ଆମ ଜିଲା ଖବର

ଏଏସ୍‌ଓ ମେରିଟ୍‌ ଲିଷ୍ଟକୁ ଖାରଜ କଲେ ହାଇକୋର୍ଟ, ୨ ମାସ ମଧ୍ୟରେ ସାନି ମେରିଟ୍‌ ଲିଷ୍ଟ ପ୍ରକାଶ କରିବାକୁ ନିର୍ଦ୍ଦେଶ

କଟକ ଅଫିସ,୧୯।୫: ଏଏସ୍‌ଓ ନିଯୁକ୍ତି ନେଇ ଲୋକସେବା ଆୟୋଗ(ଓପିଏସ୍‌ସି)ପକ୍ଷରୁ ଜାରି ହୋଇଥିବା ମେରିଟ୍‌ ଲିଷ୍ଟକୁ ଶୁକ୍ରବାର ହାଇକୋର୍ଟ ଖାରଜ କରିଦେଇଛନ୍ତି। ଏଥିସହିତ ଲିଖିତ ପରୀକ୍ଷାରେ ପିଲାମାନେ ପାଇଥିବା ମୋଟ ମାର୍କ ଆଧାରରେ ୨ ମାସ ମଧ୍ୟରେ ସାନି ମେରିଟ ଲିଷ୍ଟ ପ୍ରକାଶ…

ବରକୁ ଉଠାଇ ଆଣିଲା ପୋଲିସ

ବଲାଙ୍ଗୀର ଅଫିସ, ୧୯ା୫: ବଲାଙ୍ଗୀର ସହର ଶ୍ରୀରାମ ନଗରଠାରେ ଗୁରୁବାର ମୁସଲମାନ ସମ୍ପ୍ରଦାୟର ଏକ ବିବାହ (ନିକାହ) ଉତ୍ସବରେ ଯୌତୁକ ଦାବିକୁ ନେଇ ଗୁରୁବାର ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିବାହ ସରିବା ପରେ ବରପାତ୍ର ମୋଟର ସାଇକେଲ ଦାବି କରିବାରୁ…

୫-ଟି ସଚିବଙ୍କ ଗସ୍ତ ପୂର୍ବରୁ ତରବରିଆ କାର୍ଯ୍ୟ

ମ. ରାମପୁର,୧୯।୫(ଡି.ଏନ.ଏ.): ୧୯ ଓ ୨୦ ତାରିଖରେ ୨ ଦିନିଆ କଳାହାଣ୍ଡି ଜିଲା ଗସ୍ତରେ ଆସିବେ ୫-ଟି ସଚିବ ଭି.କେ. ପାଣ୍ଡିୟାନ। ଏହି ଅବସରରେ ମ. ରାମପୁର ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ ମୋ ହସ୍ପିଟାଲ ଓ ସନ୍ଦୂଲ୍‌ ନଦିଠାରେ ନିର୍ମାଣାଧୀନ ସେଚ ପ୍ରକଳ୍ପରେ…

ପିଡିଏସ ସାମଗ୍ରୀ ଆଣିବାକୁ ଯାଇ ଅଂଶୁଘାତର ଶିକାର

ଖଡ଼ିଆଳ,୧୯।୫(ଡି.ଏନ.ଏ.): ନୂଆପଡା ଜିଲା ଖଡ଼ିଆଳ ବ୍ଲକ ଅନ୍ତର୍ଗତ ରାଣୀମୁଣ୍ଡା ପଞ୍ଚାୟତ ମହୁଲକୋଟ ଗ୍ରାମର ଜଣେ ବୃଦ୍ଧା ପିଡିଏସ ସାମଗ୍ରୀ ଆଣିବାକୁ ଯାଇ କୋଟାମାଲଠାରେ ଅଂଶୁଘାତର ଶିକାର ହୋଇଥିବା ଅଭିଯୋଗ ହୋଇଛି। ପରିବାର ଲୋକେ ସେଠାରୁ ଆଣି କରି ଚିକିତ୍ସା କରୁଥିବା ଜଣାପଡ଼ିଛି।…

ନିଜ ଖର୍ଚ୍ଚରେ ରାସ୍ତା ମରାମତି କଲେ ଯୁବ ସଙ୍ଗଠକ

କେସିଙ୍ଗା,୧୯।୫(ଡି.ଏନ.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହ ବଲାଙ୍ଗୀର ଜିଲା ଟିଟଲାଗଡ ସହରକୁ ସଂଯୋଗ କରୁଥିବା ରାସ୍ତାର କେସିଙ୍ଗା ସହରଠାରୁ ପ୍ରାୟ ୫୦୦ ମିଟର ଦୂର ଏକ କଲଭର୍ଟ ଉପରେ ଗତ ଏକ ବର୍ଷ ହେଲା ସିମେଣ୍ଟ ଫାଟି ଲୁହା ରଡ଼ ଦେଖା…

ଦୂରହେବ ଦୀର୍ଘ ଦଶନ୍ଧିର ଦୁଃଖ

ଭବାନୀପାଟଣା,୧୯।୫(ସ୍ବ.ପ୍ର.): ଗ୍ରାମାଞ୍ଚଳକୁ ସହରାଞ୍ଚଳ ସହ ସଂଯୋଗ କରିବାକୁ ସରକାର ରାସ୍ତା ଓ ପୋଲ ନିର୍ମାଣ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ଉପାନ୍ତ ଇଲାକାର ଲୋକଙ୍କ ପାଇଁ ପ୍ରହସନ ପାଲଟିଛି ଯୋଜନା। ନଦୀରେ ପୋଲଟିଏ ନ ଥିବା ଯୋଗୁ…

ପକ୍କା ଘର ସାତସପନ

ଲହୁଣୀପଡ଼ା,୧୯ା୫(ଡି.ଏନ୍‌.ଏ.): ଲହୁଣୀପଡ଼ା ବ୍ଲକ ଦର୍ଜୀଂ ପଞ୍ଚାୟତ ମଧୁପୁର ଗ୍ରାମବାସୀଙ୍କୁ ମିଳୁନିି ପକ୍କା ଘର। ପିଢ଼ି ପରେ ପିଢ଼ି ବିତିଗଲାଣି ହେଲେ ଗ୍ରାମରେ ଆଜି ଯାଏ ଜଣକୁ ହେଲେ ପକ୍କାଘର ଖଣ୍ଡେ ମିଳିନାହିଁ। ପ୍ରତ୍ୟେକ ଥର ବ୍ଲକ, ପଞ୍ଚାୟତ ଯାଇ ଗ୍ରାମବାସୀ ଅଭିଯୋଗ…

ତାତିରେ ମାନ୍ଦା ଫୁଲ ବ୍ୟବସାୟ

ରାଉରକେଲା ଅଫିସ,୧୯।୫: ରାଉରକେଲା ସହରରେ ପ୍ରବଳ ତାତି ଯୋଗୁ ଫୁଲ ଶୁଖିଯାଉଛି । ଫଳରେ ବ୍ୟବସାୟ ସମ୍ପୂର୍ଣ୍ଣ ମାନ୍ଦା ହୋଇପଡ଼ିଛି। ସହରର ୩ ଶହରୁ ଊର୍ଦ୍ଧ୍ୱ ସ୍ଥାନରେ ଫୁଲ ବ୍ୟବସାୟ ହୋଇଥାଏ। ହେଲେ ଖରା ଯୋଗୁ ଏବେ ଫୁଲର ଚାହିଦା କମିଛି।…

ଆଇସିୟୁ, ଡାକ୍ତର ନିଯୁକ୍ତି ପାଇଁ ପ୍ରତିଶ୍ରୁତି

ରାଉରକେଲା ଅଫିସ,୧୯।୫: ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ବିଭାଗର ୪ ଜଣିଆ ଟିମ୍‌ ଗୁରୁବାର ରାଉରକେଲା ସରକାରୀ ହସ୍ପିଟାଲ (ଆରଜିଏଚ୍‌)କୁ ଗସ୍ତ କରି ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଉକ୍ତ ଟିମ୍‌ ପୂର୍ବାହ୍ନ ୧୦ଟାରେ ଡାକ୍ତରଖାନାରେ ପହଞ୍ଚତ୍ବା ପରେ ଡାକ୍ତରଖାନା କର୍ତ୍ତୃପକ୍ଷଙ୍କ ସେମାନଙ୍କୁ…

ପରିବାଚାଷ ନିଶାରେ ଚିତ୍ରସେନ

ପଦ୍ମପୁର,୧୯।୫(ଡି.ଏନ.ଏ.): ବରଗଡ଼ ଜିଲା ପଦ୍ମପୁର ବ୍ଲକ ଖୁଜେନ ଗ୍ରାମର ଚିତ୍ରସେନ ସ୍ବାଇଁ ନିକଟସ୍ଥ ଜମଲା ପାକ୍ସରେ ସହକାରୀ ସମ୍ପାଦକ ଭାବେ କାର୍ଯ୍ୟରତ ଅଛନ୍ତି। ସେ ସରକାରୀ ଚାକିରୀ କରିଥିଲେ ମଧ୍ୟ ଚାଷ ପ୍ରତି ତାଙ୍କର ବିଶେଷ ଆଗ୍ରହ ଅନ୍ୟମାନଙ୍କ ପାଇଁ ପ୍ରେରଣା…

ବିଜ୍ଞାନ ପଢ଼ିବାକୁ ମାଟ୍ରିକ୍‌ ଟପ୍ପର ଆଗ୍ରହୀ

ବରଗଡ଼ ଅଫିସ୍‌,୧୯।୫(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ମାଟ୍ରିକ ପରୀକ୍ଷାଫଳ ପ୍ରକାଶ ପାଇଛି। ଏଥିରେ ବରଗଡ଼ ଜିଲାର ଛାତ୍ରୀଛାତ୍ର ମଧ୍ୟ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ରାଜ୍ୟର ପାସ୍‌ ହାର ୯୬.୪୦ ପ୍ରତିଶତ ରହିଥିବାବେଳେ ବରଗଡ଼ ଜିଲାରେ ୯୭.୨୨ ପ୍ରତିଶତ ଛାତ୍ରୀଛାତ୍ର ଉତ୍ତୀର୍ଣ୍ଣ ହୋଇଛନ୍ତି…

ଦୀପ ଜାଳି ସ୍ବାମୀଙ୍କ ଦୀର୍ଘାୟୁ କାମନା କଲେ…

ଭଦ୍ରକ ଅଫିସ,୧୯।୫: ଭଦ୍ରକ ଜିଲା ବନ୍ତ ବ୍ଲକ ଏରଝାଟିଆଠାରେ ଥିବା ପ୍ରସିଦ୍ଧ ସାବିତ୍ରୀ ପୀଠରେ ଶୁକ୍ରବାର ପବିତ୍ର ସାବିତ୍ରୀ ଅମାବାସ୍ୟା ଅବସରରେ ସଧବା ବ୍ରତଧାରୀ ମହିଳାଙ୍କ ଭିଡ଼ ଲାଗିଛି l ବ୍ରତଧାରୀ ମା’ମାନେ ମା’ସାବିତ୍ରୀଙ୍କ ପାଖରେ ଫଳ, ଫୁଲ, ନୂଆ ଶାଢୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?