ଆମ ଜିଲା ଖବର

କିଛିଦିନ ପୂର୍ବରୁ ବାପାଙ୍କର ହୋଇଥିଲା ମୃତ୍ୟୁ, ଏବେ ପୁଅର ଅକାଳ ବିୟୋଗରେ କାନ୍ଦ ବୋବାଳିରେ ଫାଟି ପଡୁଛି ପରିବାର

କୋରାପୁଟ, ୧୩।୬ (ଅମିତାଭ ବେହେରା): କୋରାପୁଟ-ସୁନାବେଡା ୨୬ ନମ୍ବର ଜାତୀୟ ରାଜପଥରେ ଶୁକ୍ରବାର ରାତିରେ ଘଟିଥିବା ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ରାସ୍ତା ଉପରେ ଠିଆ ହୋଇଥିବା ଏକ ଟ୍ରକ୍‌କୁ ବାଇକଟି ପଛପଟୁ ଧକ୍କା ଦେବାରୁ…

ମାସେ ବିତିଲା, ତୁଟିନି ଟୋକନ ସମସ୍ୟା: ଲାଗି ରହିଛି ଧାନ କିଣାବିକା ସମସ୍ୟା

ବରଗଡ଼,୧୩।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ମାତ୍ର ଧାନ କିଣାବିକା ସମସ୍ୟା ଲାଗି ରହିଛି। ଅନ୍ୟଥର ଅପେକ୍ଷା ଏଥର ଚାଷୀମାନେ ଟୋକନ ସମସ୍ୟାରେ ଅଧିକ ଛନ୍ଦି ହୋଇ ଯାଇଛନ୍ତି। ଇତିମଧ୍ୟରେ ଅନେକ ଚାଷୀମାନଙ୍କ ଦ୍ୱିତୀୟ ପର୍ଯ୍ୟାୟ…

ଆରମ୍ଭ ହେଲା ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା: ୫ କେଜି ଚାଉଳ ବଦଳରେ ଏବେ ମିଳିବ ଏତିକି…ହିତାଧିକାରୀଙ୍କ ମଧ୍ୟରେ ଖୁସିର ଲହରୀ

ଛତ୍ରପୁର, ୧୩।୬(ଦିଲ୍ଲୀପ ସାମଲ) : ଆଉ ୫ କିଲୋ ନୁହେଁ, ଏପ୍ରିଲ୨୦୨୬ରୁ ମୁଣ୍ଡ ପିଛା ହିତାଧିକାରୀ ପାଇବେ ୧୦ କିଲୋ ଚାଉଳ ସମ୍ପୂର୍ଣ୍ଣ ମାଗଣା । ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନାରେ ହିତାଧିକାରୀ ପାଇବେ ଏହି ଅତିରିକ୍ତ ୫ କେଜି ଚାଉଳ ସମ୍ପୂର୍ଣ୍ଣ…

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଚାଲିଗଲା ଇଲେକ୍ଟ୍ରିସିଆନ ଶୁଭମଙ୍କ ଜୀବନ, ୩ ଗୁରୁତର

ଦିଗପହଣ୍ଡି,୧୩।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗାଁ ବାବାଜୀ ଗୁମ୍ଫ ନିକଟ ମୁଖ୍ୟରାସ୍ତାରେ ଶୁକ୍ରବାର ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ୪ ଜଣ ଗୁରୁତର ଆହତ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ…

ଗାଁକୁ ଆସିପାରିଲାନି ଆମ୍ବୁଲାନ୍ସ: ଗୁରୁତର ରୋଗୀଙ୍କୁ ଖଟିଆରେ ବୋହିନେଲେ ୭ କିମି

ଭଞ୍ଜନଗର,୧୩।୬(ବାବୁଲା ପ୍ରଧାନ): ଜଙ୍ଗଲରେ ବସବାସ କରୁଥିବା ଲୋକେ କେତେ ଦୁର୍ଦ୍ଦିନରେ ଏବେବି ବସବାସ କରନ୍ତି ତାହାର ଏକ ଜ୍ୱଳନ୍ତ ଉଦାହରଣ ଶୁକ୍ରବାର ଦେଖିବାକୁ ମିଳିଛି। କନ୍ଧମାଳ ଜିଲା ଚକାପାଦ ବ୍ଲକ ଅନ୍ତର୍ଗତ ଅଣ୍ଡରିଗଡ ଗ୍ରାମର ଜୟନ୍ତି ମଳିକ ି ହଠାତ୍‌ ଅସୁସ୍ଥ…

ମୋହନା ଅଞ୍ଚଳରେ କାଳବୈଶାଖି ବିଭିନ୍ନ ସ୍ଥାନରେ ଗଛ ପଡି ରାସ୍ତା ଅବରୋଧ

ମୋହନା, ୧୨।୬( ମନ୍ମଥ ମିଶ୍ର ): ମୋହନା ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖି ପ୍ରଭାବରେ ପ୍ରବଳ ବେଗରେ ପବନ ବହିବା ସହ ଶୁକ୍ରବାର ସନ୍ଧ୍ୟା ସମୟରେ ବର୍ଷା ହୋଇଥିଲା । ଯାହାଫଳରେ ପବନର ବେଗ ବୃଦ୍ଧି ଯୋଗୁ ବିଭିନ୍ନ ସ୍ଥାନରେ ଗଛ…

୧୭ ଡ୍ରମ୍‌ ମଦ ପୋଚ ନଷ୍ଟକଲେ ଗ୍ରାମବାସୀ

ନନ୍ଦପୁର,୧୨ା୬(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକ ବନମାଳିପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମବାସୀ ଲୁଚାଇ ରଖାଯାଇଥିବା ୧୭ ଡ୍ରମ୍‌ ମଦ ପୋଚ ନଷ୍ଟ କରିଥିବା ଦେଖିବାକୁ ମିଳିଛି। କିଛିଦିନ ତଳେ ପୋଲିସ ଓ ଅବକାରୀ ଦଳ ମିଳିତ…

ବଜ୍ରପାତରେ ମହିଳାଙ୍କ ମୃତ୍ୟୁ

ଲାଞ୍ଜିଗଡ଼,୧୨ା୬(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ଦାରପଟା ଗ୍ରାମର କନକ ବେହେରା (୪୫)ଙ୍କ ଶୁକ୍ରବାର ବଜ୍ରପାତରେ ମୃତ୍ୟୁ ଘଟିଛି। ସୂଚନାନୁସାରେ ଅପରାହ୍ନ ସାଢେ ୧ ଘଣ୍ଟା ସମୟରେ କନକ ଗାଁର ତିନିଜଣ ମହିଳାଙ୍କ ସହିତ ବିଶ୍ୱନାଥପୁର ବ୍ୟାଙ୍କକୁ…

ବଜ୍ରପାତରେ ୨୦ ଛେଳିମେଣ୍ଢା ମୃତ

ପାତ୍ରପୁର,୧୨ା୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଜିଲୁଣ୍ଡା ନିକଟସ୍ଥ ପାହାଡ ଅଞ୍ଚଳର ଏକ ଜମିରେ ଶୁକ୍ରବାର ବଜ୍ରପାତରେ ଗୋଟିଏ ଛେଳି ଓ ୧୯ ମେଣ୍ଢାଙ୍କ ମୃତ୍ୟୁ ହୋଇଛି। ଲଙ୍କା ଗ୍ରାମର ୫ ଜଣ ଲୋକ ଅପରାହ୍ନରେ ଜିଲୁଣ୍ଡା ପାହାଡ଼…

ମଣ୍ଡି ଅଭାବ: ଥୁଆମୂଳ ରାମପୁରରେ ଦଲାଲଙ୍କ କବ୍‌ଜାରେ ଆମ୍ବ ଚାଷୀ

ଥୁଆମୂଳ ରାମପୁର, ୧୨/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ସରକାରୀ ବଜାର ବ୍ୟବସ୍ଥା ନଥିବାରୁ ଆମ୍ବ ଚାଷୀ ବ୍ୟାପକ ଶୋଷଣର ଶିକାର ହେଉଛନ୍ତି। ଏହାର ସୁଯୋଗ ନେଇ ଦଲାଲମାନେ ଚାଷୀଙ୍କ ଠାରୁ କମ୍ ମୂଲ୍ୟରେ ଆମ୍ବ କିଣି…

ଧରିତ୍ରୀ ପ୍ରଭାବ: କାଳବୈଶାଖୀ ବିପନ୍ନ ଗଜେନ୍ଦ୍ରଙ୍କୁ ମିଳିଲା ସରକାରୀ ଗୃହ କାର୍ଯ୍ୟାଦେଶ

ଥୁଆମୂଳ ରାମପୁର, ୧୨/୦୬ (କୀର୍ତ୍ତି ଚନ୍ଦ୍ର ଦୁର୍ଗା): ଗରିବର ଅଶ୍ରୁ ପୋଛିଲା ପ୍ରଶାସନ, ସାର୍ଥକ ହେଲା ‘ଧରିତ୍ରୀ’ର ସମ୍ବାଦ। କାଳବୈଶାଖୀ ଝଡ଼ରେ ଭାଙ୍ଗି ଚୁରମାର୍ ହୋଇଯାଇଥିବା ଗୁଣୁପୁର ପଞ୍ଚାୟତ କାଠଘରା ଗ୍ରାମର ଦାଦନ ଶ୍ରମିକ ଗଜେନ୍ଦ୍ର ନାଏକଙ୍କ ପରିବାରର ବିକଳ ଚିତ୍ର…

ଦିଗପହଣ୍ଡି କୋର୍ଟରେ ଆଇନ ସଚେତନତା

ଦିଗପହଣ୍ଡି, ୧୨|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ବୃଦ୍ଧ ମାତା ପିତା ଓ ବରିଷ୍ଠ ନାଗରିକଙ୍କ ପାଇଁ ରହିଥିବା ଭରଣ ପୋଷଣ ଏବଂ ସେମାନଙ୍କ ପାଇଁ ସୁରକ୍ଷା ଆଇନ ସମ୍ପର୍କରେ ଏକ ସଚେତନତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?