ଆମ ଜିଲା ଖବର

ଅବୁଜବାହାଲ ପଥର କ୍ୱାରୀରୁ ସସ୍‌ପେନସନ ଆଦେଶ ପ୍ରତ୍ୟାହାର କଲା ଖଣିବିଭାଗ, ରଖିଲା ଏମିତି ସର୍ତ୍ତ

କର୍ଲାମୁଣ୍ଡା, ୧୧।୬(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତର ଅବୁଜବାହାଲଠାରେ ଥିବା ପଥର କ୍ୱାରୀ -୨ ଉପରେ ଖଣି ବିଭାଗ ଗତ ତା ୨୫.୦୫.୨୦୨୬ ରିଖ ପତ୍ର ସଂଖ୍ୟା ୨୧୯ ମାଧ୍ୟମରେ କେତେକ ଡକ୍ୟୁମେଣ୍ଟ ନ ଥିବା…

ରଜ ଖୁସିକୁ ଦ୍ୱିଗୁଣିତ କଲେ ଆଇପିଓ ଆକର୍ଷ ରଞ୍ଜନ; ବାଳାଶ୍ରମ ଶିଶୁଙ୍କୁ ମଲକୁ ନେଇ ନୂଆ ପୋଷାକ କିଣାଇଲେ…

ପାରଳାଖେମୁଣ୍ଡି(ଗିରିଧାରୀ ପରିଛା): ୧୧।୬: ରଜ ପର୍ବର ଆଗମନ ସହ ଉତ୍ସବମୁଖର ପରିବେଶ ମଧ୍ୟରେ ଉତ୍କଳ ବାଳାଶ୍ରମର ଶିଶୁମାନଙ୍କ ପାଇଁ ଏକ ସ୍ମରଣୀୟ ଦିନ ସୃଷ୍ଟି କରିଛନ୍ତି ଆଇପିଓ ଆକର୍ଷ ରଞ୍ଜନ ପ୍ରଧାନ। ଗଜପତି ଜିଲାର ପାରଳାଖେମୁଣ୍ଡି ସ୍ଥିତ ଏହି ବାଳାଶ୍ରମର ଅନ୍ତେବାସୀମାନଙ୍କୁ…

ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ପାଳନ ପାଇଁ ଜୋର୍‌ସୋରରେ ପ୍ରସ୍ତୁତି : ୧୩ରୁ ୧୫ ତାରିଖ ଯାଏ ଚାଲିବ ଏହି ସବୁ କାର୍ଯ୍ୟକ୍ରମ

ଛତ୍ରପୁର, ୧୧।୬ (ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ଦୁଇବର୍ଷର ସଫଳ କାର୍ଯ୍ୟକାଳ ପୂର୍ତ୍ତି ଉପଲକ୍ଷେ ଗଞ୍ଜାମ ଜିଲାରେ ଜିଲା, ବ୍ଲକ ଓ ଗ୍ରାମ ପଞ୍ଚାୟତସ୍ତରରେ ପ୍ରଦର୍ଶନୀ ମେଳା ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଏନେଇ ଆଜି ଜିଲା ପରିଷଦ ଋଷିକୂଲ୍ୟା…

କାଳିଞ୍ଜି ସମାଜର ପ୍ରତିଭା ସମ୍ମାନ ଉତ୍ସବ: ମାଟ୍ରିକ, +୨ର କୃତୀ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧିତ କଲେ ବିଧାୟକ

ଭଞ୍ଜନଗର,୧୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସଭାଗୃହଠାରେ ଓଡ୍ର ଖଣ୍ଡାୟତ କାଳିଞ୍ଜି ସମାଜ, କଇଁଣ୍ଡି ଆଞ୍ଚଳିକ ପରିଷଦ, ଭଞ୍ଜନଗର ତରଫରୁ ଗୁରୁବାର ପ୍ରତିଭା ସମ୍ମାନ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏଥିରେ ସଭାପତି ଜଗବନ୍ଧୁ ଜେନାଙ୍କ ଅଧ୍ୟକ୍ଷତା କରିଥିଲେ।…

ତାମିଲନାଡୁକୁ ଚାଲାଣ ଅଭିଯୋଗ, ୨ ଜଣ ବାନ୍ଧିଲା ପୋଲିସ, ଆଦିବାସୀ ଯୁବତୀଯୁବକଙ୍କୁ ପ୍ରଲୋଭନ ଦେଖାଇ…

ହାଟଡିହୀ/ଆନନ୍ଦପୁର/ ବଞ୍ଚୋ/ ଛେନାପଦି , ୧୧l୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ ପ୍ରଦୋଷ ବିଶ୍ୱାଳ/ ନିରାକାର ପରିଡା): ଆଦିବାସୀ କିଶୋର କିଶୋରୀ କିଶୋରଙ୍କୁ ପ୍ରଲୋଭନ ଦେଖାଇ ତାମିଲନାଡୁକୁ ଚାଲାଣ କରିବା ଅଭିଯୋଗରେ ଆନନ୍ଦପୁର ପୋଲିସ ଦୁଇ ଜଣଙ୍କୁ ଗିରଫ କରିଛି । ଗିରଫ…

ଫାଇନାଲରେ ସ୍ଥାନ ପକ୍କା କଲା ଏହି ଦଳ, ଶ୍ରେଷ୍ଠ ଖେଳାଳି ଭାବେ ପୁରସ୍କୃତ ହେଲେ…

ଦିଗପହଣ୍ଡି,୧୧।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଖମାରିଗାଁ ପଞ୍ଚାୟତ ଗୋଲଣ୍ଡା ଗ୍ରାମ ଖେଳପଡିଆରେ ବୃନ୍ଦାବନ ଚନ୍ଦ୍ର ସ୍ପୋର୍ଟିଙ୍ଗ କ୍ଳବ ପକ୍ଷରୁ ସ୍ବର୍ଗତ କୃଷ୍ଣଚନ୍ଦ୍ର ଏବଂ ସାନ୍ତୁନୁଙ୍କ ସ୍ମୃତି ଉଦ୍ଦେଶ୍ୟରେ ଆୟୋଜିତ କ୍ରିକେଟ ଟୁର୍ନାମେଣ୍ଟର ଗୁରୁବାର ପ୍ରଥମ ସେମିଫାଇନାଲ ମ୍ୟାଚ…

କାଳବୈଶାଖୀର ତାଣ୍ଡବ : ରାସ୍ତା ଉପରେ ଗଛ ପଡ଼ି ଯାତାୟାତ ବାଧାପ୍ରାପ୍ତ

ବଞ୍ଚୋ, ୧୧।୬ :(ପ୍ରଦୋଷ ବିଶ୍ୱାଳ ): କାଳବୈଶାଖୀର ପ୍ରଭାବରେ ଆନନ୍ଦପୁର ପୌରାଞ୍ଚଳର ମାଳିସାହି ନିକଟରେ ଏକ ବଡ଼ ଗଛ ଉପୁଡ଼ି ପଡ଼ିବା ଫଳରେ କରଞ୍ଜିଆଭଦ୍ରକ ରାସ୍ତାରେ କିଛି ସମୟ ପାଇଁ ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ପ୍ରବଳ ପବନ ଓ ବର୍ଷା ଯୋଗୁ…

ହାତୀ ଆକ୍ରମଣରେ ଯୁବକ ମୃତ ଘଟଣାରେ ଶବ ଛାଡିଲେନି ଗ୍ରାମବାସୀ, ପ୍ରଶାସନିକ ପ୍ରତିଶ୍ରୁତି ପରେ…

ରିଆମାଳ ୧୧।୬(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଳକ କୁଣ୍ଢେଇଗୋଳା ସେକସନ ଚଢ଼େଇମରା ଗ୍ରାମ ପଞ୍ଚାୟତର ସଙ୍ଗାପଶି ଗ୍ରାମରେ ବୁଧବାର ହାତୀ ଆକ୍ରମଣରେ ସୁଶାନ୍ତ ନାୟକ ନାମକ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିଲା । ହାତୀ ପାଇଁ ବାରମ୍ବାର ଅସୁବିଧାର ସମ୍ମୁଖୀନ…

ଗୁରୁବାର ହେଲେ ମନେ ପଡୁଛି ସ୍ବଚ୍ଛତା କଥା: ପର୍ଯ୍ୟଟନକ୍ଷେତ୍ର, ସ୍ବାସ୍ଥ୍ୟକେନ୍ଦ୍ରକୁ ସଫେଇ କଲେ…

ଦାରିଙ୍ଗବାଡି, ୧୧। ୬ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପର୍ଯ୍ୟଟନକ୍ଷେତ୍ର ଭାବେ ରାଜ୍ୟ ଓ ରାଜ୍ୟ ବାହାରେ ପରିଚିତ ଦୈନିକ ଶହ ଶହ ପର୍ଯ୍ୟଟକ ଦାରିଙ୍ଗବାଡିକୁ ବୁଲି ଆସୁଥିବା ବେଳେ କୁଢ଼ କୁଢ଼ ଅଳିଆ ଗଦାକୁ ନେଇ ତୀବ୍ର ଅସନ୍ତୋଷ…

ମରିଗଲା ଭାବି କୂଅରେ ଫିଙ୍ଗିଦେଇଥିଲେ ଦୁର୍ବୃତ୍ତ, ୪ ଦିନ ପରେ ଜୀବନ୍ତ ଅବସ୍ଥାରେ ଯୁବକ ଉଦ୍ଧାର

ବରଗଡ଼,୧୧।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ସମଲେଇପଦର ନର୍ସରୀ ପରିସରରେ ରହିଥିବା ଏକ ପରିତ୍ୟକ୍ତ କୂଅରୁ ଗୁରୁବାର ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି । ଯୁବକ ଜଣକ ପଦ୍ମପୁର ଉପଖଣ୍ଡ ପୁରେନା ଗ୍ରାମର ତୁଳସୀରାମ ଭୁଏ ବୋଲି ଜଣାପଡିଛି…

ଆଳୁ ଖୋଳୁଖୋଳୁ ମହାଦେବ…ବାଇକ୍-ମୋବାଇଲ୍ ବନ୍ଧକ ରଖି କରୁଥିଲେ ସୁଧ କାରବାର, ଘରୁ ଯାହା ବାହାରିଲା ପୋଲିସ ଦେଖି…

ମୋହନା,୧୧।୬(ମନ୍ମଥ ମିଶ୍ର): ବାଇକ, ଘର ପଟା ଓ ମୋବାଇଲ୍ ବନ୍ଧକ୍ ରଖି ବେଆଇନ୍ ରୁଣ କାରବାର ଅଭିଯୋଗରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି ଅଡବା ପୋଲିସ । ଅଭିଯୁକ୍ତଠୁ ଲକ୍ଷାଧିକ ନଗଦ ଟଙ୍କା ସହ ୧୩୭ଟି ବାଇକ୍ ଓ ୧୨୭ ଗୋଟି…

ଗେଦେ ବଂଶର ତୃତୀୟତମ ସମ୍ମିଳନୀ, ନିଜ ବଂଶଧର ଲୋକଙ୍କୁ ଚିହ୍ନିବା ପାଇଁ….

ଦାରିଙ୍ଗବାଡି,୧୧।୬(ଅରୁଣ ସାହୁ): ନିଜ ବଂଶଧର ଲୋକଙ୍କ ସହ ଯୋଡି ହେବା ସେମାନଙ୍କୁ ଚିହ୍ନିବା ଓ ଜାଣିବା ପାଇଁ ଏକ ପ୍ରୟାସ କରୁଛି କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ବସବାସ କରୁଥିବା ଗେଦେ ବଂଶ । ଏଥିପାଇଁ ଚଳିତ ବର୍ଷ ତୃତୀୟତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?