ଆମ ଜିଲା ଖବର

ଇଲେଭେନ୍‌ କେଭି ତାର ସଂସ୍ପର୍ଶରେ ଆସି ଶ୍ରମିକଙ୍କ ଜୀବନ ଗଲା

ନିରାକାରପୁର,୫ା୭(ମାନସ ଚନ୍ଦ୍ର ପଟ୍ଟନାୟକ): ପଞ୍ଚାୟତ କାର୍ଯ୍ୟାଳୟରେ ନିର୍ମାଣାଧୀନ କାର୍ଯ୍ୟ ଚାଲୁଥିବା ବେଳେ ଇଲେଭେନ କେଭି ବିଦ୍ୟୁତତାର ସଂସ୍ପର୍ଶରେ ଆସି ଜଣେ ଶ୍ରମିକର ଗୁରୁତର ହୋଇଥିଲେ। ତାଙ୍କୁ ଟାଙ୍ଗୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଚିକିତ୍ସା ପାଇଁ ନିଆଯାଇଥିଲା। ତେବେ ଡାକ୍ତର ସେଠାରେ ତାଙ୍କୁ ମୃତ…

ଝରକା ଭାଙ୍ଗି ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା, ରୁପା ଅଳଙ୍କାର

ନିରାକାରପୁର,୫।୭(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅନ୍ତର୍ଗତ ନିରାକାରପୁର ସାହି ରେ ରହିଥିବା ଜୈନିକ ବୃଦ୍ଧ ଦମ୍ପତି ଙ୍କ ଘରୁ ଦୃବୃର୍ତ୍ତମାନେ ଲକ୍ଷାଧିକ ଟଙ୍କାର ସୁନା, ରୁପା ଅଳଙ୍କାର ସହିତ ନଗଦ ଟଙ୍କା ଚୋରେଇ ନେଇଥିବା ଥାନାରେ ଅଭିଯୋଗ…

ରାସ୍ତା ମଝିରେ ଗାତ ଖୋଳି ଚାଲିଛି ପାଇପ ବିଛା କାମ

ଉମରକୋଟ, ୫।୭(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ପୌରାଞ୍ଚଳରେ ଜନସ୍ବାସ୍ଥ୍ୟ ବିଭାଗର ପାନୀୟ ଜଳ ଯୋଗାଣ କାର୍ଯ୍ୟ ଶୈଳୀକୁ ନେଇ ଲୋକେ ନାପସନ୍ଦ କରିଛନ୍ତି। ଲୋକଙ୍କୁ ପାନୀୟ ଜଳ ଯୋଗାଣ ନାମରେ ଉମରକୋଟ ପୌର ପରିଷଦ ଅଧୀନ ଦର୍ଗାଗୁଡ଼ା ରାସ୍ତା ମଝିରେ…

ଗାଁରେ ପହଞ୍ଚତ୍ ଚିକିତ୍ସା କଲା ଡାକ୍ତରୀ ଟିମ୍‌

ଝରିଗାଁ,୫।୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ବଡ଼ଟେମରା ପଞ୍ଚାୟତ ଚେପଟିଆମ୍ବା ଗ୍ରାମରେ ଗତ ୧୫ଦିନ ମଧ୍ୟରେ ୨୦ରୁ ଊର୍ଦ୍ଧ୍ୱ ଶିଶୁ ଚର୍ମରୋଗରେ ଆକ୍ରାନ୍ତ ହେବା ଖବର ପ୍ରକାଶ ପରେ ମଙ୍ଗଳବାର ଝରିଗାଁ ସ୍ବାସ୍ଥ୍ୟ ବିଭାଗର ଏମ୍‌ଏଚ୍‌ୟୁ ଟିମ୍‌ ସେଠାରେ…

ଅଢ଼େଇଘଣ୍ଟା ଧରି ଏସ୍‌ଟିଏର ଅନୁଧ୍ୟାନ

ଅନୁଗୋଳ, ୫।୭ (ଅମିତ କୁମାର ସାମଲ): ଅନୁଗୋଳ କରଡ଼ାଗାଡ଼ିଆଠାରେ ଗତ ରବିବାର ଟ୍ରକ୍‌ ଧକ୍କାରେ ଏକ ଦମ୍ପତିଙ୍କ ମୃତ୍ୟୁ ହୋଇଥିଲା। ୨ ଟ୍ରକ୍‌ ମଝିରେ ଚାପି ହୋଇ ବନ୍ତଳା ଥାନା ଗୁରଙ୍ଗ ଗ୍ରାମର ଅକ୍ଷୟ ବେହେରା ଓ ତାଙ୍କ ସ୍ତ୍ରୀ ମମତା…

୩ ସୋମବାର ଜଳଲାଗି

ଢେଙ୍କାନାଳ, ୫।୭(ରତନ ନାୟାର): ଯୋଡ଼ା ଶ୍ରାବଣରେ ଜଳାଭିଷେକକୁ ନେଇ ଦୂର ହୋଇଛି ଦ୍ୱନ୍ଦ୍ୱ। ବିଶ୍ୱପ୍ରସିଦ୍ଧ ଶୈବପୀଠ କପିଳାସ ସମେତ ଢେଙ୍କାନାଳ ଜିଲାର ୧୨ ଶୈବ କ୍ଷେତ୍ରରେ ଜୁଲାଇ ୧୦, ଅଗଷ୍ଟ ୨୧ ଏବଂ ୨୮ ତାରିଖରେ ପଡୁଥିବା ସୋମବାରରେ ଜଳଲାଗି କରାଯିବ।…

ବର୍ଷାରେ ବେହାଲ ଏନ୍‌ଏଚ୍‌ ୫୫

ଢେଙ୍କାନାଳ, ୫।୭(ରତନ ନାୟାର): ଧାର୍ଯ୍ୟ ସମୟ ବିତିଲା। ହେଲେ ୫୫ନଂ. ଜାତୀୟ ରାଜପଥ କାର୍ଯ୍ୟ ଶେଷ ହେଲାନାହିଁ। ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ) ପ୍ରତିଶ୍ରୁତି ପୂରଣ କରିବାରେ ବିଫଳ ହୋଇଥିବାବେଳେ ବର୍ଷାରେ ବେହାଲ ହୋଇପଡ଼ିଛି ୪ ଜିଲାବାସୀଙ୍କ ଜୀବନରେଖା। କଟକ,…

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ରାଜସୱ ନିରୀକ୍ଷକ

ମାଲକାନଗିରି,୫।୭(ଦୁର୍ଯ୍ୟଧନ ପାତ୍ର): ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପଡ଼ିଲେ ରାଜସ୍ବ ନିରୀକ୍ଷକ । ଏଭଳି ଘଟଣା ଘଟିଛି ମାଲକାନଗିରି ଜିଲାରେ। ସଦର ବ୍ଲକ ଅନ୍ତର୍ଗତ ସିଂଧରିମାଳ ସର୍କଲର ରାଜସ୍ବ ନିରକ୍ଷକ ସୀମାଞ୍ଚଳ ସାହୁ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା…

ଜିଲା ମୁଖ୍ୟ ଚିକିତ୍ସାଳୟରେ ଔଷଧ, କେମିକାଲ ଅଭାବ

କେନ୍ଦୁଝର, ୫।୭ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଧରଣୀଧର ମେଡିକାଲ କଲେଜ ଓ ଡାକ୍ତରଖାନା (ଜିଲା ମୁଖ୍ୟ ଚିକିତ୍ସାଳୟ)ରେ ଔଷଧ ଓ କେମିକାଲ ଅଭାବ ଯୋଗୁ ରୋଗୀସେବା ବାଧାପ୍ରାପ୍ତ ହେଉଛି। ଏଣୁ ରୋଗୀମାନେ ବାହାରୁ ଔଷଧ କିଣିବା ସହ ବିଭିନ୍ନ ପ୍ରକାର…

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ରାଜସ୍ବ ନିରୀକ୍ଷକ

ମାଲକାନଗିରି,୫।୭(ଦୁର୍ଯ୍ୟଧନ ପାତ୍ର ): ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ରାଜସ୍ବ ନିରୀକ୍ଷକ । ମାଲକାନଗିରି ଜିଲା ସଦର ବ୍ଲକ ଅନ୍ତର୍ଗତ ସିଂଧରିମାଳ ସର୍କଲର ରାଜସ୍ବ ନିରକ୍ଷକ ସୀମାଞ୍ଚଳ ସାହୁ ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରା ପଡିଥିବା ଜଣାପଡିଛି ।…

ତାଳସାରୀ-ଉଦୟପୁର ପଥରବନ୍ଧ ଅନୁଧ୍ୟାନ କଲେ ଜିଲାପାଳ

ଭୋଗରାଇ, ୫।୭(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ଉଦୟ ପୁର-ତାଳସାରୀ ୨. ୭ କି.ମି. ତଟସୁରକ୍ଷା ପାଚେରି ପଥରବନ୍ଧ ପ୍ରାକ୍‌ ମୌସୁମୀରେ ବ୍ୟାପକ କ୍ଷତିଗ୍ରସ୍ତ ହୋଇଥିଲା। ମଙ୍ଗଳବାର ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ଶିନ୍ଦେ ଏହି ପଥରବନ୍ଧ ଅନୁଧ୍ୟାନ କରିବା…

ଦେଢ଼ମାସର ଶିଶୁକନ୍ୟା ତଣ୍ଟି ଚିପି ହତ୍ୟା କଲେ ମା’

ଆଳି,୫।୭(ବନମାଳୀ ସେନାପତି): ଜଣେ ମା’ ଅଧରାତିରେ ନିଜ ଦେଢ଼ମାସର ଶିଶୁକନ୍ୟାର ତଣ୍ଟିଚିପି ହତ୍ୟା କରିଛନ୍ତି। ଏନେଇ ଶିଶୁକନ୍ୟାଙ୍କ ଜେଜେମା’ ଅଭିଯୋଗ ଆଣିଛନ୍ତି। ଏଭଳି ଏକ ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲା ଆଳି ଥାନା ନଦୀନାଳଘେରା ପଦନୀପାଳ ଗଁାରେ। ପଦନୀପାଳ ଗଁାର ବାସନ୍ତୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?