ଆମ ଜିଲା ଖବର

ସ୍ତ୍ରୀଙ୍କ ଚରିତ୍ର ସନ୍ଦେହ କରି କୋଦାଳ ବେଣ୍ଟରେ ପିଟିପିଟି ମାରିଲେ ସ୍ବାମୀ

ବଣାଇଁ,୨୯।୫(ସ୍ବ.ପ୍ର.): ସ୍ତ୍ରୀଙ୍କୁ କୋଦାଳ ବେଣ୍ଟରେ ପିଟିପିଟି ବର୍ବର ଭାବେ ହତ୍ୟା କଲେ ସ୍ବାମୀ । ହତ୍ୟା ପରେ ମୃତଦେହକୁ ଘରର ପଛପଟ ବାଡିରେ ପୋତିଦିଆଗଲା। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ସୁନ୍ଦରଗଡ଼ ଜିଲା ବଣାଇଁ ଥାନା ଅନ୍ତର୍ଗତ ବାବୁନୂଆଗାଁ ଗ୍ରାମରେ।…

କାଶତଣ୍ଡୀ ପାଇଁ ବିପଦରେ ଋଷିକୁଲ୍ୟା

ଧରାକୋଟ,୨୯ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଜୀବନ ରେଖା ଋଷିକୁଲ୍ୟା ନଦୀ ଏବେ କାଶତଣ୍ଡୀ ବା ଚଢ଼େୟା ଲତା ପାଇଁ ବିପଦରେ। ଋଷିମାଳ ପର୍ବତରୁ ବାହାରି ସୋରଡ଼ା, ଧରାକୋଟ, ଆସିକା, ପୁରୁଷୋତ୍ତମପୁର, ଛତ୍ରପୁର ଓ ଗଞ୍ଜାମ ବ୍ଲକ ଅଞ୍ଚଳରେ ଋଷିକୁଲ୍ୟା ନଦୀ ପ୍ରବାହିତ ହେଉଛି।…

ମଦଭାଟି ନିକଟରେ ପଡ଼ିଛି ଯୁବକଙ୍କ ମୃତଦେହ

କଣ୍ଟିପାଳ,୨୯ା୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ମୋଚିନ୍ଦା ପଞ୍ଚାୟତ ଖଡ଼ିପାଳ ଗ୍ରାମରେ ଥିବା ମଦଭାଟି ନିକଟରେ ସୋମବାର ଭୋର ସମୟରେ ଗ୍ରାମବାସୀ ଜଣେ ଯୁବକଙ୍କ ମୃତଦେହ ପଡ଼ିଥିବା ଦେଖି ପରିବାର ଲୋକଙ୍କୁ ଖବର ଦେଇଥିଲେ। ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚି…

କାର ସହ ୫୦ କେଜି ଗଞ୍ଜେଇ ଜବତବ: ଚାଲାଣକାରୀ ଗିରଫ

ବ୍ରହ୍ମପୁର ଅଫିସ,୨୯।୫: ବ୍ରହ୍ମପୁର ଅବକାରୀ ଗୁଇନ୍ଦା ଡେପୁଟିକମିଶନର ଡ଼ମ୍ବୁରଧର ଖଣ୍ଡାଙ୍କ ନିର୍ଦ୍ଦେଶରେ ଏକ ଟିମ୍‌ ଫାଷ୍ଟଗେଟ୍‌ ଛକରେ ଗାଡ଼ି ଚେକିଂ କରିଥିଲା। ଏକ ଗଞ୍ଜେଇ ଭର୍ତ୍ତି କାର ଜବତ ସହ ଚାଲାଣକାରୀଙ୍କୁ କାବୁ କରାଯାଇଛି। ଅଭିଯୁକ୍ତ ଜଣଙ୍କ ପୁରୀ ଅମଲା କ୍ଲବ…

ଅଘୋଷିତ ବିଦ୍ୟୁତ୍‌ କାଟ୍‌: କର୍ମଚାରୀଙ୍କୁ ଆକ୍ରମଣ

ନୀଳଗିରି,୨୯ା୫(ସ୍ବ.ପ୍ର.): ଅଘୋଷିତ ବିଦ୍ୟୁତ୍‌ କାଟ୍‌କୁ ନେଇ ନୀଳଗିରି ଟାଟା ପାଓ୍ବାରର ନୀଳଗିରି ସେକ୍ସନ ଜେଇ ପାର୍ଥସାରଥୀ ବାରିକଙ୍କୁ ମାଡ଼ ହୋଇଛି। ଏକ ବିବାହ ଭୋଜି ଖାଇ ଫେରିବା ବେଳେ ତାଙ୍କୁ ୧୦ରୁ ୧୨ ଜଣ ଲୋକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।…

ଶାଳମଞ୍ଜିର ଅଭାବୀ ବିକ୍ରି, ଶସ୍ତାରେ କିଣୁଛନ୍ତି ଦଲାଲ

ଦାରିଙ୍ଗବାଡି,୨୯ା୫(ଡି.ଏନ୍‌.ଏ.): ଜନଜାତି ଅଧ୍ୟୁଷିତ କନ୍ଧମାଳ ଜିଲାରେ ଏବେ ଜଙ୍ଗଲଜାତ ଦ୍ରବ୍ୟ ଶାଳମଞ୍ଜିର ଅଭାବୀ ବିକ୍ରି ଗରିବ ଲୋକଙ୍କୁ କଷ୍ଟରେ ପକାଇଛି । ଏବେ ଅଞ୍ଚଳରେ ଏକାଧିକ ଜଙ୍ଗଲଜାତ ଦ୍ରବ୍ୟ ଲୋକେ ସଂଗ୍ରହ କରୁଥିଲେ ସୁଦ୍ଧା ବଜାରରେ ଉଚିତ ଦର ମିଳୁ ନ…

ପାଣି ପାଇଁ ରାସ୍ତାରେ ବସିଲେ ମହିଳା

ରାୟଗଡ଼ା ଅଫିସ,୨୯ା୫: ରାୟଗଡ଼ା ଜିଲା ସଦର ବ୍ଲକ ଅନ୍ତର୍ଗତ କାରଲାକଣା ପଞ୍ଚାୟତର ଅଙ୍ଗୁର ଗ୍ରାମରେ ପାନୀୟ ଜଳ ସମସ୍ୟା ଯୋଗୁ ଦୀର୍ଘ ୨ ଘଣ୍ଟା ହେଲା ଲୋକେ ରାସ୍ତା ଅବରୋଧ କରି ରାସ୍ତା ମଝିରେ ଧାରଣା ଦେଇ ବସିଛନ୍ତି। ଫଳରେ ଗାଡ଼ିମୋଟର…

ରକ୍ଷଣାବେକ୍ଷଣ ଅଭାବରୁ ରାସ୍ତା ପାର୍ଶ୍ୱ ଗଛ ବେସାହାରା

ଖଣ୍ଡପଡ଼ା,୨୯ା୫(ସ୍ବ.ପ୍ର.): ପରିବେଶ ସୁରକ୍ଷା ଓ ମୃତ୍ତିକା କ୍ଷୟ ରୋକିବା ପାଇଁ ଚାରା ରୋପଣ ଜରୁରୀ। ହେଲେ ବିଭିନ୍ନ ରାସ୍ତା ନବୀକରଣ ଓ ସମ୍ପ୍ରସାରଣ ପାଇଁ ବହୁ ଗଛ କଟା ଯାଉଛି। ଏହି ଅଭାବକୁ ପୂରଣ କରିବା ପାଇଁ ରାଜ୍ୟ ସରକାର ପ୍ରତିବର୍ଷ…

ଖୋଜିଲେ ମିଳୁନି ବାଘୁଆ ଶିଶୁ ପାର୍କ

ନୟାଗଡ଼ ଅଫିସ/ ଓଡ଼ଗାଁ ,୨୯।୫(ସ୍ବ.ପ୍ର.)ନୟାଗଡ଼ ଜିଲା ଓଡ଼ଗାଁ ବ୍ଲକର ବାଘୁଆ ଶିଶୁ ପାର୍କ କେଉଁଠି ହୋଇଛି ଖୋଜିଲେ ମିଳୁନି। ତେବେ ରୋହିବାଙ୍କ ପଞ୍ଚାୟତ ହଳଦାପଲ୍ଲୀଠାରେ ଲାଗିଥିବା ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା(ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ର ସୂଚନା ଫଳକକୁ ଅନୁଧ୍ୟାନ…

ସୁରକ୍ଷା ବଦଳରେ ବିପଦକୁ ଆମନ୍ତ୍ରଣ

ପଟ୍ଟାମୁଣ୍ଡାଇ, ୨୯ା୫ (ସ୍ବ.ପ୍ର.): ବାତ୍ୟା ଓ ବନ୍ୟା ସମୟରେ ବାସହୀନ, ତଳିଆ ଅଞ୍ଚଳର କ୍ଷତିଗ୍ରସ୍ତଙ୍କୁ ସୁରକ୍ଷିତ ସ୍ଥାନରେ ରହିବା ନିମନ୍ତେ ସରକାର ଅର୍ଥ ବ୍ୟୟ କରି ପଞ୍ଚାୟତଗୁଡ଼ିକରେ ବାତ୍ୟା ଆଶ୍ରୟସ୍ଥଳ ନିର୍ମାଣ କରିଛନ୍ତି। ହେଲେ ରକ୍ଷଣାବେକ୍ଷଣ ଅଭାବ ଓ ନିମ୍ନମାନର କାମ…

ସୁନ୍ଦରୀ ପ୍ରତିଯୋଗିତାରେ ଚମକିଲେ ସରନ୍ୟା

ମହାକାଳପଡ଼ା,୨୯ା୫ (ଡି.ଏନ.ଏ.): ତେଲଙ୍ଗାନା ରାଜ୍ୟ ରାଜଧାନୀ ହାଇଦ୍ରାବାଦଠାରେ ୧୮ରୁ ୨୧ ତାରିଖ ୪ ଦିନ ଧରି ଅନୁଷ୍ଠିତ ହୋଇଥିବା ମିସ୍‌ ଟିନ୍‌ ସୁପର ଗ୍ଲୋବ୍‌-୨୦୨୩ରେ ଦେଶର ବିଭିନ୍ନ ରାଜ୍ୟରୁ ୫୨ ପ୍ରତିଯୋଗୀ ବିଭିନ୍ନ ବର୍ଗରେ ଅଂଶଗ୍ରହଣ କରିଥିଲେ। ଏହି ପ୍ରତିଯୋଗିତାରେ ସମସ୍ତ…

ବିଶୁଦ୍ଧ ପାନୀୟ ଜଳରୁ ୪ନଂ.ଓ୍ବାର୍ଡବାସୀ ବଞ୍ଚିତ

ଜେନାପୁର,୨୯ା୫(ଡି.ଏନ.ଏ.): ଲୋକଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ନିମନ୍ତେ ନିର୍ମିତ ହୋଇଛି ଗ୍ରାମ୍ୟ ପାନୀୟ ଜଳ ପ୍ରକଳ୍ପ। କିନ୍ତୁ କେତକ ସ୍ଥାନରେ ତାହା ଗରିବ ଜନସାଧାରଣଙ୍କ ହିତରେ ଆଦୌ ଆସୁ ନ ଥିବା ଅଭିଯୋଗ ହୋଇଛି। ଏମିତି ଏକ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?