଣ କରିବା ସହ...

ହକ୍‌ ପାଇବାରୁ ନିର୍ମାଣ ଶ୍ରମିକ ବଞ୍ଚିତ

ଯାଜପୁର ଅଫିସ,୭।୧୧: କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ କାର୍ଯ୍ୟରେ ଲିପ୍ତ ପଞ୍ଜୀକୃତ ଶ୍ରମିକମାନଙ୍କ ବିଭିନ୍ନ କଲ୍ୟାଣମୂଳକ କାମ ପାଇଁ ଓଡ଼ିଶାରେ ବିପୁଳ ପରିମାଣର ପାଣ୍ଠି ବିନିଯୋଗ ହୋଇଛି। କିନ୍ତୁ ୨୦୧୮-୧୯ ଆର୍ଥିକ ବର୍ଷରେ ନିର୍ମାଣ ଶ୍ରମିକମାନେ ସେମାନଙ୍କ ହକ୍‌ ପାଇବାରୁ...

ଖୋର୍ଦ୍ଧା: ୩୬ ହାଇସ୍କୁଲକୁ ଶ୍ରେଷ୍ଠ ସ୍କୁଲ ଆଓ୍ବାର୍ଡ

ଖୋର୍ଦ୍ଧା ଅଫିସ,୭।୧୧: ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ ଶତ ପ୍ରତିଶତ ସଫଳତା ହାସଲ କରିଥିବା ଖୋର୍ଦ୍ଧା ଜିଲାର ୩୬ ହାଇସ୍କୁଲକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶ୍ରେଷ୍ଠ ସ୍କୁଲ ଆଓ୍ବାର୍ଡ ପ୍ରଦାନ ଲାଗି ମନୋନୀତ କରାଯାଇଛି। ଏବାବଦକୁ ୧ଲକ୍ଷ ଟଙ୍କା...

୨୮ରେ ବଡ଼ଓଷା: ୨୯ରେ ଗଜ ଭୋଗ

କଟକ ସଦର,୭।୧୧ (ଡ଼ି.ଏନ.ଏ.): ଆସନ୍ତା ୨୫ରୁ ୩୦ ତାରିଖ ପର୍ଯ୍ୟନ୍ତ ଆଠଗଡ଼ର ପ୍ରସିଦ୍ଧ ଧବଳେଶ୍ୱରଙ୍କ ପୀଠରେ ପଞ୍ଚକ ଓ ବଡ଼ଓଷା ପର୍ବ ପାଳନ କରାଯିବ। ଏଥିପାଇଁ ଆଠଗଡ ବ୍ଲକ ପ୍ରଶାସନ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଧବଳେଶ୍ୱରଙ୍କ ପୀଠରେ ଶୁକ୍ରବାର...

୯ରେ ରୁପା ଛାଉଣି ଡିଜାଇନ ଚୂଡ଼ାନ୍ତ

ପୁରୀ ଅଫିସ, ୭।୧୧: ଶ୍ରୀମନ୍ଦିରର ୮ଟି ଦ୍ୱାର ରୁପାରେ ଝଲସିବ। ଜୟ ବିଜୟ, କଳାହାଟ, ବେହେରଣ, ସାତ ପାହାଚ, ପଶ୍ଚିମ ଭୋଗ ମଣ୍ଡପ, ନୃସିଂହ ମନ୍ଦିର, ମା’ ବିମଳା ଏବଂ ମା’ ମହାଲକ୍ଷ୍ମୀ ମନ୍ଦିରର ଗର୍ଭଦ୍ୱାରକୁ ରୁପା ଛାଉଣି କରାଯିବ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri