ଆମ ଜିଲା ଖବର

ପ୍ରଶାସନ, ନେତାଙ୍କୁ ଅଭିଯୋଗ ଭୟ ଘାରୁଛି

ଜଗତ୍‌ସିଂହପୁର,୨୯।୬(ପ୍ରମୋଦ କୁମାର ନାୟକ)ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫-ଟି ସଚିବ ଭି. କେ. ପାଣ୍ଡିଆନଙ୍କ ଗୁରୁବାରଠାରୁ ୨ ଦିନିଆ ଜଗତ୍‌ସିଂହପୁର ଗସ୍ତକୁ ନେଇ ସାରା ଜିଲାରେ ପ୍ରଶାସନିକ ବ୍ୟବସ୍ଥା ଚଳଚଞ୍ଚଳ ହୋଇଉଠିଛି। ପାଣ୍ଡିଆନଙ୍କୁ ସନ୍ତୁଷ୍ଟ କରିବା ପାଇଁ ଉଭୟ ପ୍ରଶାସନ ଓ…

ଗ୍ରାମାଞ୍ଚଳରେ ବି ହ୍ରାସ ପାଉଛି ଚାରଣ ଭୂଇଁ

ମହାକାଳପଡ଼ା,୨୯।୬(ପ୍ରତାପ ଚନ୍ଦ୍ର ସ୍ବାଇଁ)ସହରାଞ୍ଚଳ ପରି ଏବେ ଗ୍ରାମାଞ୍ଚଳରେ ବି ଚାରଣ ଭୂଇଁର ଅଭାବ ଦେଖାଦେଇଛି ା ଗୃହପାଳିତ ପ୍ରାଣୀମାନଙ୍କ ଚରିବା ପାଇଁ କାହିଁ କେଉଁ ଅନାଦି କାଳରୁ ପୂର୍ବଜମାନେ ଚାରଣ ଭୂଇଁ ରଖୁଥିଲେ ା ସମୟର ପରିବର୍ତ୍ତନ ଓ ଜନସଂଖ୍ୟା ବୃଦ୍ଧି…

ଜିଲାରେ ସବ୍‌ଡିଭିଜନ ମାନ୍ୟତା ଦାବି ତେଜୁଛି

କେନ୍ଦ୍ରାପଡ଼ା,୨୯।୬ (ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲାର ଲୋକସଂଖ୍ୟା ୧୬ ଲକ୍ଷରୁ ଊର୍ଦ୍ଧ୍ୱ। ୨୪୯୪ ବର୍ଗ କିଲୋମିଟର ଅଞ୍ଚଳ ପରିମିତ ଏହି ଜିଲାର ଉପାନ୍ତରେ ପ୍ରଶାସନିକ ସେବା ପହଞ୍ଚତ୍ ପାରୁନାହିଁ। ଏହାକୁ ଦୃଷ୍ଟିରେ ରଖି ପଟ୍ଟାମୁଣ୍ଡାଇ, ମାର୍ଶାଘାଇ ଅଞ୍ଚଳକୁ ସବ୍‌ଡିଭିଜନ ମାନ୍ୟତା ପାଇଁ ସ୍ଥାନୀୟ…

ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ବିକ୍ରି ହେଲା ମହାପ୍ରସାଦ

ପୁରୀ,୨୯।୬(ଅଜିତ୍‌ ମହାନ୍ତି)ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ସମୟରେ ବୁଧବାର ଶ୍ରୀଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ନିକଟରେ ମହାପ୍ରସାଦ ବିକ୍ରି ଘଟଣା ଜଗନ୍ନାଥ ପ୍ରେମୀଙ୍କୁ ଆଘାତ ଦେଇଛି। କେତେଜଣ ସେବାୟତ ମହାପ୍ରସାଦ ଆଣି ରାସ୍ତା ଉପରେ ଭକ୍ତଙ୍କୁ ବିକ୍ରୟ କରୁଥିବା ଦେଖିବାକୁ ମିଳିଥିଲା। ମହାପ୍ରଭୁ ନବଦିନାତ୍ମକ…

ବୋଲଗଡ଼ର ସବୁ ମେଡିକାଲରେ ଡାକ୍ତର ନିଯୁକ୍ତ

ବୋଲଗଡ,୨୯।୬(ଦେବବ୍ରତ ହୋତା)ସ୍ଥାନୀୟ ବିଧାୟକଙ୍କ ପ୍ରତିଶ୍ରୁତି ମୁତାବକ ସୁଧୁରିଛି ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ସ୍ବାସ୍ଥ୍ୟସେବା। ନୂଆ ଡାକ୍ତର ନିଯୁକ୍ତ ହେବା ସହ ବୋଲଗଡ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଆମ ହସ୍ପିଟାଲ ଯୋଜନାରେ ସାମିଲ କରାଯାଇଛି। ବୋଲଗଡ ବ୍ଲକ ଅନ୍ତର୍ଗତ ସମୁଦାୟ ୮ଟି…

ସାର, କୀଟନାଶକ ନକଲି

ବରଗଡ଼,୨୯।୬(ପ୍ରେମାନନ୍ଦ ଖମାରୀ)ବରଗଡ଼ ଜିଲାରେ ୩ଲକ୍ଷ ୪୮ହଜାର ୭୪୭ହେକ୍ଟର କୃଷି ଉପଯୋଗୀ ଜମି ରହିଥିବାବେଳେ ସେଥିମଧ୍ୟରୁ ୨ଲକ୍ଷ ୫୨ହଜାର ୬୫୬ହେକ୍ଟର ଜମିରେ ଧାନଚାଷ ହୋଇଥାଏ। ସେହିପରି ଅନ୍ୟ ଚାଷ ତୁଳନାରେ ଧାନ ଫସଲ ପାଇଁ ଅଧିକ ସାର, କୀଟନାଶକ ଆବଶ୍ୟକତା ରହିଛି। ଏହି…

ଆଜି ରଥାରୂଢ଼ ମହାପ୍ରଭୁଙ୍କ ସୁନାବେଶ

ପୁରୀ,୨୯।୬(ଅଜିତ୍‌ ମହାନ୍ତି)ଆଷାଢ଼ ଶୁକ୍ଳ ଏକାଦଶୀ ତିଥି ଗୁରୁବାର ତିନି ରଥରେ ମହାପ୍ରଭୁଙ୍କ ଅନନ୍ୟ ସୁନାବେଶ ବା ରାଜରାଜେଶ୍ୱର ବେଶ ଅନୁଷ୍ଠିତ ହେବ। ରଥାରୂଢ଼ ଚତୁର୍ଦ୍ଧାବିଗ୍ରହ ମହଣ ମହଣ ସୁନାରେ ସଜେଇ ହେବେ। ରଥ ଉପରେ ମଇଲମ ଓ ଏକାଦଶୀ ସର୍ବାଙ୍ଗ ନୀତି…

ଓଡ଼ିଆ ବିଶ୍ୱବିଦ୍ୟାଳୟରେ ଖୁବ୍‌ଶୀଘ୍ର ପାଠପଢ଼ା

ସାକ୍ଷୀଗୋପାଳ,୨୯।୬(ପ୍ରଶାନ୍ତ ବାରିକ/କିଶୋର ମହାପାତ୍ର)ପୁରୀ ଜିଲା ସତ୍ୟବାଦୀ ବ୍ଲକର ବକୁଳବନରେ ନିର୍ମାଣ ହେଉଥିବା ଓଡ଼ିଆ ବିଶ୍ୱବିଦ୍ୟାଳୟର ପାଠ୍ୟକ୍ରମ ଖୁବ୍‌ଶୀଘ୍ର ଆରମ୍ଭ ହେବାକୁ ଯାଉଛି। ଏଥିସହ ନିର୍ମାଣ କାର୍ଯ୍ୟ ସରି ନ ଥିବାରୁ ସ୍ଥାନୀୟ ଉତ୍କଳମଣି ଗୋପବନ୍ଧୁ ସ୍ମୃତି ମହାବିଦ୍ୟାଳୟରେ ଓଡ଼ିଆ ବିଶ୍ୱବିଦ୍ୟାଳୟର ଅସ୍ଥାୟୀ…

ଚାଷୀଙ୍କୁ ମିଳିନି ଧାନ ବିକ୍ରି ପ୍ରାପ୍ୟ

ସୋନପୁର,୨୯।୬(ମୃତ୍ୟୁଞ୍ଜୟ ଶତପଥୀ)ମଣ୍ଡିରେ ଧାନ ବିକ୍ରି କରିବାର ୪୮ ଘଣ୍ଟା ଭିତରେ ଚାଷୀଙ୍କୁ ପ୍ରାପ୍ୟ ମିଳିବ ବୋଲି ସରକାର ବାହାସ୍ଫୋଟ ମାରୁଛନ୍ତି। କିନ୍ତୁ ବାସ୍ତବ ସ୍ଥିତି ସମ୍ପୂର୍ଣ୍ଣ ଭିନ୍ନ। ସରକାରୀ ମଣ୍ଡିରେ ଧାନ ବିକ୍ରି କରି ଚାଷୀ ଅସୁବିଧା ଭୋଗୁଛି। ସୁବର୍ଣ୍ଣପୁର ଜିଲାର…

ଟାଟା ଅବହେଳା: ୩ ଜୀବନ ଗଲା

କେନ୍ଦୁଝର/ଝୁମ୍ପୁରା/କୋରାପୁଟ/ଜୟପୁର,୨୯।୬ (ନରେଶ ପଟ୍ଟନାୟକ, ଶଶିଭୂଷଣ ସାହୁ, ଅମିତାଭ ବେହେରା, ପବନ ପାଣିଗ୍ରାହୀ)କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ଅନ୍ତର୍ଗତ କେନ୍ଦୁଆ ଗ୍ରାମ ପଡ଼ିଆରେ ବୁଧବାର ମଧ୍ୟାହ୍ନରେ ରଥଟଣା ପୂର୍ବରୁ ରଥର ନେତ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସିଯିବାରୁ ୨ଜଣଙ୍କ ମୃତ୍ୟୁ ହୋଇଛି। ମୃତକଦ୍ୱୟ ହେଲେ…

ଉଡ଼ିଲା ଆଜବେଷ୍ଟସ୍‌, ଭାଙ୍ଗିଲା ଘର

ଜମନକିରା,୨୮ା୬ (ରବୀନ୍ଦ୍ର ପ୍ରସାଦ ଦାନି): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବଂ ମୌସୁମୀ ଜନିତ ବର୍ଷା ଯୋଗୁ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସାଙ୍ଗକୁ ଝଡତୋଫାନ ଦେଖିବାକୁ ମିଳିଛି। ଏଥିଯୋଗୁ ଅନେକ ସ୍ଥାନରେ କ୍ଷୟକ୍ଷତି ଘଟିଛି। ଜମନକିରା ବ୍ଲକ କେନାଢିପା ପଞ୍ଚାୟତ…

ବାହୁଡା ଯାତ୍ରା ଭିଡ଼ରେ ଫସିଗଲା ଆମ୍ବୁଲାନ୍ସ

ନିରାକାରପୁର,୨୮।୬(ଡି.ଏନ୍‌.ଏ.): ବାହୁଡା ଯାତ୍ରା ଅବସରରେ ବୁଧବାର ଖୋର୍ଦ୍ଧା ଜିଲା ନିରାକାରପୁର ରେଳ ଫାଟକରେ ପ୍ରବଳ ଭିଡ଼ ଯୋଗୁ ରୋଗୀଙ୍କୁ ନେଇଯାଉଥିବା ଏକ ଆମ୍ବୁଲାନ୍ସ ପ୍ରାୟ ୧ ଘଣ୍ଟା ଗହଳି ଭିତରେ ଫସି ରହିଥିବା ଦେଖିବାକୁ ମିଳିଥିଲା। ସୂଚନା ଯୋଗ୍ୟ, ଦକ୍ଷିଣ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?