ଆମ ଜିଲା ଖବର

ବାହାନଗା ରେଳ ଦୁର୍ଘଟଣା: ରେଲୱେର ଦାୟିତ୍ୱହୀନତା ନେଇ ଏତଲା

ବାଲେଶ୍ୱର ଅଫିସ,୫।୬: ବାଲେଶ୍ୱର ଜିଲା ବାହାନଗା ରେଳ ଦୁର୍ଘଟଣା ନେଇ ସୋମବାର ଥାନାରେ ଏତଲା ହୋଇଛି। ବାଲେଶ୍ୱର ଜିଆରପି ଥାନାରେ ଏତଲା ପରେ ମାମଲା ରୁଜୁ ହୋଇଛି। ବାଲେଶ୍ୱର ଜିଆରପି ଥାନାର ଏସଆଇ ପପୁ ନାୟକଙ୍କ ପକ୍ଷରୁ ଏତଲା ଦିଆଯାଇଛି। ରେଲୱେର…

ଡିଭାଇଡର ଉପରେ ଚଢିଗଲା ଟ୍ରକ୍‌

ହିଞ୍ଜିଳିକାଟୁ,୫।୬(ଡି.ଏନ.ଏ.): ୫୯ ନଂ ଜାତୀୟ ରାଜପଥ ତଥା ହିଞ୍ଜିଳି ଥାନା ସୋମପୁର ଛକ ନିକଟରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଭାରସାମ୍ୟ ହରାଇ ଏକ ଟ୍ରକ୍‌ ରାସ୍ତା ମଧ୍ୟସ୍ଥ ଡିଭାଇଡର ଉପରେ ଚଢିଯାଇଛି । ଦୁର୍ଘଟଣାରେ ଟ୍ରକ୍‌ ଚାଳକ ଆହତ ହୋଇଥିବା ବେଳେ…

ଛତୁ ଖାଇ ଦୁଇ ଯୁବତୀ ଗୁରୁତର

ବଡ଼ବିଲ,୫ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲରେ ଛତୁ ଖାଇ ଦୁଇ ଯୁବତୀ ଗୁରୁତର ହୋଇଛନ୍ତି। ଚିକିତ୍ସା ପାଇଁ ଉଭୟଙ୍କୁ ବଡ଼ବିଲ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଯୁବତୀ ଦ୍ବୟ ହେଲେ ବଡ଼ବିଲ ସାଧୁସିଂ ହଟିଂ ଅଞ୍ଚଳର ପ୍ରିୟା ମହାନ୍ତ ଓ ତାଙ୍କ ସାଙ୍ଗ…

ନିର୍ବନ୍ଧ ସାରି ଫେରୁଥିଲେ : ଚାଲିଗଲା ୩ ଜୀବନ

ପୁରୀ ଅଫିସ,୫।୬: ପୁରୀ ମଙ୍ଗଳାଘାଟ-ବଳିଆପଣ୍ଡା ବାଇପାସ ରୋଡରେ ସୋମବାର ଦୁର୍ଘଟଣା ଘଟିଛି। ଓମକାରେଶ୍ବର ମନ୍ଦିର ନିକଟରେ ସ୍କୁଟିକୁ ଏକ ଟାଉନ ବସ ଧକ୍କା ଦେବାରୁ ୩ ଜଣଙ୍କ ମୃତ୍ୟୁ ଘଟିଛି । ସୂଚନାଯୋଗ୍ୟ, ସ୍କୁଟିକୁ ଟାଉନ ବସ ଚାପିଦେବାରୁ ୩ ଜଣଙ୍କ…

ଝଡ଼ ତୋଫାନରେ ଭାଙ୍ଗିଲା କଲ୍ୟାଣ ମଣ୍ଡପ କାନ୍ଥ

ପଡ଼ିଆବାହାଲ,୫ା୬(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଯୁଯୁମୁରା ପଞ୍ଚାୟତ ସମିତି ଅଧୀନ ଡ଼ଙ୍ଗରପଡା ପଞ୍ଚାୟତର ଲିଟିମୁଣ୍ଡା ଗ୍ରାମରେ ଝଡ଼ ତୋଫାନରେ ଏକ ନିର୍ମାଣାଧୀନ କଲ୍ୟାଣ ମଣ୍ଡପ କାନ୍ଥ ସମ୍ପୂର୍ଣ୍ଣ ଭାଙ୍ଗି ପଡିଛି। ଏସ୍‌ଏଫ୍‌ସି ଯୋଜନାରେ ୨୦୨୦-୨୧ ଆର୍ଥିକ ବର୍ଷରେ ୧୦ଲକ୍ଷ ଟଙ୍କା ବ୍ୟୟରେ ଠିକାଦାର…

କାଳୁପଡ଼ାଘାଟରେ ରହିଲା ରାଜ୍ୟରାଣୀ ଏକ୍ସପ୍ରେସ

ନିରାକାରପୁର,୫।୬(ଡି.ଏନ୍‌.ଏ.): ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ କାଳୁପଡ଼ାଘାଟ ରେଳ ଷ୍ଟେସନରେ ସୋମବାଠାରୁ ଅନୁଷ୍ଠାନିକ ଭାବେ ରହିଛି ରାଉରକେଲା-ଗୁଣୁପୁର ଏବଂ ଗୁଣୁପୁର-ରାଉରକେଲା ରାଜ୍ୟରାଣୀ ଏକ୍ସପ୍ରେସ। ଭାଜପା ରାଷ୍ଟ୍ରୀୟ ପ୍ରବକ୍ତା ଡ.ସମ୍ବିତ ପାତ୍ର, ପୃଥୱୀରାଜ ହରିଚନ୍ଦନ, ରେଲ ୟୁଜର୍ସ ଆସୋସିଏଶନ କାଳୁପଡ଼ା ଘାଟର ସଭାପତି…

ପରିବେଶର ସୁରକ୍ଷା ପାଇ ପ୍ରାଚୀନ ପଦ୍ଧତିର ଅନୁସରଣ

ଛତ୍ରପୁର,୫ା୬(ଡି.ଏନ୍‌.ଏ.): ଛତ୍ରପୁର ନିକଟସ୍ଥ ତାମ୍ପରା ଆଦ୍ରଭୂମି ଠାରେ ବ୍ରହ୍ମପୁର ବନଖଣ୍ଡ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି। ବ୍ରହ୍ମପୁର ବନଖଣ୍ଡ ଅଧିକାରୀ ସନି ଖୋଖରଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବ୍ରହ୍ମପୁର ଆଞ୍ଚଳିକ ମୁଖ୍ୟ ବନ…

ଖୋଲିଲା ବର୍ଜ୍ୟବସ୍ତୁ ପୁନଃ ବ୍ୟବହାର କେନ୍ଦ୍ର

ସୋରଡା,୫।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡା ଏନ୍‌ଏସି ପକ୍ଷରୁ ସୋମବାର ବର୍ଜ୍ୟବସ୍ତୁ ପୁନଃ ବ୍ୟବହାର ଏବଂ ପ୍ରକ୍ରିୟାକରଣ ପାଇଁ ଏକ ଯୋଗାଯୋଗ କେନ୍ଦ୍ର ସୋରଡା ଥାନା ନିକଟରେ ଶୁଭାରମ୍ଭ କରାଯାଇଛି। ସହରବାସୀ ନିଜ ଅବ୍ୟବହୃତ୍‌ ପୋଷାକ, ବହି, ପ୍ଲାଷ୍ଟିକ ସାମଗ୍ରୀ ଆଦି କେନ୍ଦ୍ରକୁ…

୩ ଲକ୍ଷ ଟଙ୍କାର ମଦ ଜବତ: ବନ୍ଧା ହେଲେ ୫ ଅଭିଯୁକ୍ତ

ଭଦ୍ରକ ଅଫିସ,୫।୬: ଭଦ୍ରକ ଜିଲା ଅବକାରୀ ବିଭାଗ ପକ୍ଷରୁ ଭଦ୍ରକ ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ସନ୍ତୋଷ କୁମାର ବଳଙ୍କ ନେତୃତ୍ୱରେ ଏକ ସ୍ବତନ୍ତ୍ର ଟିମ୍‌ ଭଦ୍ରକ ଗ୍ରାମାଞ୍ଚଳ, ସାବରଙ୍ଗ ଓ ପୁରୁଣାବଜ଼ାର ଥାନା ଅନ୍ତର୍ଗତ ଅର୍ଣ୍ଣପାଳଛକ, କେଶପୁର, ହାତୀସାହି, ବାଙ୍କାବଜାର…

୭ ବର୍ଷ ହେଲା ରଶିରେ ବନ୍ଧା ଶୈଶବ

କୁନ୍ଦୁରା,୫ା୬(ଡି.ଏନ.ଏ.): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ସଦରମହକୁମାରୁ ୧ କି.ମି. ଦୂର କାଉଡିଆଗୁଡା ଗ୍ରାମରେ ସପରିବାର ରହନ୍ତି ବଳରାମ ପେଣ୍ଟିଆ। ସ୍ତ୍ରୀ ଲକ୍ଷ୍ମୀ, ୩ ପୁଅ ଓ ଗୋଟିଏ ଝିଅକୁ ନେଇ ତାଙ୍କ ସଂସାର। ବଳାରାମଙ୍କ ମୃତ୍ୟୁ ପରେ ପରିବାରର ଦାୟିତ୍ୱ…

ରାତିରେ ହୋଇଥିବା ପିଚୁ ସକାଳେ ଉଠିଗଲା

ମାହାଙ୍ଗା,୫ା୬(ସ୍ବ.ପ୍ର.): ସନ୍ଧ୍ୟାରେ ରାସ୍ତା ପିଚୁ କାର୍ଯ୍ୟ ଆରମ୍ଭ ହୋଇ ଅଧରାତିରେ ସରିଥିଲା। ମୋବାଇଲ ଟର୍ଚ୍ଚ ସାହାଯ୍ୟରେ ଯନ୍ତ୍ରୀ କାର୍ଯ୍ୟ ତଦାରଖ କରୁଥିଲେ। ଅନ୍ଧାର ରାତିରେ ନାମକୁ ମାତ୍ର ନିମ୍ନମାନର କାମ ସାରି ଚାଲିଯାଇଥିଲେ ଯନ୍ତ୍ରୀ ଓ ଠିକାଦାର। ଫଳରେ ସକାଳୁ ରାସ୍ତାରୁ…

୩ଗୁଣ ଅଧିକ ମୂଲ୍ୟରେ ବିକ୍ରି ହେଉଛି ବାଲି

ଜଳେଶ୍ୱର,୫ା୬(ଡି.ଏନ୍‌.ଏ.): ଉତ୍ତର ବାଲେଶ୍ୱରରେ ସୁବର୍ଣ୍ଣରେଖା ବାଲିର ଚାହିଦ ରହିଥାଏ। କିନ୍ତୁ ସରକାରଙ୍କ ନୂତନ ନୀତି ଅନୁଯାୟୀ ୨୩ଟି ଯାକ ସଇରାତକୁ ନିଲାମ ଦିଆଯାଇ ନ ଥିବାରୁ ବାଲି ଉତ୍ତୋଳନ ବନ୍ଦ ରହିଛି। ଫଳରେ ଉତ୍ତର ବାଲେଶ୍ୱରର ବିଭିନ୍ନ ସରକାରୀ ଓ ବେସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?