ଆମ ଜିଲା ଖବର

ମହାନଦୀର ସୃଷ୍ଟି ହେଉଛି ବୃହତ୍‌ ବାଲି ପଠା

ମହାକାଳପଡ଼ା,୧୩।୭(ପ୍ରତାପ ଚନ୍ଦ୍ର ସ୍ବାଇଁ)କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଦେଇ ବହି ଯାଉଥିବା ମହାନଦୀର ଗତିପଥରେ ପରିବର୍ତ୍ତନ ହୋଇଥିବା ଦେଖିବାକୁ ମିଳୁଛି ା ଏହି କାରଣରୁ ନଦୀ ମଝିରେ ବୃହତ୍‌ ବାଲି ପଠା ସୃଷ୍ଟି ହୋଇଛି। ଫଳରେ ସାମୁଦ୍ରିକ ଜୁଆର ପ୍ରଭାବରେ…

ମରଣଯନ୍ତା ପାଲଟିଛି ବାଙ୍କୀବାହାଲ-ଭେଡାବାହାଲ କୋଲ କରିଡର ରାସ୍ତା

ସୁନ୍ଦରଗଡ଼,୧୩ା୭(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ହେମଗିର ବ୍ଲକରେ ଏସିଆର ସର୍ବବୃହତ୍ତମ କୋଇଲା ଖଣି ରହିଛି। ବସୁନ୍ଧରା, କୁଲଡା, ଗର୍ଜନ ବାହାଲ ଓ ସିଆରମାଲ କୋଇଲା ଖଣି ଏମ୍‌ସିଏଲ ଦ୍ବାରା ପରିଚାଳିତ। ଏହି ଖଣିରୁ ପ୍ରତ୍ୟେହ ଶହଶହ ଟନ୍‌ କୋଇଲା ଝାରସୁଗୁଡା ସମ୍ବଲପୁର…

ସ୍ବଚ୍ଛ ଭାରତ ପାଇଖାନା ପାଲଟିଛି ବାସଗୃହ

ନୂଆଗାଁ,୧୩।୭ (ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ହିତାଧିକାରୀ ଚୟନ ପାଇଁ ହୋଇଥିବା ତଦନ୍ତରେ ପାତର ଅନ୍ତର କରାଯାଇଛି । ଫଳରେ ଅନେକ ଯୋଗ୍ୟ ହିତାଧିକାରୀ ଆବାସ ଯୋଜନାରୁ ବାଦ୍‌ ପଡିଛନ୍ତି ା ଏପରି ଅଭିଯୋଗ ନୂଆଗାଁ…

ରୋଜଗାରିଆ ପୁଅ ଅଜଣା ରୋଗରେ ପୀଡ଼ିତ

ନୂଆଗାଁ,୧୩।୭ (ଧନେଶ୍ୱର ସାହୁ)ସ୍ବାମୀ ଆରପାରିକୁ ଚାଲିଯିବା ପରେ ଘରର ଏକ ମାତ୍ର ପୁଅର ରୋଜଗାରରେ ଚଳୁଥିଲା ପରିବାର । ହେଲେ ସେହି ରୋଜଗାରିଆ ପୁଅ ଆଜି ଅଜଣା ରୋଗରେ ପୀଡ଼ିତ ହୋଇ ଛଟପଟ ହେଉଛନ୍ତି। ରୋଜଗାର ବିନା ଅଭାବ ଅନାଟନ ଭିତରେ…

ସେବାୟତ ଶ୍ମଶାନ ପାଇଁ ଜମି ଚିହ୍ନଟ

ସାକ୍ଷୀଗୋପାଳ,୧୩।୭(କିଶୋର ମହାପାତ୍ର/ପ୍ରଶାନ୍ତ ବାରିକ)ସାକ୍ଷୀଗୋପାଳ ମନ୍ଦିର ସେବାୟତ ଶ୍ମଶାନ ଭଙ୍ଗା ଓ ନିର୍ମାଣକୁ ନେଇ ଲାଗିରହିଥିବା ବିବାଦର ସମାଧାନ ନିମନ୍ତେ ସ୍ଥାନୀୟ ଜଳସେଚନ ଡାକବଙ୍ଗଳାରେ ବୁଧବାର ଉଚ୍ଚସ୍ତରୀୟ ବୈଠକ ପୁରୀ ଜିଲାପାଳ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ସମସ୍ତ ବିବାଦ ଭୁଲିଯାଇ…

ପିଲାଙ୍କୁ ନିମ୍ନମାନର ପୋଷାକ ବଣ୍ଟନ ନେଇ ଅସନ୍ତୋଷ

ନିଶ୍ଚିନ୍ତକୋଇଲି,୧୩।୭,(ଅଶୋକ କୁମାର ମହାପାତ୍ର)କଟକ ଜିଲା ନିଶ୍ଚିନ୍ତକୋଇଲି ଶିକ୍ଷାମଣ୍ଡଳ ଅଧୀନରେ ବହୁ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ନିମ୍ନମାନର ପୋଷାକ ବିତରଣକୁ ନେଇ ଛାତ୍ରୀଛାତ୍ର ଓ ଅଭିଭାବକ ମହଲରେ ଅସନ୍ତୋଷ ଦେଖାଦେଇଛି। ବିଭାଗୀୟ ସ୍ତରରେ ଏହାର ତଦନ୍ତ ନିମନ୍ତେ ଅଭିଭାବକ ମହଲରେ ଦାବି କରାଯାଇଛି। ଓଡ଼ିଶା…

ବେଗୁନିଆ ଅଞ୍ଚଳରେ ମାତିଲେ ପଥର ଚାଲାଣକାରୀ

ବେଗୁନିଆ,୧୩।୭(ହରପ୍ରସନ୍ନ ପଣ୍ଡା)ଖୋର୍ଦ୍ଧା ଜିଲା ବେଗୁନିଆ ତହସିଲ ଅଞ୍ଚଳରେ କିଛିଦିନ ହେବ ମାଫିଆଙ୍କ ରାଜୁତି ବଢ଼ିଚାଲିଛି। ବେଗୁନିଆ ତହସିଲ କାର୍ଯ୍ୟାଳୟରେ ଏବେ ସ୍ଥାୟୀ ତହସିଲଦାର ନାହାନ୍ତି। ତେଣୁ ଏହାର ଫାଇଦା ନେଇ ମାଫିଆମାନେ ରାଜୁତି ଚଳାଇଥିବା ବେଳେ ଅନ୍ୟପଟେ ସରକାରୀ କାର୍ଯ୍ୟରେ ଆସୁଥିବା…

ରାସ୍ତାରେ ଭାସୁଛି ଡ୍ରେନ ପାଣି

ଖୋର୍ଦ୍ଧା,୧୨ା୭(ପ୍ରଭାତ ପାଣିଗ୍ରାହୀ)ଖୋର୍ଦ୍ଧା ସହରର ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ଡ୍ରେନ ପାଣି ନିଷ୍କାସନ ହୋଇ ନ ପାରି ରାସ୍ତାକୁ ଉଦ୍‌ବୃତ୍ତ ହୋଇଆସି ବର୍ଷା ଜଳରେ ମିଶୁଥିବାବେଳେ କୁଢ କୁଢ ଆବର୍ଜନା ଭାସୁଥିବା ଦେଖିବାକୁ ମିଳିଛି। ପୌର ପ୍ରଶାସନର ମୋସୁମୀ ପ୍ରାକ୍‌ ପ୍ରସ୍ତୁତି…

୪ ବର୍ଷ ହେବ କାର୍ଯ୍ୟକ୍ଷମ ହୋଇପାରୁନି ଛାତ୍ରୀନିବାସ

କଟକ ସଦର,୧୩।୭(ସୁଶାନ୍ତ କୁମାର ଜେନା)କଟକ ସଦର ବ୍ଲକ ଅନ୍ତର୍ଗତ କିଶୋର ନଗର ମହାବିଦ୍ୟାଳୟ ନିକଟରେ ଏକ ଛାତ୍ରୀ ନିବାସ ନିର୍ମାଣ କରାଯାଇଛି। ନିର୍ମାଣ କାର୍ଯ୍ୟ ୪ ବର୍ଷ ହେବ ଶେଷ ହୋଇଥିଲେ ସୁଦ୍ଧା ଏପର୍ଯ୍ୟନ୍ତ କାର୍ଯ୍ୟକ୍ଷମ ହୋଇପାରିନାହିଁ। କିଛି ଲୋକ ମହାବିଦ୍ୟାଳୟ…

ଅନୁସୂଚିତ ଜାତି ମହିଳାଙ୍କୁ ମିଳୁନି ପଦୋନ୍ନତି

କଟକ,୧୩।୭ (କାର୍ତ୍ତିକ ସାହୁ)କଟକ ସଦର ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ ସିନିୟର ଆସିଷ୍ଟାଣ୍ଟ ଭାବେ କାର୍ଯ୍ୟରତ ଜଣେ ଅନୁସୂଚିତ ଜାତି ମହିଳା ବନ୍ଦନା ବେହେରାଙ୍କୁ ପଦୋନ୍ନତି ମିଳୁନି। ସେ ସିନିୟର ଆସିଷ୍ଟାଣ୍ଟ ପଦବୀରେ ଦୀର୍ଘ ୨୬ ବର୍ଷ ହେବ କାର୍ଯ୍ୟ କରିଆସୁଥିବାବେଳେ ତାଙ୍କୁ…

ପ୍ରେମ ସମ୍ପର୍କରୁ ହତ୍ୟା, ୬ ଅଟକ

ବଲାଙ୍ଗୀର,୧୩।୭(ବୀରେନ୍ଦ୍ର କୁମାର ଝାଙ୍କର)ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଅଇଁଲାଚୁଅଁା ଗଁାର ରଜତ ପ୍ରଧାନ(୨୩)ଙ୍କ ମୃତଦେହ ବଲାଙ୍ଗୀର-ଦେଓଗଁା ରେଳଲାଇନ୍‌ କଡରୁ ଗତ ଜୁନ୍‌ ୨୫ତାରିଖରେ ରେଲୱେ ପୋଲିସ ଜବତ କରିଥିଲା। ଏହା ଏକ ହତ୍ୟାକାଣ୍ଡ ବୋଲି ମୃତକଙ୍କ ପରିବାର ଓ ଗଁା ଲୋକେ…

ଭୟରେ ଛାତ୍ରୀଛାତ୍ର, ମୁହଁ ଫେରାଉଛନ୍ତିି ଅଭିଭାବକ

ବାଲେଶ୍ୱର,୧୩।୭(ମାନସ ବିଶ୍ୱାଳ)ବାଲେଶ୍ୱର ଜିଲା ରେମୁଣା ବ୍ଲକ ଅଧୀନ ସୂତେଇବଡ଼ଗଁାସ୍ଥିତ ଝାଡ଼େଶ୍ୱର ଯୁକ୍ତ ୨ ବିଜ୍ଞାନ କଲେଜରେ ପ୍ରଥମ ବର୍ଷର ଛାତ୍ରୀ ସମୀକ୍ଷା ମହାନ୍ତିଙ୍କ ସନ୍ଦେହଜନକ ମୃତ୍ୟୁକୁ ୩ଦିନ ପୂରିଛି। ବ୍ୟବଚ୍ଛେଦ ରିପୋର୍ଟକୁ ଅପେକ୍ଷା କରି ପୋଲିସ ତଦନ୍ତକୁ ଆଗକୁ ବଢ଼ାଉ ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?