ଆମ ଜିଲା ଖବର

ଗରମ ଡାଲି ପଡ଼ି ୨ ବୋଝିଆ ଆହତ

ପୁରୀ ଅଫିସ,୨୮ା୫: ଶ୍ରୀମନ୍ଦିର ପରିସରରେ ଶନିବାର ମଧ୍ୟାହ୍ନରେ ଏକ ଅଘଟଣ ଘଟିଛି। ମହାପ୍ରସାଦ ବୋଝେଇ ନେଉଥିବା ବେଳେ ଗରମ ଡାଲି ପଡ଼ି ୨ଜଣ ବୋଝିଆ ଆହତ ହୋଇଛନ୍ତି। ଘଟଣାସ୍ଥଳରୁ ଉଭୟଙ୍କୁ ଉଦ୍ଧାର କରି ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ତେବେ…

ଛାତ୍ରୀଛାତ୍ର, ପୁସ୍ତକ ବିକ୍ରେତା ହଟହଟା

କଣାସ,୨୭।୫(ସ୍ବ.ପ୍ର.): ଦୀର୍ଘ ୩ ବର୍ଷ ହେଲା ଦଶମ ଶ୍ରେଣୀ ବାର୍ଷିକ ପରୀକ୍ଷା ସମେଟିଭ୍‌-୧ ଓ ସମେଟିଭ୍‌-୨ ପଦ୍ଧତି ଅନୁସାରେ ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣ ଶିକ୍ଷା ଏବଂ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ଅନୁଷ୍ଠିତ ହୋଇଆସୁଥିଲା। ଛାତ୍ରୀଛାତ୍ର ଏହି…

ରଥଯାତ୍ରାରେ ଟ୍ରାଫିକ, ଗାଡ଼ି ନିୟନ୍ତ୍ରଣକୁ ଗୁରୁତ୍ୱ

ପୁରୀ ଅଫିସ,୨୮ା୫: ପୁରୀ ଆଞ୍ଚଳିକ ପରିବହନ ଅଧିକାରୀ (ଆର୍‌ଟିଓ)ଙ୍କ ପକ୍ଷରୁ ଏକ ସମନ୍ବୟ ବୈଠକ ଆଞ୍ଚଳିକ ପରିବହନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଚଳିତବର୍ଷ ରଥ ଯାତ୍ରା କିପରି ଶାନ୍ତିଶୃଙ୍ଖଳାରେ ସୁଚାରୁ ରୂପେ ପାଳନ କରାଯିବ ସେନେଇ ଆଲୋଚନା ଏହି ବୈଠକର…

ଜୀବଜନ୍ତୁଙ୍କ ସେବାରେ ଶାନ୍ତିଲତା

ଖୋର୍ଦ୍ଧା ଅଫିସ,୨୮ା୫: ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରଭାବ ରହିଛି। ଖୋର୍ଦ୍ଧା ସହର ତାପମାତ୍ରା ୩୮ରୁ ୪୦ ଡିଗ୍ରୀ ରହୁଛି। ପୂର୍ବାହ୍ନ ୧୦ଟା ପରେ ଘରୁ ବାହାରି ହେଉନି। ଲୋକଙ୍କ ପାଇଁ ପୌର ପ୍ରଶାସନ ପକ୍ଷରୁ ଜଳଛତ୍ର ଖୋଲାଯାଇଛି। ତେବେ ପୌର ପ୍ରଶାସନ…

ଶୌଚାଳୟରେ ତାଲା, ଯାତ୍ରୀ ହଇରାଣ

ଖୋର୍ଦ୍ଧା ଅଫିସ,୨୮ା୫: ଖୋର୍ଦ୍ଧା ସହରର ବିକାଶ, ସୌନ୍ଦର୍ଯ୍ୟକରଣକୁ ପ୍ରାଥମିକତା ଦିଆଯାଉଛି ବୋଲି ପୌର ପ୍ରଶାସନ ପକ୍ଷରୁ କୁହାଯାଉଥିବା ବେଳେ ଲୋକଙ୍କୁ ମୌଳିକ ସୁବିଧା ମିଳିପାରୁନାହିଁ। ଶୌଚାଳୟରେ ତାଲା ପଡ଼ିଥିବାରୁ ଯାତ୍ରୀମାନେ ନାହିଁ ନ ଥିବା ହଇରାଣ ହେଉଛନ୍ତି। ପରିସ୍ରାଗାର ନିର୍ମାଣ କରାଯାଇଥିଲେ…

ଖାଇବା ତେଲ ବ୍ୟବସାୟ ନଁାରେ ୬୩.୯୪ ଲକ୍ଷ ଠକେଇ

କଟକ ଅଫିସ,୨୮ା୫: ଦିନକୁ ଦିନ ନୂଆ ନୂଆ ତରିକାରେ ଠକେଇ ହେଉଛି। ଯାହାର ଶିକାର ହେଉଛନ୍ତି ବଡ଼ ବଡ଼ ବ୍ୟବସାୟୀ। ଖାଇବା ତେଲ ବ୍ୟବସାୟ ନଁାରେ ୬୩.୯୪ ଲକ୍ଷ ଟଙ୍କାର ଠକେଇ ହୋଇଛି। ବିହାର-ଓଡ଼ିଶା ଆନ୍ତଃରାଜ୍ୟ ଠକ ଏଭଳି କାରବାରରେ କାର୍ପଟ୍‌ଦାର…

କୋଟିଆ ଡାକଘରୁ ଗଲା ଚିଠି

କୋରାପୁଟ,୨୮ା୫(ସ୍ବ.ପ୍ର.): କୋରାପୁଟ ଜିଲାର କୋଟିଆ ହେଉଛି ଓଡ଼ିଶାର। ଏ ନେଇ କେନ୍ଦ୍ର ସରକାରଙ୍କ ଡାକ ବିଭାଗ ସ୍ବୀକୃତି ଦେଇଥିବାରୁ ଓଡ଼ିଶା ଡାକ ବିଭାଗ ପକ୍ଷରୁ ଜାରି ହୋଇଛି କୋଟିଆର ପୋଷ୍ଟାଲ ଇଣ୍ଡେକ୍ସ କୋଡ୍‌ ୭୬୪୦୩୯। ଶନିବାର ଏକ ଟିମ୍‌ କୋଟିଆ ଯାଇ…

ଅଣୁ,କ୍ଷୁଦ୍ର ଉଦ୍ୟୋଗକୁ ଋଣ ନାହିଁ

କେନ୍ଦ୍ରାପଡ଼ା ଅଫିସ,୨୮ା୫: ଗୋଟିଏ ଅଞ୍ଚଳର ବିକାଶରେ ଶିଳ୍ପର ଭୂମିକା ଗୁରୁତ୍ୱପୂର୍ଣ୍ଣ। ବହିରାଗତ ଶିଳ୍ପ ଉପତ୍ାଦ ଅର୍ଥନୈତିକ ସ୍ଥିତି ସେହି ଅଞ୍ଚଳକୁ ବିକଶିତ କରେ। ଏଥିପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ ପାଇଁ ପ୍ରତି ଜିଲାରେ ପ୍ରଧାନମନ୍ତ୍ରୀ…

ଝାମୁଯାତ୍ରା ମେଳା ଅର୍ଥର ହିସାବ ମିଳୁନି

ମହାକାଳପଡ଼ା,୨୮ା୫(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ପ୍ରସିଦ୍ଧ ଶକ୍ତି ପୀଠ ମା’ରାମଚଣ୍ଡୀଙ୍କ ପୀଠରେ ଅନୁଷ୍ଠିତ ଝାମୁ ଯାତ୍ରା ମେଳାରୁ ଆୟ ହୋଇଥିବା ଅର୍ଥର ହିସାବ ମିଳୁନାହିଁ ା ସେହି ଅର୍ଥକୁ ମନ୍ଦିର ଟ୍ରଷ୍ଟି ନିଜ ହେପାଜତରେ ରଖି ମନମୁଖୀ କାମ କରୁଥିବା…

ପ୍ରତିଶ୍ରୁତିରେ ଅଟକିଛି ଗ୍ରାମ୍ୟ ଅର୍ଥନୈତିକ କରିଡର

ଜଗତ୍‌ସିଂହପୁର ଅଫିସ,୨୮ା୫: ଜଗତ୍‌ସିଂହପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ହେଉଛନ୍ତି ମା’ ଶାରଳା। ମା’ଙ୍କ ମନ୍ଦିର ନିକଟରୁ ଲଙ୍କାପଡ଼ା ଭାୟା ଶଙ୍ଖେଶ୍ୱର ଗ୍ରାମ୍ୟରାସ୍ତାକୁ ଅର୍ଥନୈତିକ କରିଡର ଭାବେ କାର୍ଯ୍ୟକାରୀ କରିବାକୁ ଅତୀତରେ ପ୍ରସ୍ତୁତି ଆରମ୍ଭ ହୋଇଥିଲା। ତତ୍କାଳୀନ ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର…

ପୁଣି ଚମକିଲେ ରାଜକନିକା ଝିଅ

ରାଜକନିକା,୧୮ା୫(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ତୈଲୋକ୍ୟପୁର ଗ୍ରାମ ପଞ୍ଚାୟତର ଅଖ୍ୟାତ୍‌ପଲ୍ଲୀ ଗଁାରେ ଜନ୍ମଲାଭ କରି ସୁଦୁର କୋଲକାତାରେ ଦ୍ୱାଦଶ ପର୍ଯ୍ୟନ୍ତ ପାଠପଢି ପଶ୍ଚିମବଙ୍ଗରେ ଦ୍ୱାଦଶରେ ଟପ୍ପର ହୋଇଥିବା ଦେବସ୍ମିତା ଶୁକବ୍ରାର ରେଭେନ୍ସା ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଏମଏସସି ରସାୟନ ଶାସ୍ତ୍ର…

କେନ୍ଦୁଝର-ହାଓ୍ବଡାକୁ ଟ୍ରେନ ଚଳାଚଳ ଦାବି

କେନ୍ଦୁଝର,୨୭।୫(ଡି.ଏନ.ଏ): କେନ୍ଦୁଝର ଜିଲା ମୁଖ୍ୟାଳୟରୁ ହାଓ୍ବଡାକୁ ସିଧାସଳଖ ଟ୍ରେନ ଚଳାଚଳ କରିବାକୁ ଏସ୍‌ସିୟୁଆଇ ପକ୍ଷରୁ ଦାବି କରାଯାଇଛି। କେନ୍ଦୁଝରରୁ ଟାଟା ଦେଇ କିମ୍ବା ଯାଜପୁରରୋଡ ଦେଇ ଟ୍ରେନ ଚଳାଚଳ କଲେ ଜିଲାର ବହୁ ବ୍ୟବସାୟୀ, ସାଧାରଣ ଲୋକ ଉପକୃତ ହୋଇପାରିବେ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?