ଆମ ଜିଲା ଖବର

୩ ଜୁଆ ଆଡ୍ଡାରେ ଚଢ଼ାଉ, ୨୭ ଗିରଫ

ବୁଗୁଡ଼ା, ୨୬ା୧୦(ଡି.ଏନ୍‌.ଏ.)- ବୁଗୁଡ଼ା ପୋଲିସ ରବିବାର ରାତିରେ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୨୭ ଜଣ ଜୁଆଡିଙ୍କୁ ଗିରଫ କରିଛି। ସୋମବାର ସମସ୍ତ ଅଭିଯୁକ୍ତଙ୍କୁ ଜାମିନରେ ଛଡ଼ାଯାଇଥିବା ସୂଚନା ମିଳିଛି। ଆଇଆଇସି ଚିତ୍ତରଞ୍ଜନ ବେହେରାଙ୍କ ନିର୍ଦ୍ଦେଶରେ ପୋଲିସ ଉକ୍ତ ଥାନା...

ରେଳ ଧାରଣାରୁ ମିଳିଲା ପରିବାରର ୩ ଜଣଙ୍କ ମୃତଦେହ

ଟିକିରି/ଦଶମନ୍ତପୁର,୨୬ା୧୦(ଡି.ଏନ୍‌.ଏ.)-କୋରାପୁଟ ଜିଲା ଲକ୍ଷ୍ମୀପୁର ଥାନା ଅନ୍ତର୍ଗତ ସିଙ୍ଗାରାମ ରେଳ ଷ୍ଟେଶନ ନିକଟରୁ ସୋମବାର ଗୋଟିଏ ପରିବାରର ୩ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ସେମାନେ ହେଲେ କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ୍‌ ଚିକାମ୍ବ ଗ୍ରାମର କେଶବ ସୁବୁଦ୍ଧି(୩୮), ଝିଅ ଶ୍ରେୟା(୧୨) ଏବଂ...

ମା’ଙ୍କ ପୂଜା ଭୋଗ ଖାଇ ଶତାଧିକ ବ୍ୟକ୍ତି ଅସୁସ୍ଥ

ଡେରାବିଶ,୨୬ା୧୦(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ କୃଷ୍ଣନଗର ପିଞ୍ଛାପାଟିଆ ଗାଁରେ ସୋମବାର ମା’ଙ୍କ ପୂଜା ଭୋଗ ଖାଇ ଶତାଧିକ ବ୍ୟକ୍ତି ଅସୁସ୍ଥ ହୋଇପଡ଼ିଛନ୍ତି। ଏମାନଙ୍କୁ ଡାଙ୍ଗମାଳ ସ୍ବାସ୍ଥ୍ୟକେନ୍ଦ୍ର ଓ ଗ୍ରାମର ଏକ ବିଦ୍ୟାଳୟ ଗୃହରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଚିକିତ୍ସା...

୪ଟି ପର୍ଯ୍ୟାୟରେ ହେବ କଟକ ଦୁର୍ଗାପୂଜା ଭସାଣ

କଟକ ଅଫିସ,୨୬।୧୦-କରୋନା କଟକଣା ଭିତରେ ସାରା ରାଜ୍ୟରେ ପାଳିତ ହୋଇଛି ଦଶହରା। ଆସନ୍ତାକାଲି ଅନୁଷ୍ଠିତ ହେବ ଭସାଣ ଉତ୍ସବ। ଏଥିପାଇଁ କଟକରେ କମିଶନରେଟ ପୋଲିସ ପକ୍ଷରୁ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। ନିର୍ଦ୍ଦେଶାବଳୀ ଅନୁଯାୟୀ, ଆସନ୍ତାକାଲି କଟକରେ ୧୪ଟି କୃତ୍ରିମ ପୋଖରୀରେ...

ଦୁର୍ଘଟଣାରେ ଶିଶୁ ମୃତ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ବାଲିଗୁଡା,୨୬ା୧୦(ଡି.ଏନ.ଏ.): ବାଲିଗୁଡ଼ା ଉପଖଣ୍ଡ ସାରଙ୍ଗଡ଼ ଥାନା ଗୁଞ୍ଜିବାଡ଼ି ଗ୍ରାମ ପଞ୍ଚାୟତର ଜିଡୁବାଡ଼ି ଛକ ନିକଟରେ ରବିବାର ସନ୍ଧ୍ୟାରେ ଏକ ବୋଲେରୋ ଧକ୍କାରେ ଜଣେ ୫ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ମୃତକ ହେଲେ ସୁଶୀଳ ପ୍ରଧାନଙ୍କ ପୁଅ ଯାଦବ। ଦୁର୍ଘଟଣା...

କୋମ୍ବିଂବେଳେ ବିପୁଳ ପରିମାଣର ବିସ୍ଫୋରକ, ଅସ୍ତ୍ରଶସ୍ତ୍ର ଜବତ

ମାଲକାନଗିରି,୨୬ା୧୦(ସ୍ବ.ପ୍ର.): ମାଲକାନଗିରି ଜିଲା ବିଚ୍ଛିନ୍ନାଞ୍ଚଳରୁ ସୋମବାର ସୁରକ୍ଷା କର୍ମୀଙ୍କ ଦ୍ୱାରା ବିପୁଳ ପରିମାଣରେ ବିସ୍ଫୋରକ ସାମଗ୍ରୀ ଏବଂ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି। ମାଓବାଦୀଙ୍କ ଚଳପ୍ରଚଳ ନେଇ ଗୋଇନ୍ଦା ସୂଚନା ଅଧାରରେ ବିଏସ୍‌ଏଫ୍‌(୯ମ ବାଟାଲିଅନ୍‌) ଏବଂ ଏସ୍‌ଓଜି ପକ୍ଷରୁ ମିଳିତ ଅପରେଶନ...

ମାର୍କେଟ କମ୍ପ୍ଲେସରୁ ମିଳିଲା ଝୁଲନ୍ତା ମୃତଦେହ: ହତ୍ୟା ସନ୍ଦେହ

ଲୋଇସିଂହା,୨୬।୧୦(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ଆଗଲପୁର ବ୍ଲକ ଝରଣୀପାଲି ଗାଁ ମାର୍କେଟ କମ୍ପ୍ଲେସରୁ ସୋମବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ସେ ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଚକଳି ଗ୍ରାମର ପରେଶ ପଧାନ(୨୧)...

ବ୍ଲାକ୍‌ରୋଜରେ ପିଟିହୋଇ ବୁଡ଼ିଲା ବୋଟ୍‌ ୫ ମତ୍ସ୍ୟଜୀବୀ ଉଦ୍ଧାର, ୨ ନିଖୋଜ

ପାରାଦୀପ,୨୬ା୧୦(ସ୍ବ.ପ୍ର.): ପାରାଦୀପ ବନ୍ଦର ସଂଲଗ୍ନ ସମୁଦ୍ର ଆଙ୍କରେଜରେ ବୁଡିରହିଥିବା ବ୍ଲାକ୍‌ରୋଜ ଜାହାଜ ଯୋଗୁ ସୋମବାର ଦୁର୍ଘଟଣା ଘଟିଛି। ମା’ ମିନୁ ନାମକ ମାଛଧରା ବୋଟ୍‌ ମାଛଧରା ବନ୍ଦରକୁ ଫେରିବା ବେଳେ ଜାହାଜରେ ପିଟିହୋଇ ବୁଡିଯାଇଛି। ଫଳରେ ବୋଟ୍‌ରେ ଥିବା ୭...

ବରଗଡ଼ରୁ ପୁଣି ୪୯ ଜଣଙ୍କୁ କରୋନା: ଆଜିବି ରହିଛନ୍ତି ଜଣେ ଶିଶୁ

ବରଗଡ଼ ଅଫିସ,୨୬।୧୦: ବରଗଡ଼ ଜିଲାରେ କରୋନା (କୋଭିଡ-୧୯) ସଂକ୍ରମଣ ଥମିବାର ନାଁ ନେଉ ନାହିଁ। ଜିଲାରେ ସଂକ୍ରମିତ ଓ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ସୋମବାର ଜିଲାରେ ପୁଣି ୪୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।...

୪୮ କେଜି ଗଞ୍ଜେଇ ଜବତ, ୨ ଗିରଫ

ଦାରିଙ୍ଗବାଡ଼ି,୨୬।୧୦(ଡି.ଏନ.ଏ.): ଦାରିଙ୍ଗବାଡ଼ି ଥାନା କିରିକୁଟି ପଞ୍ଚାୟତ ଆଦିବାସୀ ଗ୍ରାମାଅଞ୍ଚଳରୁ ଗଞ୍ଜେଇ ଚୋରାଚାଲାଣ କରିବା ଅଭିଯୋଗରେ ପୋଲିସ ରବିବାର ୨ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ କ.ନୂଆଗାଁ ଥାନା ଗୁଞ୍ଜିବାଡ଼ିର ମିଥୁନ ଦିଗାଳ ଓ ଜଗତସିଂହପୁର ଜିଲା ଆଳିପିଙ୍ଗଳର ଉଲ୍ଲାସ...

ପରୀ ହତ୍ୟାକାଣ୍ଡ ଘଟଣା: ମା’ ବାପାଙ୍କୁ ଆକ୍ରମଣ କରି ୧୪ ଗିରଫ

ନୟାଗଡ଼ ଅଫିସ,୨୬।୧୦: ନୟାଗଡ଼ ସଦର ଥାନା ଅଧୀନ ଯଦୁପୁର ଗାଁରେ ଘଟିଥିବା ପରୀ ହତ୍ୟାକାଣ୍ଡ ଧୀରେଧୀରେ ବିବାଦୀୟ ହୋଇଚାଲିଛି। ଏଭଳିସ୍ଥଳେ ମୃତ ପରୀଙ୍କ ମା’ ବାପାଙ୍କୁ ଆକ୍ରମଣ କରିଥିବା ୧୪ ଆକ୍ରମଣକାରୀ ଗିରଫ ହୋଇଛନ୍ତି। ନୟାଗଡ଼ ସଦର ଥାନା ପୋଲିସ...

ଅଟୋ-ବାଇକ୍‌ ମୁହାଁମୁହିଁ ଧକ୍କା

ଗୁଣୁପୁର, ୨୬।୧୦(ଡି.ଏନ୍‌.ଏ.): ରାୟଗଡ଼ା-ଗଜପତି ଜିଲା ସୀମାନ୍ତ କତାଗୁଡା ଘାଟିରେ ସୋମବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୩ ଜଣ ଗୁରୁତର ହୋଇଥିବା ବେଳେ ୫ ଜଣ ଆହତ ହୋଇଛନ୍ତି l ପ୍ରକାଶ ଯେ, ଶିରିଝୋଲୀ ଗ୍ରାମରୁ ଏକ ବାଇକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri