କୂଳ ଖାଇ ଚାଲିଛି ମହାନଦୀ
ବୌଦ୍ଧ,୨୧ା୫(ସ୍ବ.ପ୍ର.): ବୌଦ୍ଧ ଜିଲାରେ ଚିରସ୍ରୋତା ମହାନଦୀ ଜିଲାର ମନମୁଣ୍ଡାଠାରୁ ହରଭଙ୍ଗା ବ୍ଲକର ମାରଡା ପର୍ଯ୍ୟନ୍ତ ପ୍ରାୟ ୧୨୦ କିମି ପର୍ଯ୍ୟନ୍ତ ପ୍ରବାହିତ ହୋଇଛି। ମହାନଦୀ କୂଳରେ ୨୦୦ରୁ ଅଧିକ ଗ୍ରାମ ଥିବା ବେଳେ ୧୦ ହଜାରରୁ ଊର୍ଦ୍ଧ୍ୱ ପରିବାର ଘର କରି…
ଗୋରୁ ବୋଝେଇ ଟ୍ରକ୍ ଜବତ: ୩୨ରୁ ଊର୍ଦ୍ଧ୍ୱ ଗୋରୁ ଉଦ୍ଧାର, ୩ ଅଟକ
ପାଟଣା,୨୧।୫(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଦେଇ ଯାଇଥିବା ୪୯ ନମ୍ବର ମୁମ୍ବାଇ କୋଲକାତା ଜାତୀୟ ଜାତୀୟ ରାଜପଥର ଖିରେଇଟାଙ୍ଗିରି ନିକଟରୁ ଶନିବାର ବିଳମ୍ବିତ ରାତିରେ ଏକ ଗୋରୁ ବୋଝେଇ ଟ୍ରକ୍କୁ ତୁରୁମୁଙ୍ଗା ପୋଲିସଜବତ କରିଛି। ଉକ୍ତ ଟ୍ରକ୍ରେ ଦୟନୀୟ…
କଣ୍ଟେନରକୁ ପଛ ପଟୁ ଧକ୍କା ଦେଲା ୧୨ ଚକିଆ ଟ୍ରକ୍
ପାଟଣା,୨୧।୫(ସ୍ବ ପ୍ର): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ ନିହ୍ନୁଆଁ ଛକ ନିକଟରେ ରବିବାର ଦୁର୍ଘଟଣା ଘଟିଛି। କଣ୍ଟେନର ପଛରେ ଏକ ଆସ ବୋଝଇ ୧୨ ଚକିଆ ଟ୍ରକ୍ ଧକ୍କା ଦେବା ଫଳରେ…
ମୋଚିଛକ-ଭଦ୍ରକାଳୀ ରାସ୍ତା ନିର୍ମାଣ ପାଇଁ ଉଚ୍ଛେଦ ଆରମ୍ଭ
ଭଦ୍ରକ ଅଫିସ,୨୧।୫ : ଭଦ୍ରକ ସହରର ମୋଚି ଛକଠାରୁ ଭଦ୍ରକାଳୀ ପୁରୁଣାବଜାର ରାସ୍ତା ନିର୍ମାଣ ପାଇଁ ବହୁ ବାଦବିବାଦ ପରେ ରବିବାର ପ୍ରଶାସନ ପକ୍ଷରୁ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି । ଉକ୍ତ ରାସ୍ତା ମରାମତି ଅଭାବରୁ ଶୋଚନୀୟ ହେବା ସହିତ…
ଓଡ଼ିଶା ଇଣ୍ଡଷ୍ଟ୍ରିଜ୍ ଆସୋସିଏଶନର ଦିନିକିଆ କର୍ମଶାଳା
କଟକ,୨୧।୫: ଓଡ଼ିଶା ଇଣ୍ଡଷ୍ଟ୍ରିଜ୍ ଆସୋସିଏଶନ (ଓଆଇଏ) ପକ୍ଷରୁ ଏକ ଦିନିକିଆ କର୍ମଶାଳା କଟକର ଜଗତପୁରଠାରେ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି ରାଜ୍ୟରେ ଲଘୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍ଏସ୍ଏମ୍ଇ)ର ସ୍ଥିତି ସଂକ୍ରାନ୍ତୀୟ ଏକ ଆଲୋଚନାଚକ୍ରର ଆୟୋଜନ କରାଯାଇଥିଲା। ଅପରପକ୍ଷରେ ଓଆଇଏର ସଭାପତି…
୩ ସନ୍ତାନ ପାଇଁ ରଦ୍ଦ ହେଲା ସମିତିସଭ୍ୟ ପଦ
ଚଣ୍ଡିଖୋଲ,୨୧।୫(ଡି.ଏନ.ଏ.):ଯାଜପୁର ଜିଲା ବଡ଼ଚଣା ବ୍ଲକ ଅନ୍ତର୍ଗତ ଭୁଷଣ୍ଡପୁର ପଞ୍ଚାୟତର ସମିତିସଭ୍ୟ ଜଗନ୍ନାଥ ମୁଦୁଲିଙ୍କ ସଭ୍ୟ ପଦ ରଦ୍ଦ କରାଯାଇଛି। ଚଣ୍ଡିଖୋଲ କୋର୍ଟର ସବ୍ଜଜ ସୌଭାଗ୍ୟ ରଞ୍ଜନ ସ୍ବାଇଁ ତାଙ୍କ ସଭ୍ୟପଦ ରଦ୍ଦ କରିଛନ୍ତି। ଗତ ୧୭ ତାରିଖରେ ଏହି ପଞ୍ଚାୟତ ସମିତିସଭ୍ୟ…
ଚର୍ଚ୍ଚାରେ ସୂର୍ଯ୍ୟ ପାତ୍ରଙ୍କ ଉତ୍ତରାଧିକାରୀ
ବ୍ରହ୍ମପୁର ଅଫିସ,୨୧।୫: ଆଗାମୀ ସାଧାରଣ ନିର୍ବାଚନ ନିକଟତର ହୋଇଛି। ବିଭିନ୍ନ ଦଳ ପକ୍ଷରୁ ପ୍ରାକ୍ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏଭଳି ସ୍ଥିତିରେ ବିଜେଡିର ବରିଷ୍ଠ ନେତା, ପୂର୍ବତନ ମନ୍ତ୍ରୀ ଓ ବାଚସ୍ପତି ଏବଂ ବର୍ତ୍ତମାନର ଦିଗପହଣ୍ଡି ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ର…
କାଳବୈଶାଖୀ ଝଡ଼ ବର୍ଷାରେ ହୋଇଛି ବ୍ୟାପକ କ୍ଷତି
କୋରାପୁଟ,୨୧ା୫(ସ୍ବ.ପ୍ର.): କୋରାପୁଟ ସହର ସମେତ ଆଖପାଖ ଅଞ୍ଚଳରେ ଶୁକ୍ରବାର ସଂନ୍ଧ୍ୟାରେ ହୋଇଥିବା କାଳ ବୈଶାଖ ଝଡପବନ ଓ ବର୍ଷାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। କୋରାପୁଟ ସହର ସମେତ ଲକ୍ଷ୍ମୀପୁର, ସେମିଳିଗୁଡା ବ୍ଲକରେ ୨୨୫ ମିମି ବର୍ଷା ହୋଇଥିଲା। ଏହିସବୁ ଅଞ୍ଚଳରେ ୧୦୦ରୁ…
ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟ ପରୀକ୍ଷାଫଳ ପ୍ରକାଶିତ
ପୁରୀ ଅଫିସ,୨୧ା୫: ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟ ଦ୍ୱାରା ପରିଚାଳିତ ୨୦୨୩ ମସିହା ଉପଶାସ୍ତ୍ରୀ ନିୟମିତ ଓ ପୂର୍ବ ନିୟମିତ ପରୀକ୍ଷାଫଳ ଶନିବାର ପ୍ରକାଶ ପାଇଛି। ଏ ନେଇ ବିଶ୍ୱବିଦ୍ୟାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ବିଶ୍ୱବିଦ୍ୟାଳୟର ପରୀକ୍ଷା ନିୟନ୍ତ୍ରକ ଧରଣୀଧର ରଣା…
ସ୍ନାନଯାତ୍ରାରୁ ନୀଳାଦ୍ରିବିଜେ ଯାଏ ନୀତିନିର୍ଘଣ୍ଟ ଚୂଡ଼ାନ୍ତ
ପୁରୀ ଅଫିସ,୨୧ା୫: ଆସନ୍ତା ୩୦ତାରିଖରେ ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ପଡୁଥିବା ବେଳେ ଜୁନ ୪ତାରିଖ ସ୍ନାନଯାତ୍ରା, ଜୁନ ୨୦ରେ ଘୋଷଯାତ୍ରା ଓ ୨୮ରେ ବାହୁଡ଼ା, ୨୯ରେ ସୁନାବେଶ ଏବଂ ଜୁଲାଇ ୧ରେ ନୀଳାଦ୍ରି ବିଜେ ଅନୁଷ୍ଠିତ ହେବ। ତେବେ ଚଳିତବର୍ଷ ମହାପ୍ରଭୁଙ୍କ ନୀତି…
ଭାରତ ବୁଲି କ୍ୟାନ୍ସର ସଚେତନତା କରୁଛନ୍ତି ମହମ୍ମଦ କ୍ରିଷ୍ଣା
ପୁରୀ ଅଫିସ,୨୧ା୫: ପେସାରେ ଜଣେ ଡ୍ରାଇଭର ହେଲେ ମଧ୍ୟ ନିଶା ହେଉଛି ସମାଜକୁ ସଚେତନତା ବାର୍ତ୍ତା ବାଣ୍ଟିବା। ଭାରତର ବିଭିନ୍ନ ରାଜ୍ୟ ବୁଲି କ୍ୟାନ୍ସର ରୋଗ ଉପରେ ସଚେତନତା ବାର୍ତ୍ତା ବାଣ୍ଟିବା ସହ ସବୁ ଧର୍ମକୁ ସମ୍ମାନ ଦେବା ଏବଂ ପରସ୍ପର…
ମା’ ବାପାଙ୍କ ଆଶାବାଡ଼ି ସାଜିଛନ୍ତି ୬ ବର୍ଷର ପୁଅ
ପିପିଲି,୨୧ା୫(ଡି.ଏନ୍.ଏ./ସ୍ବ.ପ୍ର.): ପିପିଲି ଏନ୍ଏସି ଅନ୍ତର୍ଗତ ୧୧ନଂ. ୱାର୍ଡର ଏକ ପରିବାର ବହୁ ଦୁର୍ଦ୍ଦିନରେ ଜୀବନ ଅତିବାହିତ କରୁଥିବାବେଳେ ମା’ ଓ ମାନସିକଗ୍ରସ୍ତ ବାପାଙ୍କ ପାଇଁ ଆଶାବାଡ଼ି ସାଜିଛନ୍ତି ୬ ବର୍ଷୀୟ ସାଇ ଶୁଭମ। ଏହି ଖବର ବିଭିନ୍ନ ଗଣମାଧ୍ୟମରେ ପ୍ରସାରଣ ପରେ…

