ଆମ ଜିଲା ଖବର

ବାଇକ୍‌ ଷ୍ଟାଣ୍ଡ୍‌ରେ ଗଡୁଛି ମଦ ବୋତଲ

କେନ୍ଦୁଝର,୨୦ା୫(ସ୍ବ.ପ୍ର.): କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ଅବ୍ୟବସ୍ଥା ଘେରରେ ରହିଛି। ରକ୍ଷଣାବେକ୍ଷଣ, ସୁରକ୍ଷା ଢିଲା କାରଣରୁ ପରିସରରେ ମଦ୍ୟପଙ୍କ ଆଡ୍ଡା ଜମୁଛି। ସାମାନ୍ୟ ବର୍ଷା ହେଲେ ଜଳ ନିଷ୍କାସନ ହୋଇପାରୁ ନ ଥିବାରୁ ରାସ୍ତା ନଷ୍ଟ ହେଉଛି। ଅସ୍ବାସ୍ଥ୍ୟକର ପରିବେଶ ସୃଷ୍ଟି…

କାଳବୈଶାଖୀ: ଗଛ ପଡ଼ି ରାସ୍ତା ଜାମ୍‌

ଖୁଣ୍ଟା,୨୦ା୫(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ଅଞ୍ଚଳରେ ଶୁକ୍ରବାର କାଳବୈଶାଖି ପ୍ରଭାବରେ ବଜ୍ରପାତ ସହ ଝଡ଼ ତୋଫାନ ହୋଇଛି। ବଜ୍ରପାତରେ ଜଣେ ମହିଳା ୱାର୍ଡ ମେମ୍ବର ଗୁରୁତର ହୋଇଛନ୍ତି। ଅନ୍ୟ ୪ ଜଣ ଯୁବକ ସାମାନ୍ୟ ଆହତ ହୋଇଛନ୍ତି। ଗୁରୁତର ହେଲେ…

ରାଜପଥ ସର୍ଭିସ ରୋଡ୍‌ ଡ୍ରେନ୍‌ ସ୍ଲାବ୍‌ ଭାଙ୍ଗିଲା

କେନ୍ଦୁଝର,୨୦ା୫ (ସ୍ବ.ପ୍ର.): କେନ୍ଦୁଝର ଜାତୀୟ ରାଜପଥ ୨୦ର ବାଲିଆଗୁଡ଼ା ନିକଟରେ ସର୍ଭିସ ରୋଡ୍‌ ଡ୍ରେନ୍‌ ଉପରେ ନିର୍ମାଣ ହୋଇଥିବା ସ୍ଲାବ ଭାଙ୍ଗିଯାଇଛି। ଫଳରେ ରାସ୍ତାରେ ଯାତାୟାତ କରୁଥିବା ଗାଡ଼ି ତଥା ଲୋକଙ୍କ ପାଇଁ ବିପଦ ସୃଷ୍ଟି କରିଛି। ଏଥିସହ ଡ୍ରେନ୍‌ ଜାମ…

ଅବହେଳିତ ଶାଳପତରିଆ ଆଦିବାସୀ ବସ୍ତି

କାଏମା,୨୦ା୫(ଡି.ଏନ.ଏ.): କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଜନହିତକର ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ସେଗୁଡ଼ିକ କିପରି ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚତ୍ବ ସେ ଦାୟିତ୍ୱ ପ୍ରଶାସନିକ ଅଧିକାରୀଙ୍କ ଉପରେ ନ୍ୟସ୍ତ କରାଯାଉଛି। ହେଲେ କେତେକ ସ୍ଥାନରେ ପ୍ରଶାସନିକ ଅଧିକାରୀଙ୍କ ଦାୟିତ୍ୱହୀନତା ଯୋଗୁ…

ଗଛଡାଳ ଭାଙ୍ଗିଲା, ବିଦ୍ୟୁତ୍‌ ଖୁଣ୍ଟ ଉପୁଡ଼ିଲା

ରସୁଲପୁର,୨୦ା୫(ଡି.ଏନ.ଏ.): ରସୁଲପୁର ବ୍ଲକ ଅଞ୍ଚଳରେ ଶୁକ୍ରବାର କାଳବୈଶାଖୀ ତାଣ୍ଡବ ରଚିଛି। ଅପରାହ୍ନରେ ସ୍ବଳ୍ପ ଅବଧିର ଝଡ଼ତୋଫାନ ଯୋଗୁ ଓଡ଼ିଶୋ ପଞ୍ଚାୟତ ବିଶେଷ କ୍ଷତିଗ୍ରସ୍ତ ହୋଇଛି। ଏହି ରାସ୍ତା ପାର୍ଶ୍ୱରେ ଥିବା ଗଛଗୁଡ଼ିକର ଡାଳ ଭାଙ୍ଗି ପଡ଼ିବାରୁ ବାରବାଟୀ-ବାହାବଳପୁର ପୂର୍ତ୍ତ ବିଭାଗ ରାସ୍ତା,…

ଆପତ୍ତି ଉଠାଇଲେ ଏଜି

ଯାଜପୁର ଅଫିସ,୨୦ା୫: ରାଜ୍ୟରେ ବ୍ଲକ ଶିକ୍ଷା ଅଧିକାରୀ (ବିଇଓ)ମାନଙ୍କ ସୁରକ୍ଷାରେ ଜାଲ୍‌ ପ୍ରମାଣପତ୍ରଧାରୀ ଶିକ୍ଷୟିତ୍ରୀଶିକ୍ଷକ ରହିଛନ୍ତି। ଏହି ଶିକ୍ଷୟିତ୍ରୀଶିକ୍ଷକମାନଙ୍କ ପ୍ରମାଣପତ୍ର ଜାଲ୍‌ ବୋଲି ଯାଞ୍ଚ ପ୍ରକ୍ରିୟାରେ ସ୍ପଷ୍ଟ ହେବା ସତ୍ତ୍ୱେ ବିଇଓମାନେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁନାହାନ୍ତି। ଏ ନେଇ…

ପାନୀୟ ଜଳ ପ୍ରକଳ୍ପର ଚାବି ଚୋରି, ଥାନାରେ ଏତଲା

ପଟ୍ଟାମୁଣ୍ଡାଇ,୨୦ା୫(ସ୍ବ.ପ୍ର.): ପ୍ରଚଣ୍ଡ ଗ୍ରୀଷ୍ମ ତାପରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ୁଥିବା ବେଳେ ବିଭିନ୍ନ ସ୍ଥାନରେ ଜଳସଙ୍କଟ ମଧ୍ୟ ବଢ଼ିବାରେ ଲାଗିଛି। ସରକାର ଅର୍ଥ ବ୍ୟୟକରି ବିଭିନ୍ନ ପ୍ରକଳ୍ପ ନିର୍ମାଣ କରି ପ୍ରତ୍ୟେକ ପରିବାରକୁ ପାଇପ୍‌ ଯୋଗେ ପାନୀୟ ଜଳ ଯୋଗାଇ ଦେଉଛନ୍ତି। ମାତ୍ର…

ଗୁଳୁଗୁଳି, ରୌଦ୍ରତାପରେ ଜନଜୀବନ ଅସ୍ତବ୍ୟସ୍ତ

ପଟ୍ଟାମୁଣ୍ଡାଇ,୨୦ା୫(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ତଥା ଏହାର ଆଖପାଖ ଅଞ୍ଚଳରେ କିଛିଦିନ ହେଲା ପ୍ରବଳ ଖରା ସାଙ୍ଗକୁ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ଦୈନିକ ତାପମାତ୍ରା ୪୦ରୁ ୪୧ ଡିଗ୍ରୀ ରହୁଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ୁଛି। ଗତ ୪ରୁ୫…

ଜଗତ୍‌ସିଂହପୁର ସହର: ଜବରଦଖଲରେ ଡ୍ରେନ୍‌

ଜଗତ୍‌ସିଂହପୁର ଅଫିସ, ୨୦ା୫: ନିୟମ ରହିଛି ପ୍ରାକୃତିକ ନାଳ କିମ୍ବା ଡ୍ରେନ୍‌ ରୋକାଯାଇପାରିବ ନାହିଁ। ଏହାର ଗତି ବଦଳା ଯିବ ନାହିଁ। କେହି ଜବରଦଖଲ କଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। କୋର୍ଟଙ୍କ ଏହି ନିର୍ଦ୍ଦେଶ ପାଳନ କରିବାକୁ ରାଜ୍ୟ…

୪୦ ବର୍ଷ ପରେ ରାସ୍ତାରେ ମାଟି ପଡ଼ିଲା

ରଘୁନାଥପୁର,୨୦।୫(ଡି.ଏନ୍‌.ଏ.): ରଘୁନାଥପୁର ବ୍ଲକ ବିଦ୍ୟାଧରପୁର ପଞ୍ଚାୟତ ନୂଆପଡା ଓମ୍‌ଫେଡ ପ୍ଲାଣ୍ଟ ପାଖ ୯ନଂ. ୱାର୍ଡ ଦଳିତସାହି ରାସ୍ତାରେ ଦୀର୍ଘ ୪୦ ବର୍ଷ ପରେ ମାଟି ପକାଯାଇ ଯାତାୟାତ ଉପଯୋଗୀ କରାଯାଉଛି। ସରପଞ୍ଚ ସାହେଦା ତବସୁମଙ୍କ ପକ୍ଷରୁ ଏମ୍‌ଜିଏନ୍‌ଆରଇଜିଏସ୍‌(ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ…

ରାସ୍ତାରେ ଗଛ ଉପୁଡ଼ିଲା, ଘର ଭାଙ୍ଗିଲା

କଟକ ଅଫିସ/ଖୁଣ୍ଟୁଣୀ, ୨୦ା୫(ଡି.ଏନ୍‌.ଏ.): କଟକ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ଖୁବ୍‌ ଜୋରରେ ପବନ ବହିବା ସାଙ୍ଗକୁ ଘଡ଼ଘଡ଼ି ସହ ବର୍ଷା ହୋଇଥିଲା। ଅନେକ ସ୍ଥାନରେ ଗଛ ଭାଙ୍ଗି ପଡିବାରୁ ବିଦ୍ୟୁତ୍‌ ସରବରାହ ବାଧାପ୍ରାପ୍ତ ହୋଇଥିଲା। ଶୁକ୍ରବାର…

ଗାଡ଼ିରେ ‘ପ୍ରେସ୍‌’ ଲେଖି ଗଞ୍ଜେଇ ଚାଲାଣ

ନନ୍ଦପୁର, ୨୦ା୫ (ଡି.ଏନ୍‌.ଏ.): ବାହାର ରାଜ୍ୟକୁ ଗଞ୍ଜେଇ ଚୋରା ଚାଲାଣ ପାଇଁ ଏବେ ଚାଲାଣକାରୀମାନେ ଏକ ନୂଆ ତରିକା ଆପଣେଇଛନ୍ତି। ଗାଡ଼ିରେ ସେମାନେ ପ୍ରେସ୍‌ ଲେଖି ଗଞ୍ଜେଇ ଚାଲାଣ କରୁଥିବା ନନ୍ଦପୁର ପୋଲିସ ଉପଖଣ୍ଡ ଅଧୀନ ପାଡୁଆ ଥାନା ଅଞ୍ଚଳରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?