ଆମ ଜିଲା ଖବର

ଭିନ୍ନକ୍ଷମଙ୍କ ପାଇଁ ପ୍ରେରଣାର ଉତ୍ସ ସୁକାନ୍ତ

ପାରାଦୀପ,୨୬ା୫(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ପାରାଦୀପ ଅଠରବାଙ୍କି ବଜାରରେ ଅଛି ଏକ ସାଇକେଲ ମରାମତି ଦୋକାନ। ଏହି ଦୋକାନ ଏଇଥି ପାଇଁ ନିଆରା ଯେ, ସେଠାରେ ସାଇକେଲ ମରାମତି କରୁଥିବା ବ୍ୟକ୍ତି ଜଣକ ହେଉଛନ୍ତି ଭିନ୍ନକ୍ଷମ। କାନ୍ଧ ପାଖରୁ ଡାହାଣ ହାତ ନାହିଁ।…

ପାଣି ଭିତରେ ମେଟ୍ରୋ ଟ୍ରେନ୍‌ର ମଜା ନେଲେ ସାଇକୃଷ୍ଣ

ଯାଜପୁର ଅଫିସ,୨୬ା୫: ପାଣି ଆଉ ମାଟି ତଳେ ଚାଲୁଛି ମେଟ୍ରୋ ଟ୍ରେନ। ଏହା ସମସ୍ତଙ୍କୁ ଆଶ୍ଚର୍ଯ୍ୟଚକିତ କରିଛି । ହେଲେ ଏହାର ମଜା ଉଠାଇଛନ୍ତି ଯାଜପୁର ଜିଲା ବ୍ୟାସନଗର କେନ୍ଦ୍ରୀୟ ବିଦ୍ୟାଳୟର ୩ୟ ଶ୍ରେଣୀର ଛାତ୍ର ସାଇକୃଷ୍ଣ ମଲ୍ଲିକ। କୋଲକାତା ହୁଗୁଳି…

ଜୁଆର ଉଠିଲେ ସମୁଦ୍ରପାଣି ଘରେ ପଶୁଛି

କେନ୍ଦ୍ରାପଡ଼ା ଅଫିସ,୨୬ା୫: ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ପାଇଁ ପ୍ରତିବର୍ଷ ଜିଲାସ୍ତରୀୟ ପ୍ରଶାସନିକ କମିଟିର ବୈଠକ ହେଉଛି। ବୈଠକରେ ଚିରାଚରିତ ଢଙ୍ଗରେ ବିପର୍ଯ୍ୟୟ ସମୟରେ ଏହାର ପରିଚାଳନାକୁ ଗୁରୁତ୍ୱ ଦିଆଯାଉଛି। ଏଥିରେ ବିପର୍ଯ୍ୟୟ ସମୟରେ ପ୍ରାକ୍‌ ପ୍ରସ୍ତୁତି, ଉଦ୍ଧାର, ଥଇଥାନ, କ୍ଷତିଭରଣା ଆଦି…

ସନ୍ଦେହରେ ଜମିକୁ ଜଳସେଚନ ଲକ୍ଷ୍ୟ

ଯୋଡ଼ା,୨୬ା୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ରେ ନିର୍ମାଣାଧୀନ ଓଡ଼ିଶାର ଦ୍ୱିତୀୟ ବୃହତ୍ତମ ନଦୀବନ୍ଧ ଯୋଜନା କାନପୁର ପ୍ରକଳ୍ପ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ମାତ୍ର ଯୋଜନାକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ଡ୍ୟାମ୍‌ ପାଣି ଚାଷୀମାନଙ୍କ ପାଇଁ ଉପଯୋଗୀ ହେବ…

ଭିଡିଓ ଭାଇରାଲ ପରେ କାର୍ଯ୍ୟାନୁଷ୍ଠାନ

ବ୍ରହ୍ମପୁର ଅଫିସ,୨୫ା୫: ବୈଦ୍ୟନାଥପୁର ଥାନା ଅଧୀନ କମାପଲି ଭେଣ୍ଡିଂଜୋନ ନିକଟରେ ଗତ ମଙ୍ଗଳବାର ଜଣେ ନାବାଳିକାଙ୍କୁ ରାସ୍ତାରେ ଘୋଷାରି ନିଆଯାଉଥିବା ସୋସିଆଲ ମିଡିଆରେ ଭିଡ଼ିଓ ଭାଇରାଲ ହୋଇଥିଲା। ବ୍ରହ୍ମପୁର ଏସ୍‌ପି ଡ଼. ଶ୍ରବଣା ବିବେକ ଏମ୍‌. ଏ ସମ୍ପର୍କରେ ଜାଣିବା ପରେ…

ବିଷ ପିଇଦେଲେ ପ୍ରେମୀଯୁଗଳ

ବ୍ରହ୍ମପୁର ଅଫିସ,୨୫ା୫: ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମ ଜିଲା ବାରୁଆ ଥାନା ଅଞ୍ଚଳର ଏକ ପ୍ରେମୀଯୁଗଳ ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ଏମ୍‌କେସିଜି ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ବୁଧବାର ମଧ୍ୟାହ୍ନରେ ପ୍ରେମିକ କୋଣ୍ଡା ଦିଲି ରାଓ(୪୨)ଙ୍କ ମୃତ୍ୟୁ ଘଟିଥିବା ବେଳେ ସନ୍ଧ୍ୟାରେ ପ୍ରେମିକା କେ.…

ପାଓମେକ୍ସ କାରଖାନା ଅଧିକାରୀଙ୍କୁ ଆକ୍ରମଣ

ଟିଟିଲାଗଡ଼, ୨୫।୫ (ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଟିଟିଲାଗଡ ସହର ଉପକଣ୍ଠ ଜଗୁଆ ପଞ୍ଚାୟତ ତୁର୍ଲା ସ୍ଥିତ ଗ୍ରାଫାଇଟ ଇଣ୍ଡିଆ ପାଓମେକ୍ସ କାରଖାନାର ଫିନିସିଙ୍ଗ ବିଭାଗ ମୁଖ୍ୟ ଯୁକ୍ତେଶ୍ୱର ମହାପାତ୍ରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ସେ ତାଙ୍କ ବାସଭବନରୁ ମଧ୍ୟାହ୍ନ ଭୋଜନ ସାରି…

୪୦ଫୁଟ୍‌ ତଳକୁ ଖସିଲା ଟ୍ରକ୍‌, ଅଳ୍ପକେ ବର୍ତ୍ତିଲେ ୫ ଶ୍ରମିକ

ଉମରକୋଟ, ୨୫।୫(ସ୍ବ.ପ୍ର.) ଉମରକୋଟ ବ୍ଲକ ଭାସ୍କେଲ ଡ୍ୟାମ୍‌ ନିକଟରେ ଏକ ନଳକୂପ ଟ୍ରକ୍‌ ଓଲଟିବା ଫଳରେ ଟ୍ରକ୍‌ ଡ୍ରାଇଭର ଖାଣ୍ଡା ଗ୍ରାମର ଦୀନାକର ନେତାମ ଗୁରୁତର ଅଛନ୍ତି। ଟ୍ରକ୍‌ରେ କାମ କରୁଥିବା ପ୍ରାୟ ୫ ଜଣ ଶ୍ରମିକ ଟ୍ରକ୍‌ରୁ ଡେଇଁ ନିଜ…

ସାମାଜିକ ବାସନ୍ଦ ଅଭିଯୋଗ

ବରଗଡ଼ ଅଫିସ୍‌,୨୫।୫: ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ଭଡିଗାଁ ଗ୍ରାମର ରୋହିଦାସ ପଡ଼ା(ଚମାର ପଡ଼ା)ବାସୀଙ୍କୁ ଗ୍ରାମରେ ସାମାଜିକ ବାସନ୍ଦ କରାଯାଇଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ପଡ଼ାବାସୀ ଶୁକ୍ରବାର ଏସ୍‌ପି ପି.ଏସ୍‌.ମୀନାଙ୍କୁ ଫେରାଦ ହୋଇଥିଲେ। ଏସ୍‌ପିଙ୍କୁ ଏକ ଅଭିଯୋଗ…

ହାତୀ ଆକ୍ରମଣରେ ୱାର୍ଡ ମେମ୍ବର ମୃତ

କେନ୍ଦୁଝର,୨୫।୫: ତେଲକୋଇ ବନାଞ୍ଚଳ ବିମଳା ଫରେଷ୍ଟ ସେକ୍ସନ ବନବିହାରିପୁର ନୂଆଗାଁରେ ହାତୀ ଆକ୍ରମଣରେ ଜଣେ ମହିଳା ୱାର୍ଡ ମେମ୍ବରଙ୍କ ମୃତ୍ୟୁ ହୋଇଛି। ସେ ହେଲେ ଦୁତୀୟା ନାୟକଙ୍କ ସ୍ତ୍ରୀ ଦ୍ରୌପଦୀ ନାୟକ ବୋଲି ଜଣାପଡ଼ିଛି। ସେ ଆକୁଳ ପଞ୍ଚାୟତ ୧୦ ନଂ…

ଅଭିଯୁକ୍ତଙ୍କୁ ଧରିବାକୁ ଯାଇ ଆକ୍ରମଣର ଶିକାର ହେଲେ ପୋଲିସ ଏଏସ୍‌ଆଇ

ଭେଡ଼େନ,୨୫ା୫(ଡି.ଏନ୍‌.ଏ.): ବରଗଡ଼ ଜିଲା ଭେଡ଼େନ ଥାନା ଅଧୀନ ଧୁବେନପାଲିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଅଭିଯୁକ୍ତଙ୍କୁ ଧରିବାକୁ ଯାଇ ପୋଲିସ ଏଏସ୍‌ଆଇ ରାମଚନ୍ଦ୍ର ଦାଶ ଆକ୍ରମଣର ଶିକାର ହୋଇଛନ୍ତି। ଅଭିଯୁକ୍ତଙ୍କ କଟୁରୀ ଚୋଟରେ ତାଙ୍କର ମୁଣ୍ଡ ଓ ହାତରେ ଗଭୀର…

ଶୁଣ୍ଢରେ ଟେକି କଚାଡ଼ି ଦେଲା ଦନ୍ତା

ଆନନ୍ଦପୁର,୨୫।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁରର ଆଖପାଖ ଅଞ୍ଚଳରେ ହାତୀ ଉପଦ୍ରବ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଜଙ୍ଗଲରେ ଖାଦ୍ୟ ଅଭାବ ଜନିତ ସମସ୍ୟାକୁ ନେଇ ବନ୍ୟଜନ୍ତୁ ଏବେ ଗାଁମୁହାଁ ହେବା ଚିନ୍ତାର ବିଷୟ ହୋଇଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ହାତୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?