ଆମ ଜିଲା ଖବର

ଶୁଖୁଛି ନଦୀଧାର

କୁଚିଣ୍ଡା,୨୯ା୫(ଡି.ଏନ.ଏ.): ଗ୍ରୀଷ୍ମ ପ୍ରବାହ ବଢି ଚାଲିଥିବା ବେଳେ କୁଚିଣ୍ଡା ଏନ୍‌ଏସିରେ ଉତ୍କଟ ଜଳ ସମସ୍ୟା ଦେଖାଦେଇଛି। ଖର୍ଲା ନଦୀରେ ଜଳସ୍ତର ହ୍ରାସ ପାଉଥିବାରୁ କୁଚିଣ୍ଡା ସହରକୁ ଠିକ୍‌ ଭାବେ ଜଳ ଯୋଗାଣ ହୋଇପାରୁ ନାହିଁ। ଫଳରେ ପାଣି ପାଇଁ ଲୋକେ ଡହଳ…

ଲାଞ୍ଚ ମାମଲା: ପୂର୍ବତନ ଷ୍ଟେନୋଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ

ଫୁଲବାଣୀ ଅଫିସ, ୨୯ା୫: ଏକ ଲାଞ୍ଚ ମାମଲାର ବିଚାର କରି ସୋମବାର କନ୍ଧମାଳ ଜିଲା ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ସମର ବିଳାସ ବେହେରା ଘଟଣାରେ ସମ୍ପୃକ୍ତ ଜଣେ ପୂର୍ବତନ ଷ୍ଟେନୋଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ଏଥିସହ ୫…

୨ ବାଇକ୍‌ ମୁହାଁମୁହିଁ: ଚାଲିଗଲା ଯୁବକଙ୍କ ଜୀବନ

ଭଦ୍ରକ ଅଫିସ, ୨୯।୫: ଭଦ୍ରକ-ଚାନ୍ଦବାଲି ରାସ୍ତାର ହଳଦୀଡିହ ବାଇପାସ୍‌ ନିକଟରେ ସୋମବାର ୨ ବାଇକ୍‌ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଉଛନ୍ତି ସାବରଙ୍ଗ ଅଞ୍ଚଳର ଭଜୁ କିଶୋର ବେହେରାଙ୍କ ପୁଅ ପ୍ରଫୁଲ୍ଲ। ସେ ବାଇକ୍‌ରେ ଭଦ୍ରକ…

ଜେଇଙ୍କୁ ମାଡ ଘଟଣା : ସମିତି ସଭ୍ୟାଙ୍କ ସ୍ବାମୀ ନିଲମ୍ବିତ

ଭଦ୍ରକ ୨୯।୫: ଭଦ୍ରକ ଜିଲା ଧାମନଗରରେ ଜେଇଙ୍କୁ ମାଡ ଘଟଣାରେ କାର୍ଯ୍ୟାନୁଷ୍ଠାନ ସୋମବାର କାର୍ଯ୍ୟାନୁଷ୍ଠାନ ନିଆଯାଇଛ। ଏହି ଘଟଣାରେ ସମିତି ସଭ୍ୟାଙ୍କ ସ୍ବାାମୀ ନିଲମ୍ବିତ ହୋଇଛନ୍ତି । ସେହିପରି ସହକାରୀ ଶିକ୍ଷକ ସଞ୍ଜିତ ସାହୁଙ୍କୁ ମଧ୍ୟ ନିଲମ୍ବିତ କରାଯାଇଛି। ଜେଇଙ୍କୁ ସରପଞ୍ଚଙ୍କ…

ଶୁକନ୍ୟାକୁ ବିଷ ଇଞ୍ଜେକଶନ ଦେଇ ହତ୍ୟା ଉଦ୍ୟମ କଲେ ବାପା

ନୀଳଗିରି,୨୯।୫(ଡି.ଏନ୍‌.ଏ.): ନିଷ୍ପାପ ଶିଶୁ କନ୍ୟା ପ୍ରତି ନିଷ୍ଠୁର ହେଲେ ବାପା। ଝିଅକୁ ଦେଇଦେଲେ ବିଷ ଇଞ୍ଜେକଶନ। ଶିଶୁକନ୍ୟାକୁ ବିଷ ଇଞ୍ଜେକଶନ ଦେଇ ହତ୍ୟା ଉଦ୍ୟମ କରିଥିଲା ବାପା। ଏଭଳି ଘଟଣା ଘଟିଛି ବାଲେଶ୍ୱର ଜିଲା ନୀଳଗିରିରେ। ଶ୍ବଶୁର ଘରେ ବାପା ପଶି…

ମହିମା ସେତୁ ନାମରେ ନାମିତ ହେଲା ବ୍ରାହ୍ମଣୀ ଉପରେ ନିର୍ମିତ ସେତୁ

ଢେଙ୍କାନାଳ ଅଫିସ,୨୯ା୫: ସୋମବାର ମଧ୍ୟାହ୍ନରେ ୫-ଟି ସଚିବ ଭି.କେ ପାଣ୍ଡିଆନ ଯୋରନ୍ଦା ମହିମା ପୀଠରେ ପହଞ୍ଚିଥିଲେ। ହେଲିକପ୍ଟର ଯୋଗେ ଯୋରନ୍ଦା ହାଇ ସ୍କୁଲ ପଡ଼ିଆରେ ଅବତରଣ କରିବା ପରେ ସ୍ବତନ୍ତ୍ର ଗାଡ଼ିରେ ଆସି ଗାଦି ମନ୍ଦିର ନିକଟରେ ପହଞ୍ଚିବା ପରେ ମନ୍ଦିରକୁ…

କେନାଲକୁ ଖସିଲା କାର୍‌, ଜଣେ ମୃତ

କଟକ ଅଫିସ,୨୯ା୫: କଟକ ତାଳଦଣ୍ଡା କେନାଲକୁ ସୋମବାର ଏକ କାର୍‌ ଭାରସାମ୍ୟ ହରାଇ ଖସିପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି। କଲ୍ୟାଣନଗର ପାର୍ଶ୍ୱସ୍ଥ ତାଳଦଣ୍ଡା କେନାଲ ଭିତରକୁ କାର୍‌ଟି ଖସିପଡ଼ିଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ପୋଲିସ ପହଞ୍ଚି…

ଲୋଇସିଂହା ବାଳିକା ଉଚ୍ଚ ବିଦ୍ୟାଳୟ ପାଚେରି ନିର୍ମାଣ ପ୍ରସଙ୍ଗ, ଚର୍ଚ୍ଚାରେ ବେନାମୀ ଚିଠି

ଲୋଇସିଂହା,୨୯।୫(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବାଳିକା ଉଚ୍ଚ ବିଦ୍ୟାଳୟ ପାଚେରି ନିର୍ମାଣକୁ ନେଇ ବ୍ୟବସାୟୀ ଓ ପ୍ରଶାସନ ମଧ୍ୟରେ ପୂର୍ବରୁ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ତେବେ କଡା ଅଭିମୁଖ୍ୟ ଗ୍ରହଣ କରୁଥିବା ପ୍ରଶାସନ ଏବେ ପଛଘୁଞ୍ଚା ଦେଇ ବିଦ୍ୟାଳୟ ପାଚେରି…

ରାସ୍ତା ମରାମତି କଲେ ଗ୍ରାମବାସୀ

କୁଚିଣ୍ଡା,୨୯ା୫(ଡି.ଏନ.ଏ.): କୁଚିଣ୍ଡା ବ୍ଲକ ଅର୍ଡାବାହାଲ ପଞ୍ଚାୟତର ନାଗଡିହି-ଜୟପୁରଗଡ ଭାୟା ଲସରାଟାଙ୍ଗର ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡିଛି। ଏ ନେଇ ଗ୍ରାମବାସୀ ପଞ୍ଚାୟତରୁ ବ୍ଲକ ଓ ଜିଲା ପର୍ଯ୍ୟନ୍ତ ବାରମ୍ବାର ଗୁହାରି କରି ବିଫଳ ହେବା ପରେ ରବିବାର ନିଜେ ରାସ୍ତାରେ ମୋରମ…

୫ ମାସ ହେଲା ଗୋଷ୍ଠୀ ଶୌଚାଳୟରେ ତାଲା

ରାଉରକେଲା ଅଫିସ,୨୯।୫: ୨୦୧୪ ମସିହାରେ ରାଉରକେଲା ମହାନଗର ନିଗମ ଘୋଷଣା ହେବା ପରେ ରାଉରକେଲା ସହରରେ ସ୍ବଚ୍ଛତା ଅଭିଯାନକୁ ବ୍ୟାପକ କରାଯାଇଥିଲା। ପ୍ରାୟ ୪୦ଟି ୱାର୍ଡ ବାସିନ୍ଦାଙ୍କ ପାଇଁ ଶୌଚାଳୟ, ଗୋଷ୍ଠୀ ଶୌଚାଳୟ ବ୍ୟବସ୍ଥା କରାଗଲା। ଉକ୍ତ ଓ୍ବାର୍ଡରେ ୩,୨୦,୦୦୦ ଜନସଂଖ୍ୟା…

ଧାନ, ଚିନାବାଦାମ ଫସଲ ଉଜାଡୁଛି ବାର୍‌ହା

ନୂଆପଡ଼ା ଅଫିସ,୨୯।୫: ନୂଆପଡା ଜିଲା କୋମନା ବ୍ଲକ ଅନ୍ତର୍ଗତ ବୃଦ୍ଧିକୋମନା ପଞ୍ଚାୟତ ଅଧୀନସ୍ଥ ଲଙ୍କେଶ୍ୱରୀ ପାହାଡ ତଳି ଧୁମାଭଟା, ପଣ୍ଡରାପଥର, ମୁଷାପାଲି ଗାଁର ଶହ ଶହ ଚାଷୀଙ୍କ ଏକର ଏକର ଧାନ ଫସଲ ଉଜାଡି ଦେଉଛି ବାର୍‌ହା। ସୁନ୍ଦର ଜଳସେଚନ ପ୍ରକଳ୍ପ…

ମିଳିନି ପୂର୍ଣ୍ଣ ସରକାରୀ ମାନ୍ୟତା

ସୋନପୁର,୨୯।୫(ନି.ପ୍ର.): ସୁବର୍ଣ୍ଣପୁର ଜିଲାର ସର୍ବପୁରାତନ ଉଚ୍ଚ ଶିକ୍ଷାନୁଷ୍ଠାନ ସୋନପୁର କଲେଜ। ୧୯୬୪ ମସିହାରେ ମହାନଦୀ କୂଳରେ ସ୍ଥାପିତ ହୋଇଥିଲା ଏହି କଲେଜ । କଲେଜ ପ୍ରତିଷ୍ଠା ହେବାର ଇତିମଧ୍ୟରେ ୫୯ ବର୍ଷ ବିତିଯାଇଛି। ହେଲେ ପଶ୍ଚିମ ଓଡିଶାର ଏହି ପୁରାତନ କଲେଜକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?