ଆମ ଜିଲା ଖବର

ହତ୍ୟା ମାମଲାରେ ଦୋଷୀଙ୍କୁ ଅଜୀବନ ଜେଲ

ବାଲେଶ୍ୱର ଅଫିସ,୨୬।୫: ବାଲେଶ୍ୱର ଏସ୍‌ସି ଆଣ୍ଡ ଏସ୍‌ଟି କୋର୍ଟର ସ୍ବତନ୍ତ୍ର ଜଜ୍‌ ଲିଲିପ୍ତା ପଶାୟତ ଶୁକ୍ରବାର ଏକ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୧୦ ହଜାର ଟଙ୍କା ଜରିମାନା ଓ ଅନାଦାୟେ ଅଧିକ…

ଭାଲୁ ଆକ୍ରମଣରେ ଜଣେ ଗୁରୁତର

ଝୁମ୍ପୁରା,୨୬ା୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ୍‌ ବାଲିବନ୍ଧ ଫରେଷ୍ଟ ଲକ୍ଷ୍ମୀପଶି ବିଟ୍‌ ମହାଦେବପୁର ଜଙ୍ଗଲରେ ଶୁକୁବ୍ରାର ଏକ ଭାଲୁ ଆକ୍ରମଣରେ ଜଣେ ଗୁରୁତର ହୋଇଛନ୍ତି। ଗୁରୁତର ଜଣଙ୍କ ମହାଦେବପୁରର ବଙ୍ଗଲ ମୁଣ୍ଡା (୫୫)। ତାଙ୍କୁ ଚିକିତ୍ସା ନିମନ୍ତେ ଝୁମ୍ପୁରା ଡାକ୍ତରଖାନାରେ ଭର୍ତ୍ତି…

ଜିଲା ମୁଖ୍ୟ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗରେ ଏସି ଅଚଳ,ରୋଗୀ ହନ୍ତସନ୍ତ

କେନ୍ଦୁଝର,୨୬।୫(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ତାପମାତ୍ରା 40 ଡିଗ୍ରୀ ଟପିଥିବା ବେଳେ ପ୍ରବଳ ଗରମରେ ଲୋକ ମାନେ ସଢୁଛନ୍ତି। ଏଭଳି ପରିସ୍ଥିତିରେ ଜିଲା ମୁଖ୍ୟ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗରେ ଗର୍ଭବତୀ ମହିଳା ଓ ଶିଶୁ ଗରମ ରେ ଅସ୍ତବ୍ୟସ୍ତ ହୋଇ…

ହଜିବାକୁ ବସିଛି ପାରମ୍ପାରିକ ଦେଶୀ ସୁଢି ଆମ୍ବ

କେନ୍ଦୁଝର,୨୬।୫(ସ୍ବ.ପ୍ର): କେନ୍ଦୁଝର ଜିଲାର ବଣପାହାଡ ତଥା ବାଡି ବଗିଚାରେ ଅଞ୍ଚଳରେ ଫଳୁଥିବା ଦେଶୀ ଆମ୍ବର ଚାହିଦା କମିବାକୁ ବସିଛି। ଯାହାକୁ ସ୍ଥାନୀୟ ଭାଷାରେ ସୁଢି ଆମ୍ବ କୁହାଯାଏ। ବର୍ତ୍ତମାନ ହାଟ ବଜାରରେ ଏହି ଆମ୍ବର ସ୍ଥାନ କଲମୀ ଆମ୍ବ ନେଇ ଥିବା…

ଜନ ସମ୍ପର୍କ ଅଭିଯାନକୁ ଭାଜପାର ଗୁରୁତ୍ୱ

ଭଦ୍ରକ ଅଫିସ/ଭଦ୍ରକ (ସ୍ବ.ପ୍ର.),୨୬ା୫- ଭଦ୍ରକ ଜିଲା ଭାଜପାର କାର୍ଯ୍ୟକାରିଣୀ ବୈଠକ ସଂସ୍କୃତି ଭବନ ପରିସରରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଜିଲା ସଭାପତି ହେମନ୍ତ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ଭଦ୍ରକ ଲୋକସଭା କ୍ଷେତ୍ରର ପ୍ରଭାରୀ ଚନ୍ଦ୍ରଶେଖର ନନ୍ଦ, ରାଜ୍ୟ ସମ୍ପାଦକ ଅଭିମନ୍ୟୁ ସେଠୀ,…

୨୦ ବିଦ୍ୟାଳୟକୁ ଟିଭି ପ୍ରଦାନ

ଭଣ୍ଡାରିପୋଖରୀ,୨୬।୫ (ସ୍ବ.ପ୍ର.): ରାଜ୍ୟ ସରକାରଙ୍କ ପକ୍ଷରୁ ଭଣ୍ଡାରିପୋଖରୀ ବ୍ଲକ୍‌ର ୨୦ ବିଦ୍ୟାଳୟକୁ ଏଲ୍‌ସିଡି ଟିଭି ପ୍ରଦାନ କରାଯାଇଛି। ବଳଦେବଜୀଉ ନୋଡାଲ, ନାଆମୀ, ବୟାବନାପୁର, ସାରୋ, ରାଜେନ୍ଦ୍ରପୁର, ଆଖୁଆପଦା, ସଂପୋଇ, ବାହାଦୁଲନଗର, ଚଞ୍ଛିଣା, ଜଳମଣ୍ଡୁଆ, କୁରିଗାଁ, ମାଳଦା, ମୁଢ଼ାପଦା, ନିର୍ଗୁଣ୍ଡି, ପାଇମହୁରା, ତେସିଙ୍ଗା,…

ଜଳକଷ୍ଟ ଭୋଗୁଛନ୍ତି ଶୂଳିଆକୋଲନି ଗ୍ରାମବାସୀ

କୋରୁକୋଣ୍ଡା ୨୬।୦୫(ଡି.ଏନ. ଏ): ମୁନ୍ଦାଏ ପାଣି ପାଇଁ ଡହଳବିକଳ ହେଉଛନ୍ତି ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ସଦର ଗ୍ରାମ ପଞ୍ଚାୟତ ଶୂଳିଆକୋଲନି ଗ୍ରାମବାସୀ। ଉକ୍ତ ଗ୍ରାମଟି ମାଲକାନଗିଋ ଜିଲା ସଦରଠାରୁ କୋରୁକୋଣ୍ଡା ବ୍ଲକ ସଦରକୁ ଆସିବା ମୁଖ୍ୟ ରାସ୍ତା କଡରେ ଅବସ୍ଥିତ।…

ସର୍ଭେ ବେଳେ ଅଙ୍ଗନୱାଡି କର୍ମୀଙ୍କ ମୃତ୍ୟୁ

କୁଆଁରମୁଣ୍ଡା,୨୬।୦୫(ଡିଏନଏ): ସର୍ଭେ କରିବା ସମୟରେ ଜଣେ ଅଙ୍ଗନଓ୍ବାଡି କର୍ମୀଙ୍କ ମୃତ୍ୟୁ ଘଟିଛି। ପ୍ରଚଣ୍ଡ ଖରାରେ ପଛୁଆ ବର୍ଗ ସର୍ଭେ କରିବାବେଳେ ସେ ଅସୁସ୍ଥ ହୋଇ ପଡିଥିଲେ। ଗୁରୁବାର ରାତିରେ ତାଙ୍କ ସ୍ବାସ୍ଥ୍ୟ ଆହୁରି ଖରାପ ହେବାରୁ ପରିବାର ଲୋକେ ଶୁକ୍ରବାର ବଡି…

ଦାରିଙ୍ଗବାଡି ପରିଦର୍ଶନ କଲେ ବିଧାନସଭା ଲାଇବ୍ରେରୀ କମିଟି

ଦାରିଙ୍ଗବାଡି,୨୬।୫(ଡି.ଏନ.ଏ): ଓଡିଶା ବିଧାନସଭା ଲାଇବ୍ରେରୀ କମିଟି ଦାରିଙ୍ଗବାଡି ଦିନିକିଆ ଗସ୍ତ କାର୍ଯ୍ୟକ୍ରମରେ ପର୍ଯ୍ୟଟନ କେନ୍ଦ୍ରଗୁଡିକ ପରିଦର୍ଶନ କରିଛନ୍ତି। ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିର ହିଲ ଭିୟୁ ପାର୍କ ସମେତ କଫି ବଗିଚା, କିସୁବାଡି ଠାରେ ଥିବା ପାଟ୍ଟାବାନ୍ଧା ଜଳ ପ୍ରପାତକୁ କମିଟିର…

ପ୍ରତାପପୁର ଆରଟି ବିଦ୍ୟାପୀଠରେ ଖୋଲିବ ଯୁକ୍ତ ଦୁଇ ଶ୍ରେଣୀ

ପୁରୁଷୋତ୍ତମପୁର, ୨୬।୫(ଡିଏନଏ): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ପ୍ରତାପପୁର ଠାରେ ରାଙ୍ଗାଭାଟ୍ଟଲା ତୁମ୍ବନାଥଂ ସରକାରୀ ଉଚ୍ଚ ବିଦ୍ୟାଳୟ (ଆରଟି ବିଦ୍ୟାପୀଠ)ରେ ଯୁକ୍ତ ଦୁଇ କଳା ଶ୍ରେଣୀ ଖୋଲଯିିବ। ଏନେଇ ସରକାରଙ୍କ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ…

କାଳବୈଶାଖୀ ପ୍ରଭାବରେ କୁଆ ପଥର ମାଡ଼

ପାଟଣା,୨୬।୫(ସ୍ବ.ପ୍ର): କାଳବୈଶାଖୀ ପ୍ରଭାବରେ କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଶୁକ୍ରବାର ମଧ୍ୟାହ୍ନରେ ଘଡ଼ଘଡି ସହ ବର୍ଷା ହୋଇ ବିଭିନ୍ନ ସ୍ଥାନରେ କୁଆ ପଥର ମାଡ଼ ହୋଇଛି। ଏପରିକି ଜିଲାର ପାଟଣା ବ୍ଲକ ତୁରୁମୁଙ୍ଗା ଅଞ୍ଚଳରେ ପ୍ରବଳ ବର୍ଷା ସହ ଝଡ଼ ତୋଫାନ…

ଶିକାରୀ ଗୁଳିରେ ଫରେଷ୍ଟଗାର୍ଡ ମୃତ ଘଟଣାରେ ୩ଶିକାରୀ ଗିରଫ

ବାରିପଦା ଅଫିସ,୨୬।୫: ଶିକାରୀଙ୍କ ଗୁଳିରେ ଫରେଷ୍ଟଗାର୍ଡଙ୍କ ମୃତ୍ୟୁ ଘଟଣାରେ ପୋଲିସ ଶୁକ୍ରବାର ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ପୋଲିସର କମ୍ବିଂ ଅପରେସନରେ ୩ଜଣ ଶିକାରୀ ଧରାପଡିଛନ୍ତି । ସେମାନଙ୍କୁ ଗୁପ୍ତ ସ୍ଥାନରେ ରଖି ପଚରାଉଚୁରା ଜାରି ରହିଛି । ସେମାନଙ୍କ ଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?