ଆମ ଜିଲା ଖବର

ବଜ୍ରକାପ୍ତା ବିକ୍ରି ପାଇଁ କରିଥିଲେ ଅପେକ୍ଷା: ମାଡ଼ିବସିଲା ଏସ୍‌ଟିଏଫ୍‌

ସୋନପୁର,୧୭ା୫(ନି.ପ୍ର.): କ୍ରାଇମବ୍ରାଞ୍ଚର ଏସ୍‌ଟିଏଫ୍‌ ଟିମ୍‌ ସୁବର୍ଣ୍ଣପୁର ଜିଲା ଲଛିପୁର ଥାନା ତିଲେଇମାଲ-ଖେମୁଡିଆମୁଣ୍ଡା ରାସ୍ତାରେ ଚଢାଉ କରି ୨ଟି ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର କରିଛି। ଅଢେଇ ଫୁଟ୍‌ ଲମ୍ବ ମା’ ବଜ୍ରକାପ୍ତାର ଓଜନ ୭କିଲୋ ଓ ଛୁଆ ବଜ୍ରକାପ୍ତାର ଓଜନ ୩ କିଲୋ।…

ଯାତ୍ରୀବାହୀ ବସ୍‌-ସ୍କୁଟି ମୁହାଁମୁହିଁ: ଜଣେ ମୃତ, ଜଣେ ଗୁରୁତର

ହିଞ୍ଜିଳିକାଟୁ,୧୭ା୫(ଡି.ଏନ୍‌.ଏ.): ବୁଧବାର ଅପରାହ୍ନରେ ୫୯ ନଂ ଜାତୀୟ ରାଜପଥ ତଥା ହିଞ୍ଜିଳି ଥାନା ସାରୁ-ସମରଝୋଳ ମଧ୍ୟବର୍ତ୍ତୀ ରାସ୍ତାରେ ଯାତ୍ରୀବାହୀ ବସ୍‌ ସହ ସ୍କୁଟି ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକ ଜଣଙ୍କ ହେଲେ…

ହତ୍ୟାକାରୀଙ୍କୁ ଆଜୀବନ ଜେଲ

କେନ୍ଦୁଝର,୧୭।୫(ସ୍ବ.ପ୍ର.): ଜଣେ ବୃଦ୍ଧା ହତ୍ୟା ମାମଲାର ବୁଧବାର ରାୟ ପ୍ରକାଶ ପାଇଛି। କେନ୍ଦୁଝର ଦୌରାଜଜ୍‌ ଚିତ୍ତରଞ୍ଜନ ମହାପାତ୍ର ଅଭିଯୁକ୍ତ ଦେବାନନ୍ଦ ନାଏକଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏପରିକି ଅଭିଯୁକ୍ତଙ୍କୁ ୫୦ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦେୟ…

୫୦୦ ଟଙ୍କା ଭତ୍ତା ପାଇଁ ୬ ହଜାର ଟଙ୍କା ଲାଞ୍ଚ ନେଉଥିଲେ ବିଏସ୍‌ଏସ୍‌ଓ, ଧରିଲା ଭିଜିଲାନ୍ସ

ବେଗୁନିଆପଡ଼ା,୧୭ା୫(ଡି.ଏନ୍‌.ଏ.): ୫୦୦ ଟଙ୍କା ଭତ୍ତା ପାଇଁ ୬ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ବିଏସ୍‌ଏସ୍‌ଓ। ବାର୍ଦ୍ଧକ୍ୟ ଭତ୍ତା କରାଇ ଦେବାକୁ ଲାଞ୍ଚ ନେଉଥିବା ବେଳେ ବିଏସ୍‌ଏସ୍‌ଓଙ୍କୁ ଭିଜିଲାନ୍ସ ଧରିଛି। ବ୍ରହ୍ମପୁର ଖଲ୍ଲିକୋଟ ଅଞ୍ଚଳରେ ଏପରି ଘଟଣା ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ,…

ବିଏଲ୍‌ଏଫ୍‌ ଆକାଉଣ୍ଟରୁ ଟଙ୍କା ଆତ୍ମସାତ୍‌ ଘଟଣାକୁ ନେଇ ତୀବ୍ର ହେଉଛି ଅସନ୍ତୋଷ

ଆନନ୍ଦପୁର,୧୭ା୫(ସ୍ବ.ପ୍ର.): ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ବିଏଲ୍‌ଏଫ୍‌ ଆକାଉଣ୍ଟରୁ ଟଙ୍କା ଆତ୍ମସାତ୍‌ ଘଟଣାକୁ ନେଇ ଅସନ୍ତୋଷ ତୀବ୍ର ହେବାରେ ଲାଗିଛି। ରାଜନୈତିକ ବ୍ୟକ୍ତିବିଶେଷଙ୍କ ବାହୁ ଛାୟା ତଳେ ରହିଥିବା ସମ୍ପାଦିକା ପୂର୍ବତନ ସଭାପତିଙ୍କ ପ୍ରରୋଚନାରେ ବିଭିନ୍ନ ଅନିୟମିତତା କାର୍ଯ୍ୟ କରିବା, ଅର୍ଥ…

ଆନନ୍ଦପୁର ପୌର ଅଧିକାରୀଙ୍କ ବଦଳି, ବର୍ଷକ ମଧ୍ୟରେ ବଦଳିଲେଣି ୩ ଅଧିକାରୀ

ଆନନ୍ଦପୁର,୧୭ା୫(ସ୍ବ.ପ୍ର.): ଆନନ୍ଦପୁର ପୌରପରିଷଦର ନୂତନ ପାରିଷଦ ଗଠନ ହେବାର ବର୍ଷକ ମଧ୍ୟରେ ୩ ପୌର ଅଧିକାରୀଙ୍କ ଦାୟିତ୍ୱକୁ ନେଇ ଚର୍ଚ୍ଚା ଜୋର ଧରିଛି। ବର୍ତ୍ତମାନ ଆନନ୍ଦପୁର ପୌରଅଧିକାରୀ ଭାବେ ନିଯୁକ୍ତି ପାଇଥିବା ଅଶୋକ କୁମାର ରାଉତଙ୍କ ବଦଳି ଆଦେଶକୁ ନେଇ ଏଭଳି…

ଗ୍ରେଡ୍‌ ପେ’ ବୃଦ୍ଧି ଦାବିରେ ମୁଖ୍ୟ ଶାସନ ସଚିବଙ୍କୁ ସ୍ମାରକପତ୍ର

ପୁରୁଷୋତ୍ତମପୁର,୧୭ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଥିବା ବିଭିନ୍ନ ସରକାରୀ କାର୍ଯ୍ୟାଳୟରେ କାର୍ଯ୍ୟରତ ଅମଲା ସଂଘର ମିଳିତ ମଞ୍ଚ ପକ୍ଷରୁ ଗ୍ରେଡ୍‌ ପେ’ ବୃଦ୍ଧି ଦାବିରେରେ ବୁଧବାର ରାଜ୍ୟ ମୁଖ୍ର ଶାସନ ସଚିବଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ବିଡିଓ ବିଜୟ କୁମାର…

ଆଇରନ ବୋଝେଇ ଟ୍ରକ ଧକ୍କାରେ ବାପା ମୃତ ପୁଅ ଗୁରୁତର

ପାଟଣା,୧୭।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଦେଇ ଯାଇଥିବା ମୁମ୍ବାଇ କଲିକତା ୪୯ ନମ୍ବର ଜାତୀୟ ରାଜପଥର ଡାବରଚୁଆ ନିକଟରେ ମଙ୍ଗଳବାର ରାତ୍ରି ଏକ ଆଇରନ ବୋଝେଇ ଟ୍ରକ ବାପା-ପୁଅଙ୍କୁ ଧକ୍କା ଦେଇଛି। ଦୂର୍ଘଟଣାରେ ବାପାଙ୍କ ମୃତ୍ୟୁ ଘଟିଥିବା ବେଳେ ପୁଅ…

ଦୁର୍ବଳ ନଦୀବନ୍ଧ ଚିହ୍ନଟକରି ମରାମତି ନିର୍ଦ୍ଦେଶ

ନବରଙ୍ଗପୁର, ୧୭।୫(ବି.ପ୍ର.): ନବରଙ୍ଗପୁରସ୍ଥିତ ମିଶନ ଶକ୍ତି ସଭାଗୃହରେ ଜିଲାପାଳ ଡ. କମଳଲୋଚନ ମିଶ୍ରଙ୍କ ଅଧ୍ୟକ୍ଷତାରେ ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପ୍ରଶମନ ଓ ପରିଚାଳନା(ବନ୍ୟା) କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବନ୍ୟାର ସଫଳ ମୁକାବିଲା କିପରି କରାଯାଇପାରିବ ସେ ନେଇ…

ଦୁର୍ବଳ ନଦୀବନ୍ଧ ମରାମତି ପାଇଁ ନିର୍ଦ୍ଦେଶ

ଯାଜପୁର ଟାଉନ,୧୭।୫(ଡି.ଏନ.ଏ.): ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ନିମନ୍ତେ ଏକ ଜିଲାସ୍ତରୀୟ ପ୍ରସ୍ତୁତି ବୈଠକ ମଙ୍ଗଳବାର ବରୀ ବିଧାୟିକା ସୁନନ୍ଦା ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଯାଜପୁର ଜିଲା ପରିଷଦ ସମ୍ମିଳନୀଗୃହରେ ଅନୁଷ୍ଠିତ ବୈଠକରେ ଅତିରିକ୍ତ ଜିଲାପାଳ ଦୁଃଖବନ୍ଧୁ ନାୟକ, ଅତିରିକ୍ତ ଜିଲାପାଳ…

‘ଆମ ଜମି ଆମକୁ ଫେରାଅ’

ଯାଜପୁର ଅଫିସ,୧୭।୫ : ଯେତେ ନୀତିନିୟମ ଉଲ୍ଲଂଘନ କଲେ ବି ଶିଳ୍ପ, କଳ କାରଖାନା କର୍ତ୍ତୃପକ୍ଷଙ୍କ ପ୍ରତି ସରକାର ଯେ, ସହାନୁଭୂତିଶୀଳ ଏକଥା ମେସ୍କୋ ଷ୍ଟିଲ କାରଖାନା କ୍ଷେତ୍ରରେ ଦେଖିବାକୁ ମିଳୁଛି । ଦୀର୍ଘ ୪ ବର୍ଷ ହେଲା କଳିଙ୍ଗନଗର ଶିଳ୍ପାଞ୍ଚଳରେ…

ଜଙ୍ଗଲରେ ବେଆଇନ ରାସ୍ତା ନିର୍ମାଣ

କାମାକ୍ଷାନଗର, ୧୬ା୫(ଡି.ଏନ୍‌.ଏ.): ଜଙ୍ଗଲ ଜମିରେ ବେଆଇନ ଭାବେ ନିର୍ମାଣ ଚାଲିଛି ରାସ୍ତା। ବ୍ୟକ୍ତିଗତ ସ୍ବାର୍ଥ ପାଇଁ ଜଳସେଚନ ଲାଗି ଉଦ୍ଦିଷ୍ଟ କାଡା କେନାଲକୁ ଜେସିବି ସହାୟତାରେ ଭାଙ୍ଗି ଦିଆଯାଇଛି। ଫଳରେ ୨ ପଞ୍ଚାୟତର ଚାଷୀ ଜଳସେଚନରୁ ବଞ୍ଚତ୍ତ ହୋଇଛନ୍ତି। ଢେଙ୍କାନାଳ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?