ଆମ ଜିଲା ଖବର

ଟ୍ରେନ ଦୁର୍ଘଟଣା: ଆହତଙ୍କ ପାଇଁ ଭଦ୍ରକ ଜିଲା ଚିକିତ୍ସାଳୟରେ ସ୍ବତନ୍ତ୍ର ବ୍ୟବସ୍ଥା

ଭଦ୍ରକ ଅଫିସ,୩।୬: ବାଲେଶ୍ୱର ଜିଲା ବାହାନଗାଠାରେ ଟ୍ରେନ୍‌ ଦୁର୍ଘଟଣାର ଶିକାର ହୋଇଥିବା ଆହତମାନଙ୍କ ପାଇଁ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । ଶୁକ୍ରବାର ରାତିରୁ ଶନିବାର ସକାଳ ପର୍ଯ୍ୟନ୍ତ ଆହତମାନଙ୍କୁ ଜିଲାର ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।…

ଟ୍ରେନ୍‌ ଦୁର୍ଘଟଣାରେ ଆହତଙ୍କୁ କ୍ଷତିପୂରଣ ପ୍ରଦାନ କଲେ ରେଳ କର୍ମଚାରୀ

ସୋର,୩।୬: ବାହାନଗାରେ ଶୁକ୍ରବାର ହୋଇଥିବା ଟ୍ରେନ୍‌ ଦୁର୍ଘଟଣାରେ ୨୩୮ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୯୦୦ରୁ ଉର୍ଦ୍ଧ ବ୍ୟକ୍ତି ଆହତ ହୋଇଛନ୍ତି। ତେବେ ଏନେଇ ସୋର ମେଡିକାଲରେ ରେଳ କର୍ମଚାରୀ ଆହତଙ୍କୁ ୫୦ହଜାର ଟଙ୍କା ପ୍ରଦାନ କରିଛନ୍ତି। ଶୁକ୍ରବାର ରେଳ ମନ୍ତ୍ରୀ ଅଶ୍ୱିନି ବେଷ୍ଣବ…

ଫିରିଙ୍ଗିଆ ବ୍ଲକ ଉପାଧ୍ୟକ୍ଷ ନିଖୋଜ, ଅପହରଣ ସନ୍ଦେହ

ଫୁଲବାଣୀ ଅଫିସ,୩।୬: କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଉପାଧ୍ୟକ୍ଷ ଅଜିତ କୁମାର ସାହୁ ନିଖୋଜ ହୋଇଯାଇଥିବା ସୂଚନା ମିଳିଛି। ତାଙ୍କୁ ଅପହରଣ କର ଯାଇଥିବାନେଇ ସନ୍ଦେହ କରାଯାଉଛି। ମାଓବାଦୀ କି ଅନ୍ୟ କେହି ତାହା ଜଣାପଡ଼ିନାହିଁ। ପୋଲିସ ଘଟଣାର ତଦନ୍ତ ଆରମ୍ଭ…

ଅନ୍ୟଜମିକୁ ନିଜର ଦର୍ଶାଇ କରାଯାଇଛି ଫସଲ ବୀମା, ଥାନାରେ ମାମଲା, ପୋଲିସର ତନାଘନା

ଲାଠୋର,୩ା୬(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧିନ ବେନ୍ଦେର ଗ୍ରାମର ଶେଷଦେବ ପଧାନଙ୍କ ଜମିକୁ ନିଜର ଦର୍ଶାଇ କେତେଜଣ ଫସଲ ବୀମା କରିଛନ୍ତି। ପ୍ରକୃତ ଜମି ମାଲିକ ଏହା ଜାଣିବା ପରେ ଲାଠୋର ଥାନାରେ ଏତଲା ଦେଇଥିଲେ। ଦଫା ୪୨୦, ୪୬୮,…

ସ୍ଥାନୀୟ ଲୋକାଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ସୋର,୩।୬(ଡି.ଏନ.ଏ):ବାହାନଗାରେ ହୋଇଥିବା ଛାତିଥରା ଟ୍ରେନ ଦୂର୍ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଥିଲେ। ତେବେ ସେଠାରେ ପହଞ୍ଚି ସେ ସ୍ଥିତି ଅନୁଧ୍ୟାନ କରିବା ସହ ସେ ସ୍ଥାନୀୟ ଲୋକଙ୍କୁ ଧନ୍ୟବାଦ ଦେଇଛନ୍ତି। ସ୍ଥାନୀୟ ଲୋକ ଦୂର୍ଘଟଣାସ୍ଥଳରେ ଆହତ…

ଟ୍ରେନ ଦୁର୍ଘଟଣା: ୨୮୮ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା, ଉଦ୍ଧାର କାର୍ଯ୍ୟ ଜାରି…

ସୋର,୩।୬(ଡି.ଏନ.ଏ): ବାହାନଗା ଷ୍ଟେଶନ ନିକଟରେ ଘଟିଥିବା ଟ୍ରେନ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୨୮୮କୁ ବୃଦ୍ଧି ପାଇଥିବା ବେଳେ ପ୍ରାୟ ୯୦୦ରୁ ଅଧିକ ଆହତ ହୋଇଛନ୍ତି। ବର୍ତ୍ତମାନ ଉଦ୍ଧାର କାର୍ଯ୍ୟ ଚାଲିଥିବାରୁ ମୃତ୍ୟୁସଂଖ୍ୟା ଆଗକୁ ବଢିବା ନେଇ ଆଶଙ୍କା କରାଯାଉଛି। ସ୍ଥାନୀୟ ଲୋକ, ପ୍ରଶାସନିକ…

ରକ୍ତ ଦେବାକୁ ଲମ୍ବାଧାଡ଼ି

ଭଦ୍ରକ ଅଫିସ, ୩।୬: ଆହତମାନଙ୍କ ପାଇଁ ରକ୍ତର ଆବଶ୍ୟକତାକୁ ଲକ୍ଷ୍ୟ କରି ବିଭିନ୍ନ ସ୍ବେଚ୍ଛାସେବୀ ସଙ୍ଗଠନର କର୍ମକର୍ତ୍ତା, ମହିଳା ଏବଂ ଯୁବତୀ ଯୁବକ ସ୍ବେଚ୍ଛାକୃତ ଭାବେ ରକ୍ତ ଦେବାକୁ ଆଗେଇ ଆସିଥିଲେ। ରକ୍ତଭଣ୍ଡାରରେ ରକ୍ତଦାନ କରିବା ପାଇଁ ଲୋକଙ୍କ ଲମ୍ବାଧାଡ଼ି ଲାଗିଥିଲା।…

ଘଟଣାସ୍ଥଳରେ ମୁଖ୍ୟମନ୍ତ୍ରୀ: ସ୍ଥିତି ଅନୁଧ୍ୟାନ କଲେ, ଆହତଙ୍କୁ ଭେଟିଲେ

ସୋର,୩।୬(ଡି.ଏନ.ଏ): ବାହାନଗା ଷ୍ଟେଶନ ନିକଟରେ ଘଟିଥିବା ଟ୍ରେନ ଦୁର୍ଘଟଣାସ୍ଥଳରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ସେହିପରି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ତଦାରଖ କରିଥିବା ଜଣାପଡିଛି। ମୁଖ୍ୟମନ୍ତ୍ରୀ ଘଟଣାସ୍ଥଳ ଅନୁଧ୍ୟାନ କରିବା…

ପ୍ୟାଲେସ୍‌ ଯିବି, ସୁରକ୍ଷା ଦିଅ

ବଲାଙ୍ଗୀର ଅଫିସ, ୩ା୬: ବଲାଙ୍ଗୀର ରାଜପରିବାର ସଦସ୍ୟ ତଥା ବିଜେଡି ଯୁବନେତା ଅର୍କେଶ ନାରାୟଣ ସିଂଦେଓ ଓ ତାଙ୍କ ସ୍ତ୍ରୀ ଅଦ୍ରିଜା ମଞ୍ଜରୀ ସିଂଦେଓଙ୍କ ବିବାଦ ଦିନକୁ ଦିନ ତେଜିବାରେ ଲାଗିଛି। ଏବେ ଅଦ୍ରିଜା ମଞ୍ଜରୀ ବଲାଙ୍ଗୀର ଏସ୍‌ପିଙ୍କୁ ଦେଇଥିବା ଏକ…

ଦୁର୍ଗମ ଅଞ୍ଚଳରେ ପହଞ୍ଚିଲା ସ୍ବାସ୍ଥ୍ୟ ବିଭାଗ ଟିମ୍‌

ତଳଗାଁ,୩ା୬(ଡି.ଏନ.ଏ.): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ତଳଗାଁ ପଞ୍ଚାୟତର ୫ଟି ପାହାଡ଼ ଡେଇଁଲେ ପଡେ ରାଣୀସାହି । ଶୁକ୍ରବାର ଜିଲାସ୍ତରରୁ ସ୍ବାସ୍ଥ୍ୟ ବିଭାଗ ଅଧିକାରୀଙ୍କ ପାଦ ପଡିଥିଲା ରାଣୀସାହି ଗ୍ରାମରୋ ଡ. ସଂଘମିତ୍ରା ପଣ୍ଡା, ଡ. ମଦନମୋହନ ପ୍ରଧାନ, ଡ. ସିଦ୍ଧାର୍ଥ,…

ରାଉରକେଲାରୁ ବିମାନ ଚଳାଚଳ ଉପରେ ସଙ୍କଟ ଘନେଇଲା

ରାଉରକେଲା ଅଫିସ,୩ା୬: ଶିଳ୍ପ ରାଜଧାନୀ ତଥା ସ୍ମାର୍ଟ ସିଟି ରାଉରକେଲା ସହ ବିମାନ ଚଳାଚଳ ନେଇ ବହୁ ଦିନରୁ ଦାବି ହୋଇଆସୁଥିଲା। ବିମାନ ସେବା ନ ଥିବା ଯୋଗୁ ଏକ୍ସଆଇଏମଏବି, ମେଡ଼ିକାଲ କଲେଜ ଓ ୨୦ ରୁ ଊର୍ଦ୍ଧ୍ୱ ବହୁମୁଖୀ ଯୋଜନା…

ସମ୍ବଲପୁର ଉତ୍ତପ୍ତ ସହର

ସମ୍ବଲପୁର,୩ା୬(ବ୍ୟୁରୋ): ଗତ କିଛିଦିନ ହେବ ରାଜ୍ୟର ଆଭ୍ୟନ୍ତରୀଣ ଜିଲାଗୁଡିକରେ ତାପମାତ୍ରା ବୃଦ୍ଧି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ସକାଳ ୯ଟା ପରେ ଘରୁ ବାହାରିବା କଷ୍ଟକର ହେଉଛି। ଜରୁରୀ କାମ ନ ଥିଲେ ଲୋକେ ଘରୁ ବାହାରୁନାହାନ୍ତି। ବିଶେଷ କରି ପଶ୍ଚିମଓଡ଼ିଶାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?