ଆମ ଜିଲା ଖବର

ମଦ ଜବତ କରି ଥାନାକୁ ଆଣିଲେ ଗ୍ରାମବାସୀ

ଜୁନାଗଡ଼,୬।୭(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଚିଙ୍ଗୁସଡର ଗ୍ରାମରେ ବେଆଇନ ମଦ କାରବାର ଜୋରସୋରରେ ଚାଲିଛି। ଏପରି କି ଏହାକୁ ନେଇ ଗତ କିଛି ମାସ ତଳେ ଗ୍ରାମବାସୀ ଜିଲାପାଳ, ଥାନା ଅଧିକାରୀଙ୍କୁ ଲିଖିତ ଅଭିଯୋଗ କରିଥିଲେ। ଏହାପରେ…

ନିଜ ଖର୍ଚ୍ଚରେ ଷ୍ଟାଡିୟମ ପାଚେରି ନିର୍ମାଣ କରିବ ଠିକାସଂସ୍ଥା

ରାଉରକେଲା,୫।୭(ବିପ୍ଳବ ରଞ୍ଜନ ଦାଶ): ରାଉରକେଲାରେ ୩୫ ଫୁଟ୍‌ର ହକି ସ୍ମାରକୀ ଟଳି ପଡିବାର ୨୪ଦିନ ନ ବିତୁଣୁ ହକି ଷ୍ଟାଡିମୟ ନିକଟରେ ନିର୍ମିତ ୫୦ଫୁଟ୍‌ ପାଚେରିକୁ ଭାଙ୍ଗି ଦିଆଯାଇଛି। ପାଚେରିରେ ଫାଟ ଯୋଗୁ ଆର୍‌ଏମ୍‌ସି ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଥିବା ଜଣାପଡିଛି।…

ବିଦ୍ୟାଳରେ ତାଲା ପକାଇଲେ ଛାତ୍ରୀଛାତ୍ର

ବିଞ୍ଝାରପୁର,୬ା୭(ରାମକୃଷ୍ଣ ଦାସ): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅଧୀନ ବାଛୋଳ ପଞ୍ଚାୟତ ଦାଣ୍ଡିସାହି ସରକାରୀ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକଙ୍କ ବଦଳିକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଶିକ୍ଷକ ଅମର ଦାସଙ୍କ ବଦଳିକୁ ବିରୋଧ କରି ଗୁରୁବାର ଗ୍ରାମବାସୀ, ଅଭିଭାବକ ଓ…

ନାମଲେଖା ଫି ନେଇ ଅସନ୍ତୋଷ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ବ୍ଲକ ଖୁଣ୍ଟପାଲିସ୍ଥିତ ବାବା ବାଲୁଙ୍କେଶ୍ୱର ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଯୁକ୍ତ ୨ ଛାତ୍ରୀଛାତ୍ରଙ୍କ ନାମଲେଖା ପାଇଁ ନିର୍ଦ୍ଧାରଣ କରାଯାଇଥିବା ଫି ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଏହାକୁ ନେଇ ଉକ୍ତ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ପୁରାତନ ଛାତ୍ର ଏବଂ ଅଭିଭାବକମାନେ…

ଜୋର ଧରିଲା ବିବାଦ: ଚଳଚ୍ଚିତ୍ର ପ୍ରଯୋଜକ, ନିର୍ଦ୍ଦେଶକଙ୍କ ନାଁରେ ଥାନାରେ ଏତଲା

ଛତ୍ରପୁର,୬ା୭(ସନ୍ତୋଷ ପାଢ଼ୀ ): ଓଡ଼ିଆ ଚଳଚ୍ଚିତ୍ର ‘ପ୍ରିୟେ ତୁ ମୋ ସିଏ’ରେ ହରିଜନ ଶବ୍ଦ ପ୍ରୟୋଗ କରି ଜାତିଆଣ ଆକ୍ଷେପକୁ ଭାରତ ମୁକ୍ତି ମୋର୍ଚ୍ଚା ବିରୋଧ କରିଛି। ଗୁରୁବାର ଚଳଚ୍ଚିତ୍ର ପ୍ରଯୋଜକ, ନିର୍ଦ୍ଦେଶକ ଓ ଅଭିନେତ୍ରୀଙ୍କ ନାଁରେ ଭାରତ ମୁକ୍ତି ମୋର୍ଚ୍ଚା…

୧୦ ମିନିଟ୍‌ ବର୍ଷାରେ ବେହାଲ ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୬ା୭(ଅରୁଣ କୁମାର ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗୁରୁବାର ଅପରାହ୍ନରେ ପ୍ରବଳ ବର୍ଷିଛି। ମାତ୍ର ୧୦ ମିନିଟ୍‌ ବର୍ଷାରେ ବେହାଲ ହୋଇଛି ଦାରିଙ୍ଗବାଡ଼ି ବଜାର। ଉକ୍ତ ବଜାରର ଲକ୍ଷ୍ମୀବଜାର ଛକ, ତିନି ଛକ, ଚାରିଛକ ଅଞ୍ଚଳରେ କୃତ୍ରିମ ବନ୍ୟା…

ସ୍ବତନ୍ତ୍ର ଅଲିମ୍ପିକ୍ସ ୱାଲର୍‌ଡ ଗେମ୍ସ ରୌପ୍ୟ ବିଜେତାଙ୍କୁ ପ୍ରଶାସନର ସମ୍ବର୍ଦ୍ଧନା

ବଲାଙ୍ଗୀର, ୦୬।୦୭ : ଜର୍ମାନୀର ବର୍ଲିନଠାରେ ଅନୁଷ୍ଠିତ ସତନ୍ତ୍ର ଅଲିମ୍ପିକ୍ସ ୱାଲର୍‌ଡ ଗେମ୍ସ ୨୦୨୩ରେ ଭାଗ ନେଇ ସଟପୂଟରେ ରୌପ୍ୟ ପଦକ ହାସଲ କରିଥିବା ବୈଷ୍ଣବ ରାଜପଲିଆଙ୍କୁ ବଲାଙ୍ଗିର ଜିଲା ପ୍ରଶାସନ ସମ୍ବର୍ଦ୍ଧିତ କରିଛି। ଜୁନ ୧୫ରୁ ୨୭ ତାରିଖ ପର୍ଯ୍ୟନ୍ତ…

ବିଷାକ୍ତ ଖାଦ୍ୟ ଖାଇ ୩୦ରୁ ଊର୍ଦ୍ଧ୍ୱ ଗୁରୁତର

ବାଲେଶ୍ୱର,୬ା୭(ମାନସ ବିଶ୍ୱାଳ): ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ବୁଆଁଳ ପଞ୍ଚାୟତର ନୂଆଁପୁର ସିନ୍ଧିଆ ଗ୍ରାମରେ ବିଷାକ୍ତ ଖାଦ୍ୟ ଖାଇ ୩୦ରୁ ଊର୍ଦ୍ଧ୍ୱ ଲୋକ ଗୁରୁତର ଅବସ୍ଥାରେ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ଗ୍ରାମର ଆଦିତ୍ୟ ପ୍ରଧାନଙ୍କ ଦେହାନ୍ତ ପରେ…

ଚଳଚ୍ଚିତ୍ର ପ୍ରଯୋଜକ, ନିର୍ଦ୍ଦେଶକଙ୍କ ନାଁରେ ଥାନାରେ ମାମଲା

ଛତ୍ରପୁର,୬ା୭(ସନ୍ତୋଷ ପାଢ଼ୀ): ଓଡ଼ିଆ ଚଳଚ୍ଚିତ୍ର ‘ପ୍ରିୟେ ତୁ ମୋ ସିଏ’ରେ ହରିଜନ ଶବ୍ଦ ପ୍ରୟୋଗ କରି ଜାତିଆଣ ଆକ୍ଷେପକୁ ଭାରତ ମୁକ୍ତି ମୋର୍ଚ୍ଚା ନାପସନ୍ଦ କରିବା ସହ ବିରୋଧ ହୋଇଛି। ଗୁରୁବାର ସିନେମାର ପ୍ରଯୋଜକ, ନିର୍ଦ୍ଦେଶକ ଓ ଅଭିନେତ୍ରୀଙ୍କ ନାଁରେ ମୋର୍ଚ୍ଚା…

‘ଧରିତ୍ରୀ ଖବରକାଗଜ ଯୁବପିଢ଼ିଙ୍କ ପାଇଁ ଜ୍ଞାନର ଭଣ୍ଡାର’

ମାଲକାନଗିରି,୬ା୭(ଦୁର୍ଯ୍ୟୋଧନ ପାତ୍ର/ନୃସିଂହ ମହାନ୍ତି): ‘ଧରିତ୍ରୀ’ ଖବରକାଗଜର ୫୦ ବର୍ଷ ଅବସରରେ ମାଲକାନଗିରି ଜିଲା ସଦରମହକୁମା ମହିଳା ମହାବିଦ୍ୟାଳୟ ପରିସରରେ ଛାତ୍ରୀମାନଙ୍କୁ ନେଇ ବକ୍ତୃତା ପ୍ରତିଯୋଗିତା ଓ ବୃକ୍ଷରୋପଣ ଅନୁଷ୍ଠିତ ହୋଇଯାଇଛି। ଦୁଇ ଶହ ଛାତ୍ରୀ ଓ ଅତିଥିମାନଙ୍କ ଉପସ୍ଥିତିରେ ୧୦ ଜଣ…

କାନ୍ଥପଡ଼ି ନାବାଳକଙ୍କ ଜୀବନ ଗଲା

ମୋରଡ଼ା,୬ା୭(ସ୍ମାରକୀ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଘୋଳମୁଁହା ପଞ୍ଚାୟତରେ କାନ୍ଥ ଭୁଶୁଡ଼ି ପଡ଼ି ଜଣେ ନାବାଳକଙ୍କ ମୃତ୍ୟୁ ହୋଇଛି। ସୂଚନାନୁଯାୟୀ, ଉକ୍ତ ପଞ୍ଚାୟତ ଅନ୍ତର୍ଗତ ଆଣୁଆ ଗ୍ରାମର ପ୍ରଗଣାସାହି ୧୨ ନଂ ଓ୍ବାର୍ଡର ଯମୁନା ମାର୍ଣ୍ଡିଙ୍କ ଘର କାର୍ଯ୍ୟ…

ଗଞ୍ଜାମରେ ପୋଡ଼ିଲାଣି ତଳି, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର

ଛତ୍ରପୁର,୬ା୭(ସନ୍ତୋଷ ପାଢ଼ୀ): ଚଳିତବର୍ଷ ବର୍ଷା ଅଭାବରୁ ଗଞ୍ଜାମ ଜିଲାର ଅଧିକାଂଶ ବ୍ଲକରେ ଧାନଫସଲର ଗଜା ମରୁଡ଼ି ଓ ତଳିପୋଡ଼ି ଗଲାଣି। କେତେକ ବ୍ଲକ୍‌ରେ ଧାନରୁଆ ହୋଇଥିବା ଜମି ମଧ୍ୟ ଫାଟି ଗଲାଣି। ଏପରି ପରିସ୍ଥିତିରେ ଧାନତଳିକୁ କିପରି ବଞ୍ଚାଇବେ। ସେଥିପାଇଁ ଚାଷୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?