ଆମ ଜିଲା ଖବର

୧୫ ପରିବାର ଗାଁରୁ ବାସନ୍ଦ

କୋଷାଗୁମୁଡ଼ା/ନବରଙ୍ଗପୁର, ୩୧।୫(ଡି.ଏନ୍‌.ଏ./ସ୍ବ.ପ୍ର.): ଖୁଡୁଖୁଡ଼ି ଖେଳ ପାଇଁ ଗାଁରୁ ୧୫ ପରିବାରକୁ ବାସନ୍ଦ କରାଯାଇଛି। କୌଣସି ଶୁଭ ଅଶୁଭ କାମରେ ଯିବାକୁ ପରିବାର ସଦସ୍ୟଙ୍କୁ ବାରଣ। କୁନି କୁନି ପିଲାମାନଙ୍କୁ ମଧ୍ୟ ଅଙ୍ଗନଓ୍ବାଡି ଯିବାରେ କଟକଣା। ବାସନ୍ଦ ଆଦେଶକୁ ଖିଲାପକଲେ ମୁଣ୍ଡ ପିଛା…

ଗରମ ତରକାରି ହାଣ୍ଡିରେ ପଡ଼ି ଶିଶୁ ମୃତ

ବୁଗୁଡ଼ା,୩୧।୫(ଡି.ଏନ୍‌.ଏ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ନଗୁଡୁ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଶୁଦ୍ଧିକ୍ରିୟା ଭୋଜି ପାଇଁ ପ୍ରସ୍ତୁତ ହେଉଥିବା ଗରମ ତରକାରି ହାଣ୍ଡିରେ ପଡ଼ି ଜଣେ ତିନି ବର୍ଷର ଶିଶୁପୁତ୍ରର ମୃତ୍ୟୁ ଘଟିଛି। ମୃତକ ହେଲେ…

ତହସିଲ କାର୍ଯ୍ୟାଳୟରୁ ଆର୍‌ଆଇଙ୍କ ଝୁଲନ୍ତା ମୃତଦେହ ଜବତ

ନିଶ୍ଚିନ୍ତକୋଇଲି, ୩୧।୫(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ତହସିଲ କାର୍ଯ୍ୟାଳୟର ୨ୟ ମହଲାରେ ଲାଗିଥିବା ଏକ ପଙ୍ଖାରୁ ମଙ୍ଗଳବାର ଅପରାହ୍ନରେ ତରତ ରାଜସ୍ବ ନିରୀକ୍ଷକ (ଆର୍‌ଆଇ) ସଞ୍ଜୟ କୁମାର ଦାସ(୪୮)ଙ୍କ ଝୁଲନ୍ତା ମୃତଦେହ ଠାବ କରାଯାଇଛି। ଖବରପାଇ ନିଶ୍ଚିନ୍ତକୋଇଲି ଥାନା ପୋଲିସ ଘଟଣାସ୍ଥଳରେ…

ପଢ଼ାଖର୍ଚ୍ଚ ପାଇଁ ରମାଦେବୀର ବଣ୍ଡା ଛାତ୍ରୀ ଦିନମଜୁରିଆ

ମାଲକାନଗିରି,୩୧।୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଖଇରପୁଟ ବ୍ଲକ ମୁଦୁଲିପଡ଼ା ବଣ୍ଡାଘାଟିର ୫ ପଞ୍ଚାୟତରେ ୩୫ରୁ ଊର୍ଦ୍ଧ୍ୱ ଗ୍ରାମରେ ବଣ୍ଡା ଜନଜାତି ବସବାସ କରୁଛନ୍ତି। ଗତବର୍ଷ ମାଲକାନଗିରି ଜିଲାରେ ଯୁକ୍ତ ୨ ବାଣିଜ୍ୟରେ ବଣ୍ଡାଘାଟି ବାଣ୍ଡିପଡ଼ା ଗ୍ରାମର ଛାତ୍ରୀ କର୍ମା ମୁଦୁଲି ଗୋବିନ୍ଦପାଲ୍ଲୀ ମହାବିଦ୍ୟାଳୟରେ…

ଜାତୀୟ ଉଦ୍ୟାନ ପରିବେଶ ନଷ୍ଟ ହେବ

କେନ୍ଦ୍ରାପଡ଼ା ଅଫିସ, ୩୧ା୫: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକରେ ଶିଳ୍ପ ପାଇଁ ଜମି ଅଧିଗ୍ରହଣ ପ୍ରକ୍ରିୟା ଆରମ୍ଭ ହୋଇଛି। ରାଜ୍ୟ ସରକାର ଆର୍ସେଲର ମିତ୍ତଲଙ୍କ ପେଲେଟ ପ୍ଲାଣ୍ଟ ସହିତ ଜାପାନର ନିପ୍ପନ ଷ୍ଟିଲକୁ ଯୋଡ଼ି ବୃହତ୍‌ ଶିଳ୍ପର ଯୋଜନା କରୁଛନ୍ତି। ଏହାବ୍ୟତୀତ…

ପ୍ରେମିକାଙ୍କୁ ବାହାହେବାକୁ ମନା କରିବାରୁ ଜୀବନ ଗଲା

ଦଶରଥପୁର,୩୧ା୫(ଡି.ଏନ୍‌.ଏ.): ପ୍ରେମିକାଙ୍କୁ ବାହାହେବାକୁ ମନା କରିବାରୁ ପ୍ରେମିକଙ୍କ ଜୀବନ ଯାଇଛି। ପୋଲିସ ତାଙ୍କ ମା’ବାପାଙ୍କୁ ଥାନାକୁ ନେଇ ନିର୍ଯାତନା ଦେଇଥିବାରୁ ଏହା ଯୁବକଙ୍କୁ ଗଭୀର ଆଘାତ ଦେଇଛି। ତେଣୁ ସେ କୌଣସି ଉପାୟ ନ ପାଇ ସୋମବାର ରାତିରେ ରଶି ଲଗାଇ…

ଖଣି ପରେ ଖଣିଜ ପାଣ୍ଠିରେ ବି ଅନିୟମିତତା

ଯାଜପୁର ଅଫିସ,୩୧ା୫: ଖଣିରୁ ଆସିଥିବା ଖଣିଜ ପାଣ୍ଠିରେ ବ୍ୟାପକ ଅନିୟମିତତା ହେଉଥିବା ଅଭିଯୋଗ ହେଉଛି। ଶାହା କମିଶନଙ୍କ ରିପୋର୍ଟ ଆଧାରରେ ସୁପ୍ରିମକୋର୍ଟ ଖଣିଜ ପଦାର୍ଥ ଲୁଟିଥିବା ଲିଜ୍‌ଧାରୀଙ୍କଠାରୁ କ୍ଷତିପୂରଣ ବାବଦକୁ ୧୮ ହଜାର କୋଟି ଟଙ୍କା ଆଦାୟ କରିବାକୁ ରାଜ୍ୟ ସରକାରଙ୍କୁ…

ଦିବ୍ୟାଙ୍ଗଙ୍କୁୁ ଡାକି ହତାଶ କଲେ

ଯାଜପୁର ଟାଉନ,୩୧ା୫(ଡି.ଏନ.ଏ.): ଯାଜପୁର ଜିଲା ଶିଶୁ ସୁରକ୍ଷା ୟୁନିଟ୍‌ ପକ୍ଷରୁ ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଶିଶୁଙ୍କୁ ପୃଷ୍ଟପୋଷକତା ଯୋଜନାରେ ସାମିଲ କରିବା ନିମନ୍ତେ ଅନୁସୂଚିତ ଜନଜାତି ପିଲାଙ୍କୁ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଡକାଯାଇ ହତାଶ କରାଯାଇଛି। ସେମାନଙ୍କ ମଧ୍ୟରୁ ଗରିବ…

ମେସ୍କୋ ଷ୍ଟିଲ୍‌ ଦେବାଳିଆ ଘୋଷଣା

କଳିଙ୍ଗନଗର,୩୧ା୫(ଡି.ଏନ.ଏ.): ବିଜୁ ପଟ୍ଟନାୟକଙ୍କ କରକମଳରେ ଆରମ୍ଭ ହୋଇଥିବା କଳିଙ୍ଗନଗର ଶିଳ୍ପାଞ୍ଚଳର ପ୍ରଥମ କାରଖାନା ମେସ୍କୋ ଷ୍ଟିଲ ୩ ବର୍ଷ ତଳୁ ବନ୍ଦ ରହିଥିବାବେଳେ ସୋମବାର କମ୍ପାନୀକୁ ଦେବାଳିଆ ଘୋଷଣା କରାଯାଇଛି। ଦେବାଳିଆ ପ୍ରସଙ୍ଗରେ କମ୍ପାନୀ ପରିଚାଳନା କର୍ତ୍ତୃପକ୍ଷ ସର୍ବାଧାରଣ ବିଜ୍ଞପ୍ତି ଜାରି…

କୋମାରେ ଜିଲାର ଶତାଧିକ ପରିଷଦ, ସଂଘ

ଜଗତ୍‌ସିଂହପୁର ଅଫିସ, ୩୧ା୫: ଆବଶ୍ୟକ ବେଳେ ଅନେକ ସଙ୍ଗଠନ, ମଞ୍ଚ, ସମିତି, ପରିଷଦ, ସଂଘ, ଟ୍ରଷ୍ଟ, ମହାସଭା, ସଭା, ୟୁନିୟନ ଆଦି ସୃଷ୍ଟି କରାଯାଏ। ଏହା ଜରିଆରେ ଆନ୍ଦୋଳନଠାରୁ ଆରମ୍ଭ କରି ଅନେକ ଦାବି ଓ ସାମାଜିକ କାମ ପାଇଁ ପ୍ରତିଶ୍ରୁତି…

୪ଟି ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ ଫେରାର

ଡେରାବିଶ,୩୧ା୫ (ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅନ୍ତର୍ଗତ ରଘୁଦେଇପୁର ପଞ୍ଚାୟତ ବେଲାରପୁର ଗ୍ରାମର ୫ ଜଣ ଅଭିଯୋଗକାରୀଙ୍କ ନାମରେ ୪ଟି ମାମଲା କରି ନ୍ୟାୟ ଅପେକ୍ଷାରେ ରହିଛନ୍ତି। ହେଲେ ଅଭିଯୁକ୍ତ ଜଣକ ଫେରାର ହୋଇ ଯାଇଛନ୍ତି। ଫଳରେ ପୋଲିସ କାର୍ଯ୍ୟାନୁଷ୍ଠାନ…

ପାଇପ୍‌ଲାଇନ ତଳେ ଚାପିହୋଇ ଛାତ୍ରୀ ମୃତ

କଟକ ଅଫିସ,୩୧ା୫: କଟକରେ ବିଭିନ୍ନ ନିର୍ମାଣ କାର୍ଯ୍ୟ ଯୋଗୁ ଯାତାୟାତ ଦୁର୍ଦ୍ଦଶା ବଢ଼ିବାରେ ଲାଗିଛି। ଆବଶ୍ୟକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇ ନ ଥିବାରୁ ସୋମବାର ତାଳଦଣ୍ଡା କେନାଲରେ ପଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିଲା। ଏହାର ୨୪ଘଣ୍ଟା ନ ପୂରୁଣୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?