ଆମ ଜିଲା ଖବର

ସିରିଜ୍‌ ବୋମା ବିସ୍ଫୋରଣରେ ମୁଖ୍ୟ ଅଭିଯୁକ୍ତ ଗିରଫ

ବେଗୁନିଆପଡ଼ା,୧୦ା୭(ସୁଶାନ୍ତ ପଟ୍ଟନାୟକ): ଗଞ୍ଜାମ ଜିଲା କୋଦଳା ଏନଏସି ଅଧୀନ ବଂଗଲା ସାହିରେ ସିରିଜ୍‌ ବୋମା ବିସ୍ଫୋରଣ ଘଟାଇଥିବା ମୁଖ୍ୟ ଅଭିଯୁକ୍ତଙ୍କୁୁ ସୋମବାର ପୋଲିସ କୋର୍ଟ ଚାଲାଣ କରିଛି। ସେ ହେଲେ ଖଲ୍ଲିକୋଟ ଥାନା ଅନ୍ତର୍ଗତ ନୂଆଁ ଫାସୁଲା ଗ୍ରାମର ଅଭିଯୁକ୍ତ ସୀତାରାମ…

ବିଭିନ୍ନ ସମସ୍ୟା ନେଇ ବନ୍ଦ ହେଲା ଦୋକାନ

ଛତ୍ରପୁର,୧୦ା୭(ସନ୍ତୋଷ ପାଢ଼ୀ ): ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ବିଭିନ୍ନ ସମସ୍ୟା ନେଇ ସୋମବାର ଦୋକାନ ବନ୍ଦ କରାଯିବା ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏଥିସହ ଏନ୍‌ଏସି ନିର୍ବାହୀ ଅଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଉଠାଦୋକାନୀ ସଂଘ ଡାକରାରେ ଛତ୍ରପୁରର ସମସ୍ତ…

ଜଳିଗଲା ଡ୍ରେସ ଦୋକାନ

ବ୍ରହ୍ମପୁର,୧୦ା୭(ସୁବାସ ଚନ୍ଦ୍ର ପାଢ଼ୀ): ବଡବଜାର ଥାନା ଅନ୍ତର୍ଗତ ଏକ ଡ୍ରେସ ଦୋକାନରେ ରବିବାର ବିଳମ୍ବିତ ରାତିରେ ଶର୍ଟ ସର୍କିଟରୁ ଭୟାଭୟ ଅଗ୍ନିକାଣ୍ଡ ଘଟିଛି। ଭାରତ ସାଇକେଲ ମାର୍ଟ ନିକଟ ପାଇକବାଡ଼ି ସାହିରେ ଥିବା ଶ୍ରୀସାଇ ଗାର୍ମେଣ୍ଟସ ଜଳିଯାଇଛି। ଖବରପାଇ ଅଗ୍ନିଶମ କର୍ମଚାରୀ…

ଶ୍ରାବଣ ମାସ ପ୍ରଥମ ସୋମବାର: ପଞ୍ଚଲିଙ୍ଗେଶ୍ୱର ପୀଠ ଚଳଚଞ୍ଚଳ

ନୀଳଗିରି, ୧୦।୭(ପ୍ରଶାନ୍ତ ବିଶ୍ୱାଳ): ଶ୍ରାବଣ ମାସର ପ୍ରଥମ ସୋମବାରରେ ବାବା ପଞ୍ଚଲିଙ୍ଗେଶ୍ୱ ଶୈବପୀଠ ଚଳଚଞ୍ଚଳ ହୋଇଉଠିଛି । ହର ହର ମହାଦେବ, ଓଁ ନମଃ ଶିବାୟ ଧ୍ୱନିରେ ଶୈବପୀଠ କମ୍ପିଉଠିଥିଲା । ଉତ୍ତର ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ବାବା ପଞ୍ଚଲିଙ୍ଗେଶ୍ୱର ଶୈବପୀଠ।…

ଯାଜପୁର ଟ୍ରେନ୍‌ ଦୁର୍ଘଟଣା: ଗୁରୁତରଙ୍କୁ ଭେଟିଲେ ନିରଞ୍ଜନ

ଭଣ୍ଡାରିପୋଖରୀ,୧୦।୭(ରବିନାରାୟଣ ଖିଲାର): ବାହାନଗା ଟ୍ରେନ୍‌ ଦୁର୍ଘଟଣାର ଅଳ୍ପ କେଇଦିନ ବ୍ୟବଧାନରେ ଯାଜପୁର ରୋଡ୍‌ ଷ୍ଟେଶନରେ ଟ୍ରେନ୍‌ ମାଡ଼ିଯିବାରୁ ୬ଜଣଙ୍କ ମୃତ୍ୟୁ ଘଟିଥିଲା। ଏଥିରୁ ଅଳ୍ପକେ ବର୍ତ୍ତି ଯାଇଥିବା ଭଣ୍ଡାରିପୋଖରୀ ବ୍ଲକ ମଞ୍ଜୁରୀରୋଡ ଫାଣ୍ଡି ଅଞ୍ଚଳର ବଳିପୁର ଗାଁର ଅମର ସାହୁ(୩୧)ଙ୍କୁ ଭେଟିଛନ୍ତି…

ଡାକ୍ତରଙ୍କ ଅନୁପସ୍ଥିତିକୁ ନେଇ ତେଜୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି,୧୦।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବୁଡ଼ାଗୁଡ଼ା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ରହୁ ନ ଥିବାରୁ ରୋଗୀମାନେ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଗତ ମାସରେ ଜଣେ ନୂତନ ଡାକ୍ତର ହସ୍ପିଟାଲରେ ନିଯୁକ୍ତି ପାଇଥିଲେ। ସେ କିଛିଦିନ…

ଲାଞ୍ଚ ନେଇ ଧରାପଡିଲେ ଅମୀନ

ବାରିପଦା,୧୦।୭,(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ଷ୍ଟେସନ ବଜାରସ୍ଥିତ ସେଟେଲମେଣ୍ଟ ଅଫିସ(ଜମି ବନ୍ଦୋବସ୍ତ କାର୍ଯ୍ୟାଳୟ)ର ଅମୀନ ମାନସ ଦାସ ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ଜାଲରେ ଧରା ପଡିଛନ୍ତି । ତାଙ୍କଠାରୁ ୩ହଜାର ୬ଶହ ରଙ୍ଗ ବୋଳା କେମିକାଲ ନୋଟ…

ଅଫିସ ଦୌଡୁଥିଲେ ବି ମିଳୁନି ଭତ୍ତା

ସମ୍ବଲପୁର,୧୦ା୭(ଶୁଭାଶିଷ ପାଢୀ) : ରାଜ୍ୟ ସରକାର ବିଧବା, ଦିବ୍ୟାଙ୍ଗ, ବୃଦ୍ଧାବୃଦ୍ଧଙ୍କ ପଇଁ ଭତ୍ତା ବ୍ୟବସ୍ଥା କରିଛନ୍ତି। ଏବେ ଭତ୍ତା ଟଙ୍କା ଜମାଖାତାରେ ଦେବା ବ୍ୟବସ୍ଥା ଲାଗୁ ହେବା ପରେ ହିତାଧିକାରୀଙ୍କ ଦୁଃଖ ବଢିଯାଇଛି। ମାସ ମାସ ଧରି ଭତ୍ତା ପାଇବାରୁ ବଞ୍ଚିତ…

ପଛେଇଛି ଚାଷ କାର୍ଯ୍ୟ, ଚିନ୍ତାରେ ଚାଷୀ

ସୁନ୍ଦରଗଡ଼,୧୦ା୭(ଜୟନାରାୟଣ ମେଣ୍ଡୁଳି): ଚଳିତ ବର୍ଷ ବିଳମ୍ବିତ ବର୍ଷା ଯୋଗୁଁ ସୁନ୍ଦରଗଡ଼ ଜିଲାରେ ଚାଷ କାର୍ଯ୍ୟ ପଛେଇ ଯାଇଛି। ବର୍ତ୍ତମାନ ଯେଉଁଠି ରୁଆ ବିହୁଡା ହେବା କଥା ଏବେ ସେଇଠି ଧାନ ବୁଣାବୁଣି ଓ ତଳିପକା କାର୍ଯ୍ୟ ଚାଲିଛି। ଏପରିକି ଜିଲାର ଅନେକ…

ସଫ୍ଟଓ୍ବେରରେ ଦ୍ରୁତ ପରିବର୍ତ୍ତନ

ମାଲକାନଗିର,୧୦ା୭ (ଦୁର୍ଯ୍ୟୋଧନ ପାତ୍ର) : ବର୍ତ୍ତମାନ ଆଧୁନିକ ଯୁଗରେ ଡିଜିଟାଲ ମାଧ୍ୟମରେ ଅନେକ କାର୍ଯ୍ୟ ହୋଇପାରୁଛି। ଫଳରେ ପୂର୍ବରୁ ବ୍ୟବହୃତ ହେଉଥିବା ଅନେକ ସାମଗ୍ରୀ ବିଲୁପ୍ତ ହେବାକୁ ବସିଲାଣି। ଏହି ସାମଗ୍ରୀ ଉତ୍ପାଦନରେ ପ୍ରତିଷ୍ଠା ହୋଇଥିବା ଅନେକ କମ୍ପାନୀ କ୍ଷତି ସହୁଥିବା…

ଜରିପାଲ ତଳେ ଜୀବନ

ପରଜଙ୍ଗ,୧୦।୭(ନିଗମାନନ୍ଦ ଦଳବେହେରା): ଆବାସ ଯୋଜନାରେ ଘର ଖଣ୍ଡିଏ ପାଇବା ପାଇଁ ଅଛି ସମସ୍ତ ଯୋଗ୍ୟତା। ହେଲେ ରାଜନୀତିର ପରପେଞ୍ଚ ଭିତରେ ଛନ୍ଦି ହୋଇଯାଇଛି ଗରିବଙ୍କ ଭାଗ୍ୟ। ଯୋଗ୍ୟ ହିତାଧିକାରୀ ତାଲିକାରେ ସାମିଲ ହେବା ସତ୍ତ୍ୱେ ଚୂଡ଼ାନ୍ତ ପର୍ଯ୍ୟାୟରୁ ଉଦ୍ଦେଶ୍ୟମୂଳକ ଭାବେ ସେମାନଙ୍କୁ…

୫ ଶ୍ରେଣୀକୁ ୨ ଶିକ୍ଷକ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଶିକ୍ଷା ବ୍ୟବସ୍ଥା ଭୁଷୁଡି ପଡ଼ିଛି। କେଉଁଠି ସ୍କୁଲ ସ୍ଥାନାନ୍ତରଣ ଯୋଗୁ ପିଲାମାନେ ପାଠ ପଢିବାକୁ ହଟହଟା ହେଉଛନ୍ତି ତ ଆଉ କେଉଁଠି ଶିକ୍ଷକ ଅଭାବ ଯୋଗୁଁ ପାଠପଢା ବ୍ୟାହତ ହେଉଛି। ବରଗଡ଼ ଜିଲା ଅତାବିରା ବିଧାନସଭା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?