ଆମ ଜିଲା ଖବର

ଜୁଇରୁ ଦରପୋଡ଼ା ମାଂସ ଖାଇଗଲେ

ବାରିପଦା(ନୀଳାଦ୍ରି ବିହାରୀ ଦଣ୍ଡପାଟ)/ବଡ଼ସାହି(ସମ୍ବିତ କୁମାର ରାଉତ/ଦୀପକ ବୁଗୁଡ଼େଇ),୧୩।୭ଯୁବତୀଙ୍କ ଶବ ଦାହ ପାଇଁ ଯାଇଥିତ୍ତ୍ବା ଦୁଇ ବ୍ୟକ୍ତି ଜୁଇରୁ ଦରପୋଡ଼ା ମାଂସ ଆଣି ଖାଇଛନ୍ତି। ସେମାନଙ୍କ ରାକ୍ଷସ ପ୍ରବୃତ୍ତିକୁ ନେଇ ଗଁାରେ ଉତ୍ତେଜନା ପ୍ରକାଶ ପାଇଛି। ପୋଲିସ ଉଭୟଙ୍କୁ ଗିରଫ ପରେ କୋର୍ଟଚାଲାଣ…

ନଡ଼ିଆ ଷଢ଼େଇରେ ଡାକୋଟା ବିମାନ

ଉଦଳା,୧୩।୭(ସନ୍ତୋଷ କୁମାର ବାଛିନୀ)ନଡ଼ିଆ ଷଢ଼େଇରେ ତିଆରି ହୋଇଛି ପ୍ରବାଦ ପୁରୁଷ ବିଜୁବାବୁଙ୍କ ଡାକୋଟା ବିମାନ ଭଳି ଏକ ପ୍ରତିକୃତି। ଏହାକୁ ଯିଏ ତିଆରି କରିଛନ୍ତି ତାଙ୍କ ନଁା ମଧ୍ୟ ବିଜୁ। ବିଜୁ ଭାଇ ନାମରେ ପରିଚିତ ଶିଳ୍ପୀ ବିଜୟ କମିଳା ହେଉଛନ୍ତି…

ବାହୁଦାରେ ଭାସୁଛି ମଲା ମାଛ

ଚିକିଟି,୧୩।୭(ପ୍ରକାଶ ଚନ୍ଦ୍ର ସାହୁ)ଗଞ୍ଜାମ ଜିଲା ଚିକିଟି ବ୍ଲକ ଅଧୀନ ସୁନପୁର ଗ୍ରାମ ନିକଟରେ ଥିବା ବାହୁଦା ନଦୀରେ ବୁଧବାର ସକାଳେ ମାଛ ମଡ଼କ ଦେଖିବାକୁ ମିଳିଛି। ନଦୀକୂଳରେ ପ୍ରାୟ ୫ କିମି ଯାଏ ମଲାମାଛ ଦେଖିବାକୁ ମିଳିଛି। ଗ୍ରାମବାସୀଙ୍କ କହିବା ପ୍ରକାରେ,…

ରେତ୍‌ ଡ୍ୟାମ୍‌ରେ ବୁଡ଼ି ଛାତ୍ର ନିଖୋଜ

ଭବାନୀପାଟଣା/ନର୍ଲା,୧୩।୭(ଉତ୍ତମ କୁମାର ଦାଶ/ସନ୍ତୋଷ ପାତ୍ର)କଳାହାଣ୍ଡି ଜିଲା ନର୍ଲା ବ୍ଲକ ଅନ୍ତର୍ଗତ ଧୁଷଗୁଡାର ରେତ ଡ୍ୟାମରେ ବୁଡି ବୁଧବାର ଜଣେ ଛାତ୍ର ନିଖୋଜ ହୋଇଛନ୍ତି। ସେ ହେଲେ ଭବାନୀପାଟଣା ସହରର ପଣ୍ଡା ଫ୍ରୁଡସ୍‌ ମାଲିକ ସୁଦାମ ପଣ୍ଡାଙ୍କ ପୁଅ ସାଲୁ ପଣ୍ଡା (୨୧)।…

ପ୍ରାର୍ଥନା ସଭାରେ ଛାତିକୁ ମୁଥ

କାମାକ୍ଷାନଗର,୧୩।୭(ସୁଧୀର ପରିଡ଼ା)ପ୍ରାର୍ଥନା ସଭାରେ ଶିକ୍ଷୟିତ୍ରୀଙ୍କ ମୁଥ ମାଡ଼ରେ ଗୁରୁତର ହୋଇଛନ୍ତି ଛାତ୍ର। ଏଭଳି ଅମାନବୀୟ ଘଟଣା ଘଟିଛି ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକ ସଦରସ୍ଥିତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ। ଅସୁସ୍ଥ ହୋଇପଡ଼ିଥିବା ଷଷ୍ଠ ଶ୍ରେଣୀ ଛାତ୍ର ଗଣପତି ମହାନ୍ତ (୧୨)ଙ୍କୁ କାମାକ୍ଷାନଗର…

କଳାହାଣ୍ଡିରେ ଅନରକିଲିଂ

ଭବାନୀପାଟଣା,୧୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ବାଞ୍ଜିପଦର ଗାଁରେ ଘଟିଛି ଅନରକିଲିଂ। ଗାଁ ନିକଟରୁ ପ୍ରେମୀଯୁଗଳଙ୍କ ଗଳିତ ମୃତଦେହ ମିଳିବା ଘଟଣାରେ ତଦନ୍ତ କରୁଥିବା ପୋଲିସ ଏହା ସ୍ପଷ୍ଟ କରିଛି। ଏହି ଘଟଣାରେ ପ୍ରେମିକାଙ୍କ ବାପା କନେଶ୍ୱର ପଟେଲ,…

ପାନୀୟ ଜଳ ଯୋଗାଣ ଦାବିରେ ତାତିଲେ ମହିଳା

କୋକସରା,୧୨ା୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ସଦର କୋକସରା ବଡ଼ପଡ଼ାଠାରେ ବୁଧବାର ଶତାଧିକ ମହିଳା ଦୀର୍ଘ ୩ ଘଣ୍ଟା ଧରି ପାନୀୟ ଜଳ ଯୋଗାଣ ଦାବିରେ ଜାତୀୟ ରାଜପଥ ୨୬କୁ ଅବରୋଧ କରି ରଖିଥିଲେ। ପରେ ପ୍ରଶାସନିକ ଅଧିକାରୀ…

ଦିଅରଙ୍କ ଟାଙ୍ଗିଆ ଚୋଟରେ ଭାଉଜ ଗୁରୁତର

ଭବାନୀପାଟଣା,୧୨।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୟପାଟଣା ଥାନା ବାନେର ପଞ୍ଚାୟତ ଲୁହାବହାଲ ଗାଁରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଦିଅରଙ୍କ ଟାଙ୍ଗିଆ ଚୋଟରେ ଭାଉଜ ଗୁରୁତର ହୋଇଥିବା ଜଣାପଡ଼ିଛି। ସୂଚନାନୁଯାୟୀ, ଲୁହାବହାଲ ଗାଁର ସୁମନ୍ତି ଶବର(୫୦)ଙ୍କୁ ଧନେଶ୍ୱର…

ବର୍ଷାରେ ବୁଡ଼ିଲା ବଙ୍ଗଳାଗୁଡ଼ା ପୋଲ, ଉଭୟ ପାର୍ଶ୍ୱରେ ଅଟକି ରହିଛି ଶହ ଶହ ଗାଡ଼ିମୋଟର

କୋରାପୁଟ,୧୨ା୭(ଅମିତାଭ ବେହେରା): ବୁଧବାର କୋରାପୁଟରେ ହୋଇଥିବା ପ୍ରବଳ ବର୍ଷାରେ କୋରାପୁଟ-ରାୟଗଡ଼ା ମଧ୍ୟରେ ଥିବା ବଙ୍ଗଳାଗୁଡ଼ା ପୋଲ ଉପରେ ବର୍ଷାଜଳ ପ୍ରବାହିତ ହେଉଥିବାରୁ ରାସ୍ତାର ଦୁଇ ପାର୍ଶ୍ୱରେ ଶତାଧିକ ଗାଡ଼ି ଅଟକି ରହିଛିଛନ୍ତି। ସୂଚନା ଥାଉକି, କୋରାପୁଟରୁ ରାୟଗଡ଼ା ଯାଇଥିବା ମୁଖ୍ୟ ରାସ୍ତାର…

ସେଣ୍ଟ୍ରିଂ ସମୟରେ ଖୁଣ୍ଟ ପଡ଼ି ରାଜମିସ୍ତ୍ରୀଙ୍କ ମୃତ୍ୟୁ ଘଟଣା: କ୍ଷତିପୂରଣ ଦେଲେ ମାଲିକ

କୋକସରା,୧୨ା୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଘର ନିର୍ମାଣ ସମୟରେ ସେଣ୍ଟ୍ରିଂ କାଢୁଥିବା ବଳି ଖୁଣ୍ଟ ମୁଣ୍ଡରେ ବାଜିବା ଫଳରେ ଜଣେ ରାଜମିସ୍ତ୍ରୀ ଶ୍ରମିକଙ୍କ ମୃତ୍ୟୁ ହୋଇଛି। କୋକସରା ବ୍ଲକ ଲଡୁଗାଁ ଗ୍ରାମର ଜଣେ ବ୍ୟବସାୟୀ ବଜରଙ୍ଗ ଅଗ୍ରଓ୍ବାଲଙ୍କ କମ୍ପ୍ଲେକ୍ସ ନିର୍ମାଣରେ ନିୟୋଜିତ ଥିବା…

ବାହାନଗା ଟ୍ରେନ୍‌ ଦୁର୍ଘଟଣା: ୭ ରେଳ କର୍ମଚାରୀ ନିଲମ୍ବିତ

ବାଲେଶ୍ୱର,୧୨ା୭(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ବାହାନଗା ଟ୍ରେନ୍‌ ଦୁର୍ଘଟଣା ଘଟଣାରେ ୭ଜଣ ରେଳ କର୍ମଚାରୀଙ୍କୁ ନିଲମ୍ବନ କରାଯାଇଛି। ଏନେଇ ବାଲେଶ୍ୱର ଗସ୍ତରେ ଆସିଥିବା ଦକ୍ଷିଣ ପୂର୍ବ ରେଳବାଇର ମହାପ୍ରବନ୍ଧକ (ଜିଏମ୍‌) ଅନୀଲ କୁମାର ମିଶ୍ରା ବୁଧବାର ରେଳଷ୍ଟେଶନ ପରିସରରେ ସୂଚନା ଦେଇଛନ୍ତି।…

ବିନା ସୂଚନାଫଳକରେ ଲକ୍ଷାଧିକ ଟଙ୍କାର ମିଶନ ଶକ୍ତି ଗୃହ ନିର୍ମାଣ

ଡୁଙ୍ଗୁରୁପାଲି,୧୨ା୭(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ କାର୍ଯ୍ୟାଳୟ ପଛପଟରେ ତଥା କୋର୍ଟ ପରିସରରେ ଥିବା ଲକ୍ଷାଧିକ ଟଙ୍କାର ଗୃହ ନିର୍ମାଣ କାମ ବିନା ସୂଚନା ଫଳକରେ ଚାଲିଛି। ସୂଚନାନୁସାରେ, ରାଜ୍ୟ ସରକାର ବହୁ କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?