କୁଲାଡ ରଥଯାତ୍ରା ପ୍ରସ୍ତୁତି ବୈଠକ: ସମନ୍ବୟ ରକ୍ଷା କରି ଯାତ୍ରାକୁ ସଫଳ କରାଯିବ
ଭଞ୍ଜନଗର,୧୨।୬(ବାବୁଲା ପ୍ରଧାନ): ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ କୁଲାଡ ରଥଯାତ୍ରା ଓ ବାହୁଡ଼ା ଯାତ୍ରା କିଭଳି ଶାନ୍ତିଶୃଙ୍ଖଳାର ସହ ହୋଇପାରିବ ସେ ନେଇ ପ୍ରଥମ ପ୍ରସ୍ତୁତି ବୈଠକ ଶୁକ୍ରବାର ଭଞ୍ଜନଗର ଉପ ଜିଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର…
ଗଞ୍ଜାମ ସହରରେ ପ୍ରବଳ ବର୍ଷା: ଗୁଳୁଗୁଳିରୁ ଅସ୍ବସ୍ତି
ଗଞ୍ଜାମ,୧୨ା୬(ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ ଶୁକ୍ରବାର ସନ୍ଧ୍ୟାରେ ପବନ ସାଙ୍ଗକୁ ପ୍ରବଳ ବର୍ଷା ହୋଇଛି। ଫଳରେ ଗୁଳୁଗୁଳିରୁ ଲୋକଙ୍କୁ ସାମାନ୍ୟ ଅସ୍ବସ୍ତି ମିଳିଛି। ଅନ୍ୟପଟେ ଏହି ବର୍ଷା ଯୋଗୁ ଚାଷୀଙ୍କ ମଧ୍ୟରେ ଖୁସି ଭରି ଯାଇଛି। ଆଗକୁ ରଜ ପର୍ବ ଆସୁଥିବା…
ରେଳ ଲାଇନ ନକ୍ସା ପରିବର୍ତ୍ତନ ପାଇଁ ମସୁଧା : ଗଣ ଆନ୍ଦୋଳନ ନିଷ୍ପତ୍ତି
ଦିଗପହଣ୍ଡି,୧୨|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ କଳିଙ୍ଗ ବୈଶ୍ୟ ସମାଜ ସଭାଗୃହରେ ଦକ୍ଷିଣ ଓଡ଼ିଶା ବିକାଶ ସମିତି ଆନୁକୁଲ୍ୟରେ ଖେମୁଣ୍ଡି ଉନ୍ନୟନ ମଞ୍ଚ ପକ୍ଷରୁ ଶୁକ୍ରବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରଥମେ ବଜାର ଗାନ୍ଧୀ ଛକ ଠାରେ…
ନିସ୍ତୁକ ମାଡ଼ ମାରି ମୃତ ଭାବି କୂଅକୁ ଫିଙ୍ଗି ଦେଇଥିଲେ : ୪ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ୍
ବରଗଡ଼,୧୩।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ଥାନା ଅନ୍ତର୍ଗତ ସମଲେଇପଦର ନିକଟ ଜଙ୍ଗଲରେ ରହିଥିବା ଏକ ପରିତ୍ୟକ୍ତ କୂଅରୁ ୪ଦିନ ପରେ ଯୁବକ ଉଦ୍ଧାର ଘଟଣାର ପର୍ଦ୍ଦାଫାଶ ହୋଇଛି। ପୋଲିସ ଏହି ଘଟଣାରେ ୪ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ, ପଦ୍ମପୁର…
ଗ୍ରାମବାସୀଙ୍କ ଦୁଃଖ ଶୁଣିଲେ ବିଧାୟକ, ଭତ୍ତା ସହ ଅନ୍ୟାନ୍ୟ ସମସ୍ୟା ସମାଧାନ ପାଇଁ…
ଗଜପତି,୧୨ା୬(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅନ୍ତର୍ଗତ ପରିଡ଼ା ଗ୍ରାମରେ ଆୟୋଜିତ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ପାରଳା ବିଧାୟକ ରୂପେଶ ପାଣିଗ୍ରାହୀ ଯୋଗଦେଇ ଗ୍ରାମବାସୀଙ୍କ ବିଭିନ୍ନ ସମସ୍ୟା ଶୁଣିଥିଲେ। ପ୍ରାୟ ୨୦ରୁ ୨୫ ଜଣ ଗ୍ରାମବାସୀ ନିଜ ନିଜ…
ବନ ବିଭାଗରେ ନିୟୋଜିତ ଗାଡ଼ି ଦୁର୍ଘଟଣାଗ୍ରସ୍ତ: ମହଙ୍ଗା ପଡ଼ିଲା ସରକାରୀ ଗାଡ଼ିରେ ବେସରକାରୀ କାମ
ବଣାଇଁ,୧୨ା୬(ପ୍ରଦୀପ ତ୍ରିପାଠୀ): ରାଜାମୁଣ୍ଡା କୋଇଡା ୫୨୦ ନମ୍ବର ଜାତୀୟ ରାଜପଥର କେ. ବଲାଙ୍ଗ ଥାନା ନିକଟରେ ଗୁରୁବାର ରାତିରେ ହାଇଓ୍ବା ପଛରେ ଏକ ବୋଲେରୋ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହେବାରୁ ଚାଳକ ଗୁରୁତର ହୋଇଥିବା ଜଣାପଡ଼ିଛି। ଚାଳକ ଜଣକ ବଣାଇଁ ଅଞ୍ଚଳର…
କେନାଲରୁ ମିଳିଲା ଯୁବକଙ୍କ ମୃତଦେହ, ଭଉଣୀ-ଭିଣୋଇଙ୍କୁ ଅଟକ ରଖି…
ନୟାଗଡ଼,୧୨ା୬(ଲୋକନାଥ ମିଶ୍ର): ନୟାଗଡ଼ ସଦର ଥାନା ରାଇପୁର ଗାଁର କାହ୍ନୁ ସେଠୀ ନାମକ ଜଣେ ଯୁବକଙ୍କ ମୃତଦେହ ତୋଟା ସାହି ପାଳୁଅ ବାରି କେନାଲରୁ ଶୁକ୍ରବାର ଉଦ୍ଧାର ହୋଇଛି। ଘଟଣାସ୍ଥଳରୁ ବିଦେଶୀ ମଦ ବୋତଲ, ବିଷ ମିଶା ସ୍ପ୍ରାଇଟ ବୋତଲ, ଚପଲ,…
ଯୁବ ଭୋଟର ଦେଶର ଭବିଷ୍ୟତ: ଏସଆଇଆର ଉପରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ ପ୍ରତିଯୋଗିତା
ଭଞ୍ଜନଗର,୧୨।୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶୁକ୍ରବାର ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ ଆଇ ଆର ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ହୋଇଥିଲା। ଏଥିସହ କୁଇଜ ପ୍ରତିଯୋଗିତା ୍ଯଯଯ ହୋଇଥିଲା। ପ୍ରତିଯୋଗିତାରେ ଶତାଧିକ ଛାତ୍ରୀଛାତ୍ର…
ବିଡିଓଙ୍କୁ ଗାଡ଼ି ଉପରକୁ ଟେକାପଥର ମାଡ଼
ନୟାଗଡ଼,୧୨ା୬(ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି): ନୟାଗଡ଼ ଜିଲା ଦଶପଲା ବ୍ଲକ ନଛିପୁରରେ ଦଶପଲ୍ଲା ବିଡିଓ ଶରତ ମଲିକଙ୍କ ଗାଡ଼ି ଉପରକୁ ଟେକାପଥରମାଡ଼ ହୋଇଛି। ବିଡିଓ ନିର୍ବାଚନ କାର୍ଯ୍ୟରେ ଯାଇ ନଛିପୁର ଦେଇ ଅଫିସକୁ ଫେରୁଥିବା ବେଳେ ଟେକାମାଡ଼ ହୋଇଥିବା ଜଣାପଡ଼ିଛି। ଦୁଇ…
୫ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ବାନ୍ଧିଲା ପୋଲିସ: ୨ ବନ୍ଧୁକ ସହ ୩ ଜୀବନ୍ତ…
ଭଞ୍ଜନଗର,୧୨।୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଶୁକ୍ରବାର ବାରୁଡ଼ା ଗ୍ରାମର ଏକ ଗଣ୍ତଗୋଳ ମାମଲାରେ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ବିଡିପୂରର ଶତ୍ରୁଘ୍ନ ସାଇଁ, ରାଜେନ୍ଦ୍ର ନାୟକ, ଅନିଲ ନାୟକ, ରିତେଶ…
ଏସ୍ପି ଅଫିସ ଆଗରେ ବାପା-ପୁଅଙ୍କ ଆତ୍ମାହୁତି ଉଦ୍ୟମ
ଢେଙ୍କାନାଳ,୧୨ା୬(ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଭାପୁର ଫାଣ୍ଡି ରାଣିପାଳ ଗ୍ରାମର ଆଇନ ଛାତ୍ର ସରୋଜ ରାଉତ ଓ ତାଙ୍କ ପିତା ପଦ୍ମନାଭ ରାଉତ ଶୁକ୍ରବାର ପୂର୍ବାହ୍ନରେ ଜିଲା ପୋଲିସ କାର୍ଯ୍ୟାଳୟ ସମ୍ମୁଖରେ ଆତ୍ମାହୁତି ଉଦ୍ୟମ କରିଥିଲେ। ପୈତୃକ ସମ୍ପତ୍ତିକୁ…
ସନ୍ଧ୍ୟାରେ ମନ୍ଦିରରେ ତାଲା ଦେଇ ଯାଇଥିଲେ ପୂଜାରୀ, ସକାଳକୁ ଗଲା ବେଳକୁ ଯାହା ଦେଖିଲେ…
ଦିଗପହଣ୍ଡି,୧୨।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ଗ୍ରାମ ଶ୍ରୀ ତୁମ୍ବେଶର ଶୈବପୀଠ ପରିସରରେ ଥିବା ଦାନବାକ୍ସକୁ କେହି ଦୁର୍ବୃତ୍ତ ଭାଙ୍ଗି ପ୍ରାୟ ୬୦ ହଜାରରୁ ଅଧିକ ଟଙ୍କା ଲୁଟି ନେଇଛନ୍ତି। ଗୁରୁବାର ସାରେ ସେବାୟତ…

