ଆମ ଜିଲା ଖବର

ସନ୍ଧ୍ୟାରେ ମନ୍ଦିରରେ ତାଲା ଦେଇ ଯାଇଥିଲେ ପୂଜାରୀ, ସକାଳକୁ ଗଲା ବେଳକୁ ଯାହା ଦେଖିଲେ…

ଦିଗପହଣ୍ଡି,୧୨।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ଗ୍ରାମ ଶ୍ରୀ ତୁମ୍ବେଶର ଶୈବପୀଠ ପରିସରରେ ଥିବା ଦାନବାକ୍ସକୁ କେହି ଦୁର୍ବୃତ୍ତ ଭାଙ୍ଗି ପ୍ରାୟ ୬୦ ହଜାରରୁ ଅଧିକ ଟଙ୍କା ଲୁଟି ନେଇଛନ୍ତି। ଗୁରୁବାର ସାରେ ସେବାୟତ…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡିଲା ଟିଣ ଛପର, ଘର ଉପରେ ପଡ଼ିଲା ଗଛ

ମୋହନା,୧୨।୬(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ଏହାର ପ୍ରଭାବରେ ଗୋବିନ୍ଦପୁର ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଗୋବିନ୍ଦପୁର ଓ ଖ୍ରୀଷ୍ଟପୂର୍ ଗାଁରେ ୬ ଜଣଙ୍କ ଘରର ଟିଣ ଛପର ଉଡିଯାଇଥିବା ବେଳେ…

ଜିଲାରେ ବୁଲିଲା ଶିଶୁ ଶ୍ରମିକ ନିରାକରଣ ସଚେତନତା ରଥ: ପତାକା ଦେଖାଇ ଶୁଭାରମ୍ଭ କଲେ ଅତିରିକ୍ତ ଜିଲାପାଳ

ଛତ୍ରପୁର, ୧୨।୬ (ଦିଲ୍ଲୀପ ସାମଲ) : ଜିଲା ଶ୍ରମ ବିଭାଗ ପକ୍ଷରୁ ଶିଶୁ ଶ୍ରମିକ ନିରାକରଣ ନେଇ ଏକ ସଚେତନତା ରଥର ଶୁଭାରମ୍ଭ ହୋଇଯାଇଛି । ଏନେଇ ଶୁକ୍ରବାର ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଗଞ୍ଜାମ ଜିଲାର ଅତିରିକ୍ତ ଜିଲାପାଳ ସଚ୍ଚିଦାନନ୍ଦ…

ଏଲ ନିନୋର ପ୍ରଭାବରେ କମ୍‌ ବର୍ଷା! ଚିନ୍ତାରେ ପଡିଲେ ଚାଷୀ, ସମସ୍ୟାର ସମାଧାନ ପାଇଁ…

ଛତ୍ରପୁର, ୧୨।୬ (ଦିଲୀପ ସାମଲ): ଗଞ୍ଜାମ ଜିଲାର ଚାଷୀମାନଙ୍କ ମୁଖ୍ୟ ସମସ୍ୟାର ସମାଧାନ ନିମନ୍ତେ ଋଷିକୁଲ୍ୟା ରୟତ ମହାସଭାର ଆହ୍‌ବାନକ୍ରମେ ଏକ ସଭା ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲା ପ୍ରଶାସନ, କୃଷି ବିଭାଗ ସମ୍ପୃକ୍ତ ଲାଇନ ବିଭାଗ,…

ଏନଏସ୍‌ଏସ୍‌ ରାଜ୍ୟସ୍ତରୀୟ ପୁରସ୍କାର ପାଇଁ ମନୋନୀତ ହେଲେ ଅଭିଶେଖ, ବିଭିନ୍ନ ମହଲରୁ ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୧୨।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର ଏନଏସଏସ ଛାତ୍ର ଅଭିଶେଖ ମହାପାତ୍ର ଶ୍ରେଷ୍ଠ ସ୍ବେଚ୍ଛାସେବୀ ଭାବେ ରାଜ୍ୟସ୍ତରୀୟ ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି। ଅଭିଶେଖ ଏନଏସଏସ ମାଧ୍ୟମରେ ନିଜ ଅଞ୍ଚଳରେ ଅନେକ ସଚେତନତାମୂଳକ କାର୍ଯ୍ୟ…

ଗୁଣୁପୁରର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗଙ୍କ ପରଲୋକ

ଗୁଣପୁର,୧୨।୬(ସଂକେତ ପାତ୍ର): ରାୟଗଡା ଜିଲା ଗୁଣପୁରର ପୂର୍ବତନ ବିଧାୟକଙ୍କ ମୃତ୍ୟୁ ହୋଇଛି। ଶୁକ୍ରବାର ଅମଡିଙ୍ଗ୍ ଗ୍ରାମର ରାମମୂର୍ତ୍ତି ଗମାଙ୍ଗଙ୍କ ଭୁବନେଶ୍ୱରରେ ଦେହାନ୍ତ ହୋଇଯାଇଛି । ସେ କିଛି ଦିନ ଧରି ଭୁବନେଶ୍ୱରରେ ଘରଭଡ଼ା ନେଇ ସପରିବାର ରହୁଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ବରରେ…

ଡଙ୍ଗରଗଡ଼ ଜଳପ୍ରପାତକୁ ଇକୋ-ଟୁରିଜମ ପାଇଁ ଦାବି: ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କୁ ଦାବିପତ୍ର ଦେଲେ…

ଭବାନୀପାଟଣା,୧୨।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକର ଡଙ୍ଗରଗଡ଼ ଜଳପ୍ରପାତକୁ ଇକୋ-ଟୁରିଜମ (ପରିବେଶ ପର୍ଯ୍ୟଟନ) ପାଇଁ ଦାବି ହୋଇଛି। ଏନେଇ ଶୁକ୍ରବାର ଭବାନୀପାଟଣାରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆଙ୍କୁ ସୁରକ୍ଷା ପରିଷଦ ଟ୍ରଷ୍ଟର ଅଧ୍ୟକ୍ଷ…

ଜେଲ୍ ୱାର୍ଡରଙ୍କ ଦବଙ୍ଗଗିରି! ବିଚ୍ ରାସ୍ତାରେ ଯୁବକଙ୍କୁ ଚାପୁଡ଼ା, ଭିଡିଓ ଭାଇରାଲ

ବ୍ରହ୍ମପୁର,୧୨।୬(ସୁବାସ ଚନ୍ଦ୍ର ପାଢ଼ୀ) : ବ୍ରହ୍ମପୁର ମଣ୍ଡଳ କାରାଗାର ମୁଖ୍ୟ ଫାଟକ ସମ୍ମୁଖରେ ଜେଲ ଓ୍ବାର୍ଡର ଜଣେ ଯୁବକଙ୍କୁ ମାଡ ମାରୁଥିବା ଭିଡିଓ ଭାଇରାଲ ହେଉଛି । ଜଣେ ମହିଳାଙ୍କ ମୋବାଇଲ ଫୋନ ଚୋରି କରିବା ଅଭିଯୋଗରେ ଓ୍ବାର୍ଡର ଜଣକ ଯୁବକଙ୍କୁ…

ଓଡ଼ିଶା ଡ୍ରାଇଭର ମହାସଙ୍ଘ, ଦେବଗଡ ଶାଖା ପକ୍ଷରୁ ଅଟୋ ରିକ୍ସା ଶୋଭାଯାତ୍ରା: ଏହିସବୁ ଦାବି ରଖିଲେ…

ଦେବଗଡ,୧୨।୬(ଶଶାଙ୍କ ଶେଖର ଝାଙ୍କର): ଓଡ଼ିଶା ଡ୍ରାଇଭର ମହାସଙ୍ଘ, ଦେବଗଡ ଶାଖା ପକ୍ଷରୁ ବିଭିନ୍ନ ଦାବି ନେଇ ଆଜି ଅଟୋ ରିକ୍ସା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏଥିସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳ, ଆରକ୍ଷୀ ଅଧିକ୍ଷକ ଏବଂ ଆଂଚଳିକ ପରିବହନ ଅଧିକାରୀଙ୍କୁ ଦାବିପତ୍ର…

୪ର୍ଥ ବାଟାଲିଅନ ଆଇଆର୍‌ବିର ନୂତନ କମାଣ୍ଡାଣ୍ଟଙ୍କ ଯୋଗଦାନ, ଯବାନ-ଅନ୍ୟାନ୍ୟ ପଦାଧିକାରୀଙ୍କ ମଧ୍ୟରେ ଉତ୍ସାହ

ଦେବଗଡ,୧୨।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ବ୍ଲକର ବମ୍ପରଡା ସ୍ଥିତ ୪ର୍ଥ ଆଇଆର୍‌ବିର କମାଣ୍ଡାଣ୍ଟ ଭାବେ ଭବାନୀ ଶଙ୍କର ସେଠ ଯୋଗଦାନ କରଛନ୍ତି । ଭବାନୀ ସେଠ ଏହା ପୂର୍ବରୁ ଝାରସୁଗୁଡା ସ୍ଥିତ ଦ୍ୱିତୀୟ ବାଟାଲିୟନ ଓଏସ୍‌ଏପି (ଏପିଟିସି)ରେ କାର୍ଯ୍ୟରତ…

ବିଡିଓଙ୍କ ଚାମ୍ବରରେ ଭିଡିଓ ରେକର୍ଡିଂ, ସରପଞ୍ଚ ଚାମେଲିଙ୍କୁ ଉଠାଇନେଲା ପୋଲିସ, ଛାତି – ପେଟକୁ ମାଡ ମାରି…

କେନ୍ଦ୍ରାପଡ଼ା/ମହାକାଳପଡ଼ା, ୧୨ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରୀ ଗ୍ରାମ ପଞ୍ଚାୟତ ସରପଞ୍ଚ ଚାମେଲି ଓଝା ଗୁରୁବାର ବିଡିଓଙ୍କ ଚାମ୍ବରରେ ଭିଡିଓ ରେକର୍ଡିଂ କରିବାକୁ ନେଇ ଉତ୍ତେଜନା ଦେଖାଦେଇଥିଲା। ପ୍ରଶାସନିକ କାର୍ଯ୍ୟରେ ବାଧା ଦେବା…

ସରଗୀ ଫୁଲରେ ଦଲାଲଙ୍କ ଦବଦବା : ଏମଏସପି ଘୋଷଣା, କ୍ରୟ କେନ୍ଦ୍ର ଖୋଲିବାକୁ ଦାବି

ଅମରପାଲି,୧୨।୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳରେ ଏବେ ଶାଳ (ସରଗୀ) ଫୁଲ ସଂଗ୍ରହ କାର୍ଯ୍ୟ ଜୋରଦାର ଭାବେ ଚାଲିଛି। ଆଦିବାସୀ ଓ ଜଙ୍ଗଲ ଉପରେ ନିର୍ଭରଶୀଳ ହଜାର ହଜାର ପରିବାର ସକାଳୁ ଜଙ୍ଗଲକୁ ଯାଇ ସରଗୀ ଫୁଲ ସଂଗ୍ରହ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?