ଆମ ଜିଲା ଖବର

ଅଭିଯୋଗ ପରେ ଲାଗିଲା ଫଳକ

ବାଙ୍କୀ,୨ା୬(ସ୍ବ.ପ୍ର.): ବାଙ୍କୀ ଡମପଡ଼ା ବ୍ଲକ ଅନ୍ତର୍ଗତ ରଗଡ଼ି ପଞ୍ଚାୟତର ସିଟି ସ୍କୁଲଠାରୁ ମହିଳା କଲେଜ ପର୍ଯ୍ୟନ୍ତ ରାସ୍ତା ନିର୍ମାଣ କରାଯାଇଛି। ଏଥିରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହେବାପରେ ସୂଚନା ଫଳକ ଲଗାଯାଇଥିଲା। ମାତ୍ର ୨୪ ଘଣ୍ଟା ନ ପୂରୁଣୁ ସୂଚନା…

ବାସୁଦେବପୁର ସହରରୁ ଜବରଦଖଲ ଉଚ୍ଛେଦ

ବାସୁଦେବପୁର,୨।୬(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ସହର ମଧ୍ୟରେ ମୁଖ୍ୟରାସ୍ତାର ଦୁଇପାର୍ଶ୍ୱରେ ଜବରଦଖଲ ନେଇ ଅସନ୍ତୋଷ ବୃଦ୍ଧି ପାଉଥିବା ବେଳେ ଏହା ପ୍ରଶାସନର ମୁଣ୍ଡବ୍ୟଥାର କାରଣ ହୋଇଥିଲା। ଦିନକୁ ଦିନ ସହର ମଧ୍ୟରେ ଦୁର୍ଘଟଣା ବୃଦ୍ଧି ପାଉଥିବା ବେଳେ ଗତ ୨୬ ତାରିଖରେ…

ବୁଲୁଛି ଗୋଠଛଡ଼ା ଦନ୍ତା, ଲୋକେ ଆତଙ୍କିତ

ପାଟଣା,୨।୬ (ସ୍ବ.ପ୍ର.)-: କେନ୍ଦୁଝର ଜିଲା ଘଟଗାଁ ରେଞ୍ଜ୍‌ରୁ ଏକ ଗୋଠଛଡ଼ା ଦନ୍ତା ପାଟଣା ରେଞ୍ଜ୍‌କୁ ଆସି ଆତଙ୍କ ଖେଳାଇଛି। ଏହି ଦନ୍ତା ହାତୀ ପାଟଣା ରେଞ୍ଜ୍‌ର ବାରିଗାଁ, ଖମୁଆଁ ଓ ରାମଚନ୍ଦ୍ରପୁର ଅଞ୍ଚଳରେ ଘୂରି ବୁଲିବା ପରେ ଗୁରୁବାର ସକାଳୁ ସାହାରପଡ଼ା…

ରାସ୍ତା ନିର୍ମାଣ ପାଇଁ ୨ ବିଭାଗ ଟଣାଓଟରା

ଖଇରା,୨।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ଓ ସିମୁଳିଆ ୨ ବ୍ଲକକୁ ସଂଯୋଗ କରୁଥିବା ଓଝାପୋଖରୀ-ଅଡା ଭାୟା ସାରଡାଙ୍ଗ ରାସ୍ତା ନିର୍ମାଣକୁ ନେଇ ସରକାରଙ୍କ ୨ବିଭାଗ ମଧ୍ୟରେ ଟଣାଓଟରା ଲାଗି ରହିଛି। ଗ୍ରାମ୍ୟ ଉନ୍ନୟନ ବିଭାଗ ବଦଳରେ ପୂର୍ତ୍ତ ବିଭାଗ ଦ୍ୱାରା ରାସ୍ତା…

ଶିଶୁଙ୍କ ଖାଦ୍ୟ ବର୍ଦ୍ଧିତ ଛତୁଆରେ ପ୍ରସ୍ତୁତି ତାରିଖ ନାହିଁ

ମହାକାଳପଡ଼ା,୨ା୬ (ଡି.ଏନ୍‌.ଏ.): ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଗ୍ରାମାଞ୍ଚଳଗୁଡ଼ିକରେ ଶିଶୁ ମୃତ୍ୟୁହାର ହ୍ରାସ କରିବା ପାଇଁ ବିଭିନ୍ନ ଯୋଜନାରେ ଅର୍ଥ ବ୍ୟୟ କରୁଛନ୍ତି। ଯେପରି ଶିଶୁଟିଏ ଗ୍ରାମାଞ୍ଚଳରେ ଭିଟାମିନ ଅଭାବରୁ କୁପୋଷଣର ଶିକାର ନ ହୁଏ, ସେଥିପାଇଁ ସରକାର ପ୍ରତି…

ମହିଳା ବେଶରେ ଏସ୍‌ସିବିରୁ କଏଦୀ ଚମ୍ପଟ

କଟକ ଅଫିସ,୨ା୬: କଟକ ଏସ୍‌ସିବି ମେଡିକାଲରୁ ଗୁରୁବାର ଜଣେ ବିଚାରାଧୀନ କଏଦୀ ଚମ୍ପଟ ମାରିଛନ୍ତି। ସେ ହେଲେ ଜଗତ୍‌ସିଂହପୁର ଜିଲା ନାଉଗାଁ ଅଞ୍ଚଳର ସାଜନ ଦାସ। ଏ ନେଇ ଚୌଦ୍ୱାର ଜେଲ୍‌ କର୍ତ୍ତୃପକ୍ଷ ମଙ୍ଗଳାବାଗ ଥାନାରେ ଏତଲା ଦେବା ପରେ ପୋଲିସ…

ପୁଣି ଚାଲିଲା ବେଆଇନ ମାଙ୍କଡ଼ା ଖାଦାନ

ଚଣ୍ଡିଖୋଲ,୨ା୬(ଡି.ଏନ୍‌.ଏ.): ଯାଜପୁର ଜିଲା ଦର୍ପଣ ତହସିଲ ଅଧୀନ ପଶ୍ଚିମ ବଡ଼ଚଣା ଅଞ୍ଚଳରେ ବେଆଇନ ମାଙ୍କଡ଼ା ଓ ମୋରମ ପଥର ଖାଦାନ ଚାଲୁଛି। ପ୍ରଶାସନ ପକ୍ଷରୁ ଚଢ଼ାଉ ହେଲେ ୨/୩ ଦିନ ବନ୍ଦ କରିଦେଇ ପୁନର୍ବାର ସେହି ବେଆଇନ ଖାଦାନଗୁଡ଼ିକ ଚାଲୁଥିବା ଅଭିଯୋଗ…

ନିଯୁକ୍ତି ପ୍ରତିଶ୍ରୁତି ମୂଲ୍ୟହୀନ

ଯାଜପୁର ଅଫିସ,୨ା୬: ଯାଜପୁର ଜିଲା କର୍ମ ନିୟୋଜନ ସଂସ୍ଥା ଥାଇ ବି ମୂଲ୍ୟହୀନ। ବିଗତ ବର୍ଷଗୁଡ଼ିକରେ ପଞ୍ଜିକୃତ ଶିକ୍ଷିତ ଯୁବତୀଯୁବକଙ୍କୁ ଏହି ସଂସ୍ଥା ମାଧ୍ୟମରେ ନିଯୁକ୍ତି ନ ମିଳିବା ଏହି ଅଭିଯୋଗକୁ ସ୍ପଷ୍ଟ କରିଛି। ଜିଲା କର୍ମ ନିୟୋଜନ ସଂସ୍ଥା ପକ୍ଷରୁ…

ଦୁର୍ବଳ ଅବସ୍ଥାରେ ପଟ୍ଟାମୁଣ୍ଡାଇ କେନାଲ ପୋଲ

ବାଲିଚନ୍ଦ୍ରପୁର,୨ା୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜଳସମ୍ପଦ ଡିଭିଜନ, ଛତା ସବଡିଭିଜନ ଓ ଚନ୍ଦନନଗର ସେକ୍ସନ ଅଧୀନରେ ରହିଛି ବାଲିଚନ୍ଦ୍ରପୁରଠାରୁ ବେଣିପୁର ପର୍ଯ୍ୟନ୍ତ ପଟ୍ଟାମୁଣ୍ଡାଇ କେନାଲବନ୍ଧ ରାସ୍ତା। ଅଞ୍ଚଳର ପ୍ରମୁଖ ରାସ୍ତାଭାବେ ପରିଗଣିତ ଏହି କେନାଲବନ୍ଧ ରାସ୍ତାରେ ବିଭିନ୍ନ ଗ୍ରାମର ଛକରେ କେନାଲ ଉପରେ ନିର୍ମାଣ…

ହୋଇପାରୁନି ଜମି ଅଧିଗ୍ରହଣ

କଳିଙ୍ଗନଗର,୨ା୬(ଡି.ଏନ.ଏ.): କଳିଙ୍ଗନଗର ଶିଳ୍ପାଞ୍ଚଳକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ଚୋରଦା-ଡୁବୁରିରେ ଟ୍ରାଫିକ ସମସ୍ୟା ବଢ଼ିଚାଲିଛି। ଏହି ରାସ୍ତା ପୂର୍ତ୍ତ ଓ ଗୃହ ନିର୍ମାଣ ବିଭାଗ ଅଧୀନରେ ଥିବାବେଳେ ରାସ୍ତାର ମାନପୁରଠାରେ ପୂର୍ବତଟ ରେଳପଥ ଅତିକ୍ରମ କରୁଛି। ପୂର୍ବରୁ ଏହି ରେଳପଥ ଉପରେ…

ସଂରକ୍ଷିତ ଜଙ୍ଗଲ ଧ୍ୱଂସ ପାଇବ

ପାରାଦୀପ,୨ା୬(ସ୍ବ.ପ୍ର.): ଆଉ ମାତ୍ର ୩ ଦିନ ପରେ ବିଶ୍ୱ ପରିବେଶ ଦିବସ ପାଳନ ହେବାକୁ ଯାଉଛି। ଏହି ଦିନ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ବିଭିନ୍ନ ପରିବେଶୀୟ ସୁରକ୍ଷା କାର୍ଯ୍ୟକ୍ରମ ହେବ। ଏହାପରେ ପୁଣି ଜୁଲାଇରେ ବନ ସଂରକ୍ଷଣ ମାସ…

ଅନ୍‌ଲାଇନ୍‌ ଜୋତାକିଣାରେ ଠକେଇ ମାମଲା: କମ୍ପାନୀକୁ ୬୦ ହଜାର ଜରିମାନା ନିର୍ଦ୍ଦେଶ

କଟକ ଅଫିସ,୨ା୬: ଅନ୍‌ଲାଇନ୍‌ ମାଧ୍ୟମରେ କିଣା ଯାଇଥିବା ୧୩୧୯ ଟଙ୍କାର ଏକ ଜୋତା ପାଇଁ କମ୍ପାନୀକୁ ୬୦ ହଜାର ଟଙ୍କା ଜରିମାନା ଦେବାକୁ କଟକ ଖାଉଟି ଅଦାଲତ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଜୋତାର କିଣାମୂଲ୍ୟ ୧୩୧୯ ଟଙ୍କା ମିଶି ମୋଟ ୬୧,୩୧୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?