ଖଣ୍ଡୋଲାଇଟ୍ ଖନନରେ ଧ୍ୱଂସହେଲା ପାରାଭାଡ଼ି ଐତିହ୍ୟ
ଚଣ୍ଡିଖୋଲ,୧୮ା୩(ଡି.ଏନ୍.ଏ.): ଯାଜପୁର ଜିଲା ବଡ଼ଚଣା ବ୍ଲକ ପଲେଇ ପଞ୍ଚାୟତ ଅଧୀନ ପାରାଭାଡ଼ି ପାହାଡ଼ରେ ପ୍ରାଚୀନ ବୌଦ୍ଧ କୀର୍ତ୍ତିରାଜି ରହିଛି। ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍ଆଇ) ଆନୁକୂଲ୍ୟରେ ଏହାର ଖନନ ସମୟରେ ବୌଦ୍ଧ ସ୍ତୂପ ପାରାଭାଡ଼ି ସମେତ ୪ଟି ଭଗ୍ନ ବୁଦ୍ଧ…
ଭିତରକନିକା ଭିତ୍ତିଭୂମିର ବିକାଶ ପାଇଁ ୫୯ କୋଟି ମଞ୍ଜୁର
କେନ୍ଦ୍ରାପଡ଼ା ଅଫିସ/ରାଜନଗର,୧୮ା୩ (ଡି.ଏନ୍.ଏ.): ଭିତରକନିକାକୁ ବିଶ୍ୱଦରବାରରେ ଅଧିକ ପରିଚିତ କରାଇବା ସହ ଏହାର ଭିତ୍ତିଭୂମି ଏବଂ ଇକୋ ଟୁରିଜମ୍ର ବିକାଶ ପାଇଁ ରାଜ୍ୟ ସରକାର ପ୍ରକୃତି ଓ ପରିବେଶ ପର୍ଯ୍ୟଟନ ଶିଳ୍ପ ଉପରେ ଗୁରୁତ୍ୱାରୋପ କରିବା ସହ ଯୁଗାନ୍ତକାରୀ ପଦକ୍ଷେପ ଗ୍ରହଣ…
ଟେଣ୍ଡରକୁ ନେଇ ଅଧ୍ୟକ୍ଷା-ପୌର ଅଧିକାରୀ ମୁହାଁମୁହିଁ
ଆନନ୍ଦପୁର,୧୮।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପୌର ପରିଷଦର ପିଛା ଛାଡୁନି ବିବାଦ। ପୂର୍ବରୁ ଫାଇଲ ଚୋରିକୁ ନେଇ ମାମଲା ହୋଇଥିବା ବେଳେ ଏବେ କେତେକ ଉନ୍ନୟନ କାର୍ଯ୍ୟ ଟେଣ୍ଡରକୁ ନେଇ ଅଧ୍ୟକ୍ଷ ଓ ପୌର ଅଧିକାରୀ ମୁହାଁମୁହିଁ ହୋଇଛନ୍ତି। କୌଣସି ଆଲୋଚନା…
ପୁଣି ଅଜଣା ଜନ୍ତୁ ଆକ୍ରମଣ: ୪ ମେଣ୍ଢା ମୃତ
ଜଗତ୍ସିଂହପୁର ଅଫିସ, ୧୮ା୩: କଟକ ଜିଲା ନିଆଳି ଓ କଣ୍ଟାପଡ଼ା ପରେ ଏବେ ଜଗତ୍ସିଂହପୁର ଜିଲା ବିରିଡ଼ି ବ୍ଲକ ଅଞ୍ଚଳରେ ଅଜଣା ଜନ୍ତୁ ଆକ୍ରମଣରେ ମେଣ୍ଢାଙ୍କ ମୃତ୍ୟୁ ହୋଇଛି। ବ୍ଲକର ମଙ୍ଗୁଲି ପଞ୍ଚାୟତ ଅନ୍ତର୍ଗତ ଶଙ୍ଖାରିସାହିର ପ୍ରଫୁଲ ବାରିକଙ୍କ ଗୁହାଳରେ ଗୁରୁବାର…
ନକଲି ଶିକ୍ଷକ: ମେ ୧୫ ସୁଦ୍ଧା କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ
ଯାଜପୁର ଅଫିସ,୧୮ା୩: ରାଜ୍ୟର କୋଣ ଅନୁକୋଣରେ ନକଲି ବି.ଏଡ୍/ସିଟି ଡିଗ୍ରୀଧାରୀ ଏବଂ ଆଦିବାସୀ ପ୍ରମାଣପତ୍ରରେ ଚଞ୍ଚକତା କରି ଶିକ୍ଷୟିତ୍ରୀଶିକ୍ଷକ ନିଯୁକ୍ତି ପାଇଛନ୍ତି। ଏନେଇ ସୂଚନା ଅଧିକାର ଆଇନ ବଳରେ ତଥ୍ୟ ସଂଗ୍ରହ କରି ଅଭିଯୋଗ ହେବା ପରେ କେତେକାଂଶରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ…
ମେଡିକାଲ କଲେଜ ସ୍ଥାପନ ଦାବି ଜୋର ଧରିଲା
ଭଦ୍ରକ ଅଫିସ,୧୮ା୩ : ଭଦ୍ରକ ଜିଲାରେ ମେଡିକାଲ କଲେଜ ସ୍ଥାପନ ଦାବି ଜୋର ଧରିଛି। ଦୀର୍ଘବର୍ଷ ଧରି ସରକାରଙ୍କୁ ବାରମ୍ବାର ଦାବିପତ୍ର ଦିଆଯିବା ସହ ଜିଲା ବନ୍ଦ ଡାକରା ଦିଆଯାଇଥିଲେ ମଧ୍ୟ ସରକାର କର୍ଣ୍ଣପାତ କରୁନାହାନ୍ତି। ଭଦ୍ରକ ଜିଲା ପ୍ରତି ସରକାରଙ୍କ…
୮ ସପ୍ତାହରେ ୧୦ ଲକ୍ଷ କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ
କଟକ ଅଫିସ,୧୮ା୩: ରାୟଗଡ଼ାର ଜଣେ ଆଦିବାସୀ ଯୁବକଙ୍କ ହାଜତ ମୃତ୍ୟୁ ମାମଲାର ବିଚାର କରି ହାଇକୋର୍ଟ ଆବେଦନକାରୀ ତଥା ମୃତକଙ୍କ ସ୍ତ୍ରୀଙ୍କୁ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାୟ ପ୍ରଦାନ କରିଛନ୍ତି। ସିଆରପିଏଫ୍ ଏବଂ ଓଡ଼ିଶା ପୋଲିସ ୫ ଲକ୍ଷ…
ଅନ୍ଧାରରେ ଡାଇରିଆ, ଟିବି ଓ୍ବାର୍ଡ
କେନ୍ଦୁଝର,୧୮ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାର ଗୁରୁତ୍ୱପୂର୍ଣ୍ଣ ଡାଇରିଆ ଓ ଟିବି ଓ୍ବାର୍ଡ ଶୁକ୍ରବାର ଅନ୍ଧାରରେ ରହିଥିଲା। ଦିନ ୩.୩୦ରୁ ଲାଇନ କଟିଯାଇଥିବାରୁ ରୋଗୀ ଓ ସ୍ବାସ୍ଥ୍ୟ କର୍ମଚାରୀ ଅକଥନୀୟ ସମସ୍ୟା ଭୋଗୁଛନ୍ତି। ଏହିଭଳି ପ୍ରତ୍ୟେକ ଦିନ ବିଦ୍ୟୁତ କାଟ୍ ହେଉଥିବାରୁ…
ଧିମେଇଛି ଜଟଣୀ ଓଭରବ୍ରିଜ୍ କାମ
ଖୋର୍ଦ୍ଧା ଅଫିସ/ଜଟଣୀ, ୧୮ା୩(ଡି.ଏନ୍.ଏ.): ଜଟଣୀ ଓଭରବ୍ରିଜ୍୍ ନିର୍ମାଣ ହେଲେ ବହୁ ଲୋକ ଉପକୃତ ହେବେ। ୨୦୨୨ ଏପ୍ରିଲ ପହିଲାରେ ଏହି ଓଭରବ୍ରିଜ୍ ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲେ ସେ ସମୟର ପୂର୍ତ୍ତମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ। ମାତ୍ର ସରିଲା…
୩ ପର୍ଯ୍ୟଟନସ୍ଥଳୀର ହେବ ବିକାଶ
ବାରିପଦା ଅଫିସ,୧୮ା୩: ରାଜ୍ୟ ପର୍ଯ୍ୟଟନ ବିଭାଗର ଏକ ଅନୁଧ୍ୟାନକାରୀ ଦଳ ୩ ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସିଛନ୍ତି। ଜିଲାର ତିନୋଟି ପର୍ଯ୍ୟଟନସ୍ଥଳୀକୁ ଯାଇ ଏହାର ସ୍ଥିତାବସ୍ଥା ପରଖିବା ସହିତ ପୁନରୁଦ୍ଧାର ଓ ବିକାଶ ମୂଳକ କାର୍ଯ୍ୟ ସମ୍ପର୍କରେ ତଥ୍ୟ ସଂଗ୍ରହ…
‘ଡାକୋଟାରେ ନାହିଁ ହରିଣ ଚିହ୍ନ, ପ୍ରକୃତ ରଙ୍ଗ ଦିଆଯାଇନି’
ପୁରୀ ଅଫିସ, ୧୮ା୩: ଭୁବନେଶ୍ୱର ବିମାନବନ୍ଦର ନିକଟସ୍ଥ ଡାକୋଟା ବିମାନ ସମ୍ମୁଖରେ ଶୁକ୍ରବାର ଶ୍ରୀଜଗନ୍ନାଥ ସେନା ବିକ୍ଷୋଭ କରିଛି। ପୁରୀ ସହରରେ ଏହି ବିମାନ ରଖାଯିବାକୁ ଦାବି କରାଯାଇଛି। ଏଥିସହ ଡାକୋଟାରେ ଫୁଲ ଦିଆଯାଇ ପୂଜାର୍ଚ୍ଚନା କରାଯାଇଛି। ଡାକୋଟାରେ କଳିଙ୍ଗ ଏୟାର…
ଆକର୍ଷଣ ସାଜିଲା ୨୦୦ରୁ ଊଦ୍ଧର୍ବ ସୁସଜ୍ଜିତ ବିମାନ
ସାକ୍ଷୀଗୋପାଳ,୧୮।୩ (ସ୍ବ.ପ୍ର./ ଡି.ଏନ୍.ଏ.): ପୁରୀ ଜିଲାର ପ୍ରସିଦ୍ଧ ଶୁକଳ ମେଳଣ ବେଶ୍ ମହାସମାରୋହରେ ପାଳିତ ହେଉଛି। ତେବେ ମେଳଣରେ ମୁଖ୍ୟ ଆକର୍ଷଣ ସାଜିଥିଲା ବିଭିନ୍ନ ବ୍ଲକରୁ ଠାକୁରଙ୍କ ନେଇ ଆସିଥିବା ୨୦୦ରୁ ଊର୍ଦ୍ଧ୍ୱ ସୁସଜ୍ଜିତ ଦୋଳବିମାନ। ବିମାନରେ ପ୍ରତ୍ୟେକ ଗ୍ରାମର ଆରାଧ୍ୟ…
Archives


