ରଜ କୁଇନ୍ ପ୍ରତିଯୋଗିତା: ଘୁମୁସରର ପ୍ରତିଭାକୁ ଖୋଜି ବାହାର କରିବା ଲକ୍ଷ୍ୟ…
ଭଞ୍ଜନଗର,୧୪।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ପାତ୍ର କଲୋନୀସ୍ଥିତ ଶ୍ରୀଜଗନ୍ନାଥ ବ୍ୟାଙ୍କ୍ୱେଟ୍ ହଲ୍ ଆଣ୍ଡ ରିସର୍ଟରେ ତିନି ଦିନିଆ ‘ରଜ କୁଇନ୍ ପ୍ରତିଯୋଗିତା’ ରବିବାର ଉଦ୍ଘାଟିତ ହୋଇଯାଇଛି। ଘୁମୁସର ଅଞ୍ଚଳର ଲୁକ୍କାୟିତ କଳା ପ୍ରତିଭାଙ୍କୁ ଖୋଜି ବାହାର କରିବା ଏବଂ…
ଜୁଆଆଡ୍ଡା, ଅବୈଧ ମଦ କାରବାର ଉପରେ ପୋଲିସର ଚଢ଼ାଉ: ୧୧ ଗିରଫ
ପାରଳାଖେମୁଣ୍ଡି,୧୪।୬ (ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ଜୁଆ ଖେଳ ଓ ଅବୈଧ ମଦ କାରବାର ସହ ଜଡ଼ିତ ମୋଟ ୧୧ ଜଣଙ୍କୁ ଗିରଫ କରାଯାଇଛି। ଏହି ଅଭିଯାନ ସମୟରେ ନଗଦ ଟଙ୍କା, ମୋବାଇଲ ଫୋନ,…
ଜେଲ ଗଲେ ସରପଞ୍ଚ ଚାମେଲି ଓଝା
କେନ୍ଦ୍ରାପଡ଼ା/ମହାକାଳପଡା, ୧୪ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): ଗତ ୧୦ ତାରିଖଠାରୁ ଗଣମାଧ୍ୟମ ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ତିଖିରୀ ପଞ୍ଚାୟତ ସରପଞ୍ଚ ଚାମେଲି ଓଝାଙ୍କୁ ମହାକାଳପଡ଼ା ପୋଲିସ ଶନିବାର ଗିରଫ କରିଛି। ଅସୁସ୍ଥତା ସତ୍ତ୍ୱେ ତାଙ୍କୁ ଏସ୍ଡିଜେଏମ୍ଙ୍କ…
ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ
ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ ଚାଲିଥିବାରୁ ଜିଲାର ବିଭିନ୍ନ ମଣ୍ଡିରେ ବିକ୍ରି ଅପେକ୍ଷାରେ ବହୁ ପରିମାଣରେ ଧାନ ପଡ଼ିଛି।…
ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ
ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା ଖେଳିଯାଇଥିଲା। ଶନିବାର ସ୍ବର୍ଗତ ଅଧ୍ୟକ୍ଷାଙ୍କ ଛତ୍ରପୁର ଚର୍ଚ୍ଚ ରୋଡ୍ସ୍ଥିତ ବାସଭବନରେ ଓଡ଼ିଶା ସରକାରଙ୍କ…
ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ
ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର ହୋଇଛି। ମୃତଦେହ ପଚି ଯାଇଥିବା ବେଳେ ପୋକ ସାଲୁବାଲୁ ହୋଇଥିବା ଅବସ୍ଥାରେ ପୋଲିସ…
କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…
ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ ପଞ୍ଚାୟତର ନେରିଡିବାଲସା ଗ୍ରାମବାସୀଙ୍କ କହିବା ଅନୁସାରେ ଆନ୍ଧ୍ର ରାଜ୍ୟର ପାର୍ବତୀପୁରମ ମାନ୍ୟମ ଜିଲାର…
ଓଲଟିଲା ଜିମ୍ପସନ୍ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…
ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି ୩୨୭୬ନମ୍ବର୍ ବିଶିଷ୍ଟ ହାଇଓ୍ବା ରାସ୍ତା୍କଡ଼ରେ ଥିବା ବିଦ୍ୟୁତ୍ ଖୁଣ୍ଟକୁ ଧକ୍କା ଦେଇ ଓଲଟି…
ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…
ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ ୬ ଟାରେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଧ୍ରୁବଙ୍କ ଠେଙ୍ଗାମାଡ଼ରେ ଅର୍ଜୁନଙ୍କ ବାମଗୋଡ…
ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…
ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍ରୋଡ୍କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପରିଦର୍ଶନ କରି କାର୍ଯ୍ୟର ଅଗ୍ରଗତି ଓ ଗୁଣାତ୍ମକ ମାନର ସମୀକ୍ଷା କରିବା…
ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି…
ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧୋକା ଖାଇବାରୁ ଶେଷରେ ଆତ୍ମହତ୍ୟା କରିଛନ୍ତି। ଯୁବକ ଜଣକ ବାଲେଶ୍ୱର ଜିଲା ଖଇରା ଥାନା ଓସ୍ତପାଳ…
ଆଇଟିଆଇରେ ଅଘଟଣ: ଦୁଇ ମହଲା ଛାତରୁ ଡେଇଁଲେ ଯୁବକ
କୁତ୍ରା,୧୩।୬(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ବ୍ଲକ ଅନ୍ତର୍ଗତ ବିରିଙ୍ଗାଟୋଲିଠାରେ ଅବସ୍ଥିତ ହୃଦାନନ୍ଦ ଦାନୀ ଆଇଟିଆଇ ହଷ୍ଟେଲ ଛାତରୁ ଇଲେକ୍ଟ୍ରିକାଲ୍ ଦ୍ଵିତୀୟ ବର୍ଷ ଛାତ୍ର ଦୁଇ ମହଲା କୋଠାରୁ ଡେଇଁ ଆତ୍ମହତ୍ୟା କରିଥିବା ଦେଖିବାକୁ ମିଳିଛି। ଘଟଣାର ପ୍ରକୃତ କାରଣ ବର୍ତ୍ତମାନ…

