ଆମ ଜିଲା ଖବର

ଶ୍ରୀମନ୍ଦିରର ଭୁଲ୍‌ ଫଟୋ ଲଗାଇ ଅପପ୍ରଚାର

ପୁରୀ ଅଫିସ,୧୮ା୧୧: ଶ୍ରୀମନ୍ଦିରର ଭୁଲ୍‌ ଫଟୋ ବ୍ୟବହାର ଯୋଗୁ ଇଣ୍ଡିଆନ୍‌ ରେଲଓ୍ବେ କ୍ୟାଟରିଙ୍ଗ ଆଣ୍ଡ୍‌ ଟୁରିଜମ୍‌ କର୍ପୋରେଶନ (ଆଇଆର୍‌ସିଟିସି) ଓ ୨ ଓ୍ବେବ୍‌ ନ୍ୟୁଜ୍‌ ସଂସ୍ଥା ବିବାଦରେ ପଡ଼ିଛନ୍ତିି। ସେମାନଙ୍କ ଦ୍ୱାରା ଅନ୍ୟ ମନ୍ଦିରକୁ ଶ୍ରୀମନ୍ଦିର ପରିଚୟ ଦିଆଯିବାକୁ ବିରୋଧ...

ପୁରସ୍କାର ପରେ ପରିଷ୍କାର ନାହିଁ

ଅନୁଗୋଳ ଅଫିସ,୧୮ା୧୧ – ସ୍ବଚ୍ଛ ପରିବେଶ ସହ ଅନ୍ୟ ଉନ୍ନତିକର କାର୍ଯ୍ୟ ପାଇଁ ଗତବର୍ଷ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ମିଳିଥିଲା କାୟାକଳ୍ପ ପୁରସ୍କାର। ମୋଟ୍‌ ୯୩ ନମ୍ବର ରଖି ରାଜ୍ୟର ଅନ୍ୟ ଜିଲାକୁ ଅନୁଗୋଳ ପଛରେ ପକାଇ ଦେଇଥିଲା।...

କରୋନା ଛଡ଼ାଇ ନେଇଛି ଜୀବିକା: ସହାୟତା ଦାବି କଲା ପଶ୍ଚିମ ଓଡ଼ିଶା ଧନୁଯାତ୍ରା କଳାକାର ସଂଘ

ବରଗଡ଼ ଅଫିସ,୧୭।୧୧- କରୋନା କଟକଣା ଯୋଗୁ ମୁକ୍ତ ରଙ୍ଗମଞ୍ଚ କଳାକାରଙ୍କ ଜୀବନ ଜୀବିକା ଉଜୁଡ଼ି ଯାଇଛି। ଦୀର୍ଘ ୮ମାସ ହେଲା, ପରିବାର ପୋଷଣ ସେମାନଙ୍କ ପକ୍ଷରେ କଷ୍ଟସାଧ୍ୟ ହୋଇ ପଡିଛି। ଫଳରେ ମୁକ୍ତ ରଙ୍ଗମଞ୍ଚ କଳାକାରଙ୍କୁ ସହାୟତା ପ୍ରଦାନ କରିବାକୁ...

ସହାୟତା ବାହାନାରେ ଏଟିଏମ୍‌ କାର୍ଡ ବଦଳାଇ ଲୁଟୁଥିଲେ ଟଙ୍କା: ୨ ଆନ୍ତଃରାଜ୍ୟ ଅପରାଧୀଙ୍କୁ ଧରିଲା ଛତ୍ରପୁର ପୋଲିସ

ଛତ୍ରପୁର, ୧୭।୧୧(ଡି.ଏନ୍‌.ଏ.)- ରାଜ୍ୟର ବିଭିନ୍ନ ଜ଼ିଲାରେ ଏଟିଏମ୍‌ରୁ କାର୍ଡ ମାଧ୍ୟମରେ ଟଙ୍କା ଉଠାଣ ବେଳେ ଲୋକଙ୍କୁ ସହାୟତା ଆଳରେ ସେମାନଙ୍କ ଏଟିଏମ୍‌ କାର୍ଡ ବଦଳାଇ ଟଙ୍କା ଲୁଟ କରୁଥିବା ମାମଲାରେ ଛତ୍ରପୁର ପୋଲିସକୁ ସଫଳତା ମିଳିଛି। ଏଥିରେ ସମ୍ପୃକ୍ତ ୨...

ସ୍ବାଭିମାନ ଅଞ୍ଚଳରେ ପ୍ରତି ପରିବାରକୁ ସ୍ମାଟଫୋନ ଦେଲେ ମୁଖ୍ୟମନ୍ତ୍ରୀ

ଚିତ୍ରକୋଣ୍ଡା,୧୭।୧୧: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଲାଲଗଡ଼ର ୯ଟି ପଞ୍ଚାୟତର ପ୍ରତ୍ୟେକ ପରିବାରକୁ ସ୍ମାର୍ଟଫୋନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାସହ ସ୍ବାଭିମାନ ଅଞ୍ଚଳବାସୀଙ୍କ ସହ ସିଧାସଳଖ ଫୋନ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଥା ହୋଇ ବିକାଶ...

କରୋନା ଛଡାଇ ନେଇଛି କଳାକାରଙ୍କ ଜୀବିକା, ସହାୟତା ଦାବି କଲା ଧନୁଯାତ୍ରା କଳାକାର ସଂଘ

ବରଗଡ ଅଫିସ,୧୭।୧୧: କରୋନା କଟକଣା ଯୋଗୁ ମୁକ୍ତ ରଙ୍ଗମଞ୍ଚ କଳାକାରଙ୍କ ଜୀବନ ଜୀବିକା ଉଜୁଡ଼ି ଯାଇଛି। ଦୀର୍ଘ ୮ମାସ ହେଲା ପରିବାର ପୋଷଣ ସେମାନଙ୍କ ପକ୍ଷରେ କଷ୍ଟସାଧ୍ୟ ହୋଇ ପଡିଛି। ଫଳରେ ମୁକ୍ତ ରଙ୍ଗମଞ୍ଚ କଳାକାରଙ୍କୁ ସହାୟତା ପ୍ରଦାନ କରିବାକୁ...

ବରଗଡ଼ରେ କ୍ୟାନସର ହସ୍ପିଟାଲ ସ୍ଥାପନ ନେଇ ଦାବି: ଅନଶନକୁ ଓହ୍ଲାଇଲା କୋଶଳ ସେନା

ବରଗ ଅଫିସ,୧୭।୧୧: ବରଗଡ଼ ଜିଲାରେ କ୍ୟାନ୍‌ସର ହସ୍ପିଟାଲ ଦାବି ନେଇ ପୁଣି ଆନ୍ଦୋଳନ ତେଜି ଉଠିଛି। ମଙ୍ଗଳବାର କୋଶଳ ସେନା ବିକ୍ଷୋଭ ଶୋଭାଯାତ୍ରା ସହିତ ଅନଶନକୁ ଓହ୍ଲାଇଛି। ଏକ ବିକ୍ଷୋଭ ଶୋଭାଯାତ୍ରାରେ କୋଶଳ ସେନାର କର୍ମୀମାନେ ଜିଲାପାଳଙ୍କ ଅଫିସକୁ ଯାଇଥିଲେ।...

ବେଆଇନ ଭାବେ ମାଛ ମାରୁଥିବା ଟ୍ରଲର ଜବତ: ୮ ଗିରଫ

ଗଞ୍ଜାମ, ୧୭।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପାଳିବନ୍ଧସ୍ଥିତ ଋଷୁକୁଲ୍ୟା ମୁହାଣ ଠାରୁ ୮ କିଲୋମିଟର ସମୁଦ୍ର ମଧ୍ୟରେ ବେଆଇନ ଭାବେ ମାଛ ମାରୁଥିବା ଏକ ଟ୍ରଲରକୁ ସୋମବାର ବିଳମ୍ବିତ ରାତିରେ ଜବତ କରାଯାଇଛି। ସେହି ଟ୍ରଲରରେ ଥିବା ୮ ଯୁବକଙ୍କୁ ଗିରଫ...

ପୁରୀକୁ ନେଇ ବିବାଦୀୟ ମନ୍ତବ୍ୟ: ଲେଖାଶ୍ରୀଙ୍କ ବିରୋଧରେ ଏତଲା ଦେଲା ଯୁବ କଂଗ୍ରେସ

ପୁରୀ ଅଫିସ,୧୭ା୧୧: ପୁରୀକୁ ନେଇ ଭାଜପା ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର ଦେଇଥିବା ମନ୍ତବ୍ୟକୁ ବିରୋଧ କରିଛି ଜିଲା ଯୁବ କଂଗ୍ରେସ । କିଛିଦିନ ପୂର୍ବରୁ ଏକ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ଲେଖାଶ୍ରୀ କହିଥିଲେ, ଅନେକ ଲୋକ ପୁରୀକୁ କଲିକତାର ବୋଲି...

ମୃତଦେହକୁ ନିଜ କାର୍‌ରେ ନେଇ ଘରେ ପହଞ୍ଚାଇଲେ ଯୁବକ: ଛୁଟୁଛି ପ୍ରଶଂସାର ସୁଅ

ହରଭଙ୍ଗା,୧୭।୧୧(ଡି.ଏନ୍‌.ଏ.): ରାସ୍ତାରୁ ଶିଶୁର ମୃତଦେହକୁ କାରରେ ନେଇ ଘରେ ଛାଡି ଅନ୍ୟ ମାନଙ୍କ ପାଇଁ ଉଦାହରଣ ସାଜିଲେ ଜଣେ ଯୁବକ। ଏଭଳି ଏକ ଘଟଣା ଘଟିଛି ବଦ୍ଧ ଜିଲା ହରଭଙ୍ଗା ବ୍ଲକରେ। ଉକ୍ତ ଯୁବକ ଜଣକ ହେଲେ ପୁରୁଣା କଟକର...

ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଆରମ୍ଭ

ପୁରୀ ଅଫିସ,୧୭ା୧୧: ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟି ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ନୀଳାଦ୍ରି ଭକ୍ତ ନିବାସ ସଭାଗୃହରେ ପୂର୍ବାହ୍ନ ୧୧ଟାରେ ଗଜପତି ମହାରାଜ ଦିବ୍ୟସିଂହ ଦେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଆଲୋଚନା କରାଯିବ। ମୁଖ୍ୟତଃ...

ମହାପ୍ରଭୁଙ୍କ ଆଭୂଷଣ ପାଇଁ ଓଡ଼ିଆ ଭକ୍ତ ଦେବେ ସୁନା

ପୁରୀ ଅଫିସ,୧୭।୧୧:  ମହାପ୍ରଭୁଙ୍କୁ ଦାନ ଦେବାକୁ ଦାତାଙ୍କ ମଧ୍ୟରେ ଆଗ୍ରହ ବଢ଼ିଛି। ଶ୍ରୀମନ୍ଦିରର ୩ଟି କବାଟ ରୁପା ଛାଉଣି ପାଇଁ ଆବଶ୍ୟକ ରୁପା ଏବଂ ଅନ୍ୟାନ୍ୟ ଖର୍ଚ୍ଚ ବହନ କରିବାକୁ ଜଣେ ଭକ୍ତ ଆଗେଇ ଆସିଥିବାବେଳେ ଏବେ ଆଉ ଜଣେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri