ଆମ ଜିଲା ଖବର

ମହୁମୁହାଣ ଗ୍ରାମରୁ ବଜ୍ରକାପ୍ତା ଉଦ୍ଧାର: ଜଣେ ଗିରଫ

ସଜନାଗଡ଼, ୨୨।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ଥାନା ଅଧୀନ ମହୁମୁହାଣ ଗ୍ରାମରେ ଗୁରୁବାର ବନବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ଏକ ବଜ୍ରକାପ୍ତା ଉଦ୍ଧାର କରାଯାଇଛି। ଏଥିରେ ସମ୍ପୃକ୍ତ ଅଭିଯୋଗରେ ସୁଦର୍ଶନ ନାୟକ (୫୫)ଙ୍କୁ ଗିରଫ କରାଯାଇଛି। ଏହି ବଜ୍ରକାପ୍ତାର ଓଜନ ୧୨କି.ଗ୍ରା....

କଟକ ସହରରୁ ୬୭ ନୂଆ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ, ୨୨।୧୦: କଟକ ସହରରୁ ଗୁରୁବାର ୬୭ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନରୁ ୨୫ ଜଣ ଚିହ୍ନଟ ହୋଇଥିବା ବେଳେ ହୋମ୍‌ କ୍ୱାରାଣ୍ଟାଇନ୍‌ରୁ ୧୩ ଏବଂ ଲୋକାଲ କେସ୍‌ ୨୯ ରହିଛି। ଏ...

ବରଗଡ଼ରୁ ଆଜି ୬୨ ପଜିଟିଭ୍‌ ଚିହ୍ନଟ, ୮୨୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ବରଗଡ଼ ଅଫିସ,୨୨ା୧୦: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ କମିବାର ନାଁ ନେଉନି। ଗୁରୁବାର ଜିଲାରେ ପୁଣି ୬୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ବରଗଡ଼ ପୌରାଞ୍ଚଳରୁ ୬, ବରଗଡ଼ ବ୍ଲକ ୪, ଅତାବିରା ବ୍ଲକ ୧୧, ଅତାବିରା...

ଦୁଇ ଟ୍ରକ୍‌ ମୁହାଁମୁହିଁ: ଚାପିହୋଇ ଜଣଙ୍କ ଜୀବନ ଗଲା, ୨ ଗୁରୁତର

ଚୌଦ୍ୱାର,୨୨।୯(ଡି.ଏନ.ଏ): କଟକ ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ୧୬ ନଂ ଜାତୀୟ ରାଜପଥର  ବଇଚୁଆଁ ଛକ  ନିକଟରେ  ବେଆଇନ ଭାବେ ଛିଡା ହୋଇଥିବା ରଡ ବୋଝେଇ ଟ୍ରଲର ପଛରେ ପିଟି ହେଲା ସିମେଣ୍ଟ ବୋଝେଇ ଟ୍ରକ। ଘଟଣାସ୍ଥଳରେ ଚାପିହୋଇ ହେଲପରଙ୍କ...

ଛତର ଯାତ୍ରା ପାଇଁ ୧୪୪ ଧାରା ଜାରି

ଭବାନୀପାଟଣା,୨୨ା୧୦(ଡି.ଏନ୍‌.ଏ.): ଆସନ୍ତା ୨୪ ତାରିଖରେ କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ଅନୁଷ୍ଠିତ ହେବ। ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ଗାଇଡ୍‌ଲାଇନ ଜାରି କରାଯାଇଛି। ଛତର ଯାତ୍ରାରେ ପ୍ରବଳ ଜନସମାଗମ ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି...

ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ପ୍ରକାଶ, କୌଣସି ଛାତ୍ରୀଛାତ୍ରଙ୍କୁ ମିଳିନି ଗ୍ରେଡ୍‌ A1

କଟକ ଅଫିସ,୨୨ା୧୦: ଗୁରୁବାର ପ୍ରକାଶ ପାଇଛି ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ। ଚଳିତବର୍ଷ ୨୧, ୪୮୭ ଛାତ୍ରୀଛାତ୍ର ସପ୍ଲିମେଣ୍ଟାରୀ ପରୀକ୍ଷା ଦେଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୫, ୨୪୪ ଛାତ୍ରୀଛାତ୍ର କୃତକାର୍ଯ୍ୟ ହୋଇଛନ୍ତି। ତେବେ ଚଳିତବର୍ଷ ସପ୍ଲିମେଣ୍ଟାରୀ ପରୀକ୍ଷା ଦେଇଥିବା...

୧୦୦ ବର୍ଷ ପଛକୁ ଫେରିଗଲା କଟକ ଦଶହରା

କଟକଣା ଭିତରେ ହଜିଗଲା ପୁରୁଣା ପରମ୍ପରା। ଯାହା ସହରର ପୁରୁଖା ତଥା ବୟୋଜ୍ୟେଷ୍ଠ ବ୍ୟକ୍ତିବିଶେଷ କେବେ ଦେଖି ନ ଥିଲେ, ତାହା ଚଳିତବର୍ଷ ଦେଖିବାକୁ ମିଳିଛି। ବିଭିନ୍ନ ମଣ୍ଡପରେ ମା’ଙ୍କ ଆରାଧନା ପାଇଁ ପ୍ରସ୍ତୁତି ହେଲାଣି, ହେଲେ ଆକର୍ଷଣୀୟ ସାଜସଜ୍ଜା...

ଏସିଆ ବୁକ୍‌ ଅଫ୍‌ ରେକର୍ଡ୍‌ସରେ ବିଶ୍ୱଜିତ

ପୁରୀ ଅଫିସ,୨୧ା୧୦:ଆଇସ୍‌କ୍ରିମ କାଠିରେ ମହାପ୍ରଭୁଙ୍କ ନନ୍ଦିଘୋଷ ରଥ ତିଆରି କରି ନିଜ ନଁା ଏସିଆ ବୁକ୍‌ ଅଫ୍‌ ରେକର୍ଡ୍‌ସରେ ସ୍ଥାନିତ କରିଛନ୍ତି ପୁରୀର ଯୁବ ଶିଳ୍ପୀ ବିଶ୍ୱଜିତ୍‌ ନାୟକ। ୧୯ ବର୍ଷ ବୟସରେ ନିଜର ନିଆରା କୃତି ପାଇଁ ସେ...

ଦାନ ସୁନାରେ ମହାପ୍ରଭୁଙ୍କ ଆଭୂଷଣ

ପୁରୀ ଅଫିସ,୨୨।୧୦:ମହାପ୍ରଭୁଙ୍କୁ ଦାନ ଦେବାକୁ ଦାତାଙ୍କ ମଧ୍ୟରେ ଆଗ୍ରହ ବଢିଛି। ଶ୍ରୀମନ୍ଦିରର ୩ଟି କବାଟ ରୁପା ଛାଉଣି ପାଇଁ ଆବଶ୍ୟକ ରୁପା ଏବଂ ଅନ୍ୟାନ୍ୟ ଖର୍ଚ୍ଚ ବହନ କରିବାକୁ ଜଣେ ଦାତା ପୂର୍ବରୁ ଆଗେଇ ଆସିଥିବାବେଳେ ଏବେ ଆଉଜଣେ ଦାତା...

ବିଲୀନ ହେବ ବୌଦ୍ଧସ୍ତୂପ ପାରାଭାଡ଼ି

ଚଣ୍ଡିଖୋଲ, ୨୨।୧୦:ମାନବ ସଭ୍ୟତାକୁ ଶାନ୍ତିର ବାର୍ତ୍ତା ଦେଇଛି ବୈଦ୍ଧ ଧର୍ମ। ପ୍ରାଚୀନ ବୌଦ୍ଧ କୀର୍ତ୍ତିରାଜି ପାଇଁ ଜାତୀୟ ଓ ଅନ୍ତର୍ଜାତୀୟସ୍ତରରେ ଓଡ଼ିଶା ହାସଲ କରିଛି ସ୍ବତନ୍ତ୍ର ପରିଚୟ। ଲଳିତଗିରି, ରତ୍ନଗିରି ଓ ଉଦୟଗିରିକୁ ନେଇ ପରିକଳ୍ପିତ ‘ହୀରକ ତ୍ରିଭୂଜ’ ବିଶ୍ୱ...

ବାରାକ୍‌ରେ ମଦ ପିଇ ଏସ୍‌ଆଇ ନିଲମ୍ବିତ

ନାଉଗଁା,୨୨।୧୦(ସ୍ବ.ପ୍ର.):ଥାନା ବାରାକରେ ମଦ୍ୟପାନ କରିବା ଜଣେ ପୋଲିସ ଏସ୍‌ଆଇଙ୍କ ପାଇଁ ମହଙ୍ଗା ପଡ଼ିଛି। ସମ୍ପୃକ୍ତ କର୍ମଚାରୀ ମଦ୍ୟପାନ କରୁଥିବାର ଏକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାପରେ ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ସ୍ବରୂପ ତାଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି।...

କରୋନା କଟକଣା: ରୁପା ବଦଳରେ ଜରି ମୁକୁଟ

କେନ୍ଦୁଝର, ୨୨ା୧୦ (ସ୍ବ.ପ୍ର.)-କେନ୍ଦୁଝର ଡେଲି ମାର୍କେଟରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ଦୁର୍ଗାପୂଜା ଅନୁଷ୍ଠିତ ହେବ। ଏଥିପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି। ଦୀର୍ଘ ୫୫ ବର୍ଷ ହେଲା ଏହି ପୂଜା ଅନୁଷ୍ଠିତ ହୋଇଆସୁଛି। ତେବେ ବିନା ଭକ୍ତ,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri