ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କ ପରଲୋକ, ୨୦୦୪ ରୁ ୨୦୦୯ ଯାଏଁ ଥିଲେ….
ଭୁବନେଶ୍ବର,୨୬।୧୨: ପୂର୍ବତନ ବିଧାୟିକାଙ୍କ ପରଲୋକ । କୋରେଇର ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କର ଦେହାନ୍ତ ହୋଇଛି । ଭୁବନେଶ୍ବର ସ୍ଥିତ ବାସଭବନରେ ପରଲୋକ ହୋଇଥିବା ସୂଚନା ରହିଛି । ଖବର ଅନୁସାରେ, ସେ ଦୀର୍ଘ ଦିନ ଧରି ଅସୁସ୍ଥ ରହିଥିବା ବେଳେ…
ଶୀତ ଲହରି ଜାରି, ଗାଡ଼ି ଚଳାଚଳରେ ବାଧକ ସାଜିଛି କୁହୁଡ଼ି
ଦାରିଙ୍ଗବାଡ଼ି,୨୬ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଶୀତ ଲହରି ଜାରି ରହିଛି। ଶୁକ୍ରବାର ତାପମାତ୍ରା ୬.୫ ଡିଗ୍ରୀ ରହିଛି। ତେବେ କୁହୁଡି ଯୋଗୁ ଶୀତ ଦ୍ବିଗୁଣିତ ହେବା ସହ ଗାଡ଼ି ଚଳାଚଳରେ ବାଧକ ସାଜିଛି କୁହୁଡି। ଗତ କିଛିଦିନ ହେଲା…
ମାଲକାନଗିରି ବ୍ଲକ୍ ଜେଇଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ ୪ଟି ସ୍ଥାନରେ ଚଢ଼ାଉ
ମାଲକାନଗିରି,୨୬।୧୨(ଦୁର୍ଯ୍ୟୋଧନ ପାତ୍ର): ସକାଳୁ ସକାଳୁ ଭିଜିଲାନ୍ସ ଚଢ଼ାଉ । ମାଲକାନଗିରି ବ୍ଲକ୍ ଜେଇଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ନିହାର ସରକାରଙ୍କ ନାମରେ ପୂର୍ବରୁ ଦୁର୍ନୀତି ଅଭିଯୋଗ ଆସିଥିବା ବେଳେ ଆଜି ଚଢ଼ାଉ କରିଛି ଭିଜିଲାନ୍ସ । ଜୟନଗର ସ୍ଥିତ…
ବଡ଼ଧରଣର ଭିଜିଲାନ୍ସ ରେଡ୍: ଏକକାଳୀନ ଫରେଷ୍ଟରଙ୍କ ୫ଟି ଠିକଣାରେ ଚଢ଼ାଉ
କୋରାପୁଟ,୨୬।୧୨(କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼): ଆୟ ବହିର୍ଭୂତ ସମ୍ପତ୍ତି (DA) ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ ଶୁକ୍ରବାର କୋରାପୁଟ ଫରେଷ୍ଟ ଡିଭିଜନ୍ର ଫରେଷ୍ଟର ନିରଞ୍ଜନ ଶତପଥୀଙ୍କର ୫ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଉଛି। ଭୁବନେଶ୍ୱରସ୍ଥିତ ସ୍ପେଶାଲ ଜଜ୍, ଭିଜିଲାନ୍ସଙ୍କ ଦ୍ୱାରା…
ଐତିହ୍ୟ-ପାରମ୍ପରିକ ଲୋକକଥାର କାହାଣୀ କହେ ଯୋଗୀମଠ ଜଳପ୍ରପାତ, ବିଡିଓ କହିଲେ ରାସ୍ତା ସହ…
ଦାରିଙ୍ଗବାଡ଼ି,୨୬ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଏକାଧିକ ପର୍ଯ୍ୟଟନକ୍ଷେତ୍ର ରହିଛି। ସେଥିମଧ୍ୟରୁ ଯୋଗୀମଠ ଜଳପ୍ରପାତ ଅନ୍ୟତମ। ତେବେ ଯୋଗୀମଠ ଜଳପ୍ରପାତରେ ପହଞ୍ଚିବା ପାଇଁ ସବୁଦିନିଆ ପକ୍କା ରାସ୍ତା ନ ଥିବାବେଳେ ସାମଜିକ ସୁରକ୍ଷା ବ୍ୟବସ୍ଥା ନ ଥିବାରୁ ପର୍ଯ୍ୟଟକଙ୍କ ଭିଡ଼…
ଘରେ ରୋଷେଇ କରୁଥିବାବେଳେ ଯୁବତୀଙ୍କୁ ଏକୁଟିଆ ପାଇ ବଳାତ୍କାର କଲେ ଯୁବକ, ସୁଇସାଇଡ୍ ନୋଟ୍ ଲେଖି ନେଲେ ଏମିତି ନିଷ୍ପତ୍ତି…
ଚାନ୍ଦବାଲି,୨୬।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲିରେ ଜଣେ ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା ଘଟଣା ସାରା ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଥିବା ବେଳେ ଚାନ୍ଦବାଲିରେ ୩ଦିନ ଧରି ନିଅଁା ଜଳୁଛି। ଏହି ତାତି ଥମି ନ ଥିବାବେଳେ ଆଉ ଏକ…
ଅଧା ରହିଲା ଚିଲିକା ବୁଲା, ସଡ଼କ ଦୁର୍ଘଟଣାରେ ସ୍ବାମୀଙ୍କ ମୃତ୍ୟୁ ୨ ଗୁରୁତର
ପୁରୀ,୨୬।୧୨: ସକାଳୁ ସକାଳୁ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି । ବଳଙ୍ଗା-ନିମାପଡ଼ା ରାସ୍ତାର ନୂଆହାଟରେ ବାଇକକୁ ଧକ୍କା ଦେଲା ଅଜଣାଗାଡି । ତେବେ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇଜଣ ଗୁରୁତର ହୋଇଥିବା ଜଣାପଡିଛି । ଖବର ଅନୁସାରେ,…
ନାବାଳିକାଙ୍କ ଚାଞ୍ଚଲ୍ୟକର ବୟାନ: ପ୍ରେମିକ ଶାରୀରିକ ସମ୍ପର୍କ ରଖିବା ପରେ ତାଙ୍କୁ…
ଭଦ୍ରକ,୨୬।୧୨(ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିଠାରେ ବୁଧବାର ସନ୍ଧ୍ୟାରେ ଜଣେ ନାବାଳିକା ବୈତରଣୀ ନଦୀକୁ ଡେଇଁବା ଘଟଣା ଗୁରୁବାର ନୂଆ ମୋଡ଼ ନେଇଛି। ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଥିବା ନାବାଳିକା ଗଣମାଧ୍ୟମ ଆଗରେ ଚାଞ୍ଚଲ୍ୟକର ବୟାନ ଦେଇଛନ୍ତି। ହତ୍ୟା…
ଓଡ଼ିଶାରେ ‘ବଙ୍ଗଳାଦେଶୀ’ ସନ୍ଦେହରେ ବଙ୍ଗୀୟ ଶ୍ରମିକଙ୍କୁ ପିଟିପିଟି ହତ୍ୟା, ୬ ଅଭିଯୁକ୍ତ ଗିରଫ
ସମ୍ବଲପୁର,୨୬।୧୨(ପ୍ରମୋଦ ବହିଦାର): ସମ୍ବଲପୁରର ଦାନିପାଲିଠାରେ ‘ବଙ୍ଗଳାଦେଶୀ’ ସନ୍ଦେହ କରି ପଶ୍ଚିମବଙ୍ଗର ଶ୍ରମିକ ଶେଖ୍ ଜୁଏଲ୍ (୨୨)ଙ୍କୁ ପିଟିପିଟି ହତ୍ୟା ଘଟଣାରେ ପୋଲିସ ଗୁରୁବାର ୬ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ସାମାନ୍ୟ ବିଡ଼ି ପାନରୁ ସୃଷ୍ଟି ବଚସା ଏବଂ ପରିଚୟପତ୍ର ଦେଖାଇବାକୁ…
ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ
ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି ମଞ୍ଚକୁ ଉଦଘାଟନ କରିଥିଲେ। ଉଦଘାଟନୀ ସମାରୋହରେ ବରଗଡ଼ ବିଧାୟକ ଅଶ୍ୱିନୀ କୁମାର ଷଡ଼ଙ୍ଗୀ, ଅତାବିରା…
୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା
ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ ମାଓବାଦୀ ମାନେ ନୟାଗଡ଼ ପୋଲିସ ଅସ୍ତ୍ରାଗାରକୁ ଲୁଟି ନେଇ ଗଞ୍ଜାମ ଜିଲା ତାରସିଂ ଥାନା…
ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ କେ ଏମ ଭାଲିଆସାହି ଛାତ୍ରୀ, ଶୁଭେଚ୍ଛା ଜ୍ଞାପନ କରି…
ମୋହନା,୨୫ ।୧୨(ମନ୍ମଥ ମିଶ୍ର ): କେଉଁ ଆଦିମ କାଳରୁ ବିଜ୍ଞାନ ମନୁଷ୍ୟ ସମାଜର ଅଶେଷ ହିତ ସାଧନ କରି ଆସିଅଛି।ବିଜ୍ଞାନ ବିନା ସମାଜର ଉନ୍ନତିର ପରିକଳ୍ପନା କରି ହେବ ନାହିଁ। ଏଣୁ ଛାତ୍ରୀଛାତ୍ରମାନଙ୍କର ଅନ୍ତର୍ନିହିତ ଗୁଣାବଳୀର ବିକାଶ ଏବଂ ନୂତନ ଉଦ୍ଭାବନ…
Archives


