୪ର୍ଥ ବାଟାଲିଅନ ଆଇଆର୍ବିର ନୂତନ କମାଣ୍ଡାଣ୍ଟଙ୍କ ଯୋଗଦାନ, ଯବାନ-ଅନ୍ୟାନ୍ୟ ପଦାଧିକାରୀଙ୍କ ମଧ୍ୟରେ ଉତ୍ସାହ
ଦେବଗଡ,୧୨।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ବ୍ଲକର ବମ୍ପରଡା ସ୍ଥିତ ୪ର୍ଥ ଆଇଆର୍ବିର କମାଣ୍ଡାଣ୍ଟ ଭାବେ ଭବାନୀ ଶଙ୍କର ସେଠ ଯୋଗଦାନ କରଛନ୍ତି । ଭବାନୀ ସେଠ ଏହା ପୂର୍ବରୁ ଝାରସୁଗୁଡା ସ୍ଥିତ ଦ୍ୱିତୀୟ ବାଟାଲିୟନ ଓଏସ୍ଏପି (ଏପିଟିସି)ରେ କାର୍ଯ୍ୟରତ…
ବିଡିଓଙ୍କ ଚାମ୍ବରରେ ଭିଡିଓ ରେକର୍ଡିଂ, ସରପଞ୍ଚ ଚାମେଲିଙ୍କୁ ଉଠାଇନେଲା ପୋଲିସ, ଛାତି – ପେଟକୁ ମାଡ ମାରି…
କେନ୍ଦ୍ରାପଡ଼ା/ମହାକାଳପଡ଼ା, ୧୨ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରୀ ଗ୍ରାମ ପଞ୍ଚାୟତ ସରପଞ୍ଚ ଚାମେଲି ଓଝା ଗୁରୁବାର ବିଡିଓଙ୍କ ଚାମ୍ବରରେ ଭିଡିଓ ରେକର୍ଡିଂ କରିବାକୁ ନେଇ ଉତ୍ତେଜନା ଦେଖାଦେଇଥିଲା। ପ୍ରଶାସନିକ କାର୍ଯ୍ୟରେ ବାଧା ଦେବା…
ସରଗୀ ଫୁଲରେ ଦଲାଲଙ୍କ ଦବଦବା : ଏମଏସପି ଘୋଷଣା, କ୍ରୟ କେନ୍ଦ୍ର ଖୋଲିବାକୁ ଦାବି
ଅମରପାଲି,୧୨।୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳରେ ଏବେ ଶାଳ (ସରଗୀ) ଫୁଲ ସଂଗ୍ରହ କାର୍ଯ୍ୟ ଜୋରଦାର ଭାବେ ଚାଲିଛି। ଆଦିବାସୀ ଓ ଜଙ୍ଗଲ ଉପରେ ନିର୍ଭରଶୀଳ ହଜାର ହଜାର ପରିବାର ସକାଳୁ ଜଙ୍ଗଲକୁ ଯାଇ ସରଗୀ ଫୁଲ ସଂଗ୍ରହ କରୁଥିବା…
ବିଳମ୍ବରେ ହେଲେ ମଧ୍ୟ ଗଞ୍ଜାମ ସହରରେ ଲାଗିଲା ଷ୍ଟ୍ରିଟ ଲାଇଟ, ଅଞ୍ଚଳରେ ଖୁସିର ଲହରୀ
ଗଞ୍ଜାମ,୧୨।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହରବାସୀଙ୍କ ବହୁ ଦିନର ଦାବି ପୂରଣ ହୋଇଛି । ବିଳମ୍ବରେ ହେଲେ ମଧ୍ୟ ଗଞ୍ଜାମ ସହର ବଡ଼ ବଜାର, ସାନ ବଜାର ଏବଂଜୟଶ୍ରୀ ଛକ ଠାରୁ ଥାନା ରୋଡ଼ ବିଞ୍ଚଣାପଲି ଛକ ପର୍ଯ୍ୟନ୍ତ ଡିଭାଇଡ଼ରରେ ନୂତନ…
ଉପୁଡ଼ିଲା ୨୦୦ ବର୍ଷ ପୁରୁଣା ଅଶ୍ୱତ୍ଥ ଗଛ: ଜାତୀୟ ରାଜପଥ ଅବରୋଧ
କେସିଙ୍ଗା,୧୨।୬(ତୁମେଶ୍ୱର ସାହୁ): ଦୀର୍ଘ ବର୍ଷ ପୁରୁଣା ଅଶ୍ୱତ୍ଥ ଗଛ ଜାତୀୟ ରାଜପଥ ୨୬ଉପରେ ପଡିଯାଇଥିବାରୁ ଗୁରୁବାର ରାତିରେ ୪ଘଣ୍ଟା ରାସ୍ତା ଅବରୋଧ ହୋଇଥିଲା। କେସିଙ୍ଗା ଆମ୍ବେଦକର ଛକ ନିକଟରେ ଥିବା ପ୍ରାୟ ୨୦୦ ବର୍ଷର ଏକ ବିରାଟକାୟ ଅଶ୍ୱତ୍ଥ ଗଛ ଗୁରୁବାର…
ସମସ୍ୟା ସମାଧାନ ନ ହେଲେ ଆନ୍ଦୋଳନ: ଚେତାବନୀ ଦେଲା ଡ୍ରାଇଭର ମହାସଂଘ
ବରଗଡ଼,୧୨।୬(ପ୍ରେମାନନ୍ଦ ଖମାରୀ):ଓଡ଼ିଶା ଡ୍ରାଇଭର ମହାସଂଘ, ବରଗଡ଼ ଜିଲା ଶାଖାର ଏକ ପ୍ରତିନିଧି ଦଳ ଗୁରୁବାର ବିଭିନ୍ନ ଦାବି ନେଇ ଜିଲାପାଳଙ୍କୁ ଫେରାଦ ହୋଇଥିଲେ। ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ସେମାନେ ସେମାନଙ୍କ ଦାବି ସମୂହ ନେଇ ଏକ ସ୍ମାରକପତ୍ର ପ୍ରଦାନ କରିଥିଲେ। ଡେପୁଟୀ…
ଏନ୍ଇଇଟି ପେପର ଲିକ୍ ଘଟଣା: ଧର୍ମେନ୍ଦ୍ରଙ୍କ ବହିଷ୍କାର ଦାବି
ବରଗଡ଼,୧୨।୬(ପ୍ରେମାନନ୍ଦ ଖମାରୀ):ଦେଶରେ ଡାକ୍ତରୀ ଚୟନ ପ୍ରବେଶିକା ପରୀକ୍ଷା(ଏନଇଇଟି) ପେପର ଲିକ ଘଟଣା ଏବେ ଚର୍ଚ୍ଚାରେ ଥିବାବେଳେ ଆମ ଆଦମୀ ପାର୍ଟି(ଏଏପି) କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରିଛି। ଏହାକୁ ନେଇ ଗୁରୁବାର ଏଏପି ବରଗଡ଼ ଜିଲା ପକ୍ଷରୁ ରାଷ୍ଟ୍ରପତିଙ୍କ…
ଲାଗିଗଲା ଡ୍ରାଇଭରଙ୍କ ଆଖି, ଗଛରେ ପିଟି ହୋଇ କେନାଲରେ ପଶିଗଲା ହାଇଓ୍ବା
ବାରଙ୍ଗ,୧୨।୬(ଲିଙ୍ଗରାଜ ରାଉତ): ଭାରସାମ୍ୟ ହରାଇ କେନାଲ ଭିତରକୁ ପଶିଲା ହାଇଓ୍ବା । ଗୁରୁବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ଏକ ଦୃତଗାମୀ ହାଇଓ୍ବା ଷଣ୍ଢପୁର ନିକଟରେ ପୁରୀ ମେନ କେନାଲ ଭିତରକୁ ପଶିଯାଇଛି । ଗାଡ଼ିଟି ଦୃତଗତିରେ ବାରଙ୍ଗରୁ ଗୋଡିସାହି ପଟକୁ…
ବ୍ରହ୍ମପୁରରେ ଲଜ୍ଜା: କଲେଜ ଛାତ୍ରୀଙ୍କୁ ଲଜ୍କୁ ନେଇ ବଳାତ୍କାର କଲେ ପୁରୁଷବନ୍ଧୁ, ତାପରେ….
ବ୍ରହ୍ମପୁର,୧୨।୬(ସୁବାସ ଚନ୍ଦ୍ର ପାଢ଼ୀ): ଜଣେ ନାବାଳିକା ଛାତ୍ରୀଙ୍କୁ ଲଜ୍କୁ ନେଇ ବଳାତ୍କାର ଅଭିଯୋଗରେ ବ୍ରହ୍ମପୁର ନିମଖଣ୍ଡି ଥାନା ପୋଲିସ ଅଭିଯୁକ୍ତ ନାବାଳକଙ୍କୁ ଧରିଛି। ଗୁରୁବାର ତାଙ୍କୁ ଜୁଭେନାଇଲ ଜଷ୍ଟିସ ବୋର୍ଡ଼ (ଜେଜେବି)ରେ ହାଜର ପରେ ବାଳସୁଧାର ଗୃହକୁ ପଠାଇ ଦିଆଯାଇଛି। ବ୍ରହ୍ମପୁରର…
ଶ୍ରାଦ୍ଧ କାର୍ଯ୍ୟରେ ଯୋଗ ଦେଇ ଘରକୁ ଫେରୁଥିଲେ, ବାଟରେ ମହିଳାଙ୍କ ବେକରୁ ସୁନାଚେନ୍ ଝାମ୍ପି ନେଲେ…
ବରଗଡ଼,୧୧।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଦେଇ ଯାଇଥିବା ୫୩ ନମ୍ବର ଜାତୀୟ ରାଜପଥରେ ଲୁଟେରାମାନେ ସକ୍ରିୟ ହୋଇ ପଡିଛନ୍ତି। ଗୁରୁବାର ଏହି ରାଜପଥର କଳାପାଣି ଛକଠାରୁ ଅନତିଦୂରରେ ୨ଲୁଟେରା ବରଗଡ଼ ବ୍ଲକ ଅନ୍ତର୍ଗତ ଖଣ୍ଡହଥା ଗ୍ରାମର ଜଣେ ମହିଳା ଏମ,…
ପୂର୍ବରୁ ଛକି ବସିଥିଲା ସିବିଆଇ, ଲାଞ୍ଚ ନେଉଥିବାବେଳେ ଏମସିଏଲ ସିକ୍ୟୁରିଟି ଇନ୍ସପେକ୍ଟରଙ୍କ ଉପରେ ହଠାତ୍ ହେଲା ଚଢ଼ାଉ
ଝାରସୁଗୁଡା,୧୧।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ବ୍ରଜରାଜନଗର ସ୍ଥିତ ଏମସିଏଲ ଓରିଏଣ୍ଟ ଏରିଆରେ ଗୁରୁବାର ଅପରାହ୍ନରେ ସିବିଆଇ ରେଡ୍ ଦେଖିବାକୁ ମିଳିଛି। ଡ୍ୟୁଟି ଆଲର୍ଟ କରିବା ନାଁରେ ଜଣେ କର୍ମଚାରୀଙ୍କଠାରୁ ଲାଞ୍ଚ ନେଉଥିବା ସମୟରେ ସିକୁରିଟି ଇନ୍ସପେକ୍ଟର ବଂଶୀରାମଙ୍କୁ ରଙ୍ଗେହାତ ଗିରଫ…
ଟ୍ରାକ୍ଟର ଚାପାରେ ଶ୍ରମିକ ମୃତ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ
କୋକସରା,୧୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ସିଉନୀ-ପାତ୍ରବସା ରାସ୍ତାରେ ଟ୍ରାକ୍ଟର ଟ୍ରଲି ତଳେ ଚାପି ହୋଇ ଗୁରୁତର ହୋଇଥିବା ଜଣେ ଶ୍ରମିକଙ୍କ ମେଡିକାଲରେ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତ ଶ୍ରମିକ ହେଲେ ଆମପାଣି…

