ଆମ ଜିଲା ଖବର

ଜବରଦଖଲରେ କେନାଲ ଜାଗା,ଚାଷରୁ ମୁହଁ ଫେରାଇଲେଣି ଚାଷୀ

ନିରାକାରପୁର,୨୪ା୫(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଏବଂ ଏହାର ଆଖପାଖ ଅଞ୍ଚଳରେ ଚାଷୀଙ୍କ ସୁବିଧା ପାଇଁ ୧୯୮୧ ଡିସେମ୍ବର ୨୧ରେ ରାମେଶ୍ୱରଗଡ଼ଠାରେ ଏକ ବ୍ୟାରେଜ ନିର୍ମାଣ କରାଯାଇ ନଦୀଠାରୁ ଦୂରରେ ଥିବା ଚାଷୀ କିଭଳି ଠିକ୍‌ ଭାବରେ ପାଣି ପାଇପାରିବେ ସେଥିପାଇଁ କେନାଲ…

ସୋରଡ଼ାର ବିଭିନ୍ନ ଶୈବପୀଠରେ ଶୀତଳଷଷ୍ଠୀ

ସୋରଡ଼ା,୨୪ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ଅଞ୍ଚଳରେ ଥିବା ବିଭିନ୍ନ ଶୈବପୀଠରେ ଶୀତଳଷଷ୍ଠୀ ପାଳନ କରାଯାଇଛି। ଏହି ପରିପ୍ରେକ୍ଷୀରେ ଗାଜଲବାଡ଼ି ନିକଟ ଘଞ୍ଚ ଜଙ୍ଗଲ ମଧ୍ୟରେ ଥିବା ପ୍ରସିଦ୍ଧ ଶିବମନ୍ଦିରରେ ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ କର୍ତ୍ତା ହୋଇ ଶିବ ପାର୍ବତୀଙ୍କ ବିବାହ…

ବଜ୍ରପାତରେ ଜଳିଗଲା ଘର, ଜଣଙ୍କର ମୃତ୍ୟୁ

ଚାନ୍ଦବାଲି,୨୪ା୫(ଡି.ଏନ୍‌.ଏ.): ବୁଧବାର ଅପରାହ୍ନରେ ହୋଇଥିବା ଅଦିନିଆ କାଳବୈଶାଖୀରେ ଭଦ୍ରକ ଜିଲା ଚାନ୍ଦବାଲି ଅଞ୍ଚଳର ଜଳେଶ୍ବରପୁର ପଞ୍ଚାୟତ ଅନ୍ତର୍ଗତ ନୂଆଗାଁ ଇଛାପୁର ଗ୍ରାମର କାଳନ୍ଦୀ ମହାନ୍ତିଙ୍କ ପୁଅ ଅଜୟ(୩୯) ପାଖ ବିଲରୁ ଚାଷକାର୍ଯ୍ୟ ସାରି ଫେରୁଥିବା ସମୟରେ ବଜ୍ରପାତ ହେବାରୁ ଘଟଣାସ୍ଥଳରେ ତାଙ୍କର…

୩୬୦ କେଜି ଗଞ୍ଜେଇ ଜବତ, ବନ୍ଧା ହେଲେ ୫ ଅଭିଯୁକ୍ତ

ମାଲକାନଗିରି,୨୪ା୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ପୋଲିସ ବୁଧବାର ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୫ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତିମାନେ ହେଲେ ଉତ୍ତରପ୍ରଦେଶ ଆଗ୍ରା ଜିଲା ଜରୁସପତ୍ରା ଗ୍ରାମର ଭିକ୍କି ସିଂଗ, କଗରାଲ ଗ୍ରାମର ମୁକେଶ କୁମାର,…

କୋରାପୁଟରେ ନୂଆ ଡିଆଇଜି ଭାବେ ଦାୟିତ୍ୱ ନେଲେ ଚରଣ ସିଂ ମିନା

କୋରାପୁଟ,୨୪ା୫(ସ୍ବ.ପ୍ର.): କୋରାପୁଟ ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ଭାବେ ବୁଧବାର ବରିଷ୍ଠ ଆଇପିଏସ ଚରଣ ସିଂ ମିନା ଦାୟିତ୍ୱ ଗ୍ରହଣ କରିଛନ୍ତି। କୋରାପୁଟସ୍ଥିତ ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି କାର୍ଯ୍ୟାଳୟରେ ଆୟୋଜିତ ଏକ ଉତ୍ସବରେ ପୂର୍ବରୁ ଥିବା ଡିଆଇଜି ରାଜେଶ ପଣ୍ଡିତଙ୍କଠାରୁ ଶ୍ରୀ ମିନା…

ଅଧିକ ଦାମରେ ମଦ ବିକ୍ରିକୁ ନେଇ ଗ୍ରାହକ-କର୍ମଚାରୀ ମାରପିଟ

କୁଚିଣ୍ଡା,୨୪ା୫(ଡି.ଏନ.ଏ.): ବାମରା ବ୍ଲକ ମହୁଲପାଲି ଥାନା ଅଧୀନ କେଶାଇବାହାଲ ବିଦେଶୀ ମଦ ଦୋକାନରେ ଧାର୍ଯ୍ୟ ମୂଲ୍ୟରୁ ଅଧିକ ଦରରେ ମଦ ବିକ୍ରିକୁ ନେଇ ଗ୍ରାହକ ଓ କର୍ମଚାରୀଙ୍କ ମଧ୍ୟରେ ମାରପିଟ ହୋଇଛି। ଏଥିରେ ଗ୍ରାହକଙ୍କ ସହ ଜଣେ ଦୋକାନ କର୍ମଚାରୀ ଆହତ…

ଜୁଲାଇ ୩ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା

କଟକ ଅଫିସ,୨୪ା୫: ଆସନ୍ତା ଜୁଲାଇ ୩ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ହେବ ବୋଲି ବୋର୍ଡ ପକ୍ଷରୁ ସୋମବାର ଘୋଷଣା କରାଯାଇଛି। ଏଥିନିମନ୍ତେ ମେ’ ୨୬ରୁ ଜୁନ୍‌ ୧ ପର୍ଯ୍ୟନ୍ତ ଫର୍ମଫିଲପ୍‌ କରାଯିବ। ଇଚ୍ଛୁକ ଥିବା ଛାତ୍ରୀଛାତ୍ର ଫର୍ମଫିଲପ୍‌ କରି ପରୀକ୍ଷା ଦେଇପାରିବେ।…

ବଦଳିଲା ମାଟ୍ରିକ ପରୀକ୍ଷା ଢାଞ୍ଚା

କଟକ ଅଫିସ,୨୪ା୫: ମାଟ୍ରିକ ପରୀକ୍ଷା ଢାଞ୍ଚା ବଦଳିଥିବା ବୋର୍ଡ ପକ୍ଷରୁ ବୁଧବାର ଘୋଷଣା କରାଯାଇଛି। ବୋର୍ଡ ସଭାପତି ରାମାଶିଷ ହାଜରା ଏକ ପ୍ରେସ୍‌ମିଟ୍‌ରେ ଏହା ପ୍ରକାଶ କରିଛନ୍ତି। କରୋନା ପାଇଁ ସମ୍ମେଟିଭ୍‌ ପରୀକ୍ଷା ବ୍ୟବସ୍ଥା ହୋଇଥିଲା। ଏଣିକି ପୁରୁଣା ପଦ୍ଧତିରେ ପୁଣି…

ରାଜ୍ୟ ଜାଗାମିଶନ ଉପଦେଷ୍ଟାଙ୍କ ପୁରୁଷୋତ୍ତମପୁର ଏନ୍ଏସିରେ ସମୀକ୍ଷା 

ପୁରୁଷୋତ୍ତମପୁର, ୨୪/୫(ଡିଏନ୍ଏ) ଗଞ୍ଜାମଜିଲ୍ଲା ପୁରୁଷୋତ୍ତମପୁର ଏନ୍ଏସିକୁ ବୁଧବାର ରାଜ୍ୟ ଜାଗା ମିଶନର ଉପଦେଷ୍ଟା ଶାଶ୍ୱତୀ ମିଶ୍ର ଗ୍ରସ୍ତରେ ଆସି କନକା ଓ କପିଳେଶ୍ବର ବସ୍ତିକୁ ପରିଦର୍ଶନ କରି ଲୋକମାନେ କିପରି ରହୁଛନ୍ତି ତାହାର ସମୀକ୍ଷା କରିବା ସହ ସୁବିଧା ଅସୁବିଧା ନେଇ…

ପରମ୍ପରା ପରିବର୍ତ୍ତନ ଗ୍ରହଣୀୟ ନୁହେଁ

ଅନୁଗୋଳ/ ଢେଙ୍କାନାଳ ଅଫିସ, ୨୪।୫ ରାଜ୍ୟର ଶୈବପୀଠଗୁଡ଼ିକରେ ଆଉ ବ୍ୟବହାର ହେବନି ଗଞ୍ଜେଇ। ଓଡ଼ିଶା ସରକାରଙ୍କ ଓଡ଼ିଆ ଭାଷା, ସହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଏ ନେଇ ରାଜ୍ୟର ସମସ୍ତ ଜିଲାପାଳ ଓ ଏସ୍‌ପିଙ୍କୁ ଚିଠି କରାଯାଇଛି। ଶୈବପୀଠଗୁଡ଼ିକରେ ଗଞ୍ଜେଇ…

ମିଳୁନି ପୋଲିଓ ଟିକା, କାମ କରୁନି ଲିଫ୍ଟ

ଚମ୍ପୁଆ,୨୪।୫(ଡି.ଏନ୍‌.ଏ.):କେନ୍ଦୁଝର ଜିଲା ଉପାନ୍ତ ଅଞ୍ଚଳ ଚମ୍ପୁଆ ସଦର ମହକୁମାରେ ଥିବା ଉପଖଣ୍ଡ ଚିକିତ୍ସାଳୟରେ ଅବ୍ୟବସ୍ଥା ଦେଖାଦେଇଛି। ୧୯୧୦ରେ ପ୍ରତିଷ୍ଠା ହୋଇଥିବା ଏହି ଚିକିତ୍ସାଳୟର ଗରିମା ଦିନକୁ ଦିନ କମିବାରେ ଲାଗିଛି। ସ୍ଥାନୀୟ ଅଞ୍ଚଳ ସମେତ ଝାଡ଼ଖଣ୍ଡ ଓ ମୟୂରଭଞ୍ଜର ରୋଗୀମାନଙ୍କୁ ସ୍ବାସ୍ଥ୍ୟ…

ଜିଲାର ୨ ଲକ୍ଷରୁ ଅଧିକ ଲୋକ ଅସୁରକ୍ଷିତ

କେନ୍ଦ୍ରାପଡ଼ା ଅଫିସ, ୨୫।୫: ୨୦୦୪ ମସିହା ଡିସେମ୍ବରରେ ଇଣ୍ଡୋନେସିଆ ସମେତ ଭାରତର ତାମିଲନାଡୁ, ଆଣ୍ଡାମାନ ନିକୋବର, କେରଳ, ପୁଡୁଚେରୀ ଓ ଆନ୍ଧ୍ର ଉପକୂଳରେ ହୋଇଥିବା ଭୟାବହ ସୁନାମି ପ୍ରାକୃତିକ ବିପର୍ଯ୍ୟୟ ଦେଶର ଏକ ବିରଳ ଘଟଣା ହୋଇ ରହିଛି। ସୁନାମିର ଭୟାବହତାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?