ଆମ ଜିଲା ଖବର

‘ସାମ୍ୟବାଦ୍‌ ଆନ୍ଦୋଳନର ଜନକ ଥିଲେ ଭଗବତୀ’

କଟକ ଅଫିସ, ୨୪ା୧୦: ମାକର୍‌ସବାଦୀ ଚିନ୍ତାଧାରାର ଆଦ୍ୟ ପ୍ରବର୍ତ୍ତକ ତଥା ମୁକ୍ତି ସଂଗ୍ରାମୀ ଭଗବତୀ ଚରଣ ପାଣିଗ୍ରାହୀଙ୍କ ୭୭ତମ ସ୍ମୃତି ସମାରୋହ କଟକ ବାଲୁବଜାରସ୍ଥିତ ଓଷ୍ଟା ସମ୍ମିଳନୀ କକ୍ଷରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି କଟକ ନଗର କମିଟି ପକ୍ଷରୁ ଅନୁଷ୍ଠିତ...

ବନ କର୍ମଚାରୀଙ୍କ ମାଡ଼ରେ ଯୁବକଙ୍କ ମୃତ୍ୟୁ ଅଭିଯୋଗ

କପ୍ତିପଦା,୨୩ା୧୦(ଡ଼ି.ଏନ.ଏ): ଶିକାରୀ ଭାବି ବନ ବିଭାଗ କର୍ମଚାରୀମାନେ ଜଣେ ଯୁବକଙ୍କୁ ମାଡ଼ ମାରି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦରେ ମୟୂରଭଞ୍ଜ ଜିଲା କପ୍ତିପଦା ରେଞ୍ଜ ଅଧୀନ ପୋଡ଼ାଡ଼ିହା ଫରେଷ୍ଟ କାର୍ଯ୍ୟାଳୟ ସମ୍ମୁଖରେ ମୃତଦେହ ରଖି ସ୍ଥାନୀୟ ନଛିପୁର...

ଦିଆସିଲ କାଠିରେ କଳାଠାକୁର

ପୁରୀ ଅଫିସ,୨୪ା୧୦: ଦୃଢ଼ ଇଚ୍ଛାଶକ୍ତି ଥିଲେ ସବୁକିଛି ସମ୍ଭବ। କାରଣ ଆଗ୍ରହ ହିଁ ସଫଳତାର ନିକଟତର କରାଏ। ଜଣେ ଯୁବଶିଳ୍ପୀ ଏଭଳି ଦୃଢ଼ ଇଚ୍ଛାଶକ୍ତି ଯୋଗୁ ଦିଆସିଲ କାଠିରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତିମୂର୍ତ୍ତି ତିଆରି କରି ପ୍ରଶଂସା ସାଉଣ୍ଟିଛନ୍ତି। ସେ...

ଆଇଜରରେ ପଢ଼ିବେ ପାନ ଦୋକାନୀଙ୍କ ପୁଅ

ଚୌଦ୍ୱାର,୨୪ା୧୦(ଡି.ଏନ୍‌.ଏ.): କଠିନ ଅଧ୍ୟବସାୟ ଓ ଦୃଢ଼ ଇକ୍ତାଶକ୍ତି ଥିଲେ ସବୁ ସମ୍ଭବ। ମନରେ ଦୃଢ ସଙ୍କଳ୍ପ ରଖିଲେ ମଣିଷ ଅଭାବ ଅନଟନ ଭିତରେ ବି ସଫଳତା ପାଇପାରେ। ଏହାକୁ ପ୍ରମାଣ କରି ଦେଖାଇଛନ୍ତି ଜଣେ ପାନ ଦୋକାନୀଙ୍କ ପୁଅ। ସେ...

ବରଗଡ଼ କେନାଲରେ ପୁଣି ଜଣେ ଭାସିଗଲେ

ବରଗଡ଼ ଅଫିସ,୨୪।୧୦: ବରଗଡ଼ ଜିଲା ବରଗଡ଼ ବ୍ଲକ ଅନ୍ତର୍ଗତ ସିମେଣ୍ଟ ନଗର ନିକଟ ସ୍କୁଲ ପଡାର ୭୦ ବର୍ଷୀୟ ବୃଦ୍ଧ ଜଳନ୍ଧର କଲେତ୍‌ ମୁଖ୍ୟ କେନାଲକୁ ଗାଧୋଇବାକୁ ଯାଇ ଗତ ଶୁକ୍ରବାର ଭାସି ଯାଇଥିଲେ । ଏପର୍ଯ୍ୟନ୍ତ ତାଙ୍କର ପତ୍ତା...

ସରକାରଙ୍କ ସହାୟତାରେ ପ୍ରଶାସନ ବାଧକ

ଯାଜପୁର ଅଫିସ,୨୪ା୧୦: ଗତ ଅଗଷ୍ଟରେ ହୋଇଥିବା ପ୍ରଳୟଙ୍କରୀ ବନ୍ୟାକୁ ୨ ମାସ ପୂରିବାକୁ ଯାଉଛି। ବିପର୍ଯ୍ୟୟ ପରିଚାଳନା ଆଇନ(ଡିଏମ୍‌ଏ)-୨୦୦୫ର ରାଜ୍ୟ ନିର୍ବାହୀ କମିଟି ବୈଠକରେ ଘରଭଙ୍ଗା ଅଗ୍ରିମ ବାବଦକୁ ୨୬ ଜିଲାକୁ ୫୦ କୋଟି ଟଙ୍କା ଆବଣ୍ଟିତ ହୋଇସାରିଛି। ଏହାବାଦ୍‌...

ଫଟୋଗ୍ରାଫରଙ୍କ ପରଲୋକ

ସମ୍ବଲପୁର, ୨୪।୧୦ (ବ୍ୟୁରୋ): ବିଶିଷ୍ଟ ଫଟୋଗ୍ରାଫର ତଥା ପରିବେଶ ପ୍ରେମୀ ନଟବରଲାଲ ଭରୁ(୭୮)ଙ୍କ ଶୁକ୍ରବାର ସକାଳେ ପରଲୋକ ହୋଇଯାଇଛି। ୧୯୫୦ରେ ସମ୍ବଲପୁର ଲକ୍ଷ୍ମୀଟକିଜ ଛକଠାରେ ପ୍ରଥମେ ତାଙ୍କ ବାପା ସ୍ବର୍ଗତ ଭିଏଲ ଭରୁ ଫଟୋ ଷ୍ଟୁଡିଓ ସ୍ଥାପନ କରିଥିଲେ। ସେ...

ପୁଅକୁ ପଥରରେ ଛେଚି ମାରିଲେ ବାପା

ବାରିପଦା ଅଫିସ,୨୪ା୧୦: ରାଗ ସମ୍ଭାଳି ନ ପାରି ନୃଶଂସ ବାପା ପଥରରେ ଛେଚି ନିଜ ୫ବର୍ଷର ପୁଅଙ୍କୁ ହତ୍ୟା କରିଛନ୍ତି। ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଯଦୁନାଥପୁର ବେଲଡୁଙ୍ଗୁରୀ ଗ୍ରାମରେ ଗୁରୁବାର ରାତିରେ ଏହି ଅଭାବନୀୟ ଘଟଣା ଘଟିଛି।...

ପାର୍ବଣ ଉତ୍ସବ ପାଣିଚିଆ

ଅନୁଗୋଳ ଅଫିସ, ୨୪ା୧୦ – ଧରାପୃଷ୍ଠକୁ ମା’ ଆସିବେ ବୋଲି ମାସ ମାସ ଧରି ପ୍ରସ୍ତୁତି ଚାଲେ। ଆକର୍ଷଣୀୟ ତୋରଣ ନିର୍ମାଣ ପାଇଁ ରାଜ୍ୟ ବାହାରୁ ଆସନ୍ତି କାରିଗର। ଲାଇଟ୍‌, ସାଉଣ୍ଡ ଆଦି ସାଜସଜ୍ଜା ଦାୟିତ୍ୱ ଦିଆଯାଏ ଭଲ ଚିତ୍ରାଳୟକୁ।...

ଅଟକିଯାଇଛି ନାଟକ

ଓଡ଼ାପଡ଼ା, ୨୪ା୧୦ –  ଖାଁ ଖାଁ ପ୍ରେକ୍ଷାଳୟ। ବନ୍ଦ ହୋଇଯାଇଛି ସଂଳାପର ପ୍ରତିଧ୍ୱନି। ନାହାନ୍ତି କଳାକାର କି ଦିଶୁନି ସେମାନଙ୍କ ହସକାନ୍ଦ ଭରା ଅଭିନୟର ଚାତୁରି। ମାର୍ଚ୍ଚ ଶେଷ ସପ୍ତାହ ଯାଏ ଚଳଚଞ୍ଚଳ ଥିବା କଳାକାର, ରଙ୍ଗମଞ୍ଚରେ ଏବେ ଅସମ୍ଭବ...

ବାଇକ୍‌ ଡିକି ଭାଙ୍ଗି ନେଇଗଲେ ୨ ଲକ୍ଷ ଟଙ୍କା

ରେଢାଖୋଲ,୨୩।୧୦(ଡି.ଏନ.ଏ.)-ସମ୍ବଲପୁର ଜିଲା ରେଢାଖୋଲ ସହର ବସ୍‌ଷ୍ଟାଣ୍ଡ ନିକଟ ରାଣିବନ୍ଧସ୍ଥିତ ଏକ ସାନିଟାରି ଦୋକାନ ସମ୍ମୁଖରୁ ଶୁକ୍ରବାର ବାଇକ୍‌ ଡିକି ଭାଙ୍ଗି ୨ ଲକ୍ଷ ଟଙ୍କା ଲୁଟ୍‌ ହୋଇଛି। ଲୁଟ୍‌ର ଶିକାର ହୋଇଛନ୍ତି କଦଳୀଗଡ ପଞ୍ଚାୟତର ପୂର୍ବତନ ସମିତି ସଭ୍ୟ ପଣ୍ଡକିମାଳ...

କାଳ ହେଲା ଗାଡି ରେସିଂ: ପଥରରେ ପିଟି ହୋଇ ବାଇକ୍‌ ଚାଳକଙ୍କ ପ୍ରାଣଗଲା

ପାଟଣା, ୨୩ା୧୦(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା-କେନ୍ଦୁଝର ରାସ୍ତାର ପୁଟୁଳିଆ ୟୁକାଲ୍‌ ପଟାସ ଜଙ୍ଗଲ ନିକଟରେ ରାସ୍ତା ପାର୍ଶ୍ୱରେ ପଡିଥିବା ଏକ ପଥରରେ ପିଟି ହୋଇ ଶୁକ୍ରବାର ସକାଳୁ ଜଣେ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କାମେଶ୍ୱରପୁର ଗ୍ରାମର ବିପିନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri