ଆମ ଜିଲା ଖବର

ବିଦ୍ୟାଳୟରେ ମଳ ତ୍ୟାଗ କରି ପାଇପ୍‌ ଭାଙ୍ଗିଲେ ଦୁର୍ବୃତ୍ତ

ନିରାକାରପୁର,୨।୩(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ଶିକ୍ଷା ବିଭାଗ ଅଧୀନ ଡିଆ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କେତେକ ଦୃର୍ବୃତ୍ତ ସ୍କୁଲରେ ପଶି ମଳ ତ୍ୟାଗ କରି ଭଙ୍ଗାରୁଜା କରିଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ସ୍କୁଲ ବନ୍ଦ ଥିବା ବେଳେ…

ଗୁରୁତର ଲକ୍ଷ୍ମଣଙ୍କୁ ୩ କି.ମି. ଭାରରେ ବୋହି ଡାକ୍ତରଖାନା ନେଲେ ନାତି

ଦଶମନ୍ତପୁର,୨ା୩( ଡି.ଏନ.ଏ.): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ଚଣାବାଡ ପଞ୍ଚାୟତର ଥିବା ସଲପଗୁଡ଼ା ଗ୍ରାମରେ ଜଣେ ଗୁରୁତର ରୋଗୀ ଭାରରେ ବୁହା ହୋଇ ଡାକ୍ତରଖାନା ଯିବା ପରି ଦୃଶ୍ୟ ଗୁରୁବାର ଦେଖିବାକୁ ମିଳିଛି। ରାସ୍ତା ଅବସ୍ଥା ଅତି ଶୋଚନୀୟ ହୋଇପଡିଥିବାରୁ…

ବାଇକ୍‌ -କାର୍‌ ଧକ୍କା, ବାଇକ୍‌ ଆରୋହୀ ମୃତ

ଗୋପାଳପୁର,୨ା୩(ଡି.ଏନ.ଏ.): ଗୋପାଳପୁର ଥାନା ଅଧୀନ ଆମ୍ବପୁଆ ହାଉସିଂ ବୋର୍ଡ ନିକଟରେ ବୁଧବାର ରାତିରେ ବାଇକ୍‌ ପଛକୁ ଏକ କାର୍‌ ଧକ୍କା ଦେବା ଫଳରେ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ବିକ୍ରମପୁର ଗ୍ରାମର ପି.ଗୋପାଲ ରେଡ୍ଡୀ(୨୩)। ପି. ଗୋପାଲ…

ଅନ୍ତେଷ୍ଟିକ୍ରିୟା ପାଇଁ ଯାଇଥିଲେ ଗାଁକୁ, ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ

ପାରଳାଖେମୁଣ୍ଡି,୨ା୩(ଡି.ଏନ୍‌.ଏ): ଗଜପତି ଜିଲା ପାରଳାଖେମୁଣ୍ଡି ସହରର ଫ୍ରେଣ୍ଡସ କଲୋନୀରୁ ପୁଣି ଚୋରି ହୋଇଥିବା ଅଭିଯୋଗ ହୋଇଛି। ଏସ. ଲୋକନାଥ ରେଡ୍ଡୀଙ୍କ ଘର ତାଲା ଭାଙ୍ଗି ସୁନା ରୁପା ଅଳଙ୍କାର, ଟିଭି, ଲାପ୍‌ଟପ୍‌ ଏବଂ ବାସନକୁସନ ଚୋରି ହୋଇଛି । ରେଡ୍ଡୀ ନିଜ…

୫୪ ଗ୍ରାମ ବ୍ରାଉନସୁଗାର ଜବତ, ଯୁବକ ଗିରଫ

ଆନନ୍ଦପୁର,୨।୩(ସ୍ବ.ପ୍ର.): ସମ୍ବଲପୁର ଅବକାରୀ ବିଭାଗର ସ୍ବତନ୍ତ୍ର ସ୍କ୍ବାଡ ଗୁରୁବାର ୫୪ ଗ୍ରାମ ବ୍ରାଉନସୁଗାର ଜବତ କରିଛି। ଏହିସହ ନନ୍ଦିପଦା ଥାନା ଓରାଳିଠାରୁ ଜଣେ ଯୁବକକୁ ଗିରଫ କରାଯାଇଛି। ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୫ ଲକ୍ଷ ୪୦ ହଜାର ଟଙ୍କା ହେବ…

ବଳାତ୍କାରୀଙ୍କୁ ୧୦ ବର୍ଷ ଜେଲ

କେନ୍ଦୁଝର,୨।୩(ସ୍ବ.ପ୍ର.): ସ୍ଥାନୀୟ ଅତିରିକ୍ତ ଜିଲା ଜଜ ଓ ସ୍ବତନ୍ତ୍ର ଜଜ (ପୋକ୍ସୋ) ଶୁଭଶ୍ରୀ ତ୍ରିପାଠୀ ଏକ ୧୩ ବର୍ଷର ନାବାଳିକା ବଳାତ୍କାର ମାମଲାର ଗୁରୁବାର ଶୁଣାଣି କରି ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ଏଥିସହ ଜରିମାନା ଅନାଦେୟ ଅଧିକ…

ବାଇକ୍‌ରେ ପ୍ରେମିକଙ୍କ ସହ ଯାଉଥିଲେ: ବାଟରେ ଘଟିଲା ଦୁର୍ଘଟଣା

ବ୍ରହ୍ମପୁର ଅଫିସ,୨।୩: ଦୁର୍ଘଟଣାରେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଥିବା ଜଣେ ଯୁବତୀଙ୍କ ଏମ୍‌କେସିଜି ମେଡିକାଲରେ ମୃତ୍ୟୁ ଘଟିଛି। ମୃତକ ହେଲେ ପାଟପୁର ଥାନା ଅଞ୍ଚଳର ପୁଷ୍ପିତା ମହାରଣା(୨୦)। ପୁଷ୍ପିତା ତାଙ୍କ ପ୍ରେମିକଙ୍କ ସହ ବାଇକ୍‌ରେ ଯାଉଥିବା ବେଳେ ଏକ ଗାଡ଼ି…

ବିଜୁବାବୁଙ୍କ ପ୍ରିୟ ବିମାନ ‘ଡାକୋଟା’ର କଳାକୃତି ନିର୍ମାଣ କଲେ ଛତ୍ରପୁର ଆଇଟିଆଇ ଛାତ୍ରୀଛାତ୍ର

ଛତ୍ରପୁର,୨ା୩(ଡି.ଏନ୍‌.ଏ.): ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଓ ତାଙ୍କ ପ୍ରିୟ ବିମାନ ଡାକୋଟାକୁ ବିଭିନ୍ନ ଅଦରକାରୀ ଲୁହା ସାମଗ୍ରୀରେ ନିର୍ମାଣ କରିଛନ୍ତି ଗଞ୍ଜାମ ଜିଲା ଛତ୍ରପୁର ଆଇଟିଆଇର ଛାତ୍ରୀଛାତ୍ର। ଦୀର୍ଘ କିଛି ଦିନ ହେଲା ଏହି ଦୁଇଟି କଳାକୃତିରେ ଲାଗି ପଡ଼ିଛନ୍ତି…

କୋଦଳା କଲେଜରେ ପରୀକ୍ଷା ଦେଲେ ୧୭୪ କଳା, ୨୬ ବାଣିଜ୍ୟ ଛାତ୍ରୀଛାତ୍ର

କୋଦଳା,୨ା୩(ଡି.ଏନ୍‌.ଏ.): ଗୁରୁବାରଠାରୁ ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ପରୀକ୍ଷା ଆରମ୍ଭ ହୋଇଛି। ଗତକାଲି ବିଜ୍ଞାନର ଥିଓରି ପରୀକ୍ଷା ଆରମ୍ଭ ହୋଇଥିଲା । ଗଞ୍ଜାମ କୋଦଳା ଲକ୍ଷ୍ମୀନାରାୟଣ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆଜିଠୁ କଳା ଓ ବାଣିଜ୍ୟ ଛାତ୍ରୀଛାତ୍ର ପରୀକ୍ଷା ଦେଇଛନ୍ତି।…

୩ ବର୍ଷ ବିତିଲା, ଚାଷୀଙ୍କୁ ମିଳିନି ଧାନ ବିକ୍ରି ଟଙ୍କା

ବେହେରା,୨।୩(ଡି.ଏନ.ଏ.):୩ ବର୍ଷ ପରେ ବି ଧାନ ବିକ୍ରି ଟଙ୍କା ଚାଷୀଙ୍କୁ ମିଳିନି। ଏଭଳି ଘଟଣା ସମ୍‌ାନକୁ ଆସିଛି କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ବେହେରା ପାକ୍ସ ଅନ୍ତର୍ଗତ ଭରୁଆମୁଣ୍ଡା ଗ୍ରାମରେ। ଗ୍ରାମର ଚାଷୀ ଯୁଗେଶ୍ୱର ଚନ୍ଦନ ଫାର୍ମର କାର୍ଡ ନ-ଏଫ ୧୫୦୨୦୦୦୩୭୮୧…

ସିଲ୍‌ ହେଲା ସନ୍‌ରାଇଜ୍‌ ହସ୍ପିଟାଲ

କେନ୍ଦୁଝର,୨ା୩(ସ୍ବ.ପ୍ର.): କଲେଜ ରୋଡ୍‌ସ୍ଥିତ ବଣିଆ ପାଟ ଅଞ୍ଚଳରେ ଥିବା ସନ୍‌ରାଇଜ ହସ୍ପିଟାଲକୁ ଗୁରୁବାର ଜିଲା ପ୍ରଶାସନ ନିର୍ଦ୍ଦେଶ କ୍ରମେ ସିଲ୍‌ କରାଯାଇଥିବା ତହସିଲଦାର ଆଶିଷ ମହାପାତ୍ର କହିଛନ୍ତି। ଯୋଡ଼ା ଅଞ୍ଚଳର ଜଣେ ରୋଗୀଙ୍କ ଚିକିତ୍ସା ପାଇଁ ହସ୍ପିଟାଲ ପକ୍ଷରୁ ବିଜୁ ସ୍ବାସ୍ଥ୍ୟ…

ବ୍ରିଜ ନିକଟରୁ ୨ ଅଫୁଟା ବୋମା ଜବତ

ଭଦ୍ରକ ଅଫିସ,୨ା୩: ଚାନ୍ଦବାଲି-କଟକ ମୁଖ୍ୟ ରାସ୍ତା ଚାନ୍ଦବାଲି ବୈତରଣୀ ସେତୁ ନିକଟରୁ ଦୁଇଟି ହାତ ତିଆରି ଅଫୁଟା ବୋମା ଗୁରୁବାର ଉଦ୍ଧାର କରିଛି ପୋଲିସ। ସୂଚନା ମୁତାବକ ଉକ୍ତ ସକାଳୁ ବ୍ରିଜ୍‌ ନିକଟକୁ ସ୍ଥାନୀୟ ଅଞ୍ଚଳର ଜଣେ ଯୁବକ ଶୌଚ ହେବାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri