ଆମ ଜିଲା ଖବର

ନିର୍ମାଣକୁ ୨ ମାସ ପୂରିଲାନି: ରାସ୍ତା ଫାଟିଲା

ମାହାଙ୍ଗା,୩ା୭(ଯଯାତି ସିଂହ): ସରକାର ଗ୍ରାମାଞ୍ଚଳରେ ଲୋକମାନଙ୍କ ଗମନାଗମନର ସୁବିଧା ନିମନ୍ତେ ବିଭିନ୍ନ ଯୋଜନାରେ କୋଟି କୋଟି ଟଙ୍କା ଖର୍ଚ୍ଚ କରି ରାସ୍ତା ଉନ୍ନତୀକରଣ କରୁଛନ୍ତି। ତେବେ ରାସ୍ତା ନିର୍ମାଣର କିଛି ଦିନ ମଧ୍ୟରେ ଅନେକ ସ୍ଥାନରେ ଏହା ଭାଙ୍ଗିରୁଜି ଯାଉଛି। ଏହାର…

୧୫ରେ ସରିବ ଓଭରବ୍ରିଜ୍‌ ନିର୍ମାଣ କାମ

ଜଟଣୀ,୩ା୭(ରବୀନ୍ଦ୍ର ନାଥ ମହାକୁଡ଼): ଖୋର୍ଦ୍ଧା ଜିଲା ଜଟଣୀ ସୀତାରାମ ଛକ(ଆନ୍ଧ୍ରବ୍ୟାଙ୍କ)ରୁ କୁଦିଆରୀ ବଜାର (ଚିତ୍ରାଳୟ ପ୍ରେକ୍ଷାଳୟ) ପର୍ଯ୍ୟନ୍ତ ଚାଲିଥିବା ଓଭର ବ୍ରିଜ ନିର୍ମାଣ କାର୍ଯ୍ୟ ଆସନ୍ତା ୧୫ ତାରିଖରେ ସରିବ ବୋଲି ପୂର୍ତ୍ତ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି। ରବିବାର ଏନେଇ…

କନିକା ବନାଞ୍ଚଳରେ ୧୦୭ କୁମ୍ଭୀର ବସା ଚିହ୍ନଟ

ରାଜନଗର,୩ା୭ (ଭାସ୍କର ରାଉତରାୟ): ବଉଳା କୁମ୍ଭୀରମାନଙ୍କ ପ୍ରାକୃତିକ ବାସସ୍ଥାନ ଭିତରକନିକା ଜାତୀୟ ଉଦ୍ୟାନ ଅଧୀନରେ ଥିବା କନିକା ବନାଞ୍ଚଳରେ ପ୍ରବାହିତ ନଦୀ ନାଳ। ଏଠାରେ ବସବାସ କରୁଥିବା ମା’ ବଉଳା କୁମ୍ଭୀରଗୁଡ଼ିକର ବସାଗୁଡ଼ିକୁ ବନ ବିଭାଗ ପକ୍ଷରୁ ଚିହ୍ନଟ କରାଯାଇଛି। କନିକା…

ଘୂର୍ଣ୍ଣିଝଡ଼ରେ ଉଡ଼ିଗଲା ୧୫ରୁ ଊର୍ଦ୍ଧ୍ୱ ଘରର ଚାଳ

କେନ୍ଦ୍ରାପଡ଼ା,୩ା୭ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ରାଜକନିକା ତହସିଲ ଅଞ୍ଚଳରେ ରବିବାର ଅପରାହ୍ନରେ ଘୂର୍ଣ୍ଣିଝଡ଼ ହୋଇଛି। ଏହି ଝଡ଼ ତହସିଲ ଅନ୍ତର୍ଗତ ପଙ୍କି ଗ୍ରାମର ୧୫ରୁ ଊର୍ଦ୍ଧ୍ୱ ଘରର ଚାଳ ଛପର ଉଡ଼ାଇ ନେଇଛି। ଏଥିସହ ବଡ଼ ଓ ଛୋଟ ଗଛ…

ଅଫିସରେ ଜନ୍ମଦିନ ପାଳିଲେ ବିଡିଓ, ଗୁହାରି କରିବାକୁ ଆସି ଲୋକେ ହନ୍ତସନ୍ତ

ନବରଙ୍ଗପୁର,୩।୭(ସଦାଶିବ ପ୍ରହରାଜ): ଡ୍ୟୁଟି ସମୟରେ ଅଫିସରେ ସମସ୍ତ କର୍ମଚାରୀଙ୍କୁ ନେଇ ଶନିବାର ଜନ୍ମଦିନ ପାଳିଥିଲେ ପାପଡାହାଣ୍ଡି ବିଡିଓ ଦିବାକର ବାଗ। ଫଳରେ ବିଭିନ୍ନ ସମସ୍ୟା ନେଇ ତାଙ୍କୁ ଦେଖା କରିବାକୁ ଆସିଥିବା ଲୋକେ ହଇରାଣ ହୋଇ ଫେରିଥିବା ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ,…

ଶ୍ରୀମନ୍ଦିର ସିଂହଦ୍ୱାର କବାଟରେ ଓଲଟା ସିଂହମୂର୍ତ୍ତି

ପୁରୀ,୩ା୭(ଅଜିତ୍‌ ମହାନ୍ତି): ଶ୍ରୀମନ୍ଦିର ସିଂହଦ୍ୱାରକୁ ରୁପା ଛାଉଣି କରାଯାଇଛି। ତେବେ ସିଂହଦ୍ୱାର ରୁପା ଛାଉଣି କବାଟରେ ଓଲଟା ସିଂହମୂର୍ତ୍ତି ସ୍ଥାନିତ ହୋଇଥିବା ଦେଖିବାକୁ ମିଳିଛି। ଏହାକୁ ନେଇ ସାଧାରଣରେ ଉଦ୍‌ବେଗ ପ୍ରକାଶ ପାଇଥିବାବେଳେ ବିବାଦ ସୃଷ୍ଟି ହୋଇଛି। ତୁରନ୍ତ ଏହାକୁ ଠିକ୍‌…

ନକଲି ଡାକ୍ତର ଗିରଫ

ଲାଠୋର, ୨ା୭(ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଆରକ୍ଷୀ ଅଧୀକ୍ଷକ ଋଷିକେଷ ଖିଲାରିଙ୍କ ନିର୍ଦ୍ଦେଶ କ୍ରମେ ଲାଠୋର ଥାନା ଅଧୀନ ବେନ୍ଦେର ଗ୍ରାମରୁ ଲାଠୋର ପୋଲିସ ଜଣେ ନକଲି ଡାକ୍ତରଙ୍କୁ ଗିରଫ କରିଛି। ପୋଲିସ କ୍ଳିନିକରୁ ବିପୁଳ ପରିମାଣରେ ଔଷଧ ଜବତ କରିଛି।…

ବିଦ୍ୟୁତ୍‌ ତାର ଲାଗି ୫ ମଇଁଷି ମୃତ

ଲାଠୋର,୨ା୭(ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ବନାଞ୍ଚଳ ଅଧୀନ ଲାଠୋର-ଖର୍ଲି ଗ୍ରାମ ସୀମାରେ ଥିବା ଚାନ୍ଦଲି ଡ଼ୁଙ୍ଗୁରି ନିକଟରେ ବାର୍‌ହା ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ୍‌ ତାରରେ ଲାଗି ୫ ମଇଁଷିଙ୍କ ମୃତ୍ୟୁ ଘଟିଛି। ଏହାକୁ ନେଇ ମଇଁଷି ମାଲିକ…

ହାଇୱା ଧକ୍କାରେ ଚାଲିଗଲା ୭ ମାସ ଶିଶୁର ଜୀବନ: ଦମ୍ପତି ଗୁରୁତର

ବେହେରା,୨।୭(ଭୁପେଶ ତିୱାରୀ): କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ମିର୍ଜାପୁର୍‌ ବିଜୁ ଏକ୍ସପ୍ରେସ ନିକଟରେ ରବିବାର ଏକ ହାଇୱା ଧକ୍କାରେ ୭ ମାସ ଶିଶୁର ମୃତ୍ୟୁ ହୋଇଥିବା ବେଳେ ଦମ୍ପତି ଗୁରୁତର ଆହତ ହୋଇଛନ୍ତି। ମିଳିଥିବା ସୂଚନା ମୁତାବକ, ସୋନପୁର ଜିଲା ବିନିକା…

କୋଦାଳରେ ସ୍ତ୍ରୀଙ୍କୁ ହାଣି ହତ୍ୟା

ଝାରବନ୍ଧ,୨।୭(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ଭଣ୍ଡାରପୁରୀ ପଞ୍ଚାୟତ ଅଧୀନ ଜାମପାଲି ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ଶିବ ପ୍ରସାଦ ସାହୁ(୭୦) ତାଙ୍କ ସ୍ତ୍ରୀ ଶ୍ରୀୟା(୬୫)ଙ୍କୁ କୋଦାଳରେ ହାଣି ହତ୍ୟା କରିଛନ୍ତି। ରବିବାର ପୋଲିସ ମୃତଦେହ ଜବତ କରି…

ଅଧ୍ୟାପିକାଙ୍କୁ କମେଣ୍ଟ ମାରି ବନ୍ଧା ହେଲେ ପୂର୍ବତନ ଛାତ୍ର

ନବରଙ୍ଗପୁର,୨।୭(ସଦାସିବ ପ୍ରହରାଜ): ନବରଙ୍ଗପୁର ବିନୋଦ ବିହାରୀ କଲେଜର ଜଣେ ଅଧ୍ୟାପିକାଙ୍କୁ କମେଣ୍ଟ ମାରି ହଇରାଣ କରିବା ଅଭିଯୋଗରେ ଜଣେ ପୂର୍ବତନ ଛାତ୍ରଙ୍କୁ ପୋଲିସ ଗିରଫ କରିଛି। ସେ ହେଲେ ନବରଙ୍ଗପୁର ସହରର ବଡହରିଜନ ସାହିର ପର୍ଶୁରାମ ନାଗେଶ। ମିଳିଥିବା ସୂଚନା ଅନୁଯାୟୀ,…

ଢମଣାକୁ ଗିଳିଲା ରଣା

କବିସୂର୍ଯ୍ୟନଗର,୨ା୭(କୃପାସିନ୍ଧୁ ସ୍ବାଇଁ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ବ୍ଲକ ଅଧୀନ ପଥରା ଗ୍ରାମର ସଞ୍ଜୟ କୁମାର ରେଡ୍ଡୀଙ୍କ ବାରିପଟୁ ସ୍ନେକ ହେଲ୍ପ ଲାଇନ ରବିବାର ୫ ଫୁଟର ଏକ ରଣା ସାପ ଓ ଢାମଣା ସାପ ଉଦ୍ଧାର କରିଛି। ରଣା ସାପଟି ଢମଣାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?