ଆମ ଜିଲା ଖବର

ଟ୍ରାକ୍ଟର ଚକା ଫାଟି ଦୁର୍ଘଟଣା: ମାଉସୀ ମୃତ, ପୁତୁରା ଗୁରୁତର

ଦିଗପହଣ୍ଡି,୨୨।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିପଗହଣ୍ଡି-ଆସିକା ରାସ୍ତାର କବିରାଜ ବନ୍ଧ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ୨ଜଣ ଗୁରୁତର ଆହତ ହୋଇଛନ୍ତି। ଘଟଣାସ୍ଥଳରୁ ଆହତଙ୍କୁ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ…

୩ ଦିନିଆ ଆଦିବାସୀ ମହୋତ୍ସବ ଉଦ୍‌ଯାପିତ

ବଡ଼ବିଲ,୨୨।୫(ସ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲସ୍ଥିତ ଉତ୍ସବ ପଡ଼ିଆରେ ୩ ଦିନ ଧରି ଚାଲିଥିବା ଜାତୀୟସ୍ତରୀୟ ଆଦିବାସୀ ମହୋତ୍ସବ ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥିଭାବେ କେନ୍ଦ୍ର ପ୍ରତିରକ୍ଷା ଉପରେ ସଂସଦୀୟ କମିଟି ସଭାପତି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ…

ଗଙ୍ଗା ଦାସ ହତ୍ୟା ଘଟଣାର ପର୍ଦ୍ଦାଫାଶ:୨ ଅଭିଯୁକ୍ତ କୋର୍ଟ ଚାଲାଣ

ବ୍ରହ୍ମପୁର ଅଫିସ,୨୨ା୫: ଅପରାଧିକ ମାମଲରେ ଅଭିଯୁକ୍ତ ଗଙ୍ଗା ଦାସ ହତ୍ୟା ମାମଲାର ପର୍ଦ୍ଦାଫାସ କରିଛି ପୋଲିସ। ଗଙ୍ଗାଙ୍କ ଗୁଣ୍ଡାରାଜକୁ ନେଇ ପୁଞ୍ଜିଭୂତ ଅଶାନ୍ତିରୁ ତାଙ୍କୁ ହତ୍ୟା କରାଯାଇଛି। ଏହି ଘଟଣାରେ ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ବାଉରୀ…

ବାପା ନାଁ ପଚାରି ପୁଅକୁ ହାଣିଲେ

ବ୍ରହ୍ମପୁର ଅଫିସ,୨୨ା୫: ବ୍ରହ୍ମପୁର ସହର ସହରତଳି ଅଞ୍ଚଳରେ ଦିନକୁ ଦିନ ଲୁଟେରାଙ୍କ ଦୌରାତ୍ମ୍ୟ ବଢ଼ିବାରେ ଲାଗିଛି। ବ୍ରହ୍ମପୁର-ଚଣ୍ଡିପଦର ରାସ୍ତାରେ ଅଜୟ ଭୂୟାଁ ନାମକ ଜଣେ ଯୁବକଙ୍କୁ ଦୁର୍ବୃତ୍ତମାନେ ଖଣ୍ଡାରେ ଆକ୍ରମଣ କରି ତାଙ୍କ ସୁନାଚେନ୍‌ ଓ ଟଙ୍କା ଲୁଟି ନେଇଛନ୍ତି। ପ୍ରକାଶ…

ଉନ୍ନୟନ ମୂଳକ କାର୍ଯ୍ୟରେ ସହଯୋଗ କରୁନାହାନ୍ତି ଅଧିକାରୀ

କେନ୍ଦୁଝର,୨୨।୫(ସ୍ବ.ପ୍ର.): ରାଇସୁଆଁ ସରପଞ୍ଚ ଅନନ୍ତ କୁମାର ଦେହୁରୀଙ୍କ ନେତୃତ୍ୱରେ ସୋମବାର ଗ୍ରାମବାସୀମାନେ ପଞ୍ଚାୟତ ନିର୍ବାହୀ ଅଧିକାରୀ ଏବଂ ଗ୍ରାମ ରୋଜଗାର ସେବକଙ୍କ ବଦଳି ଦାବି କରିଛନ୍ତି। ଏନେଇ ଗ୍ରାମବାସୀ ସଦର ବ୍ଲକ ଉନ୍ନୟନ ଅଧିକାରୀଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଲୋକଙ୍କ…

ସାମାଜିକ ବାସନ୍ଦକୁ ନେଇ ସାର୍ଗୁଣାପଲ୍ଲୀ ଅଶାନ୍ତି: ନାୟବ ସରପଞ୍ଚଙ୍କ ସ୍ବାମୀଙ୍କୁ ବାନ୍ଧିଲା ପୋଲିସ

ପୁରୁଷୋତ୍ତମପୁର,୨୨ା୫(ଡି.ଏନ.ଏ.):ପୁରୁଷୋତ୍ତମପୁର ଥାନା ଭାଟକୁମରଡା ପଞ୍ଚାୟତ ସାର୍ଗୁଣାପଲ୍ଲୀ ଗ୍ରାମରେ ବିଦ୍ୟୁତ ପୋଲରେ ଷ୍ଟ୍ରିଟ୍‌ ଲାଇଟ୍‌ ଲଗାଇବାର ସାମାନ୍ୟ ଘଟଣାକୁ ନେଇ ଗତ ଅକ୍ଟୋବର ମାସଠାରୁ ବର୍ତ୍ତମାନ ଯାଏ ଗ୍ରାମରେ ଅଶାନ୍ତି ଲାଗି ରହିଛି। ଯୁଦ୍ଧିଷ୍ଟିର ନାହାକଙ୍କ ପରିବାର ଉପରେ ନିର୍ଯାତନା ବଢିଚାଲିଛି। ଏପରିକି…

ଗ୍ରେଡ୍‌ପେ ବୃଦ୍ଧି ଦାବିରେ ଆନ୍ଦୋଳନକୁ ଓହ୍ଲାଇଲେ ଅମଲା

ପାଟଣା,୨୨।୫(ସ୍ବ.ପ୍ର.): ଜିଲାସ୍ତରୀୟ ମିଳିତ ଅମଲା ମଞ୍ଚର ଆହ୍ବାନ କ୍ରମେ ସୋମବାର ପାଟଣା ଓ ସାହାରପଡ଼ା ପଡା ବ୍ଲକ୍‌ର ଅମଲାମାନେ ୪୨ ଶହ ଟଙ୍କା ଗ୍ରେଡ୍‌ ପେବୃଦ୍ଧି ଦାବିରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ସୋମବାର(୨୨) ମେରୁ ୩୧ ମେ ପର୍ଯ୍ୟନ୍ତ କଳା ବ୍ୟାଜ ପରିଧାନ…

ଶ୍ରମିକଙ୍କ ମୃତ୍ୟୁରେ ୫୦ ଲକ୍ଷ ଟଙ୍କା କ୍ଷତିପୂରଣ ଦାବି ନେଇ ଧାରଣା

ଢେଙ୍କାନାଳ ଅଫିସ,୨୨ା୫: ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ଖଡ଼ଗପ୍ରସାଦ ଗ୍ରାମ ନିକଟସ୍ଥ ନବ ଲିମିଟେଡ୍‌ କମ୍ପାନୀରେ ରବିବାର ଅପରାହ୍ନରେ ମାଧବ ବେହେରା (୪୦) ନାମକ ଜଣେ କାର୍ଯ୍ୟରତ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା। ତେବେ ଏହ ଘଟଣାକୁ ନେଇ ସୋମବାର ସକାଳ ୬ଟାରୁ…

ଦ୍ୱିତୀୟ ଦିନରେ ଉଚ୍ଛେଦ କାର୍ଯ୍ୟ

ଭଦ୍ରକ ଅଫିସ,୨୨ା୫: ଭଦ୍ରକ ସହରର ମୋଚି ଛକଠାରୁ ଭଦ୍ରକାଳୀ ପୁରୁଣାବଜ଼ାର ରାସ୍ତା ନିର୍ମାଣ ପାଇଁ ରବିବାରଠାରୁ ପ୍ରଶାସନ ପକ୍ଷରୁ ଚାଲିଥିବା ଉଚ୍ଛେଦ ପ୍ରକ୍ରିୟା ସୋମବାର ଦ୍ୱିତୀୟ ଦିନରେ ଚାଲିଛି l ପ୍ରଥମ ଦିନରେ ମୋଚି ଛକଠାରୁ ସନ୍ଥିଆ ପୋଲ ପର୍ଯ୍ୟନ୍ତ ଉଚ୍ଛେଦ…

ଅଗ୍ନିଶମ ଡିଜି ଭାବେ ଦାୟିତ୍ୱ ନେଲେ ସୁଧାଂଶୁ ଷଡ଼ଙ୍ଗୀ

କଟକ ଅଫିସ,୨୨ା୫: ରାଜ୍ୟ ଅଗ୍ନିଶମ ଓ ଜରୁରୀକାଳିନ ସେବା ସଂସ୍ଥା ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଡକ୍ଟର ସୁଧାଂଶୁ ଷଡ଼ଙ୍ଗୀ। ୧୯୯୦ ବ୍ୟାଚ୍‌ର ବରିଷ୍ଠ ଆଇପିଏସ୍‌ ଅଫିସର ସୁଧାଂଶୁ ଷଡ଼ଙ୍ଗୀ ଦାୟିତ୍ୱ ଗ୍ରହଣ କରିବା ପରେ କୌଣସି ସଂଗଠନର ବିକାଶ…

ପାଇପ୍‌ ଗୋଦାମରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ପାଇପ୍‌ ଜଳିଗଲା

ସମ୍ବଲପୁର,୨୨ା୫(ବ୍ୟୁରୋ): ସମ୍ବଲପୁର ଧମା ଥାନା ଗୁଣ୍ଡରପୁରସ୍ଥିତ ପାଇପ୍‌ ଗୋଦାମରେ ସୋମବାର ଭୟାବହ ଅଗ୍ନିକାଣ୍ଡ ହୋଇଛି। ଏହି ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ପାଇପ୍‌ ଜଳିଯାଇଛି। ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ୍ତ କରିବାରେ ଲଗିଛନ୍ତି। ସୂଚନାନୁସାରେ ଗୁଣ୍ଡରପୁରଠାରେ ଏକ…

ଆଜିଠୁ ସୁବର୍ଣ୍ଣପୁର ଜିଲାରେ ରବିଧାନ ସଂଗ୍ରହ

ସୋନପୁର,୨୨।୫(ନି.ପ୍ର.): ସୁବର୍ଣ୍ଣପୁର ଜିଲାରେ ସୋମବାରଠାରୁ ରବିଧାନ ସଂଗ୍ରହ ଆରମ୍ଭ ହେବ। ୬୦ ପ୍ୟାକ୍ସ ଓ ୩୪ ଡବ୍ଲ୍ୟୁଏସ୍‌ଏଚ୍‌ଜି ଜରିଆରେ ଯୋଗାଣ ନିଗମ ପଞ୍ଜୀକୃତ ଚାଷୀଙ୍କ ନିକଟରୁ ଧାନ କିଣିବ। ଆଗକୁ ଆଉ ୩ଟି ଡବ୍ଲ୍ୟୁଏସ୍‌ଏଚ୍‌ଜି ଓ ଗୋଟିଏ ପ୍ୟାକ୍ସ ଧାନ କ୍ରୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?